Home Middle

ଦିଲ୍ଲୀ ପରେଡ୍‌ରେ ପ୍ରଦର୍ଶିତ ହେବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଆସନ୍ତା ୨୦୨୦ ଜନରାଜ୍ୟ ଦିବସରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟସ୍ତରୀୟ ପରେଡ୍‌ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ଲାଗି ଯୋଗ୍ୟ ବିବେଚିତ ହୋଇଛି। ପ୍ରତି ବର୍ଷ କେନ୍ଦ୍ର ପ୍ରତିରକ୍ଷା ବିଭାଗ ପକ୍ଷରୁ ସମସ୍ତ ରାଜ୍ୟକୁ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ଲାଗି…

ଓ୍ବାନ ନେଶନ, ଓ୍ବାନ ରାଶନ:ବଦଳିବ ରାଶନ କାର୍ଡ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):କେବଳ ରାଜ୍ୟ ନୁହେଁ, ଦେଶର ଯେ କୌଣସି ସ୍ଥାନରୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌ଏଫ୍‌ଏସ୍‌ଏ)ରେ ସାମିଲ ହୋଇଥିବା ହିତାଧିକାରୀମାନେ ସେମାନଙ୍କର ରାଶନ ନେଇପାରିବେ। ସମଗ୍ର ଦେଶ ପାଇଁ ଗୋଟିଏ ପ୍ରକାର ରାଶନକାର୍ଡ ପ୍ରଚଳନ ହେବ। ସେଥିରେ ରାଜ୍ୟ ସରକାରଙ୍କର କୌଣସି ନିୟନ୍ତ୍ରଣ…

ଗମ୍ଭୀର ସ୍ଥିତିରେ ଅର୍ଥ ବ୍ୟବସ୍ଥା:ତ୍ୱରିତ ପଦକ୍ଷେପ ନେବାକୁ ଆଇଏମ୍‌ଏଫ୍‌ର ପରାମର୍ଶ

ଓ୍ବାଶିଂଟନ,୨୫ା୧୨:ଭାରତୀୟ ଅର୍ଥ ବ୍ୟବସ୍ଥା ଏବେ ଗମ୍ଭୀର ସ୍ଥିତିରେ ରହିଛି। ଏହି ସମୟରେ ସରକାର ନୀତିଗତ ଭାବେ ତ୍ୱରିତ ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ଭାରତ ବିଶ୍ୱ ଅଭିବୃଦ୍ଧିର ପ୍ରମୁଖ ଇଞ୍ଜିନ ହୋଇଥିବାରୁ ସରକାର ଏହାକୁ ଧ୍ୟାନରେ ରଖି ପଦକ୍ଷେପ ନେବାକୁ ଅନ୍ତର୍ଜାତୀୟ…

ବୁଧବାର ରାତି ୮ଟା ୨୦ରୁ ପାକତ୍ୟାଗ; ରାତିତମାମ ଉଜାଗର ରହିବେ ମହାପ୍ରଭୁ

ପୁରୀ ଅଫିସ, ୨୪ା୧୨: ଆସନ୍ତା ୨୬ ତାରିଖ ପୌଷ ଅମାବାସ୍ୟାରେ ହେବ ଖଣ୍ଡଗ୍ରାସ କେତୁଗ୍ରସ୍ତ ସୂର୍ଯ୍ୟୋପରାଗ। ଗୁରୁବାର ସକାଳ ୮ଘଣ୍ଟା ୨୦ ମିନିଟ୍‌ ୮ ସେକେଣ୍ଡରେ ପରାଗ ସ୍ପର୍ଶ ହୋଇ ୩ ଘଣ୍ଟା ୯ ମିନିଟ୍‌ ପର୍ଯ୍ୟନ୍ତ ରହିବ। ସକାଳ ୯ଟା…

କ୍ୟାବିନେଟ୍‌ ବୈଠକରେ ଏନ୍‌ପିଆର୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୪।୧୨: ସିଏଏ ଏବଂ ଏନ୍‌ଆର୍‌ସିକୁ ନେଇ ଦେଶରେ ବିରୋଧ ପ୍ରଦର୍ଶନ ଏବଂ ହିଂସା ଜାରି ରହିଥିବାବେଳେ ମଙ୍ଗଳବାର କ୍ୟାବିନେଟ୍‌ ବୈଠକରେ ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏନ୍‌ପିଆର୍‌)କୁ ମଞ୍ଜୁରୀ ମିଳିଛି। ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର ଅପଡେଟ୍‌ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ…

ଫେବୃୟାରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା

କଟକ ଅଫିସ୍‌,୨୪।୧୨: ଆସନ୍ତା ଫେବୃୟାରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ଦିନ ୧୨.୩୦ରେ…

୨୬ରେ ସୂର୍ଯ୍ୟୋପରାଗ: ସମସ୍ତ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ଆସନ୍ତା ଡିସେମ୍ବର ୨୬ରେ ସୂର୍ଯ୍ୟୋପରାଗ ଯୋଗୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସୂଚନାଯୋଗ୍ୟ, ୨୬ତାରିଖ ସକାଳେ ବିରଳ ସୂର୍ଯ୍ୟୋପରାଗ ସଂଘଠିତ ହେବ। ଏହା…

‘କଂଗ୍ରେସ ମୁକ୍ତ ଭାରତ’ ପରିବର୍ତ୍ତେ ‘ଭାଜପା ମୁକ୍ତ’ ହେବାକୁ ଯାଉଛି ଦେଶ: ଶିବସେନା

ମୁମ୍ବାଇ, ୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଭାଜପାର ପରାଜୟ ହୋଇଛି। ଏନେଇ ଶିବସେନା ଭାଜପାକୁ କଡ଼ା ସମାଲୋଚନା କରିଛି। ଶିବସେନା ମୁଖପତ୍ର ସାମନାରେ ଏନେଇ ଏକ ଲେଖା ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ, ଭାଜପା ‘କଂଗ୍ରେସ ମୁକ୍ତ ଭାରତ’ ଘୋଷଣା…

ଝାଡ଼ଖଣ୍ଡ ନୂଆ ବିଧାୟକ: ୫୭ କୋଟିପତି; ୪୩ଙ୍କ ବିରୋଧରେ ଆପରାଧୀକ ମାମଲା

ରାଞ୍ଚି,୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ରାଜ୍ୟର ୮୧ ନୂଆ ବିଧାୟକଙ୍କ ମଧ୍ୟରେ ୫୭ ଜଣ କୋଟିପତି ରହିଛନ୍ତି। ସେହିପରି ୪୩ ଜଣଙ୍କ ବିରୋଧରେ ଆପରାଧୀକ ମାମଲା ରହିଛି। ନିର୍ବାଚନ ସମୟରେ ସେମାନଙ୍କ ଦ୍ୱାରା ଦାଖଲ ହୋଇଥିବା ସତ୍ୟପାଠରୁ…

ଭାଜପାକୁ ଝାଡ଼ଖଣ୍ଡ ଝଟକା

ରାଞ୍ଚି/ନୂଆଦିଲ୍ଲୀ,୨୪ା୧୨(ପି.ଟି./ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ପରେ ଝାଡ଼ଖଣ୍ଡ ନିର୍ବାଚନରେ ଭାଜପାକୁ ବଡ଼ ଝଟକା ଲାଗିଛି। ବିଧାନସଭାର ୮୧ ଆସନ ମଧ୍ୟରୁ ଶାସକ ଭାଜପାକୁ ମାତ୍ର ୨୫ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତୃତ୍ୱାଧୀନ ବିରୋଧୀ ମେଣ୍ଟ ୪୭ ଆସନ…

ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ୩୫ରୁ ଊଦ୍ଧର୍‌ବ ଆହତ, ୧୯ ଗୁରୁତର

ଦିଗପହଣ୍ଡି,(ଡି.ଏନ୍‌.ଏ.)/ପାଟପୁର,୨୪ା୧୨- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ସୋମବାର ରାତି ପ୍ରାୟ ୮ଟାରେ ଏକ ପିକ୍‌ନିକ୍‌ ବସ୍‌ ଓଲଟି ପଡିବାରୁ ୩୫ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯ ଜଣ ଗୁରୁତର ଅଛନ୍ତି। ପ୍ରକାଶ ଯେ,…

କଳାଟଙ୍କା ତଥ୍ୟ ଦେବାକୁ ସରକାର ଅରାଜି

ନୂଆଦିଲ୍ଲୀ,୨୪-୧୨: ସୁଇଜରଲାଣ୍ଡରେ ଥିବା ବ୍ୟାଙ୍କଗୁଡିକୁ କଳା ଟଙ୍କା ରଖିବାର ଭୂସ୍ବର୍ଗ ବୋଲି ବିଚାର କରାଯାଇଥାଏ। ପୂର୍ବରୁ ଏଠାକାର ସରକାର ଅନ୍ୟ କୌଣସି ଦେଶକୁ ନିଜ ବ୍ୟାଙ୍କରେ ଥିବା ଆକାଉଣ୍ଟ ସମ୍ପର୍କିତ ତଥ୍ୟ ଦେଉ ନ ଥିଲେ। ହେଲେ ଏହି ଧାରାରେ ନିୟମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri