CORONAVIRUS UPDATE: ରାଜ୍ୟରେ ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଲା
ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ…
ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ
ବାଲେଶ୍ୱର ଅଫିସ/ଭୁବନେଶ୍ୱର, ୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କର ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ହୃଦ୍ଘାତରେ ମୃତ୍ୟୁ ଘଟିଥିବା ପୁଅ ମାନସ ଦତ୍ତ ସୂଚନା…
ଦେଶରେ କରୋନା ସଙ୍କଟ ଜାରି: ୨୪ ଘଣ୍ଟାରେ ୨୦୦୩ ମୃତ, ୧୦,୯୭୪ ଆକ୍ରାନ୍ତ
ନୂଆଦିଲ୍ଲୀ,୧୭।୬ : ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୯୭୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୪ ହଜାର ୬୫ ହୋଇଛି…
ଆହୁରି ବଢ଼ିଲା ମହାପ୍ରଭୁଙ୍କ ଘୋଷଯାତ୍ରା ସମ୍ଭାବନା: ବଡ଼ଦାଣ୍ଡରୁ ହଟିବେ ଉଠା ଦୋକାନୀ, ୧୯ ସୁଦ୍ଧା କ୍ୟାବିନ୍ ଉଠାଇବାକୁ ନିର୍ଦ୍ଦେଶ
ପୁରୀ ଅଫିସ,୧୬।୬: ପୁଣି ବଢ଼ିଲା ମହାପ୍ରଭୁଙ୍କ ଘୋଷଯାତ୍ରା ସମ୍ଭାବନା। ମଙ୍ଗଳବାର ବଡ଼ଦାଣ୍ଡରୁ ଉଠା ଦୋକାନୀଙ୍କୁ ହଟାଇବାକୁ ପୌରସଂସ୍ଥା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୧୯ ତାରିଖ ସୁଦ୍ଧା ସିଂହଦ୍ୱାରରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ଦାଣ୍ଡରୁ ଉଠାଦୋକାନୀମାନଙ୍କୁ କ୍ୟାବିନ୍ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି।…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୨,୯୭୪କୁ ବୃଦ୍ଧି
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୧୨୦ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ଯାଜପୁରର ୧୯, କଟକର ୧୫, ମୟୂରଭଞ୍ଜର ୧୧, ଖୋର୍ଦ୍ଧାର ୧୧, ନୂଆପଡ଼ାର ୯, ସୁନ୍ଦରଗଡ଼ର ୭, କନ୍ଧମାଳର ୬, ବଲାଙ୍ଗୀରର ୫, ନୟାଗଡ଼ର ୫, ବାଲେଶ୍ୱର ୪,…
କରୋନାରେ ଜଣଙ୍କର ବି ମୃତ୍ୟୁ ଦୁଃଖଦାୟକ: ମୋଦି
ନୂଆଦିଲ୍ଲୀ,୧୬।୬: ବିଶ୍ୱ ପାଇଁ ଏବେବି ଚିନ୍ତାର କାରଣ ପାଲଟିଛି କରୋନା ସଂକ୍ରମଣ। ଦେଶରେ ୨୪ ଘଣ୍ଟାରେ ୧୦ ହଜାରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ମଧ୍ୟ ଚିନ୍ତାର ବିଷୟ। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୨୧ ରାଜ୍ୟ…
୪୫ ବର୍ଷ ପରେ ଭାରତ-ଚାଇନା ସୀମାରେ ଗୁଳି ବିନିମୟ: ଜଣେ କର୍ନଲ-୨ ଯବାନ ଶହୀଦ
ଲଦାଖ, ୧୬।୬: ଭାରତ ଚାଇନା ସୀମାରେ ଦୀର୍ଘ ୪୫ ବର୍ଷ ପରେ ପୁଣି ଥରେ ଗୁଳି ବିନିମୟ ହୋଇଛି। ଏହି ଘଟଣାରେ ଜଣେ କର୍ନଲ ଏବଂ ୨ ଜଣ ଯବାନ ଶହୀଦ ହୋଇଛନ୍ତି। ଚାଇନର ୩ ସୈନ୍ୟଙ୍କର ଏଥିରେ ମୃତ୍ୟୁ ଘଟିଥିବା…
ଜୁଲାଇ ୧୫ ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୮ ଲକ୍ଷ ଛୁଇଁବା ଆଶଙ୍କା
ନୂଆଦିଲ୍ଲୀ, ୧୬।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜୁଲାଇ ୧୫ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ଛୁଇଁବ। ହୋଇଥିବା ଏକ ସର୍ଭେ ରିପୋର୍ଟରେ…
CORONAVIRUS UPDATE: ଆଉ ୧୦୮ ପଜିଟିଭ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ ଛୁଇଁଲା
ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୪୧୬୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ଶୋପିଆନ୍ରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ୩ ଆତଙ୍କବାଦୀ ନିହତ, ଅସ୍ତ୍ରଶସ୍ତ୍ର ଜବତ
ଶ୍ରୀନଗର, ୧୬।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଲଢ଼େଇରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଶୋପିଆନ୍ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସେଠାରୁ ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା କଶ୍ମୀର ଜୋନ୍ ପୋଲିସ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ସ୍ଥାନୀୟ…
ଶତାବ୍ଦୀ ଶେଷ ସୁଦ୍ଧା ଭାରତ ହେବ ୪.୪ ଡିଗ୍ରୀ ଅଧିକ ଉତ୍ତପ୍ତ
ନୂଆଦିଲ୍ଲୀ,୧୬ା୬(ପି.ଟି.): ଚଳିତ ଶତାବ୍ଦୀର ଶେଷ ସୁଦ୍ଧା ଭାରତର ତାପମାତ୍ରା ୪.୪ ଡିଗ୍ରୀ ସେଲ୍ସିୟସ୍ ବୃଦ୍ଧି ହୋଇପାରେ। ସେହିପରି ଉଷ୍ମ ପ୍ରବାହର ତୀବ୍ରତା ୩-୪ ଗୁଣ ବଢ଼ିପାରେ ବୋଲି ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ଏକ ସରକାରୀ ରିପୋର୍ଟରୁ ଜଣାପଡ଼ିଛି। ଭୂବିଜ୍ଞାନ ମନ୍ତ୍ରଣାଳୟର…
ପ୍ରତିରୋଧ କ୍ଷମତାକୁ ନେଇ ଭାରତ ଦୃଢ଼
ନୂଆଦିଲ୍ଲୀ, ୧୬ା୬: ଭାରତ ଅପେକ୍ଷା ପାକିସ୍ତାନରେ ରହିଛି ଅଧିକ ଅଣୁଅସ୍ତ୍ର। ଚାଇନା ପାଖରେ ପାକିସ୍ତାନ ଅପେକ୍ଷା ଦୁଇଗୁଣା ଅଧିକ ଅଣୁଅସ୍ତ୍ର ରହିଛି। ହେଲେ ଭାରତର ପ୍ରତିରୋଧ କ୍ଷମତା ବେଶ୍ ସଦୃଢ଼। ଷ୍ଟକ୍ହୋମ ଅନ୍ତର୍ଜାତୀୟ ଶାନ୍ତି ଗବେଷଣା ପ୍ରତିଷ୍ଠାନ ରିପୋର୍ଟରେ ଦର୍ଶାଯାଇଛି ଯେ,…

