Home Middle

ଶ୍ରେଷ୍ଠ ୧୦୦ରେ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୧୨।୬(ବ୍ୟୁରୋ): କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ‘ନ୍ୟାଶନାଲ ଇନଷ୍ଟିଚ୍ୟୁସନାଲ ର଼୍ୟାଙ୍କିଙ୍ଗ୍‌ ଫ୍ରେମ୍‌ଓ୍ବାର୍କ’ (ଏନ୍‌ଆଇଆର୍‌ଏଫ୍‌) ପକ୍ଷରୁ ପ୍ରକାଶିତ ଶ୍ରେଷ୍ଠ-୧୦୦ ଶିକ୍ଷାନୁଷ୍ଠାନ ତାଲିକାରେ ଏଥର ମଧ୍ୟ ଓଡ଼ିଶାର ୪ ଶିକ୍ଷାନୁଷ୍ଠାନ ରହିଛି। ରାଉରକେଲାସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଏନ୍‌ଆଇଟି) ଏଥର ବି…

ତିନି ଅଧ୍ୟାଦେଶ, ଫଳ ଶୂନ

ନୂଆଦିଲ୍ଲୀ,୧୨ା୬:ମୋଦି ସରକାରଙ୍କ ୩ ତରବରିଆ ଅଧ୍ୟାଦେଶ କୃଷିକୁ ସହାୟକ ହୋଇପାରେ, ଚାଷୀଙ୍କୁ ନୁହେଁ। କୃଷି ମାର୍କେଟିଂ ଆଇନଗୁଡ଼ିକ ମଧ୍ୟରୁ କୌଣସି ଗୋଟିଏର କରୋନା ଭାଇରସ୍‌ କିମ୍ବା ଲକ୍‌ଡାଉନ୍‌ ସହ କିଛି ସମ୍ପର୍କ ନାହିଁ। କିନ୍ତୁ ମୋଦି ସରକାର ସେଗୁଡ଼ିକୁ ଏଭଳି ସମୟରେ…

ଘୋଷଣା ହେଲା ସମୀରଙ୍କ ନୂଆ ଟିମ୍: ୯ଜଣ ସମ୍ପାଦକ, ୧୦ଜଣ ହେଲେ ରାଜ୍ୟ ଉପସଭାପତି

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅନୁମୋଦନକ୍ରମେ ଗୁରୁବାର ଓଡିଶା ପ୍ରଦେଶର ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ପ୍ରକାଶ କରାଯାଇଛି। କରୋନା ଯୋଗୁ ବିଳମ୍ବ ହେଲେ ମଧ୍ୟ ବର୍ତ୍ତମାନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନୂଆ ଟିମ୍‌ ପ୍ରକାଶ କରାଯାଇଛି।…

CORONAVIRUS UPDATE: ସୁସ୍ଥ ହେଲେ ଆଉ ୭୨ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୨,୩୫୪କୁ ବୃଦ୍ଧି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଆଉ ୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୧୭ଜଣ ରହିଛନ୍ତି। ସେହିଭଳି ସୋନପୁରରୁ ୯, ଜଗତସିଂହପୁରରୁ ୬, କଟକ-କଳାହାଣ୍ଡି-ସୁନ୍ଦରଗଡ଼ରୁ ୫, ବାଲେଶ୍ୱର-ମୟୂରଭଞ୍ଜରୁ ୪, ଖୋର୍ଦ୍ଧା-କନ୍ଧମାଳ-ସମ୍ବଲପୁରରୁ ୩ ଲେଖାଏ ଏବଂ ଝାରସୁଗୁଡ଼ାରୁ ଜଣେ ଆକ୍ରାନ୍ତ…

କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ୧୬ ଟଙ୍କାରୁ ଟଙ୍କାଟିଏ ବି ଅଧିକ ଦେଇନାହିଁ ଓଡ଼ିଶା; କଂଗ୍ରେସର ଅପପ୍ରଚାର ଦୁର୍ଭାଗ୍ୟଜନକ: ବିଜେଡି

ଭୁବନେଶ୍ୱର,୧୧।୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ମାସ୍କ ଅଧିକ ଦରରେ କିଣିବା ଅଭିଯୋଗ ନେଇ ଗୁରୁବାର ଉତ୍ତର ରଖିଛି ବିଜେଡି। ରାଜ୍ୟ ସରକାର କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ଦର ଅନୁଯାୟୀ ଡାକ୍ତରୀ ଉପକରଣ କିଣିଛନ୍ତି। ମହାମାରୀ ସମୟରେ ଅର୍ଥ ସଞ୍ଚୟ ଅପେକ୍ଷା…

ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ସାବିତ୍ରୀ ରଥ

କଟକ ଅଫିସ,୧୧।୬- ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ସାବିତ୍ରୀ ରଥ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍‌ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ଅବସରରେ ଅନ୍ୟ ବିଚାରପତି ଏବଂ…

ପୁଣି ଭୁବନେଶ୍ୱରରେ ୨ ପଜିଟିଭ୍‌ ଚିହ୍ନଟ: ଆପୋଲୋର ଜଣେ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପୁଣି ଭୁବନେଶ୍ୱରରେ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲର ୨୫ ବର୍ଷୀୟ କର୍ମଚାରୀ ରହିଥିବା ବେଳେ ଅନ୍ୟ ଜଣେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ଆପୋଲୋର କର୍ମଚାରୀଜଣଙ୍କର ଜଣେ ପରିବାର ସଦସ୍ୟ ସୁରଟରୁ ଫେରିଥିଲେ।…

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ) : ଗୁରୁବାର ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବୁଧବାର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା ଯେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳରେ…

ଭାରତକୁ ଆତ୍ମନିର୍ଭର କରିବା ଲାଗି କରୋନା ମହାମାରୀ ଆଣିଛି ନୂଆ ସୁଯୋଗ: ମୋଦି

ନୂଆଦିଲ୍ଲୀ, ୧୧।୬: ଭାରତରେ କରୋନା ମହାମାରୀ ଯୋଗୁ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ପ୍ରକୃତ ପକ୍ଷେ କରୋନା ମହାମାରୀ ଭାରତ ଲାଗି ଏକ ନୂଆ ସୁଯୋଗ ଆଣିଦେଇଛି। ସାମ୍ପ୍ରତିକ ମହାମାରୀ ସମୟ ଭାରତ ଲାଗି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ସଙ୍କଟଜନକ…

CORONAVIRUS UPDATE: ରାଜ୍ୟରେ ପୁଣି ୧୩୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚିଲା

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଗୁରୁବାର ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରାଣ୍ଟାଇନ୍‌…

୨ ଦିନରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ, ୧୧।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଗୁରୁବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୭ ହଜାର ୧୫୫ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୮ ହଜାର ୧୦୭ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୪୦ ହଜାର ୯୭୯…

ମହାନଦୀ ଗର୍ଭରେ ମନ୍ଦିର ଦଧିନଉତି

ନୟାଗଡ଼ ଅଫିସ,୧୧ା୬: ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗ୍ରାମ ଗୋପୀନାଥ ମନ୍ଦିର ଦଧିନଉତି ମହାନଦୀ ଗର୍ଭରେ ଠାବ ହୋଇଛି। ଭାରତୀୟ କଳା ଓ ସାଂସ୍କୃତିକ ଐତିହ୍ୟ ନ୍ୟାସ (ଇନ୍‌ଟାକ୍‌) ପକ୍ଷରୁ ମହାନଦୀ ଅବବାହିକା ଐତିହ୍ୟ ସ୍ଥଳ ପ୍ରଲେଖନ କାର୍ଯ୍ୟ ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?