ଉଦ୍ଧବ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ, ଆଦିତ୍ୟ ଶିକ୍ଷାମନ୍ତ୍ରୀ
ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ସରକାର ଗଢିବାକୁ ଶିବସେନା ମେଣ୍ଟର ସାହାରା ନେଇଛି। ଏବେ ଏନ୍ସିପି ଓ କଂଗ୍ରେସ ସହ ମିଶି ଶିବସେନା ସରକାର ଗଢିବାକୁ ପ୍ରସ୍ତୁତ। ଏହାକୁ ନେଇ ଶୁକ୍ରବାର ୩ ଦଳ ମିଶି ଏକ ବୈଠକର ଆୟୋଜନ କରିଥିଲେ। ଏହି ବୈଠକ…
ଅପରେଶନ ସଫଳ: ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଆତ୍ମହତ୍ୟା ଧମକ ଦେଉଥିବା ବ୍ୟକ୍ତି ଉଦ୍ଧାର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତରେ ଚଢ଼ି ଆତ୍ମହତ୍ୟା କରିବାକୁ ଧମକ ଦେଉଥିବା ବ୍ୟକ୍ତି ଦୀର୍ଘ ତିନି ଘଣ୍ଟାର ମାରାଥନ ଅପରେଶନ ପରେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ଅଗ୍ନିଶମ ବିଭାଗର ବ୍ରୁଣ୍ଟୋ ସାଏ ଲିଫ୍ଟ ଟିମ୍…
ଉତ୍କଳ ବିଶ୍ୱବିଦ୍ୟାଳୟ ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କାର୍ଯ୍ୟ ଜାରି
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଜଣେ ଯୁବକ ଶୁକ୍ରବାର ଆତ୍ମହତ୍ୟା ଉଦ୍ୟମ କରୁଥିବା ସୂଚନା ମିଳିଛି। ତାଙ୍କର ପରିଚୟ ମିଳି ନ ଥିବା ବେଳେ ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାର…
ଐତିହାସିକ ଟେଷ୍ଟରେ ଟସ୍ ଜିତିଲା ବାଂଲାଦେଶ, ପ୍ରଥମେ ବ୍ୟାଟିଂ ନିଷ୍ପତି
କୋଲକାତା,୨୨।୧୧: ଶୁକ୍ରବାରଠାରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ ପ୍ରଥମ ଦିବାରାତ୍ର ଟେଷ୍ଟ ଆରମ୍ଭ ହୋଇଛି। କୋଲକାତାର ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ବାଂଲାଦେଶ ପ୍ରଥମେ ଟସ୍ ଜିତିି ବ୍ୟାଟିଂ ନିଷ୍ପତି ନେଇଛି। ଏହି ମ୍ୟାଚ ପାଇଁ ଭାରତୀୟ ଦଳରେ…
ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ସତ୍ୟଜିତ
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ)/ କଟକ ଅଫିସ: ପୋଲିସ ଡିଜି ସମେତ ଅଗ୍ନିଶମ ଓ ହୋମ୍ଗାର୍ଡ ଡିଜି ଥିବା ବିଜୟ କୁମାର ଶର୍ମାଙ୍କୁ ବଦଳି ପରେ ୧୯୮୬ ବ୍ୟାଚ୍ର ଓଡିଶା କ୍ୟାଡର ଆଇପିଏସ୍ ଅଫିସର ଅଭୟଙ୍କୁ ନୂଆ ଡିଜିପି ଭାବେ ନିଯୁକ୍ତ କରାଯାଇଛି। ହାଇଦ୍ରାବାଦସ୍ଥିତ ଜାତୀୟ…
ସରକାର ଗଠନ ପାଇଁ ଅଣ୍ଟାଭିଡ଼ା: ଶୁକ୍ରବାର ଶିବସେନା-ଏନ୍ସିପି-କଂଗ୍ରେସ ବୈଠକ
ମୁମ୍ବାଇ,୨୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଅଣ୍ଟା ଭିଡ଼ିଛନ୍ତି ଶିବସେନା, ଏନ୍ସିପି ଏବଂ କଂଗ୍ରେସ। ଏନେଇ ଶୁକ୍ରବାର ଏହି ତିନି ଦଳଙ୍କ ମଧ୍ୟରେ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୩୦ରେ ମାତୋଶ୍ରୀରେ ସମସ୍ତ ବିଧାୟକ ବୈଠକରେ ଯୋଗଦେବେ। ସେହିପରି…
ମନ୍ତ୍ରୀଙ୍କଠାରୁ ମିଳିଲା ପ୍ରତିଶ୍ରୁତି: ଚାଷୀ ଆନ୍ଦେଳନ ପ୍ରତ୍ୟାହୃତ
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ପ୍ରତ୍ୟାହୃତ ହେଲା ସମ୍ବଲପୁର ଚାଷୀ ଆନ୍ଦୋଳନ। ଚାଷୀ ପ୍ରତିନିଧି ମିଟିଂରେ ଆଲୋଚନା ପରେ ଆନ୍ଦୋଳନ ପତ୍ୟାହାର ହେବା ନେଇ ଗୁରୁବାର ଆବାହକ ଅଶୋକ ପ୍ରଧାନ ଘୋଷଣା କରିଛନ୍ତି। ମନ୍ତ୍ରୀ ସୁଶାନ୍ତ ସିଂ, ବିଧାୟକ ରୋହିତ ପୂଜାରୀ ପ୍ରତିଶ୍ରୁତି ଦେବା ପରେ…
କାଟ୍ରୋସାଟ୍-୩ର ଉତ୍କ୍ଷେପଣ ଘୁଞ୍ଚିଲା: ନଭେମ୍ବର ୨୭କୁ ଅପେକ୍ଷା
ଶ୍ରୀହରିକୋଟା,୨୧।୧୧: କାଟ୍ରୋସାଟ୍-୩ର ଉତ୍କ୍ଷେପଣକୁ କେତେକ କାରଣରୁ ଘୁଞ୍ଚାଇ ଦିଆଯାଇଛି। ଏବେ ଏହା ନଭେମ୍ବର ୨୭ରେ କରାଯିବ। ତେବେ ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୯ଟା ୨୮ରେ ଏହାର ଉତ୍କ୍ଷେପଣ କରାଯିବ ବୋଲି ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ନଭେମ୍ବର ୨୫ରେ…
ଟୋକନ୍ ବ୍ୟବସ୍ଥା ପ୍ରତ୍ୟାହାର ତାତି: ଭୁବନେଶ୍ୱରରେ ଗର୍ଜିଲେ ଚାଷୀ
ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ୍ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯିବା ପରେ ଚାଷୀମାନେ ଏହାକୁ ବିରୋଧ କରୁଛନ୍ତି। ବରଗଡ଼, ସୋନପୁର, ସମ୍ବଲପୁର, ବଲାଙ୍ଗୀର ଜିଲାର ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଭୁବନେଶ୍ୱରରେ ମଧ୍ୟ…
୨୦୧୯ରେ ୩୬୫ ଆତଙ୍କବାଦୀଙ୍କ ଏନ୍କାଉଣ୍ଟର ହୋଇଛି: ସୋଲିସିଟର ଜେନେରାଲ
ନୂଆଦିଲ୍ଲୀ,୨୧।୧୧: ଜମ୍ମୁ-କଶ୍ମୀର ଲକ୍ଡ଼ାଉନ୍ ନେଇ ସୁପ୍ରିମ୍କୋର୍ଟରେ ଶୁଣାଣି ଜାରି ରହିଛି। ଏସମ୍ପର୍କରେ ସୋଲିସିଟର ଜେନେରାଲ ତୁଷାର ମେହଟ୍ଟା କହିଛନ୍ତି ଯେ, ୨୦୧୯ରେ ଜମ୍ମୁ-କଶ୍ମୀରରେ ୩୬୫ ଆତଙ୍କବାଦୀଙ୍କ ଏନ୍କାଉଣ୍ଟର ହୋଇଛି। ପରିସ୍ଥିତି ଉପରେ ନିୟନ୍ତ୍ରଣ ପାଇଁ କେତେକ କଟକଣା ଜାରି କରିବାର ଆବଶ୍ୟକତା…
ଭାରତୀୟ ନୌସେନାର ଶକ୍ତି ବୃଦ୍ଧି ପାଇବ: କିଣାଯିବ ୧୩ ତୋପ; ଖର୍ଚ୍ଚ ହେବ ୭୧ ଶହ କୋଟି
ଓ୍ବାଶିଂଟନ,୨୧।୧୧: ଭାରତ ଆମେରିକାଠାରୁ ୧୩ ନୌସୈନିକ ତୋପ କିଣିବ। ଏଥିପାଇଁ ୭୧ ଶହ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଏମ୍କେ-୪୫ ତୋପ ଦ୍ୱାରା ଭାରତୀୟ ନୌସେନାର ଶକ୍ତି ବୃଦ୍ଧି ପାଇବ ବୋଲି କୁହାଯାଉଛି। ଏନେଇ ଆମେରିକା ପକ୍ଷରୁ ସ୍ବୀକୃତି ପ୍ରଦାନ…
ଚାଷୀ ଆନ୍ଦୋଳନ, ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼: ବିରୋଧୀଙ୍କ ହୋ-ହଲ୍ଲା, ଗୃହ ମୁଲତବୀ
ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୋନପୁର ଜିଲାରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ଧାନ ବିକ୍ରିକୁ ନେଇ ଆରମ୍ଭ କରାଯାଇଥିବା ଟୋକନ ବ୍ୟବସ୍ଥାକୁ ବିରୋଧ କରି ଚାଷୀମାନେ ଆନ୍ଦୋଳନ କରୁଛନ୍ତି। ଧାନର ଅଭାବୀ ବିକ୍ରୀ ଦେଖାଦେଇଛି। ମଣ୍ଡିରେ…
Archives


