ବିରାଶାଳ ଏୟାରଷ୍ଟ୍ରିପ୍ରେ ପ୍ରଶିକ୍ଷଣ ସମୟରେ ଖସିପଡ଼ିଲା ବିମାନ: ମୁଖ୍ୟ ପ୍ରଶିକ୍ଷକଙ୍କ ସହ ଜଣେ ଛାତ୍ରୀ ମୃତ
କାମାକ୍ଷାନଗର,୮ା୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ବିରାଶାଳ ସରକାରୀ ବିମାନ ପ୍ରଶିକ୍ଷଣ କେନ୍ଦ୍ରରେ ସୋମବାର ସକାଳେ ବିମାନ ଖସିପଡ଼ିବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପ୍ରଶିକ୍ଷଣ ଚାଲିଥିବା ସମୟରେ ମୁଖ୍ୟ ପ୍ରଶିକ୍ଷକଙ୍କ ସହ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ…
ଆଜି ଲଘୁଚାପ ସମ୍ଭାବନା: ୯ରୁ ପ୍ରବଳ ବର୍ଷା ,୨ରୁ ୪ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ
ଭୁବନେଶ୍ୱର,୮।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ ଦକ୍ଷିଣ-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରି ଧୀରେ ଧୀରେ ଆଗକୁ ଅଗ୍ରସର ହେଉଛି। ଏହି ପ୍ରକ୍ରିୟା ଜାରି ରହିଲେ ଆଉମାତ୍ର ୨ରୁ ୪ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚତ୍ବ ବୋଲି…
ଲିଟର ପିଛା ୬୦ ପଇସା ଲେଖାଏ ବଢିଲା ପେଟ୍ରୋଲ, ଡିଜେଲ
ନୂଆଦିଲ୍ଲୀ,୮।୬: କୋଭିଡ୍-୧୯ ଯୋଗୁ ଘୋଷଣା ହୋଇଥିବା ଲକ୍ଡାଉନ ଧୀରେ ଧୀରେ କୋହଳ ହେଉଥିବାରୁ ପେଟ୍ରୋଲ ଡିଜେଲ ଚାହିଦାରେ ପରିବର୍ତ୍ତନ ଦେଖାଯାଇଛି। ଅନ୍ତର୍ଜାତୀୟ ବଜାରରେ ରବିବାର ବ୍ରେଣ୍ଟ ଅଶୋଧିତ ତୈଳ ୪୦% ଡଲାରରୁ ଉର୍ଦ୍ଧ୍ୱକୁ ଟପିବାରୁ ଭାରତରେ ପେଟ୍ରୋଲ ଓ ଡିଜେଲ ଦର…
୯୭ ହଜାର କୋଟି ନିବେଶ ହାତେଇଲା ଜିଓ
ନୂଆଦିଲ୍ଲୀ,୭।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟଫର୍ମରେ ଆଡିଆ ନାମକ କମ୍ପାନୀ ୫,୬୮୩ କୋଟି ଟଙ୍କା ନିବେଶ କରିବ। ଭାରତକୁ ଡିଜିଟାଲ ସୋସାଇଟ ଭାବେ ଗଢି ତୋଳିବାରେ ଏହି ନିବେଶ ସହାୟକ ହେବ ବୋଲି ରିଲାଏନ୍ସ ପକ୍ଷରୁ…
୮୦ ଦିନ ପରେ ବଢିଲା ପେଟ୍ରୋଲ, ଡିଜେଲ ଦର
ନୂଆଦିଲ୍ଲୀ,୭।୬: ପେଟ୍ରୋଲ ଏବଂ ଡିଜେଲର ଲିଟର ପିଛା ୬୦ ପଇସା ଲେଖାଏ ବୃଦ୍ଧି ପାଇଛି। ଅନ୍ତର୍ଜାତୀୟ ବଜାରରେ ବ୍ରେଣ୍ଟ ଅଶୋଧିତ ତେଲର ଦାମ ବ୍ୟାରେଲ ପିଛା ୪୦ ଡଲାରରୁ ଊର୍ଦ୍ଧ୍ୱକୁ ବଢ଼ିବାରୁ ପେଟ୍ରାଲ ଏବଂ ଡିଜେଲ ଦରରେ ବୃଦ୍ଧି ଘଟିଥିବା ସୂଚନା…
CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୭୮ କରୋନା ଆକ୍ରାନ୍ତ, ଦିନକରେ ସର୍ବାଧିକ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ପୁଣି ୧୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧,୮୯୪ରେ ପହଞ୍ଚିଛି। ସୁସ୍ଥ ବ୍ୟକ୍ତିମାନଙ୍କ ମଧ୍ୟରେ ଖୋର୍ଦ୍ଧାର ୩୯, ଗଜପତିର ୨୩, ନୂଆପଡ଼ାର ୨୨, ଭଦ୍ରକର ୧୭, ନୟାଗଡ଼ର ୧୫, ଗଞ୍ଜାମର…
ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ ସମୟରେ ପାଳନ କରାଯିବ ଏସବୁ ନିୟମ
ଭୁବନେଶ୍ୱର,୭ା୬(ବ୍ୟୁରୋ): ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ତେବେ ଏହାକୁ ଗାଇବା ସମୟରେ କେଉଁସବୁ ନିୟମ ପାଳନ କରାଯିବ ସେ ସମ୍ପର୍କରେ ଆସନ୍ତୁ ଜାଣିବା… ୧.…
‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା
ଭୁବନେଶ୍ୱର,୭ା୬(ବ୍ୟୁରୋ): କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଏହି…
ଚିନ୍ତା ବଢ଼ାଇଲାଣି ଭୁବନେଶ୍ୱର: ପଟିଆ ଅଞ୍ଚଳରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜଧାନୀରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଟିଆ ଅଞ୍ଚଳର ଗୋଟିଏ ପରିବାରର ୨ଜଣ କରୋନା ସକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୪୦ ବର୍ଷୀୟ ପୁରୁଷ ଓ ୮ ବର୍ଷୀୟ ଝିଅ ଅଛନ୍ତି। ଉଭୟଙ୍କ ଦିଲ୍ଲୀ ଗସ୍ତ…
କରୋନା ମୃତ୍ୟୁ ଛୁଇଁଲା ୪ ଲକ୍ଷ: ୬୯ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଓ୍ବାଶିଂଟନ/ନୂଆଦିଲ୍ଲୀ, ୭।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୬୯ ଲକ୍ଷ ୮୧ ହଜାର ୪୩୫ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨ ହଜାର…
CORONAVIRUS UPDATE: ଆଖି ବୁଜିଲେ ଆଉ ଜଣେ କରୋନା ଆକ୍ରାନ୍ତ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି
ଭୁବନେଶ୍ୱର,୭।୬(ବ୍ୟୁରୋ): କରୋନା ସଂକ୍ରମିତ ହୋଇ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ମୃତକଜଣଙ୍କ ଗଞ୍ଜାମ ଜିଲାର ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍ସାଇଟ୍ରେ ରବିବାର…
CORONAVIRUS UPDATE: ରାଜ୍ୟରେ ଆଉ ୭୫ ପଜିଟିଭ୍ ଚିହ୍ନଟ; ୨,୮୫୬ରେ ପହଞ୍ଚିଲା ମୋଟ ଆକ୍ରାନ୍ତ ସଂଖ୍ୟା
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ପୁଣି ୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୨ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରର ଥିବା ବେଳେ ଲୋକାଲ୍ କେସ୍ ୩ ରହିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୮୫୬ରେ ପହଞ୍ଚିଛି। ଏ ନେଇ ରବିବାର…

