ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା
ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ପୁରୀ ପରେ ରାଜ୍ୟ ସରକାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି। ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ବିକାଶ କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଗୁରୁବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ…
ଡିସେମ୍ବର ୧୩ : ସଂସଦ ଭବନ ଆକ୍ରମଣକୁ ପୂରିଲା ୧୮ ବର୍ଷ; ପାକିସ୍ତାନରେ ମାଷ୍ଟରମାଇଣ୍ଡ ଆଝାର
ନୂଆଦିଲ୍ଲୀ,୧୩।୧୨: ସଂସଦ ଭବନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶୁକ୍ରବାର ୧୮ ବର୍ଷ ପୂରିଛି । ୨୦୦୧ ଡିସେମ୍ବର ୧୩ ପୂର୍ବାହ୍ନ ୧୧ଟା ୨୮ରେ ୫ ଜୈଶ୍-ଇ-ମହମ୍ମଦ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀ ପାର୍ଲାମେଣ୍ଟ ପରିସରରେ ଦୀର୍ଘ ୪୫ ମିନିଟ୍ ଧରି ଆକ୍ରମଣ…
ଅଯୋଧ୍ୟା ମାମଲାରେ ଦାଖଲ ହୋଇଥିବା ସମସ୍ତ ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ
ନୂଆଦିଲ୍ଲୀ,୧୨।୧୨: ଅଯୋଧ୍ୟା ମାମଲାକୁ ନେଇ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ସମସ୍ତ ପୁନର୍ବିଚାର ଆବେଦନ ଗୁରୁବାର ଖାରଜ ହୋଇଯାଇଛି। ଗତ ନଭେମ୍ବର ୯ରେ ସୁପ୍ରିମକୋର୍ଟ ଅଯୋଧ୍ୟା ଜମି ବିବାଦକୁ ନେଇ ଯେଉଁ ଐତିହାସିକ ରାୟ ଦେଇଥିଲେ ତାକୁ ବିରୋଧ କରି ପୁନର୍ବିଚାର ଆବେଦନ…
ଆଜିଠୁ ୫-ଟିରେ ସାମିଲ ହେଲା କୃଷି ବିଭାଗ: ଚାଷୀଙ୍କ ସହ ବ୍ୟକ୍ତିଗତ ଭାବେ କଥା ହେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟିରେ ଗୁରୁବାର ସାମିଲ ହୋଇଛି କୃଷି ଓ କୃଷକ ସଶକ୍ତିକରଣ ବିଭାଗ। ଏହି ଅବସରରେ ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଚାଷ ଓ ଚାଷୀଙ୍କ ଉପରେ ସରକାର…
ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୧୨।୧୨: ପାକିସ୍ତାନ ଲଗାତାର ଦ୍ୱିତୀୟ ଦିନ ପାଇଁ ଗୁରୁବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ନିୟନ୍ତ୍ରଣ ରେଖାଠାରେ ଥିବା ପୁଞ୍ଚ ଜିଲାର ଶାହପୁର, କିରନି ଏବଂ କସବା ସେକ୍ଟରରେ ପୂର୍ବାହ୍ନ ୧୧ଟା ୩୦ରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ…
ହାଇଦ୍ରାବାଦ୍ ଏନ୍କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍ ପାଇଁ ନିର୍ଦ୍ଦେଶ: ୬ ମାସ ମଧ୍ୟରେ ରିପୋର୍ଟ ଦାଖଲ
ନୂଆଦିଲ୍ଲୀ,୧୨।୧୨: ହାଇଦ୍ରାବାଦ୍ ଏନ୍କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍ ପାଇଁ ନିର୍ଦ୍ଦେଶ ଗୁରୁବାର ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏକ ୩ ଜଣିଆ ଆୟୋଗ ଗଠନ କରାଯାଇଛି। ସୁପ୍ରିମ୍କୋର୍ଟର ପୂର୍ବତନ ବିଚାରପତି ବି.ଏସ୍. ସିରପୁରକରଙ୍କୁ ଆୟୋଗର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ଆୟୋଗରେ ବମ୍ବେ…
ନାଗରିକତା ସଂଶୋଧନ ବିଲ୍ ବିରୋଧରେ ସୁପ୍ରିମ୍କୋର୍ଟରେ ଆବେଦନ ଦାଖଲ: ମୁସଲିମ୍ ଲିଗ୍ ପକ୍ଷରୁ ଲଢ଼ିବେ ସିିବଲ୍
ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍ ଲୋକ ସଭା ଏବଂ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହାକୁ ବିରୋଧ କରି ଗୁରୁବାର ସୁପ୍ରିମକୋର୍ଟରେ ଇଣ୍ଡିଆନ୍ ୟୁନିୟନ ମୁସଲିମ୍ ଲିଗ୍ ପକ୍ଷରୁ ଆବେଦନ ଦାଖଲ କରାଯାଇଛି। ମୁସଲିମ୍ ଳିଗ୍ ପକ୍ଷରୁ କପିଲ୍ ସିବଲ୍ ଏହି…
ସାଢ଼େ ୩ ହଜାର ଅଚଳ ଉପଗ୍ରହ ଯୋଗୁ ପ୍ରଦୂଷିତ ହେଉଛି ମହାକାଶ: ୨୦୨୫ଠାରୁ ପୃଥିବୀକୁ ଫେରାଇ ଅଣାଯିବ
ଲଣ୍ଡନ,୧୨।୧୨: ଗତ ୬୦ ବର୍ଷ ମଧ୍ୟରେ ମହାକାଶରେ ସାଢ଼େ ୩ ହଜାରରୁ ଅଧିକ ଅଚଳ ଉପଗ୍ରହ ଜମା ହୋଇ ରହିଛି। ଏଠାରେ ସାଢ଼େ ୭ ଲକ୍ଷରୁ ଅଧିକ ଛୋଟ ଛୋଟ ଭଙ୍ଗାରୁଜା ଅଂଶ ମଧ୍ୟ ରହିଛି। ଫଳରେ ମହାକାଶ ପ୍ରଦୂଷିତ ହେବାରେ…
ଝାଡ଼ଖଣ୍ଡ ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମତଦାନ ଆରମ୍ଭ; ୮ ଜିଲାର ୧୭ ଆସନରେ ୩୦୯ ପ୍ରାର୍ଥୀ
ରାଞ୍ଚି,୧୨।୧୨: ଗୁରୁବାର ଝାଡ଼ଖଣ୍ଡ ବିଧାନସଭାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ ଜାରି ରହିଛି। ଏହି ପର୍ଯ୍ୟାୟରେ ୮ଟି ଜିଲାର ୧୭ଟି ଆସନ ଲାଗି ମତଦାନ କରାଯାଉଛି। ଶାନ୍ତିପୂର୍ଣ୍ଣ…
ସୁପ୍ରିମକୋର୍ଟରେ ନିର୍ଦ୍ଧାରଣ ହେବ ନାଗରିକତ୍ୱ ଆଇନର ଭାଗ୍ୟ: ଚ୍ୟାଲେଞ୍ଜ କରିବ କଂଗ୍ରେସ
ନୂଆଦିଲ୍ଲୀ,୧୨ା୧୨(ପି.ଟି.): କାମ ଦେଲାନି ବିରୋଧୀଙ୍କ ବିରୋଧ। ଲୋକ ସଭା ପରେ ରାଜ୍ୟ ସଭାରେ ଗୃହୀତ ହୋଇଛି ନାଗରିକତ୍ୱ ସଂଶୋଧନ ବିଲ୍। ଏହା ଆଇନରେ ପରିଣତ ହେବା ପାଇଁ କେବଳ ରାଷ୍ଟ୍ରପତିଙ୍କ ଅନୁମୋଦନକୁ ଅପେକ୍ଷା। ତେବେ ଏହି ବିବାଦୀୟ ବିଲ୍ ସାମ୍ନାରୁ ପ୍ରତିବନ୍ଧକ…
ଉତ୍ତରପୂର୍ବରେ ନିଆଁ
ଅଗରତାଲା/ଗୁଆହାଟୀ/ନୂଆଦିଲ୍ଲୀ, ୧୨ା୧୨(ପି.ଟି./ଆଇଏଏନ୍ଏସ୍): ନାଗରିକତ୍ୱ ସଂଶୋଧନ ବିଲ୍ ଲୋକ ସଭାରେ ପାସ୍ ହୋଇ ବୁଧବାର ରାତିରେ ରାଜ୍ୟ ସଭାରେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ଏହାକୁ ଉଚ୍ଚ ସଦନରେ ଉପସ୍ଥାପନ କରିବାବେଳେ ବିଲ୍କୁ ଉତ୍ତର-ପୂର୍ବ ସମେତ ଦେଶର ବିଭିନ୍ନ ରାଜ୍ୟରେ…
ନାଗରିକତ୍ୱ ସଂଶୋଧନ ବିଲ୍ ପାସ୍
ନୂଆଦିଲ୍ଲୀ,୧୨ା୧୨(ପି.ଟି.): ନାଗରିକତ୍ୱ (ସଂଶୋଧନ) ବିଲ୍ (ସିଏବି) ପାର୍ଲାମେଣ୍ଟର ଅନୁମୋଦନ ଲାଭ କରିଛି। ରାଷ୍ଟ୍ରପତିଙ୍କ ସ୍ବୀକୃତି ପରେ ଏହା ଆଇନରେ ପରିଣତ ହେବ। ଏହାପରେ ପଡୋଶୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ସମ୍ମୁଖୀନ ହୋଇ ଭାରତରେ ଆସି ରହିଥିବା ଅଣମୁସଲମାନମାନଙ୍କୁ…
Archives


