Home Middle

ମହାନଦୀ ପାରି ହେବାବେଳେ ବୁଡି ଗଲା ଡଙ୍ଗା: ପହଁରି ପହଁରି କୂଳରେ ଲାଗିଲେ ଶ୍ରମିକ

ମହାକାଳପଡା,୧୯।୬(ଡି.ଏନ୍‌.ଏ)-କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ରାମନଗର ପିତାପାଟ ନିକଟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ମହାନଦୀ ପାରି ହୋଇ ପାରାଦୀପକୁ କାମ କରିବାକୁ ଯାଉଥିବାବେଳେ ଏକ ଡଙ୍ଗା ବୁଡି ଯାଇଛି। ଫଳରେ ଉକ୍ତ ଡଙ୍ଗାରେ ଥିବା ୫ଜଣ ଶ୍ରମିକ ଅଳ୍ପକେ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୩ ଆକ୍ରାନ୍ତ; ୩୨୦୦ ଛୁଇଁଲା ମୋଟ ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମଧ୍ୟରେ କଟକର ସର୍ବାଧିକ…

ଶ୍ରୀମନ୍ଦିର ଭିତରେ ହେବ ବିଧିରକ୍ଷା

ପୁରୀ ଅଫିସ,୧୯।୬: ରଥଯାତ୍ରା ବନ୍ଦ ପ୍ରସଙ୍ଗକୁ ନେଇ ଶୁକ୍ରବାର ନିଳାଦ୍ରୀ ଭକ୍ତ ନିବାସ ପରିସରରେ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ କମିଟି ଅଧ୍ୟକ୍ଷ ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମହାମାରୀ କରୋନା ସଂକ୍ରମଣ ଯୋଗୁ…

ଭୁବନେଶ୍ୱରରେ ଥମୁନି କରୋନା ଆକ୍ରାନ୍ତ ସଂଖ୍ୟା: ପୁଣି ଚିହ୍ନଟ ହେଲେ ୭ ସଂକ୍ରମିତ; ଅଛନ୍ତି ରେଳ ବିଭାଗ କର୍ମଚାରୀ, ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ପୁଣି ୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁୁ ୪ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୬୫କୁ ବୃଦ୍ଧି ପାଇଛି। ସେଥିରୁ…

CORONAVIRUS UPDATE: ରାଜ୍ୟରେ ପୁଣି ୧୬୫ ପଜିଟିଭ୍‌; ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଲା

ଭୁବନେଶ୍ୱର,୧୯ା୬(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୧୬୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦଙ୍କ ଶେଷକୃତ୍ୟ ସମ୍ପନ୍ନ

ରାଇକିଆ,୧୯ା୬(ଡି.ଏନ୍‌.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ଚନ୍ଦ୍ରକାନ୍ତ ପ୍ରଧାନଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୂର୍ବ ଲଦାଖ ସୀମା ଗଲ୍‌ୱାନ୍‌ ଉପତ୍ୟକାରେ ଚାଇନା ସୈନିକଙ୍କ ଆକ୍ରମଣରେ ଦେଶ ପାଇଁ ପ୍ରାଣବଳୀ ଦେଇ ଶହୀଦ ହୋଇଥିବା ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପାର୍ଥିବ ଶରୀର ଶୁକ୍ରବାର ସକାଳ…

୩୨୮ବର୍ଷ ପରେ ପୁନରାବୃତ୍ତି: ୧୫୫ବର୍ଷ ବନ୍ଦ ରହିଛି ରଥଯାତ୍ରା

ପୁରୀ ଅଫିସ,୧୯।୬: କରୋନା ପାଇଁ ଚଳିତବର୍ଷ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଘୋଷଯାତ୍ରା ହେବ ନାହିଁ। ମହାମାରୀର ପ୍ରକୋପକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଏଭଳି ନିଷ୍ପତ୍ତି ନେଇଛନ୍ତି। ଦୀର୍ଘ ୩୨୮ବର୍ଷ ପରେ ଇତିହାସର ପୁନରାବୃତ୍ତି ଘଟିବାକୁ ଯାଉଛି। ୧୬୯୨ରେ ଶ୍ରୀମନ୍ଦିର ଉପରେ ଏକ୍ରାମ୍‌…

ସୀମାରେ ଯବାନଙ୍କ ପାଖରେ ଅସ୍ତ୍ର ଥାଏ

ନୂଆଦିଲ୍ଲୀ,୧୯ା୬:ଚାଇନା ସୀମାରେ ମୁତୟନ ସମସ୍ତ ଭାରତୀୟ ଯବାନଙ୍କ ପାଖରେ ଅସ୍ତ୍ରଶସ୍ତ୍ର ଥାଏ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁରୁବାର କହିଛନ୍ତି। ଗଲଓ୍ବାନକୁ ବିନା ଅସ୍ତ୍ରରେ ଭାରତୀୟ ଯବାନଙ୍କୁ କାହିଁକି ପଠାଯାଇଥିଲା ଓ ଏଥିପାଇଁ କିଏ ଦାୟୀ ବୋଲି କଂଗ୍ରେସ ନେତା…

ଏଲ୍‌ଏସିରେ ଯୁଦ୍ଧ ଭଳି ସ୍ଥିତି

ନୂଆଦିଲ୍ଲୀ/ ଲେହ,୧୯ା୬:ଲଦାଖର ଗଲଓ୍ବାନ ଉପତ୍ୟକାରେ ଭାରତ ଓ ଚାଇନା ସେନା ମଧ୍ୟରେ ସଂଘର୍ଷ ଘଟି ଉଭୟ ପକ୍ଷର ସୈନ୍ୟ ମୃତାହତ ହେବା ପରେ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ଯୁଦ୍ଧ ଭଳି ସ୍ଥିତି ସୃଷ୍ଟି ହୋଇଛି। ଚାଇନାର ପିପୁଲ୍ସ ଲିବରେଶନ ଆର୍ମି…

କ୍ୟାବିନେଟ ନିଷ୍ପତ୍ତି: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହେବ

ଭୁବନେଶ୍ୱର,୧୭ା୬(ବ୍ୟୁରୋ)-ଚଳିତବର୍ଷ ପୁରୀରେ ଶ୍ରୀଜୀଉଙ୍କ ରଥଯାତ୍ରା ଅନୁଷ୍ଠିତ ହେବ ନାହିଁ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଆଇନ ବିଭାଗ ପକ୍ଷରୁ ଦିଆଯାଇଥିବା ସଂକଳ୍ପକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୯୭ କରୋନା ଆକ୍ରାନ୍ତ, କଟକର ସର୍ବାଧିକ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହେଲେ ୯୭ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି। ନୂତନ ଆରୋଗ୍ୟ ବ୍ୟକ୍ତିଙ୍କ ମଧ୍ୟରେ କଟକର ସର୍ବାଧିକ ୧୭ଜଣ ଥିବା ବେଳେ…

ରଥଯାତ୍ରା ପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା ଦେବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୬(ବ୍ୟୁରୋ): ଚଳିତବର୍ଷ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଓ ଏହାସହ ଜଡ଼ିତ ଅନ୍ୟ କାର୍ଯ୍ୟକଳାପକୁ ଅନୁମତି ଦିଆଯିବ ନାହିଁ। ଏଥିପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା କରିବେ ନାହିଁ ବୋଲି ଗୁରୁବାର ସୁପ୍ରିମକୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?