Home Middle

ପ୍ରକାଶ ପାଇଲା କାର୍ଯ୍ୟସୂଚୀ, ୨୭ରୁ ବିଜେଡିର ସାଙ୍ଗଠନିକ ନିର୍ବାଚନ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି)ର ସାଙ୍ଗଠନିକ ନିର୍ବାଚନ ୫ଟି ପର୍ଯ୍ୟାୟରେ ଡିସେମ୍ବର ୨୭ରୁ ୨୦୨୦ ଫେବୃୟାରୀ ୨୬ ମଧ୍ୟରେ ଅନୁଷ୍ଠିତ ହେବ। ଏହାର ସୁପରିଚାଳନା ପାଇଁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ନିର୍ବାଚନ ଅଧିକାରୀ ଭାବେ ପ୍ରତାପ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ, ୨୦।୧୨: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପୂର୍ବାହ୍ନରେ ଆୟୋଜିତ ହୋଇଥିବା ଏହି ବୈଠକରେ ଶ୍ରୀମନ୍ଦିର ସଂସ୍କାର ମାମଲା ନେଇ ସୁପ୍ରିମକୋର୍ଟ ଯେଉଁ ନିର୍ଦ୍ଦେଶ ଦେଇଥିଲେ ସେ ସମ୍ପର୍କରେ ମୁଖ୍ୟତଃ ତର୍ଜମା…

ବାରବାଟୀ ନିର୍ଣ୍ଣାୟକ ଲଢ଼େଇ: ଭୁବନେଶ୍ୱରରେ ଟିମ୍‌ ଇଣ୍ଡିଆ, ଓ୍ବେଷ୍ଟଇଣ୍ଡିଜ

ଭୁବନେଶ୍ୱର, ୧୯।୧୨ (ସ୍ପୋଟର୍‌ସ ବ୍ୟୁରୋ)- ଘରୋଇ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ଟିମ୍‌ ମଧ୍ୟରେ ଦିନିକିଆ ସିରିଜର ଅନ୍ତିମ ତଥା ୩ୟ ମ୍ୟାଚ୍‌ ରବିବାର କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ବାରବାଟୀ ମ୍ୟାଚ୍‌ ପାଇଁ ଉତ୍କଣ୍ଠା ବଢ଼ି ଚାଲିଥିବାବେଳେ ଗୁରୁବାର ଅପରାହ୍ନରେ…

ନାଗରିକତା ଆଇନ ନେଇ କଂଗ୍ରେସର ଦୋମୁହାଁ ନୀତି : ମନମୋହନଙ୍କ ୧୬ ବର୍ଷ ତଳର ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୧୨: ନାଗରିକତା ଆଇନ ନେଇ କଂଗ୍ରେସର ଦୋମୁହାଁ ନୀତିକୁ ଭାଜପା ପକ୍ଷରୁ ପର୍ଦ୍ଦାଫାଶ୍‌ କରାଯାଇଛି। ଏନେଇ ରାଜ୍ୟସଭାର ୧୬ ବର୍ଷ ତଳର ଏକ ଭିଡ଼ିଓକୁ ଭାଜପା ଆଇଟି ସେଲ୍‌ ଅଧ୍ୟକ୍ଷ ଅମିତ ମାଲବ୍ୟ ଟୁଇଟରରେ ଶେୟାର କରିଛନ୍ତି। କଂଗ୍ରେସ ଏବେ ଏହି…

ନାଗରିକତା ସଂଶୋଧନ ଆଇନ: ୯ ରାଜ୍ୟରେ ବିରୋଧ

ନୂଆଦିଲ୍ଲୀ, ୧୯।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଅଣାୟତ ହେବାରେ ଲାଗିଛି। ଦିଲ୍ଲୀ, ଉତ୍ତରପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ଆସାମ, ମେଘାଳୟ, ମହାରାଷ୍ଟ୍ର, ତେଲଙ୍ଗାନା ଏବଂ କର୍ନାଟକ ଆଦି ୯ଟି ରାଜ୍ୟରେ ଏହାକୁ ବିରୋଧ କରି ପ୍ରଦର୍ଶନ…

ପହଞ୍ଚିଲେ ଟିମ୍‌ ଇଣ୍ଡିଆ, ଓ୍ବେଷ୍ଟଇଣ୍ଡିଜ ଖେଳାଳି

ଭୁବେନଶ୍ୱର,୧୯।୧୨- ଘରୋଇ ଭାରତୀୟ ଦଳ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ୟ ଦିନିକିଆ ମ୍ୟାଚ୍‌ ଆସନ୍ତା ୨୨ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏଥିନେଇ ଉଭୟ ଦଳର ଖେଳାଳିମାନେ ଗୁରୁବାର ଅପରାହ୍ନ ୧୨.୫୦ରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି।…

ଆସନ୍ତା ୨୨ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ଦିନିକିଆ: କାଉଣ୍ଟରରେ ଚାଲିଛି ଟିକେଟ ବିକ୍ରି, ରାତିରୁ ଲାଗିଛି ଲମ୍ବା ଲାଇନ

କଟକ ଅଫିସ,୧୯।୧୨: ଆସନ୍ତା ୨୨ ତାରିଖରେ ବାରବାଟୀରେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ୟ ଏକଦିବସୀୟ ତଥା ନିର୍ଣ୍ଣାୟକ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିପାଇଁ ଉଭୟ ଦଳ ଗୁରୁବାର ମଧ୍ୟାହ୍ନରେ ଭୁବନେଶ୍ୱରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି। ଅପରପକ୍ଷେ ସକାଳୁ ଷ୍ଟାଡିୟମର…

ନିର୍ଭୟା ମାମଲା: ପଓ୍ବନ କୁମାର ଗୁପ୍ତାଙ୍କ ଆବେଦନର ଶୁଣାଣି ଆଜି

ନୂଆଦିଲ୍ଲୀ,୧୯।୧୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଗୁରୁବାର ସକାଳେ ଦିଲ୍ଲୀ ହାଇକୋର୍ଟ ଦୋଷୀ ପଓ୍ବନ କୁମାର ଗୁପ୍ତାଙ୍କ ଦ୍ୱାରା କରାଯାଇଥିବା ଆବେଦନର ଶୁଣାଣିକୁ ଆସନ୍ତା ଜାନୁୟାରୀ ୨୪ପର୍ଯ୍ୟନ୍ତ ସ୍ଥଗିତ ରଖିଥିଲେ। ଏହା ଉପରେ ନର୍ଭୟାଙ୍କ ଓକିଲ ପ୍ରଶ୍ନ ଉଠାଇବାରୁ…

ସିଏଏକୁ ନେଇ ରାଜଧାନୀରେ ବିରୋଧ ପ୍ରଦର୍ଶନ: ୧୪୪ ଧାରା ଜାରି

ନୂଆଦିଲ୍ଲୀ,୧୯।୧୨: ନାକରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ହିଂସାର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଏବେ ଏହା ଯେମିତି ଥମିବାର ନାଁ ନେଇନି। ରବିବାର ଜାମିଆ ମିଲିଆ ଇସଲାମିଆ ପରିସରରେ ହୋଇଥିବା ହିଂସା ପରେ ଦିଲ୍ଲୀ ପୋଲିସ ଆଲର୍ଟରେ ରହିଛି।…

ସିଏଏର ବୈଧତା ପରଖିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୧୨,(ପି.ଟି./ଆଇଏଏନ୍‌ଏସ୍‌): ଦେଶବ୍ୟାପୀ ହିଂସାମତ୍କ ବିକ୍ଷୋଭର କାରଣ ପାଲଟିଥିବା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଉପରେ ସ୍ଥଗିତାଦେଶ ଜାରି କରିବାକୁ ବୁଧବାର ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ତେବେ ଏହି ନବପ୍ରଣୀତ ଆଇନର ସାମ୍ବିଧାନିକ ବୈଧତା ଯାଞ୍ଚ କରିବା ଲାଗି ଅଦାଲତ ରାଜି ହେବା…

ସିଏଏ ନିଆଁରେ ଓଡ଼ିଆ ଯୁବକ

ନୂଆଦିଲ୍ଲୀ,୧୯।୧୨: ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ଉଗ୍ରରୂପ ଧାରଣ କରିଛି। ଉତ୍ତର-ପୂର୍ବରେ ଆରମ୍ଭ ହୋଇଥିବା ଆନ୍ଦୋଳନର ନିଆଁ ପଶ୍ଚିମବଙ୍ଗ ଦେଇ ରାଜଧାନୀ ଦିଲ୍ଲୀକୁ ବ୍ୟାପିଥିବାବେଳେ ବୁଧବାର ଇଣ୍ଡିଆ ଗେଟ୍‌ ନିକଟରେ ଏହାର ଶିକାର ହୋଇଛନ୍ତି ଜଣେ ଓଡ଼ିଆ…

ଦ୍ୱିତୀୟ ଦିନିକିଆ: ଭାରତର ବୃହତ୍‌ ବିଜୟ

ବିଶାଖାପାଟଣା,୧୮।୧୨ (ପି.ଟି.)- ପ୍ରଥମ ଦିନିକିଆର ପରାଜୟ ପରେ ଘରୋଇ ଭାରତ ଦୃଢ ପ୍ରତ୍ୟାବର୍ତ୍ତନ କରିଛି। ବ୍ୟାଟିଂ ଓ ବୋଲିଂରେ ଦମ୍‌ଦାର ପ୍ରଦର୍ଶନ କରି ଭାରତ ସ୍ଥାନୀୟ ୟାଇଏସ୍‌ଆର କ୍ରିକେଟ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜକୁ ୧୦୭…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri