ବାଲାକୋଟ ଏୟାର ଷ୍ଟ୍ରାଇକ୍ରେ ଆତଙ୍କବାଦୀଙ୍କ ପାଇଁ ଥିଲା ସତର୍କ ସୂଚନା: ଯେଉଁଠି ଲୁଚିଲେ ବି ସେଠି ପହଞ୍ଚିବ ଭାରତୀୟ ସେନା; କହିଲେ ପୂର୍ବତନ ବାୟୁସେନା ମୁଖ୍ୟ
ଚଣ୍ଡିଗଡ଼,୧୫।୧୨: ଭାରତୀୟ ବାୟୁସେନା ପକ୍ଷରୁ ପାକିସ୍ତାନ ଅଧିକୃତ କଶ୍ମୀରର ବାଲାକୋଟ୍ରେ ଏୟାର ଷ୍ଟ୍ରାଇକ୍ କରାଯାଇଥିଲା। ଏହା ଦ୍ୱାରା ଆତଙ୍କବାଦୀଙ୍କୁ ସତର୍କ ସୂଚନା ଦିଆଯାଇଥିଲା ଯେ, ଯେଉଁଠି ଲୁଚିଲେ ବି ସେଠାରେ ଭାରତୀୟ ସେନା ପହଞ୍ଚିପାରିବ। ଏନେଇ ପୂର୍ବତନ ବାୟୁସେନା ମୁଖ୍ୟ ବି.ଏସ୍.…
ନୂଆ ସରକାର ଗଠନ ପରେ ୫ ରାଜ୍ୟରେ ଅଟକି ରହିଛି ୬ ଲକ୍ଷ ୭୦ ହଜାର କୋଟିର ପ୍ରକଳ୍ପ
ନୂଆଦିଲ୍ଲୀ,୧୫।୧୨: ଭାରତର ୫ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ୬ ଲକ୍ଷ ୭୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଅଟକି ରହିଛି। ସେଥିମଧ୍ୟରୁ ଆନ୍ଧ୍ରପ୍ରଦେଶରେ ଲକ୍ଷେ ୯ ହଜାର କୋଟି, ମହାରାଷ୍ଟ୍ରରେ ୫ ଲକ୍ଷ ୪୬ ହଜାର ୧୨୮…
ନାଗରିକତ୍ୱ ସଂଶୋଧନ ଆଇନରେ ପରିବର୍ତ୍ତନ ଆସିପାରେ: ସଙ୍କେତ ଦେଲେ ଶାହା
ନୂଆଦିଲ୍ଲୀ,୧୫।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସମଗ୍ର ଉତ୍ତରପୂର୍ବ ଭାରତରେ ହିଂସା ଉପୁଜିଛି। କେବଳ ସେତିକି ନୁହେଁ ଏହାକୁ ନେଇ ବିଦେଶରେ ମଧ୍ୟ ବିରୋଧ ପ୍ରଦର୍ଶନ କରାଗଲାଣି। ତେବେ ଶନିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଝାଡ଼ଖଣ୍ଡରେ ଏକ ନିର୍ବାଚନ ରାଲିରେ ସମ୍ବୋଧନ…
ନ୍ୟାୟିକ ବ୍ୟବସ୍ଥାରେ ମଣିଷର ବିଚାର କ୍ଷମତାର ସ୍ଥାନ ନେଇ ପାରିବନି ଏଆଇ: ପ୍ରଧାନ ବିଚାରପତି
ନାଗପୁର,୧୫।୧୨: ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ସମ୍ପ୍ରତି ଆର୍ଟିଫିସିଆଲ୍ ଇଣ୍ଟେଲଜେନ୍ସ(ଏଆଇ)ର ପ୍ରଚଳନ ପାଇଁ ଯୋଜନା ନାହିଁ। ଏହା ଖୁବ୍ ଭଲ ପ୍ରଣାଳୀ ତେବେ ଏହା ଦ୍ୱାରା ନ୍ୟାୟିକ ବ୍ୟବସ୍ଥାରେ ନକାରାତ୍ମକ ପ୍ରଭାବ ପଡ଼ିବାର ଆଶଙ୍କା ରହିଛି। ଏଆଇ କେବେ ମଧ୍ୟ ମଣିଷର ବିଚାର…
ଟୋଲ୍ଗେଟ୍ରେ ଆଉ ଅପେକ୍ଷା କରିବାକୁ ପଡ଼ିବନି: ଆଜିଠୁ ଫାଷ୍ଟାଗ୍ ବ୍ୟବସ୍ଥା
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଟୋଲ୍ଗେଟ୍ରେ ଟିକସ ଦେବା ପାଇଁ ଆଉ ଘଣ୍ଟା ଘଣ୍ଟା ଧରି ଛିଡାହେବାକୁ ପଡିବନାହିଁ। ଫାଷ୍ଟାଗ୍ ଜରିଆରେ ଗାଡି ଚାଳକ ଟୋଲ ଟିକସ ଭରିପାରିବେ । ରବିବାରଠାରୁ ଏହି ବ୍ୟବସ୍ଥାକୁ ସମଗ୍ର ଦେଶରେ ଲାଗୁ କରାଯିବ। କେନ୍ଦ୍ର ସଡ଼କ ପରିବହନ ଏବଂ…
ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ହିଂସାତ୍ମକ ଆନ୍ଦୋଳନ: ବିଶ୍ୱ ନଜରରେ ଉତ୍ତରପୂର୍ବାଞ୍ଚଳ
ଓ୍ବାଶିଂଟନ/ଲଣ୍ଡନ,୧୫ା୧୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଉତ୍ତରପୂର୍ବ ଭାରତରେ ହିଂସାତ୍ମକ ଆନ୍ଦୋଳନ ଜାରି ରହଛି। ଏହି ପରିପ୍ରେକ୍ଷୀରେ ବିଶ୍ୱ ସମୁଦାୟର ନଜର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ଉପରେ କେନ୍ଦ୍ରୀଭୂତ ହୋଇଛି। ହିଂସା ଓ ଆକ୍ରମଣର ଶିକାର ହେବା ଆଶଙ୍କା ଥିବାରୁ…
ବିଶ୍ୱର ଆଦି ଭାଷା ସଂସ୍କୃତ: କେନ୍ଦ୍ରମନ୍ତ୍ରୀ ପ୍ରତାପଙ୍କ ସଂସ୍କୃତ ଭାଷଣରେ କମ୍ପିଲା ସଂସଦ
ବାଲେଶ୍ୱର ଅଫିସ, ୧୫।୧୨-ବାଲେଶ୍ୱର ଏମ୍ପି ତଥା କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗତ ଗୁରୁବାର ଲୋକସଭାରେ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ବିଲ୍ ଉପରେ ଆଲୋଚନା ସମୟରେ ସଂସ୍କୃତ ଭାଷାରେ…
ସିଏଏକୁ ନେଇ ପଶ୍ଚିମବଙ୍ଗ ଅଶାନ୍ତ: ହାଓଡା-ଓଡ଼ିଶା ମଧ୍ୟରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ, ଏସବୁ ଟ୍ରେନ୍ ବାତିଲ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗରେ ଉତ୍ତେଜନା ପ୍ରକାଶ ପାଇଛି। ଏହାକୁ ନେଇ ଓଡ଼ିଶା- ହାଓଡା ମଧ୍ୟରେ ରେଳ ଚଳାଚଳ ବ୍ୟାହାତ ହୋଇଛି। ବିଶେଷକରି ପଶ୍ଚିମବଙ୍ଗର ଦକ୍ଷିଣ-ପୂର୍ବ ରେଳପଥର ଖଡଗପୁର ଓ ହାଓଡା ରେଳ ସେକ୍ସନ ମଧ୍ୟରେ ସଂକ୍ରାଏଲ, ମେରିଗ୍ରାମ,…
କାରଗିଲ୍ ଯୁଦ୍ଧ ସମୟରେ ଭାରତକୁ ବିକ୍ରି କରାଯାଇଥିଲା ୩୦ ବର୍ଷ ପୁରୁଣା ଗୋଳାବାରୁଦ: ଭି.ପି. ମଲ୍ଲିକ
ନୂଆଦିଲ୍ଲୀ,୧୪।୧୨: କାରଗିଲ୍ ଯୁଦ୍ଧ ସମୟରେ ଭାରତ ବିଭିନ୍ନ ଅସ୍ତ୍ରଶସ୍ତ୍ର ପାଇଁ କିଛି ମିତ୍ର ଦେଶଙ୍କ ଉପରେ ଭରସା କରିଥିଲା। ଏହି ସମୟରେ ଅନ୍ୟ କେତେକ ଦେଶରୁ ବିଭିନ୍ନ ଯୁଦ୍ଧ ସରଞ୍ଜାମ କିଣାଯାଇଥିଲା। ତେବେ ପ୍ରତିଟି ଦେଶ ଭାରତ ଅସୁବିଧାରେ ପଡ଼ିଥିବା ଦେଖି…
ଗତ ୬ ବର୍ଷ ଧରି ଲୋକଙ୍କୁ ଭୂଆଁ ବୁଲାଇଛନ୍ତି ମୋଦି: ମନମୋହନ
ନୂଆଦିଲ୍ଲୀ,୧୪।୧୨: ଗତ ୬ ବର୍ଷ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଲୋକଙ୍କୁ ଭୂଆଁ ବୁଲାଇଛନ୍ତି। ଭାରତ ବଚାଓ ରାଲିରେ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଶନିବାର ଏଭଳି କହିଛନ୍ତି। ସେ କୌଣସି ଗୋଟିଏ ମଧ୍ୟ ପ୍ରତିଶ୍ରୁତି ମଧ୍ୟ ପୂରଣ…
ଫେବୃୟାରୀ ୧କୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଓଡ଼ିଶା ଓ ପଡ଼ୋଶୀ ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶନିବାର ଟ୍ରିବ୍ୟୁନାଲ କରିଛନ୍ତି। ଏଥିରେ ପରବର୍ତ୍ତୀ ଶୁଣାଣିକୁ ଫେବୃୟାରୀ ୧କୁ ଘୁଞ୍ଚାଇ ଦିଆଯାଇଛି। ପ୍ରକଳ୍ପ ଅଞ୍ଚଳ ଅନୁଧ୍ୟାନ କରି ଉଭୟ ଛତିଶଗଡ଼ ଓ…
ମୋଦିଙ୍କ ଶାସନରେ ବେକାର ସମସ୍ୟା, ମହଙ୍ଗା ଦର ଏବଂ ଛଟେଇ ବଢ଼ି ଚାଲିଛି: ପ୍ରିୟଙ୍କା
ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭାରତ ବଚାଓ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ମୋଦି ସରକାରଙ୍କ ଶାସନରେ ଦେଶରେ ବେକାର ସମସ୍ୟା ବୃଦ୍ଧି ପାଇଛି। ଗତ ୪୫ ବର୍ଷ ମଧ୍ୟରେ ଏହା ସର୍ବୋଚ୍ଚ…
Archives


