ମୃତ୍ୟୁ ସଂଖ୍ୟା ଟପିଲା ୩ ଲକ୍ଷ ୫୨ ହଜାର: ୫୬ ଲକ୍ଷରୁ ଅଧିକ ସଂକ୍ରମିତ
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭।୫: ପୃଥିବୀରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୬ ଲକ୍ଷ ୮୬ ହଜାର ୨୮୨ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୫୨ ହଜାର ୨୨୭…
CORONAVIRUS UPDATE: ରାଜ୍ୟରେ ଆଉ ୭୬ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଲା
ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୧୦ଜଣ ରହିଥିବା ବେଳେ ବାଲେଶ୍ୱର ୨, ଖୋର୍ଦ୍ଧା ୧୩, କଟକ ୧୧, ବଲାଙ୍ଗୀର ୧୬, ନୟାଗଡ଼ ୨, ଜଗତ୍ସିଂହପୁର ୬, ସୁନ୍ଦରଗଡ଼…
ଅଭିନେତା ବିଜୟ ମହାନ୍ତି ଗୁରୁତର: ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର, ୨୭।୫(ବ୍ୟୁରୋ): ବରିଷ୍ଠ ଓଲିଉଡ୍ ଅଭିନେତା ବିଜୟ ମହାନ୍ତି ଅସୁସ୍ଥ ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହୃଦ୍ଘାତ ଯୋଗୁ ମେଡିକାଲରେ ଚିକିତ୍ସାଧିନ ଥିବା ଜଣାପଡ଼ିଛି। ସ୍ବାସ୍ଥାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି।
ଆରମ୍ଭ ହୋଇଛି ବିମାନ-ରେଳ ଚଳାଚଳ; ଆଗାମୀ ଏକ ମାସ ଆମ ପାଇଁ ଆହ୍ବାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏଥିସହ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ଏହି ସଂଖ୍ୟା ଆହୁରୀ ବଢ଼ିବା ନେଇ ଆଶା କରାଯାଉଛି। ଏଣୁ କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏକ…
CORONAVIRUS UPDATE: ୮୪ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ହେଲେଣି ୭୩୩
ଭୁବନେଶ୍ୱର, ୨୬।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୨୪ଜଣ ରହିଛନ୍ତି। ସେହିପରି ଯାଜପୁର ଜିଲାର ୧୮ ଜଣ ରହିଥିବା ବେଳେ ବାଲେଶ୍ୱର ୧୧, କଟକ ୭, ଭଦ୍ରକ ୬,…
କରୋନା ସଂକ୍ରମଣ ଯୋଗୁ ୯୫ ଦେଶରେ ମିଳିମିଳା- ପୋଲିଓ ପ୍ରତିଷେଧକ ଟୀକା ପ୍ରଦାନ କାର୍ଯ୍ୟ ପ୍ରଭାବିତ: ସଙ୍କଟରେ ୮କୋଟି ଶିଶୁ
ଓ୍ବାଶିଂଟନ,୨୬।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ୯୫ଟି ଦେଶରେ ମିଳିମିଳା ଓ ପୋଲିଓ ପ୍ରତିଷେଧକ ଟୀକା ପ୍ରଦାନ କାର୍ଯ୍ୟ ପ୍ରଭାବିତ ହୋଇଛି। ଏନେଇ ଗଣମାଧ୍ୟମ ସଂସ୍ଥା ନ୍ୟୁୟର୍କ ଟାଇମ୍ସ୍ରେ ଉଲ୍ଲେଖ କରାଯାଇଛି। ଏସମ୍ପର୍କରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ, ୟୁନିସେଫ୍…
ଭାରତରେ ଦେଢ଼ ଲକ୍ଷ ଛୁଇଁବ କରୋନା ସଂକ୍ରମିତଙ୍କ ସଂଖ୍ୟା: ମହାରାଷ୍ଟ୍ରରେ ୫୨ ହଜାରରୁ ଅଧିକ ସଂକ୍ରମିତ
ନୂଆଦିଲ୍ଲୀ,୨୬।୫: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜାରି ରହିଛି। ଖୁବ୍ ଶୀଘ୍ର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦେଢ଼ ଲକ୍ଷ ଛୁଇଁବ। ମଙ୍ଗଳବାର ସୁଦ୍ଧା ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୪୫ ହଜାର ୪୫୬ ରହିଛି। ଏବେ ପ୍ରତିଦିନ ଦେଶରେ…
CORONAVIRUS UPDATE: ରାଜ୍ୟରେ ୧୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ହୋଇଛି। ଏନେଇ…
ଭାରତରେ ବଢ଼ିଚାଲିଛି ସଂକ୍ରମଣ: ନିଜ ନାଗରିକଙ୍କୁ ଫେରାଇନେବ ଚାଇନା
ନୂଆଦିଲ୍ଲୀ,୨୫ା୫-ଭାରତ-ଚାଇନା ସୀମାରେ ଗତ କିଛିଦିନ ହେଲା ଉତ୍ତେଜନା ଲାଗି ରହିଛି। ଏହାର ସମାଧାନ ଲାଗି ଉଭୟ ପକ୍ଷ ମଧ୍ୟରେ ଆଲୋଚନା ଜାରି ରହିଥିଲେ ହେଁ ସମାଧାନର ସୂତ୍ର ବାହାରିପାରିନାହିଁ। ଏଭଳି ସ୍ଥିତିରେ ଭାରତରେ ଥିବା ଏହାର ନାଗରିକଙ୍କୁ ଫେରାଇ ନେବା ଲାଗି…
ବିଶ୍ୱରେ ୫୫ ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଟପ୍ ଟେନ୍ରେ ଭାରତ
ଓ୍ବାଶିଂଟନ,୨୫।୫: କରୋନା ସଂକ୍ରମିତ ଦେଶଙ୍କ ଟପ୍ ଟେନ୍ ତାଲିକାରେ ଏବେ ଭାରତ ସାମିଲ ହୋଇଛି। ଏବେ ଭାରତ ସଂକ୍ରମିତଙ୍କ ସଂଖ୍ୟାକୁ ନେଇ ଇରାନକୁ ପଛରେ ପକାଇ ଦେଇଛି। ଅନ୍ୟପଟେ ଲଗାତାର ଚତୁର୍ଥ ଦିନ ବି ବିଶ୍ୱରେ ୨୪ ଘଣ୍ଟାରେ ୧ ଲକ୍ଷରୁ…
CORONAVIRUS UPDATE: ୯୯ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୬୪୯
ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବାଲେଶ୍ୱରରୁ ସର୍ବାଧିକ ୩୪ଜଣ ରହିଥିବା ବେଳେ ଗଞ୍ଜାମରୁ ୧୫ଜଣ ରହିଛନ୍ତି। ସେହିପରି ଯାଜପୁର ଓ କେନ୍ଦ୍ରାପଡ଼ାରୁ ୧୩ଜଣ ଲେଖାଏ ରହିଥିବା ବେଳେ ପୁରୀରୁ ୧୦,…
CORONAVIRUS UPDATE: ରାଜ୍ୟରେ ପୁଣି ୧୦୩ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଲା
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଦେବଗଡ଼ରୁ ୨୨,…

