ପ୍ରଶ୍ନ ଘେରରେ ଏନ୍କାଉଣ୍ଟର
୨୦୧୨ ଡିସେମ୍ବର ୧୬ ନିର୍ଭୟା ଗଣବଳାତ୍କାର ଓ ହତ୍ୟାକାଣ୍ଡକୁ ୭ ବର୍ଷ ପୂରିବାକୁ ଯାଉଛି। ଏହି ମାମଲାର ଦୋଷୀମାନଙ୍କୁ ଫାଶୀଖୁଣ୍ଟ ଅପେକ୍ଷା କରିଥିବାବେଳେ ଗତ ୨୭ରେ ହାଇଦ୍ରାବାଦର ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ପୋଡ଼ିଦିଆଯାଇଛି। ୨୮ରେ ପୀଡ଼ିତାଙ୍କ…
ଆଖି ବୁଜିଲେ ଉନ୍ନାଓ ପୀଡ଼ିତା
ନୂଆଦିଲ୍ଲୀ,୭।୧୨: ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ହାରିଯାଇଛନ୍ତି ଉନ୍ନାଓର ଗଣବଳାତ୍କାର ପୀଡ଼ିତା। ୨୩ ବର୍ଷୀୟା ଯୁବତୀଙ୍କ ଶରୀରର ୯୦ ଭାଗ ପୋଡ଼ିଯାଇଥିବାରୁ ତାଙ୍କୁ ଗୁରୁବାର ରାତିରେ ଲକ୍ଷ୍ନୌରୁ ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ଅଣାଯାଇଥିଲା। ସଫ୍ଦରଜଙ୍ଗ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର…
କାଳିଆ-ପିଏମ୍ କିଷାନ ଯୋଜନା ମିଶି ପାରିବ ନାହିଁ: ଭାଜପା
ଭୁବନେଶ୍ୱର,୬।୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପିଏମ୍ କିଷାନ ଯୋଜନା ସହ ରାଜ୍ୟ ସରକାରଙ୍କ କାଳିଆ ଯୋଜନା ମିଶିପାରିବ ନାହିଁ। ରାଜ୍ୟ ଭାଜପା ପକ୍ଷରୁ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ନେତା ସମୀର ମହାନ୍ତି ଏବଂ ଗୋଲକ ମହାପାତ୍ର ଏହା କହିଛନ୍ତି। ସେମାନେ…
ରାଷ୍ଟ୍ରପତିଙ୍କ ନିକଟକୁ ଗଲା ନିର୍ଭୟା ଅଭିଯୁକ୍ତଙ୍କ କ୍ଷମା ଆବେଦନ
ନୂଆଦିଲ୍ଲୀ,୬।୧୨: ରାଜଧାନୀ ଦିଲ୍ଲୀରେ ଦୀର୍ଘ ୭ ବର୍ଷ ତଳେ ଘଟିଥିବା ବହୁଚର୍ଚ୍ଚିତ ନିର୍ଭୟା ବଳାତ୍କାର ଘଟଣାର ଏବେ ସମାଧାନ ହେବାକୁ ଯାଉଛି। ହାଇଦ୍ରାବାଦ ପରେ ନିର୍ଭୟା ଗଣବଳାତ୍କାର ଘଟଣାରେ ନ୍ୟାୟ ମିଳିବ ବୋଲି ଆଲୋଚନା ହେଉଛି। କାରଣ ଶୁକ୍ରବାର ଏହି ଘଟଣାର…
ଭୁଲ ଚାଲାଣ କଟିଥିଲେ ଫେରସ୍ତ ମିଳିବ ଟଙ୍କା: ମନ୍ତ୍ରୀ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ସଂଶୋଧିତ ଟ୍ରାଫିକ୍ ନିୟମ କଡ଼ାକଡ଼ି କରାଯିବା ପରେ ଉଲ୍ଲଂଘନକାରୀଙ୍କଠାରୁ ଚାଲାଣ କରାଯାଇ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ହେଲେ କେତେକ କ୍ଷେତ୍ରରେ ଚାଲାଣ କାଟିବାରେ ତ୍ରୁଟି ପରିଲକ୍ଷିତ ହେବାର ନଜିର ରହିଛି। ଅଭିଯୋଗଗୁଡ଼ିକ ଉପରେ ଆଲୋଚନା କରିବା ପରେ…
କେମିତି ହୋଇଥିଲା ହାଇଦ୍ରାବାଦ ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର
ହାଇଦ୍ରାବାଦ୍,୬।୧୨: ୮ ଦିନ ତଳେ ତେଲେଙ୍ଗାନରେ ଡାକ୍ତରାଣୀଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଥିଲା। ଏହି ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତ ଆରିଫ, ଜୋଲ୍ଲୁ ଶିବା, ଜୋଲ୍ଲୁ ନବୀନ ଏବଂ ଚିନ୍ତାକୁନ୍ତା ଚେନ୍ନାକେଶବୁଲୁଙ୍କୁ ପୋଲିସ…
ହାଇଦାବ୍ରାଦ୍ ଗଣବଳାତ୍କାର ଅଭିଯୁକ୍ତଙ୍କୁ ଏନକାଉଣ୍ଟର: ପିତା କହିଲେ, ମୋ ଝିଅକୁ ଏବେ ମିଳିବ ଶାନ୍ତି
ହାଇଦ୍ରାବାଦ,୬।୧୨: ସାରା ଦେଶକୁ ଦୋହଲାଇ ଦେଇଥିବା ହାଇଦରାବାଦ ଡାକ୍ତରାଣୀ ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କର ପୋଲିସ ଏନକାଉଣ୍ଟରରେ ମୃତ୍ୟୁ ଘଟିଛି। ଏହାକୁ ନେଇ ହାଇଦ୍ରାବାଦ୍ ପୋଲିସକୁ ପ୍ରଶଂସା କରିଛନ୍ତି ମୃତ ଡାକ୍ତରାଣୀଙ୍କ ବାପା। ସେ କହିଛନ୍ତି, ଏହାଦ୍ୱାରା ମୋ…
ହାଇଦ୍ରାବାଦ ଗଣବଳାତ୍କାର ମାମଲା: ପୋଲିସ ଏନକାଉଣ୍ଟରରେ ୪ ଅଭିଯୁକ୍ତ ମୃତ
ହାଇଦ୍ରାବାଦ,୬।୧୨: ହାଇଦ୍ରାବାଦ ମହିଳା ଡାକ୍ତର ଗଣବଳାତ୍କାର ଓ ହତ୍ୟା ଘଟଣାରେ ନୂଆ ମୋଡ ଆସିଛି। ୪ ମୁଖ୍ୟ ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ମୃତ୍ୟୁ ଘଟିଛି। ଘଟଣାର ଅଧିକ ତଦନ୍ତ ନିମନ୍ତେ ସମସ୍ତ ଅଭିଯୁକ୍ତଙ୍କୁ ଗୁରୁବାର ରାତିରେ ଘଟଣାସ୍ଥଳକୁ ନିଆଯାଇଥିଲା। ହେଲେ ସେଠାରୁ…
ସୀମା ଟପିଲାଣି ବର୍ବରତା
ନୂଆଦିଲ୍ଲୀ,୬।୧୨:ଦେଶରେ ଯୌନ ପିପାସୁଙ୍କ ବର୍ବରତା ସୀମା ଟପିଲାଣି। ହାଇଦ୍ରାବାଦର ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ତାଙ୍କ ମୃତଦେହକୁ ଜାଳିଦେବା ଘଟଣାକୁ ନେଇ ବିକ୍ଷୋଭ ଥମି ନ ଥିବାବେଳେ ଦିନକୁ ଦିନ ମହିଳା ବିରୋଧୀ ଅପରାଧ ଅଧ୍ୟାୟରେ ଯୋଡ଼ିହୋଇଯାଉଛି…
ନୂଆବର୍ଷରୁ ଶ୍ରୀମନ୍ଦିର ଶ୍ରଦ୍ଧାଳୁଙ୍କୁ ମିଳିବ ସ୍ବତନ୍ତ୍ର ସୁବିଧା
ପୁରୀ ଅଫିସ, ୫ା୧୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଲାଗି ସମସ୍ତ ପ୍ରକାର ସୁବିଧା କରାଯିବ। ସେମାନେ ଯେପରି କୌଣସି ତିକ୍ତ ଅନୁଭୂତି ନ ସାଉଣ୍ଟିବେ ସେଥିପ୍ରତି ଗୁରୁତ୍ୱ ଦେଉଛନ୍ତି ସରକାର। ଅନ୍ୟପଟେ ସୁପ୍ରିମ୍କୋର୍ଟ ମଧ୍ୟ ଏ ନେଇ ରାଜ୍ୟ ସରକାର ଓ…
କର୍ନାଟକ ଉପନିର୍ବାଚନ: ମତଦାନ ହାର ୬୦ ପ୍ରତିଶତ; ଇଭିଏମ୍ରେ ୧୬୫ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍
ବେଙ୍ଗାଲୁରୁ,୫।୧୨: କର୍ନାଟକରେ ୧୫ଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ଗୁରୁବାର ଶେଷ ହୋଇଛି। ସନ୍ଧ୍ୟା ୫ଟା ସୁଦ୍ଧା ଏଠାରେ ମତଦାନ ହାର ୬୦ ପ୍ରତିଶତ ରହିଛି। ମୋଟ ୩୭ ଲକ୍ଷ ୭୮ ହଜାର ଭୋଟର ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି।…
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଅବସର ବୟସ ସୀମା ୬୦ ବର୍ଷରୁ କମିବନି
ନୂଆଦିଲ୍ଲୀ,୫।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଅବସର ବୟସ ସୀମା ୬୦ ବର୍ଷରୁ କମିବନି। ଏନେଇ ସରକାରଙ୍କ ପକ୍ଷରୁ କୌଣସି ଯୋଜନା ନାହିଁ ବୋଲି କାର୍ମିକ ରାଜ୍ୟ ମନ୍ତ୍ରୀ ଜିତେନ୍ଦ୍ର ସିଂ ଲୋକ ସଭାରେ ଗୁରୁବାର ସୂଚନା ଦେଇଛନ୍ତି। ପୂର୍ବରୁ କୁହାଯାଉଥିଲା ଯେ,…
Archives


