‘ବନ୍ଦେ ଉତ୍କଳ ଜନନୀ’: ନବୀନ ନିବାସରେ ମୁଖ୍ୟମନ୍ତ୍ରୀ, ପରିବାର ସହ ଗାଇଲେ ଧର୍ମେନ୍ଦ୍ର
ଭୁବନେଶ୍ୱର,୩୦।୫(ବ୍ୟୁରୋ): କୋଭିଡ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାଇଛନ୍ତିି ପ୍ରତିଟି ଓଡ଼ିଆ। ଶନିବାର ଅପରାହ୍ନ ୫.୩୦ ମିନିଟ୍ରେ ରାଜ୍ୟ , ଦେଶ ତଥା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆମାନେ ‘ବନ୍ଦେ ଉତ୍କଳ ଜନନୀ ଗାଇଛନ୍ତି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
କୋଭିଡ ଯୋଦ୍ଧାଙ୍କୁ ସମ୍ମାନ: ସବୁ ଓଡ଼ିଆ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’
ଭୁବନେଶ୍ୱର,୩୦।୫(ବ୍ୟୁରୋ): କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ପାଇଁ ଓଡ଼ିଶା ତଥା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆମାନେ ଶନିବାର ଅପରାହ୍ନ ୫.୩୦ ମିନିଟରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିଛନ୍ତି। ଯିଏ ଯେଉଁଠାରେ ଥିଲେ ସେ ସେହିଠାରେ ଛିଡ଼ା ହୋଇ ଏହି…
ବିନା ଭକ୍ତରେ ସ୍ନାନଯାତ୍ରା, ରଥଯାତ୍ରା ନେଇ ପ୍ରସ୍ତାବ; ଶେଷ ନିଷ୍ପତ୍ତି ନେବେ ରାଜ୍ୟ ସରକାର
ପୁରୀ ଅଫିସ, ୩୦।୫: ଚଳିତ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ଶନିବାର ଭୁବନେଶ୍ୱର ଓ ପୁରୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ନିଳାଦ୍ରି ବିଜେ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୩ ଆକ୍ରାନ୍ତ, ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୧୦୫୦
ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଅଦ୍ୟାବଧି ରାଜ୍ୟରେ ୧୦୫୦ ରୋଗୀ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜଣାପଡ଼ିଛି। ସୁସ୍ଥମାନଙ୍କ ମଧ୍ୟରେ ବୌଦ୍ଧରୁ ୨୮, ପୁରୀରୁ…
କ୍ଷମତାର ଏକବର୍ଷ: ରେଡ୍ଜୋନ୍ରେ ଶାସନ-ଅର୍ଥନୀତି, ଅରେଞ୍ଜ୍ରେ ରାଜନୀତି-ଗ୍ରୀନ୍ରେ ବିକାଶ
ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ପୂରଣ ହୋଇଛି। ଏନେଇ କିଛି ଗଣମାଧ୍ୟମ ସଂସ୍ଥା ପକ୍ଷରୁ ସରକାରଙ୍କ ଗୋଟିଏ ବର୍ଷର ୬ଟି ସ୍ତମ୍ଭ ବିଶିଷ୍ଟ ରିପୋର୍ଟ ଜାରି କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ, କ୍ଷମତାର ଗୋଟିଏ ବର୍ଷରେ…
ଖୁସି ଖବର: ୨୪ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟାର ଦେଢ଼ଗୁଣା ସୁସ୍ଥ ହୋଇ ଫେରିଲେ ଘରକୁ
ନୂଆଦିଲ୍ଲୀ,୩୦।୫: ଭାରତରେ ପ୍ରତି ଦିନ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିବାରେ ଏକ ଖୁସି ଖବର ମିଳିଛି। ପ୍ରଥମ ଥର ପାଇଁ ଗତ ୨୪ ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟାର ଦେଢ଼ଗୁଣା…
ଆଉ ସପ୍ତାହକ ମଧ୍ୟରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଛୁଇଁବା ଆଶଙ୍କା
ନୂଆଦିଲ୍ଲୀ,୩୦।୫: ଭାରତରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତି ୨୪ ଘଣ୍ଟାରେ ଏବେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୮ ହଜାରରୁ ଅଧିକ ହେବାରେ ଲାଗିଛି। ଶନିବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା…
CORONAVIRUS UPDATE: ରାଜ୍ୟରେ ପୁଣି ୯୬ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଲା
ଭୁବନେଶ୍ୱର, ୩୦।୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯୬ କରୋନା ପଜିଟିଭ ଚିହ୍ନଟ ହୋିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି। ତେବେ ସମସ୍ତ ନୂଆ ଆକ୍ରାନ୍ତ କ୍ୱାରାଣ୍ଟାଇନ କେନ୍ଦ୍ରର। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
ଦିଲ୍ଲୀରେ ଭୂକମ୍ପ: ୟୁପି, ପଞ୍ଜାବରେ ଝଟକା
ନୂଆଦିଲ୍ଲୀ,୨୯ା୫-ଦିଲ୍ଲୀରେ ଶୁକ୍ରବାର ରାତିରେ ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪.୬ ଥିବାବେଳେ କେନ୍ଦ୍ରସ୍ଥଳ ଦିଲ୍ଲୀଠାରୁ ୬୫ କିଲୋମିଟର ଦୂର ହରିୟାଣାର ରୋହତକ ନିକଟରେ ବୋଲି ଭାରତର ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।…
CORONAVIRUS UPDATE: ଆଉ ୯୦ ହେଲେ ସୁସ୍ଥ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯୭୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ…
କ୍ୟାବିନେଟ ବୈଠକରେ ୨୨ଟି ପ୍ରସ୍ତାବକୁ ଅନୁମୋଦନ: ସବିଶେଷ ଜାଣନ୍ତୁ…
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସମୁଦାୟ ୨୨ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଛି। ଏ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପ୍ରେସ୍ମିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି।…
CORONAVIRUS UPDATE: ଆଉ ୬୩ ନୂଆ ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି
ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ବଢ଼ୁଛି କରୋନା ଆକ୍ରାନ୍ତ ସଂଖ୍ୟା। ଶୁକ୍ରବାର ଆଉ ୬୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୧ କ୍ୱାରାଣ୍ଟାଇନ୍ କେନ୍ଦ୍ରର ହୋଇଥିବା ବେଳେ ୨ଟି ଲୋକାଲ୍ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ…

