Home Middle

CORONAVIRUS UPDATE: ସୁସ୍ଥ ହେଲେ ୧୭ କରୋନା ପଜିଟିଭ: ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୮୫ ଜଣ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୭ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ର ୭ ଜଣ ହୋଇଥିବା ବେଳେ ଖୋର୍ଦ୍ଧା ଜିଲାର ୫, ଭଦ୍ରକର ୩ ଓ ବାଲେଶ୍ୱରର ୨ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

ବ୍ରିଟେନ୍‌ରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ଟପିବା ଆଶଙ୍କା: ୨୦୨୪ ପର୍ଯ୍ୟନ୍ତ ମାନିବାକୁ ପଡ଼ିବ ସାମାଜିକ ଦୂରତା ନିୟମ

ଲଣ୍ଡନ,୧୧।୫: ବ୍ରିଟେନ୍‌ରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଲୋକଙ୍କୁ ଆସନ୍ତା ୨୦୨୪ ପର୍ଯ୍ୟନ୍ତ ସାମାଜିକ ଦୂରତା ନିୟମ ମାନିବାକୁ ପଡ଼ିବ। ସେହିପରି ସଂକ୍ରମଣ ଯୋଗୁ ଏଠାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ଟପିବାର ଆଶଙ୍କା…

ନିୟନ୍ତ୍ରଣ ରେଖାରେ ଉତ୍ତେଜନା: ୨୦୧୮ଠାରୁ ଗତ ୩ ବର୍ଷରେ ୬,୮୪୪ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି ପାକିସ୍ତାନ

ଶ୍ରୀନଗର,୧୧।୫: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଗତ ୩ ବର୍ଷ ଧରି ଅଧିକ ଉତ୍ତେଜନା ସୃଷ୍ଟି ହୋଇଛି। ୨୦୧୮ଠାରୁ ଚଳିତ ୨୦୨୦ ମେ ୩ ସୁଦ୍ଧା ପାକିସ୍ତାନ ୬,୮୪୪ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସେଥିମଧ୍ୟରୁ ୨୦୧୮ରେ ୨,୧୨୯ ଥର ଅସ୍ତ୍ରବିରତି ଉଲ୍ଲଂଘନ…

୩ ବର୍ଷରେ ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଛନ୍ତି ୩୭୩ ଯୁବକ

ଶ୍ରୀନଗର,୧୧।୫: ଗତ ୩ ବର୍ଷ ମଧ୍ୟରେ ଆତଙ୍କବାଦୀ ସଂଗଠନରେ ୩୭୩ ଯୁବକ ଯୋଗ ଦେଇଛନ୍ତି। ୨୦୧୮ଠାରୁ ୨୦୨୦ ମେ ୩ ମଧ୍ୟରେ ଏହି ଯୁବକମାନେ ବିଭିନ୍ନ ଆତଙ୍କବାଦୀ ସଂଗଠନରେ ସାମିଲ୍‌ ହୋଇଛନ୍ତି। ୨୦୧୮ରେ ୨୧୯ ଜଣ ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିଲେ। ୨୦୧୯ରେ…

ପୃଥିବୀ ଉପରେ ମାଡ଼ି ଆସୁଛି ବିପଦ: ୮୦ ବର୍ଷ ମଧ୍ୟରେ ସମୁଦ୍ର ଜଳସ୍ତର ୧ ମିଟରରୁ ଅଧିକ ହେବ ବୃଦ୍ଧି, ବୁଡ଼ିଯିବ ବହୁ ଉପକୂଳ ଅଞ୍ଚଳ

ଓ୍ବାଶିଂଟନ,୧୧।୫: ବିଶ୍ୱତାପନ ଯୋଗୁ ଜଳବାୟୁ ପରିବର୍ତ୍ତନ ହେବା ସହିତ ପୃଥିବୀର ବାୟୁମଣ୍ଡଳର ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଏହାଯୋଗୁ ଆସନ୍ତା ୮୦ ବର୍ଷ ମଧ୍ୟରେ ୨୧୦୦ ବେଳକୁ ବାୟୁମଣ୍ଡଳର ତାପମାତ୍ରା ୩.୫ ଡିଗ୍ରୀ ସେଲସିୟସ୍‌ ବଢ଼ିବାର ଆଶଙ୍କା ଦେଖାଦେଇଛି। ଏପରି ହେଲେ…

CORONAVIRUS UPDATE: ରାଜ୍ୟରେ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ରେ ପହଞ୍ଚିଲା

ଭୁବନେଶ୍ୱର,୧୧ା୫(ବ୍ୟୁରୋ) : ରାଜ୍ୟରେ ସୋମବାର ସକାଳେ ପୁଣି ୧୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

କରୋନା ମୁକାବିଲା: ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଅବଧି ଶେଷ ହେବାକୁ ଆଉ ସପ୍ତାହେ ବାକି ରହିଛି। ଦୀର୍ଘ ୪୭ ଦିନ ଲକ୍‌ଡାଉନ ପରେ ମଧ୍ୟ ଦେଶର ବିଭିନ୍ନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଗାମୀ ଦିନରେ କରୋନା ମୁକାବିଲା…

ଅନୁଗୋଳ ପରେ ବୌଦ୍ଧକୁ ଡେଇଁଲା କରୋନା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ସନ୍ଧ୍ୟାରେ ଆଉ ୧୫ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ପୁରୀ ଓ ଅନୁଗୋଳରୁ ୨ ଜଣ ରହିଥିବାବେଳେ ଗଞ୍ଜାମରୁ ୭, ବୌଦ୍ଧରୁ…

ରାଜ୍ୟରେ ଆଉ ୧୫ କରୋନା ପଜିଟିଭ ଚିହ୍ନଟ;  ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଲା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ପୁଣି ରବିବାର ସାରେ ୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ପୁରୀ ଓ ଅନୁଗୋଳରୁ ୨ ଜଣ ରହିଥିବାବେଳେ ଗଞ୍ଜାମରୁ ୭, ବୌଦ୍ଧରୁ ୩ ଓ ଯାଜପୁରରୁ…

ପ୍ରବେଶ ପଥରେ ହେବ ସ୍ବାଗତ ଓ ସ୍କ୍ରିନିଂ: ବିଏମ୍‌ସି

ଭୁବନେଶ୍ୱର,୧୦।୫(ବ୍ୟୁରୋ)-କରୋନା ମୁକାବିଲା ପାଇଁ ବିଏମ୍‌ସି ପକ୍ଷରୁ ନିଆଯାଉଛି ବ୍ୟାପକ ପଦେକ୍ଷପ। ବିଭିନ୍ନ ଅଞ୍ଚଳରେ ଚିହ୍ନଟ ହୋଇଥିବା କରୋନା ପଜିଟିଭ ଲୋକଙ୍କ ସ୍ବାବ୍‌ ସଂଗ୍ରହ କରାଯାଉଥିବାବେଳେ ପ୍ରତ୍ୟେକ ଘର ଘର ବୁଲି ତଥ୍ୟ ସଂଗ୍ରହ କରାଯାଉଛି। ରବିବାର ବିଏମସି ପକ୍ଷରୁ ଭୁବନେଶ୍ୱରର ୩…

CORONAVIRUS BREAKING: ଆଉ ୧୦ ନୂଆ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୬୨କୁ ବୃଦ୍ଧି

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇଛି। ରବିବାର ଅପରାହ୍ନରେ ଆଉ ୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଣୁ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୨ ହୋଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକରୁ ୬ଜଣ ଥିବା ବେଳେ ଯାଜପୁରର…

ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ କଥା ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୫: କରୋନା ସଙ୍କଟକୁ ନେଇ ଏବେ ଦେଶରେ ଚାଲିଛି ଲକ୍‌ଡାଉନ ୩.୦। ଦିନକୁ ଦିନ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହି ସଙ୍କଟ ସମୟରେ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?