ଦିଲ୍ଲୀରେ ଓଡ଼ିଆ ଡାକ୍ତରଙ୍କ କରୋନାରେ ମୃତ୍ୟୁ: ପତ୍ନୀ, ଦୁଇ ଝିଅ ମଧ୍ୟ ସଂକ୍ରମିତ
ଭୁବନେଶ୍ୱର, ୨୦।୬(ବ୍ୟୁରୋ)- ଦିଲ୍ଲୀରେ ଜଣେ ଓଡ଼ିଆ ଡାକ୍ତରଙ୍କ କରୋନାରେ ମୃତ୍ୟୁ ଘଟିଛି। ସେ ହେଲେ ୩୯ ବର୍ଷୀୟ ଡା. ଅଶ୍ୱିନୀ କୁମାର ପ୍ରତାପ। ତାଙ୍କ ଘର କଟକ ଜିଲା ବାଙ୍କୀରେ। ସେ ନ୍ୟାଶନାଲ ହେଲ୍ଥ ସିଷ୍ଟମ ରିସୋର୍ସ ସେଣ୍ଟର(ଏନ୍ଏଚ୍ଏସ୍ଆର୍ସି)ରେ ଜଣେ ସିନିୟର…
CORONAVIRUS UPDATE: ଆଜି ସର୍ବାଧିକ ୨୩୭ ସୁସ୍ଥ, ମୋଟ ଆରୋଗ୍ୟ ସଂଖ୍ୟା ୩୫୩୪କୁ ବୃଦ୍ଧି
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିବା ବେଳେ ଆରୋଗ୍ୟ ସଂଖ୍ୟା ବଢ଼ୁଛି। ଏହି କ୍ରମରେ ଶନିବାର ରାଜ୍ୟରେ ସର୍ବାଧିକ ୨୩୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୫୩୪କୁ ବୃଦ୍ଧି…
କରୋନା ଚିକିତ୍ସା ପାଇଁ ଆସିଲା ଔଷଧ: ଦାମ ମାତ୍ର ୧୦୩ ଟଙ୍କା
ନୂଆଦିଲ୍ଲୀ,୨୦।୬: ଗ୍ଲେନମାର୍କ ଫାର୍ମାସ୍ୟୁଟିକାଲ କମ୍ପାନୀ କରୋନାରେ ସାମାନ୍ୟ ଭାବେ ପୀଡ଼ିତ ରୋଗୀଙ୍କ ଚିକିତ୍ସା ପାଇଁ ଏକ ଆଣ୍ଟିଭାଇରାଲ ଔଷଧ ଆଣିଛନ୍ତି। ଫାଭିପିରାଭିର(Favipiravir) ଆଣ୍ଟିଭାଇରାଲ ଔଷଧକୁ ଫାଭିଫ୍ଲୁ ବ୍ରାଣ୍ଡ ନାମରେ ଲଞ୍ଚ କରାଯାଇଛି। କମ୍ପାନୀ ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି। କମ୍ପାନୀ…
ଭୁବନେଶ୍ୱରରେ ମାଡ଼ିବାରେ ଲାଗିଲାଣି କରୋନା: ଆଉ ୧୯ ପଜିଟିଭ୍ ଚିହ୍ନଟ; ଅଛି ୧୫ ଲୋକାଲ୍ କେସ୍
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ଅଞ୍ଚଳରେ ଶନିବାର ଆଉ ୧୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୪ଜଣ ହୋମ୍ କ୍ୱାରାଣ୍ଟାଇନ୍ କେସ୍ ଥିବା ବେଳେ ୧୫ ଲୋକାଲ କେସ୍ ରହିଛି। ସେହିଭଳି ୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ବିଏମ୍ସି…
୨୬/୧୧ ମୁମ୍ବାଇ ଆକ୍ରମଣ ଷଡ଼ଯନ୍ତ୍ରକାରୀ ତହଓ୍ବୁର ରାଣା ଗିରଫ: ଭାରତକୁ ପ୍ରତ୍ୟର୍ପଣର ହେବ ବିଚାର
ଲସ୍ ଏଞ୍ଜେଲସ୍/ ନୂଆଦିଲ୍ଲୀ, ୨୦।୬: ମୁମ୍ବାଇ ୧୬/୧୧ ଆକ୍ରମଣର ଷଡ଼ଯନ୍ତ୍ରକାରୀ ତହଓ୍ବୁର ରାଣାଙ୍କୁ ଲସ୍ ଏଞ୍ଜେଲସ୍ ପୋଲିସ ଗିରଫ କରିଛି। ମୂଳ ପାକିସ୍ତାନୀ ରାଣା କାନାଡ଼ାରେ ରହି ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନକୁ ସହାୟତା ଯୋଗାଉଥିଲେ। ସେ ଗତ ୧୪ ବର୍ଷ ଧରି…
ଭୁବନେଶ୍ୱର ଡୁମ୍ଡୁମା ସୁବାସ ନଗର ବସ୍ତିକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା
ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜଧାନୀର ଡୁମଡୁମା ଅଞ୍ଚଳ ସୁବାସ ନଗର ବସ୍ତିକୁ ଶନିବାର କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ସୁବାସ ନଗର ବସ୍ତିରୁ ଏକାଧିକ କରୋନା ପଜିଟିଭ୍ ବାହାରିଛି। ଏପରିକି ସେମାନଙ୍କର କୌଣସି ଟ୍ରାଭେଲ୍ ହିଷ୍ଟ୍ରି ନାହିଁ। ଏହାକୁ ଦୃଷ୍ଟିରେ ରଖି ଡୁମ୍ଡୁମା…
ଆତ୍ମନିର୍ଭର ଭାରତ ବାଟରେ କଣ୍ଟା: ବଜାରରେ କୋଟି କୋଟି ଟଙ୍କାର ଚାଇନା ସାମଗ୍ରୀ
ନୂଆଦିଲ୍ଲୀ, ୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତ୍ମନିର୍ଭର ଭାରତ ଗଠନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଲୋକେ ସ୍ବଦେଶୀ ଉତ୍ପାଦ ବ୍ୟବହାର କଲେ ଦେଶର ଆର୍ଥତ୍କ ସ୍ଥିତିରେ ସୁଧାର ଆସିବାର ଆଶା ରହିଛି। ତେବେ ଆତ୍ମନିର୍ଭର ଭାରତ ବାଟରେ କଣ୍ଟା ସାଜିଛି ଚାଇନା…
ଗରିବ କଲ୍ୟାଣ ରୋଜଗାର ଯୋଜନାର ଶୁଭାରମ୍ଭ: ୨୫ ହଜାରରୁ ଅଧିକ ପ୍ରବାସୀଙ୍କୁ ମିଳିବ କାମ, ଖର୍ଚ୍ଚ ହେବ ୫୦ ହଜାର କୋଟି
ନୂଆଦିଲ୍ଲୀ, ୨୦।୬: କରୋନା ମହାମାରୀ ସମୟରେ ପ୍ରବାସୀ ଶ୍ରମିକଙ୍କ ଆର୍ଥିକ ସ୍ଥିତିରେ ସୁଧାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗରିବ କଲ୍ୟାଣ ରୋଜଗାର ଯୋଜନାର ଶୁଭାରମ୍ଭ କରିଛନ୍ତି। ୬ଟି ରାଜ୍ୟର ୧୧୬ ଜିଲାରେ ଏହି ଯୋଜନା ପ୍ରଣୟନ କରାଯିବ। ଏହା…
CORONAVIRUS UPDATE: କରୋନା ନେଲା ଆଉ ଏକ ଜୀବନ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ପୁରୀ ଜିଲାର ହୋଇଥିବା ବେଳେ ତାଙ୍କ ବୟସ ୬୦। କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଦୀର୍ଘଦିନ ହେବ ସେ ଶ୍ୱାସଜନିତ ରୋଗରେ…
CORONAVIRUS UPDATE: ରାଜ୍ୟରେ ପୁଣି ୧୭୯ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୬ରେ ପହଞ୍ଚିଲା
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…
ଭାରତଠାରୁ କେହି ଇଞ୍ଚେ ଜମି ନେଇପାରିବନି: ମୋଦି
ନୂଆଦିଲ୍ଲୀ,୧୯ା୬-ଭାରତ ସୀମା ମଧ୍ୟରେ ଚାଇନା ପ୍ରବେଶ କରିନାହିଁ କିମ୍ବା କୌଣସି ଘାଟିକୁ ଦଖଲ କରିନାହିଁ। ଭାରତଠାରୁ କେହି ଇଞ୍ଚେ ବି ଜମି ନେଇପାରିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକ ଶେଷରେ ଗଣମାଧ୍ୟମକୁ କହିଛନ୍ତି। ଭାରତର ୨୦ ଯବାନ…
ରସୁଲଗଡ଼ ଛକରୁ ଜବତ ହେଲା ସାଢେ ୪ କୋଟି ଟଙ୍କାର ବ୍ରାଉନସୁଗାର
ଭୁବନେଶ୍ୱର,୧୯ା୬ (ବ୍ୟୁରୋ)-ଶୁକ୍ରବାର ଏସ୍ଟିଏଫ ହାତରେ ଲାଗିଛି ବଡ଼ ସଫଳତା। ବାଲେଶ୍ୱରରୁ ବୋଲେରୋରେ ଚାଲାଣ ହୋଉଥିବା ଏକ ବ୍ରାଉନ୍ ସୁଗାର ରାକେଟକୁ ପର୍ଦ୍ଦାଫାଶ କରିଛି କ୍ରାଇମ୍ବ୍ରାଞ୍ଚର ଏସ୍ଟିଏଫ(ସ୍ପେଶାଲ ଟାକ୍ସ ଫୋର୍ସ)। ଏସ୍ଟିଏଫ୍ ଚାଲାଣ କରାଯାଉଥିବା ବାଲେରୋ ସହ ୪ କେଜି ୪୮୬ ଗ୍ରାମର…

