Home Middle

ରାଜ୍ୟରେ ବଳାତ୍କାର ମାମଲା ବଢିଚାଲିଛି, ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ପ୍ରଦୀପ୍ତ ନାୟକ

ଭୁବନେଶ୍ୱର, ୩।୧୨(ବ୍ୟୁରୋ): ପୁରୀରେ ଘଟିଥିବା ଲଜ୍ଜାଜନକ ଘଟଣାକୁ ନେଇ ବିରୋଧୀ କଂଗ୍ରେସ ଏବଂ ଭାଜପା ରାଜ୍ୟ ସରକାରଙ୍କୁ ଘେରିଛନ୍ତି। କଂଗ୍ରେସ ନବୀନ ନିବାସ ଘେରାଉ କରିଥିବାବେଳେ ଭାଜପା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ଦାବି କରିଛି। ବିରୋଧୀ ଦଳ ନେତା ପ୍ରଦୀପ୍ତ…

ଚନ୍ଦ୍ରପୃଷ୍ଠରେ ୩ ଖଣ୍ଡ ହୋଇ ପଡ଼ିଛି ବିକ୍ରମ ଲ୍ୟାଣ୍ଡର: ନାସା

ଓ୍ବାଶିଂଟନ,୩।୧୨: ଇସ୍ରୋ ପକ୍ଷରୁ ଚନ୍ଦ୍ରପୃଷ୍ଠକୁ ପଠାଯାଇଥିବା ବିକ୍ରମ ଲ୍ୟାଣ୍ଡର ୩ ଖଣ୍ଡ ହୋଇ ପଡ଼ି ରହିଥିବା ଆମେରିକା ମହାକାଶ ସଂସ୍ଥା ନାସା ପକ୍ଷରୁ କୁହାଯାଇଛି। ଏନେଇ ନାସା ପକ୍ଷରୁ ସୋମବାର ବିଳମ୍ବିତ ରାତି ୧ଟା ୩୦ରେ ବିକ୍ରମ ଲ୍ୟାଣ୍ଡର ଭାଙ୍ଗିପଡ଼ିଥିବାର ଫଟୋ…

ନେତାମାନଙ୍କୁ ବାଟକୁ ଆଣିବା ପାଇଁ ଆବଦ୍ଧାବସ୍ଥାରେ କଶ୍ମୀର ହାଜତରେ: ଚାପୁଡ଼ା, ଗୋଇଠା ଓ ମୂଷା

ଶ୍ରୀନଗର,୩ା୧୨: ଜମ୍ମୁ ଓ କଶ୍ମୀର ସ୍ବାୟତ୍ତତା ହରାଇବାର ଦୁଇ ସପ୍ତାହ ପରେ ରାଜଧାନୀ ମୁଖ୍ୟାଳୟକୁ ସ୍ଥାନାନ୍ତର କରାଯାଇଆସୁଥିବା ୧୫୦ ବର୍ଷ ପୁରୁଣା ଷାଣ୍ମାସିକ ପରମ୍ପରାର ଉଚ୍ଛେଦ ହେଲା। ଏଠିସେଠି ଥିବା ସଂଘବାଦୀ କଶ୍ମୀରୀ ରାଜନେତାଙ୍କୁ ଶ୍ରୀନଗରର ସେଣ୍ଟାଉର ଲେକ୍‌ ଭ୍ୟୁ ହୋଟେଲରେ…

୨୦୨୪ ସୁଦ୍ଧା ସାରା ଦେଶରେ ଏନ୍‌ଆର୍‌ସି: ସବୁ ଅନୁପ୍ରବେଶକାରୀ ବିଦାହେବେ

ରାଞ୍ଚି,୩ା୧୨(ପି.ଟି.): ସାରା ଦେଶରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) କାର୍ଯ୍ୟକାରୀ ହେବାର ସମୟସୀମା ୨୦୨୪। ଏହି ସମୟ ମଧ୍ୟରେ ଦେଶରୁ ସମସ୍ତ ବେଆଇନ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରାଯାଇ ବିଦା କରାଯିବ ବୋଲି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହା ସୋମବାର କହିଛନ୍ତି।…

ମହିଳା ଡାକ୍ତର ବଳାତ୍କାର ହତ୍ୟା ପ୍ରସଙ୍ଗକୁ ନେଇ ସଂସଦରେ ଝଡ଼: ଅପରାଧୀଙ୍କୁ ପିଟି ମାରିଦେବାକୁ ଦାବି

ନୂଆଦିଲ୍ଲୀ,୩ା୧୨(ପି.ଟି.): ହାଇଦ୍ରାବାଦରେ ୨୬ ବର୍ଷୀୟା ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପ୍ରସଙ୍ଗକୁ ନେଇ ସୋମବାର ପାର୍ଲାମେଣ୍ଟର ଉଭୟ ଗୃହରେ ବିରୋଧୀ ହଙ୍ଗାମା କରିଥିଲେ। ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ଦିଆଯାଉ, ସର୍ବସାଧାରଣରେ ପିଟି ମାରିଦିଆଯାଉ ବୋଲି ରାଜ୍ୟ ସଭାରେ ବିଭିନ୍ନ ଦଳର…

ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର :ବହିଷ୍କୃତ ପୋଲିସ କନଷ୍ଟେବଳ ଗିରଫ, ୩ ଅଟକ

ପୁରୀ ଅଫିସ, ୩।୧୨: ଶ୍ରୀକ୍ଷେତ୍ରରେ ଘଟିଛି ପୁଣି ଏକ କଳଙ୍କିତ ଘଟଣା। ସୋମବାର ରାତିରେ ଜଣେ ନାବାଳିକା(୧୭)ଙ୍କୁ ପୋଲିସ କ୍ୱାର୍ଟର୍ସରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। କୁମ୍ଭାରପଡ଼ା ଥାନାରେ ନିଜେ ପୀଡ଼ିତା ଏହି ଅଭିଯୋଗ କରିଛନ୍ତି। ନିଜକୁ ପୋଲିସ ବୋଲି ପରିଚୟ…

ଶହେ ଟଙ୍କା ପାଇବାକୁ ୯୮.୪୪ ଟଙ୍କା ଖର୍ଚ୍ଚ କରୁଛି ରେଲଓ୍ବେ

ନୂଆଦିଲ୍ଲୀ, ୩-୧୨: ଭାରତୀୟ ରେଲଓ୍ବେର ଆୟ ୧୦ ବର୍ଷର ସର୍ବନିମ୍ନ ସ୍ତରକୁ ଖସିଯାଇଛି। ୨୦୧୭-୧୮ ଆର୍ଥତ୍କ ବର୍ଷରେ ଏହାର ଅପରେଟିଂ ରେସିଓ ବା ପରିଚାଳନା ଅନୁପାତ ୯୮.୪୪% ରହିଛି। ଅନ୍ୟ ଅର୍ଥରେ କହିବାକୁ ଗଲେ ରେଲଓ୍ବେ ପ୍ରତି ୧୦୦ ଟଙ୍କା ଆୟ…

ପୁଣି କୋର୍ଟରେ ଅଯୋଧ୍ୟା ମାମଲା: ଜମିୟତ୍‌ ଉଲେମା-ଇ ହିନ୍ଦ୍‌ ପକ୍ଷରୁ ପୁନର୍ବିଚାର ଆବେଦନ

ନୂଆଦିଲ୍ଲୀ,୨।୧୨: ଅଯୋଧ୍ୟା ମାମଲାର ରାୟ ଆସିବାର ପ୍ରାୟ ଏକ ମାସ ପରେ ପୁଣି ଏହା ସୁପ୍ରିମ୍‌କୋର୍ଟରେ ପହଞ୍ଚିଛି। ସୋମବାର ଜମିୟତ୍‌ ଉଲେମା-ଇ ହିନ୍ଦ୍‌ ସଂଗଠନ ପକ୍ଷରୁ ଏନେଇ ପୁନର୍ବିଚାର ଆବେଦନ ଦାଖଲ କରାଯାଇଛି। ଆଇନଜୀବୀ ରାଜୀବ ଧାଓ୍ବନଙ୍କ ଦ୍ୱାରା ପୁନର୍ବିଚାର ୨୧୭…

ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ପାଳନ ଆରମ୍ଭ : ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ମାଲକାନଗିରି,୨।୧୨(ଡି.ଏନ୍‌.ଏ): ସୋମବାରଠାରୁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପୀ ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ପାଳନ ଆରମ୍ଭ ହୋଇଛି। ଏଥି ନିମନ୍ତେ ଜିଲାର ବିଭିନ୍ନ ସ୍ଥାନରେ ମାଓବାଦୀଙ୍କ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି। ଏହାକୁ ଦୃଷ୍ଟିରେ ରଖି ପୋଲିସ ବିଭାଗ…

ନିୟନ୍ତ୍ରଣ ରେଖାରେ ଭାରତୀୟ ସେନା ପକ୍ଷରୁ କଡ଼ା ଜବାବ: ୬ ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ ଧ୍ୱଂସ

ଶ୍ରୀନଗର,୨।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଗତ ୩ ଦିନ ଧରି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ଭାରତୀୟ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ ଜାରି ରହିଥିଲା। ତେବେ ଭାରତୀୟ ସେନା ପକ୍ଷରୁ ଶାହପୁର ସେକ୍ଟରରେ…

୩୫ ବର୍ଷରେ ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକା: ଏବେ ବି ମିଳିନି ମୃତକଙ୍କୁ ନ୍ୟାୟ !

ଭୋପାଳ,୨।୧୨: ମଧ୍ୟପ୍ରଦେଶର ଭୋପାଳ ବିଷାକ୍ତ ଗ୍ୟାସ୍‌ ବିଭୀଷିକାକୁ ଇତିମଧ୍ୟରେ ୩୫ବର୍ଷ ପୂରିଛି। ଏବେ ମଧ୍ୟ ମୃତକଙ୍କୁ ମିଳିନି ନ୍ୟାୟ। ଦୋଷୀ ଆଇନ ହାତରୁ ସହଜରେ ଖସି ଯାଇଥିବା ଆଲୋଚନା ହେଉଛି । ୧୯୮୪ ଡିସେମ୍ବର ୨-୩ ତାରିଖ କାଳରାତିରେ ସ୍ଥାନୀୟ ପେଷ୍ଟିସାଇଡ୍‌…

ଫଡ୍‌ନବିସଙ୍କ ୮୦ ଘଣ୍ଟିଆ ମୁଖ୍ୟମନ୍ତ୍ରୀ ହେବାର ଗୁମର ଫିଟିଲା: କେନ୍ଦ୍ରର ୪୦ ହଜାର କୋଟି ସୁରକ୍ଷିତ !

ମୁମ୍ବାଇ,୨।୧୨: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କର ଶାସନ ଆରମ୍ଭ ହୋଇଛି। ତେବେ ଆବଶ୍ୟକ ସଂଖ୍ୟାଗରିଷ୍ଠତା ନ ଥାଇ ମଧ୍ୟ କାହିଁକି ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ୮୦ ଘଣ୍ଟା ପାଇଁ ଶାସନ ଡୋରି ଧରିଲେ ତାହାର ଗୁମର ଫିଟିଛି। ଭାଜପା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri