କମୁନି ଅନ୍ନଦାତାଙ୍କ ଋଣବୋଝ: ଦୋହଲି ଯାଇଛି ଆର୍ଥିକ ମେରୁଦଣ୍ଡ
ନୂଆଦିଲ୍ଲୀ,୨୩।୧୨: ସୋମବାର ଦେଶରେ ପାଳିତ ହେଉଛି କିଷାନ ଦିବସ। ଦେଶର ପଞ୍ଚମ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂଙ୍କ ଜନ୍ମତିଥିରେ ଏହା ପାଳିତ ହୋଇଆସୁଛି। ଚୌଧୁରୀ ଚରଣ ସିଂ ୧୯୦୨ ଡିସେମ୍ବର ୨୩ରେ ଉତ୍ତରପ୍ରଦେଶ ନୁର୍ପୁରଠାରେ ଜନ୍ମଗ୍ରହଣ କରିଥିଲେ। ସେ ୧୯୮୭ ମେ…
ଭାଜପାର ମିଶନ ୬୫ ଫେଲ୍: ବାଟରେ କଣ୍ଟା ସାଜିଲା ୫ କାରଣ
ରାଞ୍ଚି,୨୩।୧୨: ଝାଡ଼ଖଣ୍ଡରେ ଭାଜପାର ମିଶନ ୬୫ ଫେଲ୍ ମାରିଛି। ବିଧାନସଭା ନିର୍ବାଚନ ଫଳାଫଳ କଂଗ୍ରେସ-ଜେଏମ୍ଏମ ମେଣ୍ଟ ସପକ୍ଷରେ ଯାଇଛି। ମୁଖ୍ୟମନ୍ତ୍ରୀ ରଘୁବର ଦାସ ସରକାରଙ୍କୁ ଲୋକେ ପ୍ରତ୍ୟାଖାନ କରିଛନ୍ତି। ଭାଜପାର ବିଜୟ ପଥରେ ୫ଟି କାରଣ କଣ୍ଟା ସାଜିଥିବା ରାଜନୈତିକ ସମୀକ୍ଷକ…
ସିଏଏ-ଏନ୍ଆର୍ସି ଦେଲାନି କାମ: ହେମନ୍ତ ସୋରେନ୍
ରାଞ୍ଚି,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ୍। ସେ କହିଛନ୍ତି ମୋଦି ସରକାରଙ୍କ ସିଏଏ ଏବଂ ଏନ୍ଆର୍ସି କାମ ଦେଇନି। ଲୋକେ ରାଜ୍ୟରେ…
ବର୍ଷକ ମଧ୍ୟରେ ଭାଜପା ହାତରୁ ଖସି ଯାଇପାରେ ପଞ୍ଚମ ରାଜ୍ୟ
ନୂଆଦିଲ୍ଲୀ,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ମତଗଣନା ସୋମବାର ସକାଳୁ ଆରମ୍ଭ ହୋଇଛି। ଏଥିରେ ସକାଳ ୧୧ଟା ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ୩୧ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ-ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା-ରାଷ୍ଟ୍ରୀୟ ଜନତା ଦଳ ମେଣ୍ଟ ୪୧ ଆସନରେ ଆଗରେ…
ଝାଡ଼ଖଣ୍ଡରେ ତ୍ରିଶଙ୍କୁ ସ୍ଥିତି ସମ୍ଭାବନା
ରାଞ୍ଚି,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଭୋଟ ଗଣତି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସୋମବାର ସକାଳ ୮ଟାରୁ ୨୪ ଜିଲା ମୁଖ୍ୟାଳୟରେ ଆରମ୍ଭ ହୋଇଛି। ରାଜ୍ୟରେ ତ୍ରିଶଙ୍କୁ ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।…
ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଭୋଟ ଗଣତି: କଂଗ୍ରେସ ମେଣ୍ଟ ଆଗୁଆ
ରାଞ୍ଚି,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଭୋଟ ଗଣତି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସୋମବାର ସକାଳ ୮ଟାରୁ ୨୪ ଜିଲା ମୁଖ୍ୟାଳୟରେ ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟ ଭୋଟ ଗଣତିରେ କଂଗ୍ରେସ ମେଣ୍ଟ ଆଗୁଆ ରହିଛି। ୮୧ ବିଧାନସଭା ଆସନ ମଧ୍ୟରୁ…
ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାରତୀୟ କ୍ରିକେଟ୍ ଦଳ କଟକସ୍ଥିତ ବାରବାଟୀରେ ହେଉଥିବା ଦିନିକିଆରେ ବିଜୟୀ ହୋଇଛି। ଏହି ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚମତ୍କାର ବିଜୟ ପାଇଁ…
ମମତାଙ୍କୁ କଡ଼ା ସମାଲୋଚନା କଲେ ମୋଦି: କୋଲକାତାରୁ ଜାତିସଙ୍ଘରେ ପହଞ୍ଚିଲେ ଦିଦି
ନୂଆଦିଲ୍ଲୀ,୨୨।୧୨: ସିଏଏକୁ ବିରୋଧ କରି ଦେଶବ୍ୟାପି ପ୍ରଦର୍ଶନ କରାଯିବା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ରାମଲୀଳା ମଇଦାନରେ ଆୟୋଜିତ ଧନ୍ୟବାଦ ରାଲିରେ ଯୋଗଦେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଦିଦି ସିଏଏକୁ ବିରୋଧ…
ନିର୍ଭୟା ମାମଲାର ବିଚାର: ତଳ କୋର୍ଟରେ ୨୫୨ ଦିନ; ହାଇକୋର୍ଟରେ ୧୫୮ ଏବଂ ସୁପ୍ରିମ୍କୋର୍ଟରେ ହଜାରେ ୮ ଦିନ
ନୂଆଦିଲ୍ଲୀ,୨୨।୧୨: ଦିଲ୍ଲୀରେ ୭ ବର୍ଷ ତଳେ ୨୦୧୨ ଡିସେମ୍ବର ୧୬ରେ ଘଟିଥିବା ନିର୍ଭୟା ମାମଲାର ବିଚାର ପାଇଁ ୨ ହଜାର ୫ଶହ ୬୬ ଦିନ ଲାଗିଛି। ଘଟଣା ଘଟିବାର ୧୮ ଦିନ ମଧ୍ୟରେ ପୋଲିସ ପକ୍ଷରୁ ଚାର୍ଜସିଟ୍ ପ୍ରସ୍ତୁତ କରାଯାଇଥିଲା। ଏହାପରେ…
ବିବିଧତାରେ ଏକତା ଭାରତର ବିଶେଷତା: ମୋଦି
ନୂଆଦିଲ୍ଲୀ,୨୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦିଲ୍ଲୀର ୧୭୩୪ ଅବୈଧ ବସତିକୁ ବୈଧ କରିଥିବାରୁ ଦିଲ୍ଲୀ ଭାଜପା ପକ୍ଷରୁ ରାମଲୀଳା ମଇଦାନରେ ରବିବାର ଏକ ଧନ୍ୟବାଦ ରାଲିର ଆୟୋଜନ କରାଯାଇଛି। ଆୟୋଜିତ ରାଲିରେ ଯୋଗଦେଇ ମୋଦି କହିଛନ୍ତି ବିବିଧତାରେ ଏକତା ହେଉଛି…
ବାରବାଟୀ ଫିଭର୍: ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଲା ଭାରତ
କଟକ ଅଫିସ୍,୨୨।୧୨: ବାରବାଟୀ ଷ୍ଟାଡିୟମରେ ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ତଥା ଅନ୍ତିମ ମ୍ୟାଚ୍ ଆରମ୍ଭ ହୋଇଛି। ଏହି ମ୍ୟାଚ୍ରେ ଭାରତ ପ୍ରଥମେ ଟସ ଜିତି ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଛି। ମ୍ୟାଚ୍ ପାଇଁ ଭାରତୀୟ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଚୂଡ଼ାନ୍ତ…
ଭାରତ ମହାସାଗରରେ ଚଳିତ ବର୍ଷ ସୃଷ୍ଟି ହୋଇଛି ୧୧ ସାମୁଦ୍ରିକ ଝଡ଼: ଭାଙ୍ଗିଛି ୧୨୫ ବର୍ଷର ରେକର୍ଡ
ନୂଆଦିଲ୍ଲୀ,୨୨।୧୨: ଚଳିତ ବର୍ଷ ଭାରତ ମହାସାଗରରେ ୧୧ ସାମୁଦ୍ରିକ ଝଡ଼ ସୃଷ୍ଟି ହୋଇଛି। ବଙ୍ଗୋପ ସାଗରଠାରୁ ଆରମ୍ଭ କରି ଆଣ୍ଡାମାନ ସାଗର ମଧ୍ୟରେ ଏସବୁ ଝଡ଼ ଦ୍ୱାରା ବହୁ କ୍ଷୟକ୍ଷତି ହୋଇଛି। ୧୮୯୩ ପରେ ସର୍ବାଧିକ ଝଡ଼ ଭାରତ ମହାସାଗରରେ ସୃଷ୍ଟି…
Archives


