Home Middle

ଝାରସୁଗୁଡା: ଗୋଟିଏ ପରିବାରର ୪ ଜଣଙ୍କୁ କରୋନା

ଝାରସୁଗୁଡା ଅଫିସ,୧୦ା୬-ଝାରସୁଗୁଡାରେ ବୁଧବାର ୫କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରେ ଗୋଟିଏ ପରିବାରର ୪ଜଣ ସଦସ୍ୟ ରହିଛନ୍ତି। ସେମାନେ ଟ୍ରେନ ଯୋଗେ କୋଲକାତା ହାଓ୍ବଡାରୁ ଝାରସୁଗୁଡା ଆସିଥିବା ବେଳେ ପ୍ରଶାସନ ଅଟକାଇ ସଙ୍ଗରୋଧରେ ରଖିଥିଲା। ଅନ୍ୟ ଜଣେ ୩୫ବର୍ଷୀୟ ସୁରଟ…

୨୪ ଘଣ୍ଟାରେ ମୌସୁମୀ: କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୬(ବ୍ୟୁରୋ)-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ଏଥିପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ…

କୋଭିଡ କଟକଣା ଭିତରେ ଟେଷ୍ଟିଂ: ୧୮ରୁ ଡିଏଲ, ୨୯ରୁ ଏଲ୍‌ଏଲ୍‌

ଭୁବନେଶ୍ୱର,୧୦ା୬ (ବ୍ୟୁରୋ)- ମହାମାରୀ କରୋନା ପାଇଁ ବନ୍ଦ ହୋଇଥିବା ଡିଏଲ ଓ ଏଲଏଲ ଟେଷ୍ଟିଂ ପୁଣିଥରେ ଆରମ୍ଭ ହେବ। ଏ ନେଇ ରାଜ୍ୟ ସଡକ ଓ ପରିବହନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସାମାଜିକ ଦୂରତା ଏବଂ କୋଭିଡ କଟକଣା ଭିତରେ ଏହି…

ମୋ’ ବସରେ କ୍ୟୁଆର୍‌ କୋଡ୍‌ ସେବା ଆରମ୍ଭ

ଭୁବନେଶ୍ୱର, ୧୦ା୬ (ବ୍ୟୁରୋ)-କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌)ତରଫରୁ ମୋ’ ବସ୍‌ରେ କ୍ୟାସଲେସ୍‌ ଟିକେଟ୍‌ ସେବାର ଆରମ୍ଭ ହୋଇଛି। ଏହା କୋରୋନା ସମୟର ଏକ ମୁଖ୍ୟ ଭୟ (ନୋଟ୍‌ ଏବଂ ଖୁଚୁରା)ର ଆଦାନପ୍ରଦାନ ଜନିତ ସମ୍ପ୍ରସାରଣକୁ କମ୍‌ କରିବା ଦିଗରେ ଏକ…

ଭୁବନେଶ୍ୱରରୁ ପୁଣି ୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୦।୬(ବ୍ୟୁରୋ)-ଭୁବନେଶ୍ୱରରେ ବୁଧବାର ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ହସ୍ପିଟାଲ ଏବଂ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ଏମ୍ସର ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କର୍ମଚାରୀ ଏବଂ ଜଣେ ଛାତ୍ର…

ପୁଣି ସୁସ୍ଥ ହେଲେ ୧୪୯

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ସୁସ୍ଥ ସଂଖ୍ୟା ୨୨୮୨ରେ ପହଞ୍ଚିଛି। ଏନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୫୭…

ଆଗାମୀ କିଛି ସପ୍ତାହ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ କରୋନା ଜନିତ ମୁତ୍ୟୁହାର ବହୁ କମ୍‌ ରହିଛି। ଏହାକୁ ଆହୁରି କମ୍‌ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ କୋଭିଡ୍‌ ମ୍ୟାନେଜ୍‌ମେଣ୍ଟ ସଂକ୍ରାନ୍ତୀୟ ଏକ ବୈଷୟିକ କର୍ମଶାଳାରେ ଯୋଗଦେଇ…

ଖାଦ୍ୟ ସଙ୍କଟ ମୁହାଁ ପୃଥିବୀ: ଦାରିଦ୍ର୍ୟ ତାଲିକାରେ ଯୋଡ଼ି ହେବେ ୪ କୋଟି ୯୦ ଲକ୍ଷ ଲୋକେ

ଜେନେଭା, ୧୦।୬: ପୃଥିବୀରେ କରୋନା ମହାମାରୀ ଆତଙ୍କ ଜାରି ରହିଛି। ବହୁ ଦେଶରେ ଲକ୍‌ଡାଉନ୍‌ ଯୋଗୁ ଆର୍ଥିକ ଅବସ୍ଥା ସଙ୍କଟ ସୃଷ୍ଟି କରିଛି। ଏହାର ପ୍ରଭାବରେ ଚଳିତବର୍ଷ ପୃଥିବୀରେ ନୂଆ ୪ କୋଟି ୯୦ ଲକ୍ଷ ଲୋକେ ଦାରିଦ୍ର୍ୟ ତାଲିକାରେ ଯୋଡ଼ି…

CORONAVIRUS UPDATE: ରାଜ୍ୟରେ ପୁଣି ୧୧୦ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତ ସଂଖ୍ୟା ୩, ୨୦୦ ଟପିଲା

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ଖୁସି ଖବର: ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ହେବା ସଂଖ୍ୟା ଅଧିକ ହେଲା

ନୂଆଦିଲ୍ଲୀ, ୧୦।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ବୁଧବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ୧୪୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୭ ହଜାର ୭୫୦ ଛୁଇଁଛି। ତେବେ ପ୍ରଥମ ଥର ପାଇଁ ଆକ୍ରାନ୍ତଙ୍କ…

ରାଜ୍ୟରେ ୩ହଜାର କରୋନା ଆକ୍ରାନ୍ତ, ୨ହଜାରରୁ ଊର୍ଦ୍ଧ୍ୱ ସୁସ୍ଥ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଥମିବାର ନାଁ ନେଉନି କରୋନା। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିଚାଲିଥିବାବେଳେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଅତିକ୍ରମ କରିଛି। ତେବେ ସଂକ୍ରମଣ ହାରକୁ ଦେଖିଲେ ବଡ଼ ବିପଦ ସାମ୍ନାକୁ ଆସୁଛି। ଓଡ଼ିଶାରେ…

ଭୁବନେଶ୍ୱର ଏମ୍‌ସର ୪ ଡାକ୍ତରଙ୍କୁ କରୋନା

ଭୁବନେଶ୍ୱର,୯।୬(ବ୍ୟୁରୋ): ଭୁବନେଶ୍ୱର ଏମ୍‌ସର ୪ ଡାକ୍ତରଙ୍କୁ କରୋନା ସଂକ୍ରମଣ ହୋଇଥିବା ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ସିନିୟର ରେସିଡେଣ୍ଟ ଡାକ୍ତର ରହିଛନ୍ତି। ତେବେ ସେମାନେ ଏକାଠି ରହୁଥିବା ନେଇ ଏମ୍‌ସ ନିର୍ଦ୍ଦେଶିକା ବି.ଗୀତାଞ୍ଜଳି ମଙ୍ଗଳବାର ସୂଚନା ଦେଇଛନ୍ତି। ୩ ସିନିୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?