ଜୁନ୍ ୩୦ ଯାଏ ଗଞ୍ଜାମ ସମ୍ପୂର୍ଣ୍ଣ ଲକ୍ଡାଉନ୍: ମଧ୍ୟାହ୍ନ ୧୨ଟାରୁ ପରେ ଘରୁ ନ ବାହାରିବାକୁ ଜିଲାପାଳଙ୍କ ପରାମର୍ଶ
ଛତ୍ରପୁର,୧୪।୬(ଡି.ଏନ୍.ଏ.)-ଗଞ୍ଜାମ ଜିଲାରେ ଗୋଟିଏ ପଟେ କରୋନା ପଜିଟିଭ୍ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଅପରପକ୍ଷେ କେତେକ ଲୋକ ଏବେ ବି ମାସ୍କ ପିନ୍ଧୁ ନ ଥିବା, ସାମାଜିକ ଦୂରତା ରକ୍ଷା କରୁ ନ ଥିବା ଦେଖାଯାଉଛି। ଏପରିକି ଲୋକମାନେ ପୋଖରୀରେ…
CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ଏକ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି
ଭୁବନେଶ୍ୱର,୧୪।୬(ବ୍ୟୁରୋ): କରୋନା ସଂକ୍ରମଣରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲାର ୫୦ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି…
CORONAVIRUS UPDATE: ଆଉ ୧୮୬ ନୂଆ ପଜିଟିଭ୍ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୩,୯୦୯କୁ ବୃଦ୍ଧି
ଭୁବନେଶ୍ୱର,୧୪।୬(ବ୍ୟୁରୋ): ରାଜ୍ୟରେ ଆଉ ୧୮୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୭୧ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୧୫ ଲୋକାଲ୍ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୯୦୯କୁ ବୃଦ୍ଧି ପାଇଥିବା ରବିବାର ସୂଚନା ଓ…
୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ପାଖାପାଖି
ନୂଆଦିଲ୍ଲୀ, ୧୪।୬: କରୋନା ମହାମାରୀ ଯୋଗୁ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ରବିବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୬୨୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୯ ହଜାର ୧୯୫ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୬୨ ହଜାର…
ଭୁବନେଶ୍ୱରରେ ପହଞ୍ଚିଲେ ବିଜୟ ମହାନ୍ତି
ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଲିଉଡ ଅଭିନେତା ବିଜୟ ମହାନ୍ତି ରବିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦରୁ ସେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ପହଞ୍ଚିଛନ୍ତି। ଦୀର୍ଘ ୨୨ ଘଣ୍ଟାର ଯାତ୍ରା କରି ବିଜୟ ପହଞ୍ଚିଥିବା ସୂଚନା ମିଳିଛି। ପ୍ରକାଶ ଯେ, ବିଜୟ…
ଓଡିଶାରେ ୨ ହଜାର କୋଟି ପୁଞ୍ଜି ନିବେଶ କରିବ ମିତ୍ତଲ
ଭୁବନେଶ୍ୱର,୧୩।୬(ବ୍ୟୁରୋ)- ଆର୍ସେଲର ମିତ୍ତଲ ଓ ନିପନ ଷ୍ଟିଲ ଓଡିଶାରେ ୨ ହଜାର କୋଟି ଟଙ୍କାର ପୁଞ୍ଜିବିନିଯୋଗ କରିବ। ଶନିବାର ଭିଡିଓ କନଫରେନ୍ସି ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ବେଳେ ଲଣ୍ଡନରୁ ଆର୍ସେଲର ମିତ୍ତଲ ଗ୍ରୁପର ଅଧ୍ୟକ୍ଷ ଲକ୍ଷ୍ମିନିବାସ ମିତ୍ତଲ…
ଭୁବନେଶ୍ୱରରେ ପାଳନ ହେବନି ରଜ
ଭୁବନେଶ୍ୱର, ୧୨ା୬ (ବ୍ୟୁରୋ)- ଦିନକୁ ଦିନ ଭୁବନେଶ୍ୱରରେ ବ୍ୟାପକ ଜନସମାଗମ ଦେଖିବାକୁ ମିଳୁଛି। ବିଶେଷ କରି ଏବେ ରଜ ପର୍ବ ଥିବାରୁ ହାଟ, ବଜାରରେ ଲୋକମାନେ ଭିଡ଼ ଳଗାଉଛନ୍ତି। ବିଏମ୍ସି କର୍ତ୍ତୃପକ୍ଷ ଭିଡ଼ ନିୟନ୍ତ୍ରଣ କରିବା ସହ ଗହଳି ସ୍ଥାନକୁ ନ…
କ୍ୱାରାଣ୍ଟାଇନ୍ ସେଣ୍ଟରର ଖର୍ଚ୍ଚ ହିସାବ ମାଗିଲେ ସରକାର
ଭୁବନେଶ୍ୱର,୧୩ା୬(ବ୍ୟୁରୋ) : ରାଜ୍ୟରେ ମହାମାରୀ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ଟିଏମ୍ସି ବା କ୍ୱାରାଣ୍ଟାଇନ୍ ସେଣ୍ଟର ଖୋଲାଯାଇଛି। ତେବେ ଏହି ସେଣ୍ଟରଗୁଡ଼ିକରେ ହୋଇଥିବା ଖର୍ଚ୍ଚର ହିସାବ ମାଗିଛନ୍ତି ସରକାର।…
CORONAVIRUS UPDATE: ସୁସ୍ଥ ହେଲେ ଆଉ୧୨୦, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୫୯୪କୁ ବୃଦ୍ଧି
ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆରୋଗ୍ୟମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୩୩ ଜଣ ଥିବା ବେଳେ ଗଜପତିର ୧୮, ସୋନପୁରର ୧୩, ବାଲେଶ୍ୱର ୧୨, ବଲାଙ୍ଗୀର-ଖୋର୍ଦ୍ଧାର ୮, ମୟୂରଭଞ୍ଜର ୭, କଟକର ୪, ଯାଜପୁର-ନୟାଗଡ଼-ନୂଆପଡ଼ାର ୩,…
ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦିଙ୍କୁ କରୋନା
ଇସଲାମବାଦ:ପାକିସ୍ତାନର ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦି କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ ଆଇସୋଲେଶନରେ ରହିଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି ଯେ, ଗୁରୁବାରଠାରୁ…
ଭୁବନେଶ୍ୱରରେ ଆଉ ୩ ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତମାନେ ଭୀମପୁର, ଭରତପୁର, ଡୁମ୍ଡୁମା ଏଚ୍ବି କଲୋନୀ ଅଞ୍ଚଳର
ଭୁବନେଶ୍ୱର,୧୩।୬(ବ୍ୟୁରୋ): ଶନିବାର ଭୁବନେଶ୍ୱରରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ହୋମ୍ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ଜଣେ ଆକ୍ରାନ୍ତ ଲୋକାଲ୍ କଣ୍ଟାକ୍ଟ କେସ୍ ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଅପରାହ୍ନରେ ଟୁଇଟ୍ କରି…
ଛତ୍ରପୁର ଏସ୍ଡିପିଓ-ଆଇଆଇସିଙ୍କୁ କରୋନା: ଟୁଇଟ୍ କରି ସୂଚନା ଦେଲେ ଗଞ୍ଜାମ ଏସ୍ପି
ଛତ୍ରପୁର,୧୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନ ଛତ୍ରପୁର ଏସ୍ଡିପିଓ ଓ ଥାନା ଆଇଆଇସି କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ଶନିବାର ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେମାନଙ୍କ ସେବା…

