CORONAVIRUS UPDATE: ରାଜ୍ୟରେ ହଜାରେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ହଜାରେ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ଆଉ ୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨ ହୋଇଛି। ଆଜି ଚିହ୍ନଟ ହୋଇଥିବା ନୂଆ ପଜିଟିଭଙ୍କ ମଧ୍ୟରୁ ବୌଦ୍ଧ ଜିଲାରୁ…
CORONAVIRUS UPDATE: ରାଜ୍ୟରେ ଆଉ ୭୪ କରୋନା ପଜିଟିଭ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି, ୭୨ କ୍ୱାରାଣ୍ଟାଇନ୍ ସେଣ୍ଟରରୁ, ୨ ଲୋକାଲ କେସ୍
ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବୌଦ୍ଧ ଜିଲାରୁ ସର୍ବାଧିକ ୨୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୧୧, କଟକ ୯, ଖୋର୍ଦ୍ଧା ୭, ଗଞ୍ଜାମ ୬, ଯାଜପୁର ୬,…
ବାତ୍ୟା ଅମ୍ଫନ୍ ପ୍ରଭାବ: ସର୍ବାଧିକ ବର୍ଷା, ପବନ ରେକର୍ଡ
ଭୁବନେଶ୍ୱର, ୨୦।୫(ବ୍ୟୁରୋ): ପାରାଦୀପଠାରୁ ୧୨୫ କିଲୋମିଟର ଦୂରରେ ରହିଛି ବାତ୍ୟା ଅମ୍ଫନ୍। ଘଣ୍ଟାକୁ ୧୪ କିଲୋମିଟର ବେଗରେ ଆସୁଥିବା ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା, ପବନ ଲାଗି ରହିଛି। କେଉଁଠି ରାତି ସାରା ଝିପି ଝିପି ବର୍ଷା ହେଉଛି…
ଆସୁଛି ‘ଅମ୍ଫନ୍’: ବିଳମ୍ବିତ ରାତିରେ ବଢ଼ିପାରେ ପବନର ବେଗ; ବୁଧବାର ୧୨-୨ଟା ମଧ୍ୟରେ ଅତିକ୍ରମ କରିବ ଓଡ଼ିଶା
ଭୁବନେଶ୍ୱର,୧୯।୫(ବ୍ୟୁରୋ): ‘ଅମ୍ଫନ୍’ ଏବେ ଅତିଭୀଷଣ ବାତ୍ୟାରେ ପରିଣତ ହୋଇସାରିଲାଣି। ଘଣ୍ଟାକୁ ୧୮ କିମି ବେଗରେ ଏହା ସ୍ଥଳଭାଗ ମୁହାଁ ହେଉଛି। ବୁଲବୁଲ୍ଠାରୁ ଏହାର ତିବ୍ରତା ଅଧିକ ରହିବ। ହେଲେ ସମାନ ଅଞ୍ଚଳରେ ଅମ୍ଫନର ପ୍ରଭାବ ପଡ଼ିବ। ମଙ୍ଗଳବାର ବିଳମ୍ବିତ ରାତିରୁ ଓଡ଼ିଶାର…
ଗତି ବଢ଼ାଇ ସ୍ଥଳଭାଗ ମୁହାଁ ଅମ୍ଫନ: ପାରାଦୀପଠାରୁ ୩୫୦ କିମି ଦୂରରେ; ଲ୍ୟାଣ୍ଡଫଲ୍ ବେଳେ ୧୮୫ କିମି ରହିବ ପବନର ବେଗ
ଭୁବନେଶ୍ୱର,୧୯।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅମ୍ଫନ୍’ ପ୍ରଥମେ ମହାବାତ୍ୟା ଏବଂ ଏବେ ଅତିଭୀଷଣ ବାତ୍ୟାରେ ପରିଣତ ହୋଇସାରିଲାଣି। ଏବେ ଏହା ପାରାଦୀପଠାରୁ ୩୫୦ କିମି ଏବଂ ଦୀଘାରୁ ୫୧୦ କିମି ଦୂରରେ ରହିଛି।…
ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି ବାତ୍ୟା ଅମ୍ଫନ: ଉତ୍ତର ଓ ଉପକୂଳ ଓଡ଼ିଶାରେ ପବନ ବହିବା ସହ ହେବ ପ୍ରବଳ ବର୍ଷା; ସୂଚନା ଦେଲେ ଏସ୍ଆର୍ସି
ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଘଣ୍ଟାକୁ ୧୫ କିମି ବେଗରେ ଗତି କରୁଛି ବାତ୍ୟା ‘ଅମ୍ଫନ’। ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କହିବାନୁସାରେ ପୂର୍ବ ନିର୍ଦ୍ଧାରିତ ପଥରେ ଗତି କରୁଛି ଅମ୍ଫନ। ଏ ନେଇ ଏସ୍ଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ତାଙ୍କ କହିବା…
CORONAVIRUS UPDATE: ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩୦୭
ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦ଜଣ ଗଞ୍ଜାମ ଜିଲାର ରହିଥିବା ବେଳେ କେନ୍ଦ୍ରାପଡ଼ାର ୫, ଭଦ୍ରକର ୨, ବାଲେଶ୍ୱରର ୨ ଏବଂ ନୟାଗଡ଼ରୁ ୧ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ…
ଟ୍ରମ୍ପ୍ଙ୍କ ଧମକ: ଚାଇନା ହାତରେ କଣ୍ଢେଇ ସାଜିଛି ଡବ୍ଲ୍ୟୁଏଚ୍ଓ, ୩୦ ଦିନରେ ସୁଧାର ନ ଆସିଲେ ଫଣ୍ଡିଂ ହେବ ବନ୍ଦ
ଓ୍ବାଶିଂଟନ,୧୯।୫: କରୋନା ସଂକ୍ରମଣ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)କୁ ଧମକ ଦେଇଛନ୍ତି। ଡବ୍ଲ୍ୟୁଏଚ୍ଓ ଚାଇନା ହାତରେ କଣ୍ଢେଇ ସାଜିଛି। କରୋନା ସଂକ୍ରମଣର ତଥ୍ୟ ଲୁଚାଇବା ପାଇଁ ଚାଇନାର କଥା ଅନୁସାରେ ଡବ୍ଲ୍ୟୁଏଚ୍ଓ କାମ କରିଥିବାରୁ ପରିସ୍ଥିତି…
୬୪ ଦିନରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ଲକ୍ଷେ: ଅନ୍ୟ ଦେଶ ତୁଳନାରେ ସ୍ଥିତି ନିୟନ୍ତ୍ରଣରେ
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୯।୫: ପୃଥିବୀରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। କରୋନା ସଂକ୍ରମଣ କ୍ଷେତ୍ରରେ ଭାରତର ସ୍ଥିତି ପୃଥିବୀର ଅନ୍ୟ ଦେଶ ତୁଳନାରେ ନିୟନ୍ତ୍ରଣରେ ରହିଛି। କରୋନା ଓ୍ବାଲର୍ଡ ମିଟର ତଥ୍ୟ ଅନୁସାରେ ଭାରତରେ ୬୪ ଦିନ ମଧ୍ୟରେ ସଂକ୍ରମିତଙ୍କ…
କରୋନା ନେଲା ଆଉ ଏକ ଜୀବନ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫ ଛୁଇଁଲା
ଭୁବନେଶ୍ୱର, ୧୯।୫(ବ୍ୟୁରୋ): ରାଜ୍ୟରେ କରୋନାରେ ପୁଣି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ କଟକ ଜିଲାର। ତାଙ୍କୁ ୭୫ ବଷ ହୋଇଥିଲା। ସେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଗତ ୧୭ ତାରିଖ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ…
CORONAVIRUS UPDATE: ରାଜ୍ୟରେ ଆଉ ୮୨ କରୋନା ପଜିଟିଭ୍ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି
ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍ ସଂକ୍ରମଣ ଅଣାୟତ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ରାଜ୍ୟରେ ୧୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୦୨ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୋମବାର ସନ୍ଧ୍ୟାରେ…
ମାଟ୍ରିକ ଖାତାଦେଖା ସ୍ଥଗିତ
ଭୁବନେଶ୍ୱର,୧୯।୫(ବ୍ୟୁରୋ): ମହାବାତ୍ୟା ଅମ୍ଫନ ପାଇଁ ସ୍ଥଗିତ ହେଲେ ମାଟ୍ରିକ ଖାତାଦେଖା। ଖାତାଦେଖା ସ୍ଥଗିତ ନେଇ ମଙ୍ଗଳବାର ସ୍କୁଲ ଓ ଗଣାଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ତେବେ ପରବର୍ତ୍ତୀ ତାରିଖ ପରେ ଘୋଷଣା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ,…

