ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ: ହାଇକୋର୍ଟ
କଟକ ଅଫିସ,୨୩ା୫: ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହଁ ବୋଲି ଶନିବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କୋରାପୁଟ ଜିଲା ପଟାଙ୍ଗୀ ଥାନା ଅଞ୍ଚଳର ଏକ ମାମଲାର ଶୁଣାଣି ବେଳେ ଜଷ୍ଟିସ୍ ସଞ୍ଜୀବ କୁମାର ପାଣିଗ୍ରାହୀ ଏହି…
୨୪ ଘଣ୍ଟା ନ ପୁରୁଣୁ ଓଡ଼ିଶାକୁ ମିଳିଲା ୫୦୦ କୋଟି
ଭୁବନେଶ୍ୱର,୨୩।୫(ବ୍ୟୁରୋ): ୨୪ ଘଣ୍ଟା ନ ପୁରୁଣୁ ରାଜ୍ୟକୁ ଅମ୍ଫନ ସହାୟତା ମିଳିଛି। ପ୍ରଧାନମନ୍ତ୍ରୀ ଘୋଷଣା କରିଥିବା ୫୦୦ କୋଟି ଟଙ୍କା ଓଡ଼ିଶାକୁ ମିଳିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟକୁ ଏହି ଟଙ୍କା ମିଳିଛି। ଏନେଇ ସ୍ବତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି) ପ୍ରଦୀପ…
ରାଜ୍ୟ ସରକାର ଦେଲେ ଅନୁମତି: ରବିବାରଠାରୁ ଅନ୍ଲାଇନ୍ରେ ମିଳିବ ମଦ
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାରଠାରୁ ଅନ୍ଲାଇନ୍ରେ ମିଳିବ ମଦ। ଏଥିନେଇ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଅନ୍ ଓ ଅଫ୍ ଲାଇସେନ୍ସ ପ୍ରାପ୍ତ ଦୋକାନୀ ହୋମ୍ ଡେଲିଭରି କରିପାରିବେ। କଣ୍ଟେନ୍ମେଣ୍ଟ ଜୋନ୍ ବ୍ୟତିତ ଅନ୍ୟ ସବୁଠାରେ ହୋମ୍ ଡେଲିଭରି କରାଯିବ। ହେଲେ ବିଦେଶୀ ମଦ…
‘ଅମ୍ଫନ୍’ରେ ୧ ଲକ୍ଷ ହେକ୍ଟର ଚାଷ ଜମି ନଷ୍ଟ
ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟାରେ ପ୍ରାୟ ୧ ଲକ୍ଷ ହେକ୍ଟର ଚାଷ ଜମି କ୍ଷତି ହୋଇଥିବା ଆକଳନ କରାଯାଇଛି। ପ୍ରାଥମିକ ଆକଳନ ଅନୁସାରେ ୧ ଲକ୍ଷ ହେକ୍ଟର ଫସଲ କ୍ଷତି ହୋଇଛି।…
ଥାନା ଭିତରେ ଥାର୍ଡ ଡିଗ୍ରୀ ପଡ଼ିଲା ମହଙ୍ଗା: ପାଟଣା ଥାନା ଆଇଆଇସିଙ୍କୁ ନିଲମ୍ବନ କଲେ ଡିଜି
ଭୁବନେଶ୍ୱର(ବ୍ୟୁରୋ)/ ପାଟଣା(ସ୍ବ.ପ୍ର.),୨୩।୫: କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ନିଲମ୍ବିତ ହୋଇଛନ୍ତି। ଥାନା ଭିତରେ ଜଣେ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ କରୁଥିବାର ଭିଡିଓ ଭାଇରାଲ ହେବା ପରେ ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କୁ ନିଲମ୍ବନ କରାଯାଇଛି। ଏ ନେଇ ଜିଡିପି କାର୍ଯ୍ୟାଳୟ ପକ୍ଷରୁ…
୨୬ ଜିଲାକୁ ମାଡ଼ିଲାଣି କରୋନା: ଗଞ୍ଜାମରେ ୩୪୧ ସଂକ୍ରମିତ ଚିହ୍ନଟ; ଜାଣନ୍ତୁ କେଉଁ ଜିଲାରେ କେତେ
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ଆଉ ୮୦ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି ପାଇଛି। ସେଥିରୁ ୮୨୬ ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୩୬ଜଣ ସୁସ୍ଥ…
CORONAVIRUS UPDATE: ୨୬ ଜିଲାକୁ ଛୁଇଁଲା କରୋନା
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୬ ଜିଲାରେ କରୋନା କାୟା ବିସ୍ତାର କରିସାରିଲାଣି। କିଛି ଦିନ ତଳେ ଏହି ତାଲିକାରେ ମାଲକାନଗିରି ଜିଲା ଯୋଡ଼ି ହୋଇଥିଲା। ଶନିବାର ଆଉ ୨ଟି…
CORONAVIRUS UPDATE: ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଶନିବାର ସକାଳେ ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି ହୋଇଛି।…
ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଓଡିଶାକୁ ୫୦୦ କୋଟି: ମୋଦି
ଭୁବନେଶ୍ୱର,୨୨।୫(ବ୍ୟୁରୋ)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ସାମୁଦ୍ରିକ ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ୫୦୦ କୋଟି ଟଙ୍କାର ଅନୁଦାନ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ବାତ୍ୟାର ମୁକାବିଲା ଦିଗରେ ରାଜ୍ୟବାସୀ ଓ ମୁଖ୍ୟମନ୍ତ୍ରୀ…
ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ ବିମାନ ଦୁର୍ଘଟଣାଗ୍ରସ୍ତ
ଇସ୍ଲାମାବାଦ୍,୨୨।୫: ପାକିସ୍ତାନରେ ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଶୁକ୍ରବାର ଅପରାହ୍ନରେ ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ (ପିଆଇଏ)ର ବିମାନ ଦୁର୍ଘଟଣାର ଶୀକାର ହୋଇଛି। ଏହି ଦୁର୍ଘଟଣା କରାଚି ବିମାନବନ୍ଦର ନିକଟରେ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପିଆଇଏ ବିମାନ ଲାହୋରରୁ କରାଚି…
ରାଜ୍ୟର ‘ଅମ୍ଫନ୍’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରୁଛନ୍ତି ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବାତ୍ୟାଞ୍ଚଳ ପରିଦର୍ଶନରେ ଯାଇଛନ୍ତି। ବାୟୁସେନା ହେଲିକପ୍ଟର ଯୋଗେ ପ୍ରଧାନମନ୍ତ୍ରୀ ଅମ୍ଫନ୍ ପ୍ରଭାବିତ ଅଞ୍ଚଳର ସମୀକ୍ଷା କରିବେ। ତେବେ ଏହି ସମୟରେ ତାଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ…
ଓଡ଼ିଶାରେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ଅପରାହ୍ନରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ଅମ୍ଫନ୍ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତିର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ରାଜ୍ୟପାଳ…

