ଶୀତ ଅଧିବେଶନ ଆଗୁଆ ସରିବା ପ୍ରସଙ୍ଗ: ଏହାକୁ ଅଗଣତାନ୍ତ୍ରିକ, ରାଜ୍ୟ ବିରୋଧୀ କହିଲା ଭାଜପା
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଆଗୁଆ ଶେଷ ହୋଇଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ। ଶୁକ୍ରବାର ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଷ୍ଣୁ କହିଛନ୍ତି, ଏହା ଅଗଣତାନ୍ତ୍ରିକ ଓ…
ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ଲାଗୁ ପ୍ରସଙ୍ଗ: ପୁଣି କୋହଳ, ବଦଳିଲାନି ବ୍ୟବସ୍ଥା
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ୩ ମାସର ଡେଡ୍ଲାଇନ୍ ସରିବା ପୂର୍ବରୁ ସ୍ଥିତିକୁ ଦେଖି ରାଜ୍ୟ ସରକାର ନୂଆ ମୋଟର ଯାନ ଆଇନକୁ କଡାକଡି ଲାଗୁ କରିବାକୁ ଆଉ ୩ ମାସ ଗଡ଼ାଇଛନ୍ତି। ଏହି ସମୟ ମଧ୍ୟରେ ଗାଡ଼ି କାଗଜପତ୍ର କରାଇବା ପାଇଁ ଜନସାଧାରଣଙ୍କୁ କୁହାଯାଇଛି।…
ଆଗୁଆ ସରିଲା ଶୀତ ଅଧିବେଶନ
ଭୁବନେଶ୍ୱର,୨୯-୧୧(ବ୍ୟୁରୋ):ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଆଗୁଆ ଶେଷ ହୋଇଛି। ସରକାରଙ୍କ ଆଉ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ କିମ୍ବା ବିଲ୍ ନ ଥିବାରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ ଘୋଷଣା କରିଛନ୍ତି। ଏହାକୁ ବିରୋଧ କରି…
ମହାରାଷ୍ଟ୍ରରେ ଉଦ୍ଧବ ସରକାରଙ୍କ ଶାସନ ଆରମ୍ଭ
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଠାକ୍ରେ ଶାସନ ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍ରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ ଏକ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କୁ ପଦ…
ଉଦ୍ଧବଙ୍କ ଲୋଭନୀୟ ଯୋଜନା: ଟଙ୍କାଏରେ ଚିକିତ୍ସା; ଚାଷୀଙ୍କ ଋଣ ଛାଡ଼
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଉଦ୍ଧବ ଠାକ୍ରେ ଲୋକଙ୍କ ପାଇଁ ଲୋଭନୀୟ ଯୋଜନା ଘୋଷଣା କରିଛନ୍ତି। ଶାସନ ଆରମ୍ଭ ହେବା ପୂର୍ବରୁ ମେଣ୍ଟ ସରକାରଙ୍କ ସାମାନ୍ୟ ନ୍ୟୁନତମ କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ଲୋକଙ୍କୁ ଟଙ୍କାଏରେ ଚିକିତ୍ସା ସୁବିଧା ଦେବା ସହିତ ଚାଷୀଙ୍କ ଋଣ ଛାଡ଼…
ବ୍ରହ୍ମୋସ୍ର ସଫଳ ପରୀକ୍ଷଣ କଲା ନୌସେନା
ନୂଆଦିଲ୍ଲୀ,୨୮।୧୧: ଭାରାତୀୟ ନୌସେନା ପକ୍ଷରୁ ଗୁରୁବାର ମଧ୍ୟମ ଦୂରଗାମୀ ବ୍ରହ୍ମୋସ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଏହି ସୁପରସୋନିକ୍ କ୍ରୁଇଜ୍ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୨୯୦ କିଲୋମିଟର ରହିଛି। ନୌସେନା ପକ୍ଷରୁ ଏହାକୁ ଆରବ ସାଗରରେ ପରୀକ୍ଷଣ କରାଯାଇଛି। ଗତ ସେପ୍ଟେମ୍ବରରେ…
ଅତିରିକ୍ତ ବ୍ୟବବରାଦ: ଅଯୋଧ୍ୟା ମନ୍ଦିର ରକ୍ଷାଣବେକ୍ଷଣ ଖର୍ଚ୍ଚ ୨୦ କୋଟି ୪୦ ଲକ୍ଷ; ଲଦାଖ ପାଇଁ ୮,୮୨୦ କୋଟି ଏବଂ ମହାକାଶ ବିଭାଗ ଲାଗି ୬୬୬ କୋଟି
ନୂଆଦିଲ୍ଲୀ,୨୮।୧୧: ଚଳିତ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ପକ୍ଷରୁ ୨୧,୨୪୬ କୋଟି ୧୬ ଲକ୍ଷ ଟଙ୍କାର ଅତିରିକ୍ତ ବ୍ୟବବରାଦ ଲୋକସଭାରେ ଉପସ୍ଥାପନ କରାଯାଇଛିି। ସେଥି ମଧ୍ୟରୁ ଅଯୋଧ୍ୟା ମନ୍ଦିରର ରକ୍ଷାଣବେକ୍ଷଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦ କୋଟି…
ପୁଣି କୋହଳ ହେଲା ଗାଡ଼ି କାଗଜପତ୍ର ଯାଞ୍ଚ ନିୟମ: ଆଉ ତିନି ମାସ ଘୁଞ୍ଚିଲା ଡେଡ୍ଲାଇନ୍
ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ପୁଣି ଘୁଞ୍ଚିଲା ଡେଡ୍ଲାଇନ୍। ଡିସେମ୍ବର ପହିଲାରୁ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ପାଇଁ ଯେଉଁ ଘୋଷଣା କରାଯାଇଥିଲା ତାହା ଘୁଞ୍ଚିଛି। ଏହାକୁ ଆଉ ତିନି ମାସ କୋହଳ କରାଯାଇଛି। ଏନେଇ ବିଧାନସଭାରେ ଗୁରୁବାର ପରିବହନ ମନ୍ତ୍ରୀ ପଦ୍ମନାଭ…
ହାଇଦ୍ରାବାଦକୁ ପର୍ଯ୍ୟଟନ ମନ୍ତ୍ରୀ ମହିଳାଙ୍କୁୁ ନେବା ପ୍ରସଙ୍ଗ: ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ
ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ରାଜ୍ୟ ସରକାରଙ୍କ ଦ୍ୱାରା ହାଇଦ୍ରାବାଦରେ ଆୟୋଜିତ ରୋଡ ଶୋ’କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଦୁଇଜଣ ମହିଳାଙ୍କୁ ସାଙ୍ଗରେ ନେଇଥିଲେ। ସରକାରୀ ଅର୍ଥରେ ଉକ୍ତ ଦୁଇ ମହିଳାଙ୍କୁ ହାଇଦ୍ରାବାଦ କାହିଁକି ନିଆଯାଇଥିଲା। କେନ୍ଦ୍ରାପଡ଼ାର…
ଉଦ୍ଧବଙ୍କ ଆଗରେ ୫ ଆହ୍ବାନ: ମେଣ୍ଟ ସଦସ୍ୟଙ୍କ ମଧ୍ୟରେ ରଖିବାକୁ ହେବ ସନ୍ତୁଳନ !
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଶିବସେନା-ଏନ୍ସିପି-କଂଗ୍ରେସର ମେଣ୍ଟ ସରକାର ଗଠନ ହେବାକୁ ଯାଉଛି। ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ସମ୍ମୁଖରେ ୫ଟି ମୁଖ୍ୟ ଆହ୍ବାନ ଦେଖାଦେବ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ପ୍ରଥମ ଆହ୍ବାନଟି ହେଉଛି ନିଜ ଘର ସମ୍ଭାଳିବା…
ଶିବାଜୀଙ୍କ ରାଜସଭା ଭଳି ହେବ ଉଦ୍ଧବଙ୍କ ଶପଥ ଗ୍ରହଣ ପେଣ୍ଡାଲ
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଶିବସେନା ଏବେ ଇତିହାସ ରଚିବାକୁ ଯାଉଛି। ପ୍ରଥମ କରି ଠାକରେ ପରିବାରର ସଦସ୍ୟ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଆସନରେ ବସିବାକୁ ଯାଉଛନ୍ତି। ସନ୍ଧ୍ୟାରେ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବ ଲାଗି ସଜେଇ ହେଉଛି ଶିବାଜୀ ପାର୍କ। ତେବେ…
କ୍ୟାବିନେଟ ପାଇଁ କସରତ: ଶିବସେନା ୧୫, ଏନ୍ସିପି ୧୫, କଂଗ୍ରେସ ଭାଗରେ ୧୩ ମନ୍ତ୍ରୀପଦ
ମୁମ୍ବାଇ,୨୮ା୧୧(ପି.ଟି.): ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍ରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବାବେଳେ ବୁଧବାର ମହାରାଷ୍ଟ୍ର ବିକାଶ ଅଘାଡ଼ି (ଏମ୍ଭିଏ) ପକ୍ଷରୁ କ୍ୟାବିନେଟର ରୂପରେଖ ସ୍ଥିର କରାଯାଇଛି। ମନ୍ତ୍ରିମଣ୍ଡଳରେ ୪୩ ସଦସ୍ୟ ରହିବେ। ଶିବସେନା ଓ ଏନ୍ସିପିର ୧୫ ଜଣ ଲେଖାଏ…
Archives


