ଏୟାର ଇଣ୍ଡିଆ ବିମାନରେ ନିଆଁ
ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି ଏୟାର ଇଣ୍ଡିଆ ବିମାନ। ଭୁବନେଶ୍ୱରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ଜଣାପଡ଼ିବାରୁ ବିମାନକୁ ରାୟପୁର ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ଫଳରେ ସମସ୍ତ ୮୯…
ସୁନ୍ଦରବନ ଛୁଇଁବ ବୁଲ୍ବୁଲ୍
ଭୁବନେଶ୍ୱର,୯।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲବୁଲ୍’ ଉଗ୍ରରୂପ ଧାରଣ କରିଛି। ଏହା ଅଧିକରୁ ଅଧିକ ବଳ ଗୋଟାଇ ଉତ୍ତର ଦିଗକୁ ମାଡ଼ି ଚାଲିଛି। ଘଣ୍ଟା ପ୍ରତି ଏହା ୧୭ କିମି ବେଗରେ ଗତି କରୁଛି। ଶନିବାର ମଧ୍ୟରାତ୍ରରେ ବୁଲ୍ବୁଲ୍ ପଶ୍ଚିମବଙ୍ଗର ସାଗରଦ୍ୱୀପ ଏବଂ…
ଚେଜ୍ କରି ଜିତିବାରେ ଭାରତ ସର୍ବାଗ୍ରେ
ରାଜକୋଟ, ୯।୧୧- ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍ରେ ଚେଜ୍ କରି ବିଜୟ ହାସଲ କରିବାରେ ଭାରତୀୟ ଦଳ ରେକର୍ଡ କରିଛି। ଗୁରୁବାର ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ୍ ଆସୋସିଏଶନ ଷ୍ଟାଡିୟମରେ ଭ୍ରମଣକାରୀ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ୨ୟ ଟି୨୦ ମ୍ୟାଚ୍କୁ ଭାରତ ୮ ଉଇକେଟ୍ରେ…
ଶନିବାର ପୂର୍ବାହ୍ନ ୧୦.୩୦ରେ ଆସିବ ଅଯୋଧ୍ୟା ରାୟ
ଅଯୋଧ୍ୟା/ନୂଆଦିଲ୍ଲୀ,୮।୧୧(ପି.ଟି.): ବହୁଚର୍ଚ୍ଚିତ ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ଜମି ବିବାଦ ମାମଲା ରାୟ ଶନିବାର ପୂର୍ବାହ୍ନ ୧୦.୩୦ରେ ପ୍ରକାଶ ପାଇପାରେ। ସୁପ୍ରିମକୋର୍ଟଙ୍କ ଏହି ଐତିହାସିକ ରାୟ ପୂର୍ବରୁ ମନ୍ଦିର ସହର ଅଯୋଧ୍ୟାରେ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସବୁ ରାଜ୍ୟରେ ହାଇହାଲର୍ଟ…
ଭେରି ସିଭିଅର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେଲା ‘ବୁଲ୍ବୁଲ୍’
ଭୁବନେଶ୍ୱର,୮।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ବୁଲ୍ବୁଲ୍ ଏବେ ଭେରି ସିଭିଅର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି। ଏହାର ପ୍ରଭାବରେ ପୁରୀ, ଜଗତସିଂପୁର, କେନ୍ଦ୍ରାପଡା ଓ ଭଦ୍ରକରେ ପ୍ରବଳ ବର୍ଷା ସହ ଉପକୂଳ ସମୁଦ୍ର ଅଶାନ୍ତ ହୋଇପଡିଛି। ଏହା ୧୦ ତାରିଖରେ ପଶ୍ଚିମବଙ୍ଗ ଓ…
ଶନିବାର ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବ ବାତ୍ୟା ବୁଲ୍ବୁଲ: ପ୍ରସ୍ତୁତି ନେଇ କ୍ୟାବିନେଟ୍ ସଚିବଙ୍କ ସହ ଏସ୍ଆର୍ସିଙ୍କ ଆଲୋଚନା
ଭୁବନେଶ୍ୱର,୮।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲବୁଲ୍’ ଉଗ୍ରରୂପ ଧାରଣକରି ଉତ୍ତର ଦିଗକୁ ଗତିକରୁଛି। ଘଣ୍ଟାପ୍ରତି ଏହାର ବେଗ ୧୩ କିମି ରହିଛି। ଦକ୍ଷିଣ-ଦକ୍ଷିଣ ପୂର୍ବ ପାରାଦୀପଠାରୁ ୩୧୦ କିମି ଏବଂ ପଶ୍ଚିମବଙ୍ଗର ଦକ୍ଷିଣ ଦକ୍ଷିଣ ପଶ୍ଚିମ ସାଗର ଦୀପଠାରୁ ୪୫୦ କିମି ଦୂରରେ…
କୋଇଲା ରୟାଲିଟି ବୃଦ୍ଧିକୁ ପୁଣି ଏଡ଼ାଇଗଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟ ସରକାର କୋଇଲା ରୟାଲିଟି ବୃଦ୍ଧି ପାଇବା ନେଇ ବିଭିନ୍ନ ସମୟରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରୁଛନ୍ତି। ମାତ୍ର କେନ୍ଦ୍ର ସରକାର ଏହାକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନାହାନ୍ତି। ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର କୋଇଲା ମନ୍ତ୍ରୀ…
ଗାନ୍ଧୀ ପରିବାର ନିକଟରୁ ଏସ୍ପିଜି ସୁରକ୍ଷା ଛଡ଼ାଇ ନେଇ ପାରନ୍ତି ମୋଦି ସରକାର
ନୂଆଦିଲ୍ଲୀ,୮।୧୧: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସୁରକ୍ଷାକୁ ସମୀକ୍ଷା କରାଯାଇ ଏମାନଙ୍କ ନିକଟରେ ଥିବା ସ୍ପେଶାଲ ପ୍ରୋଟେକ୍ସନ୍ ଗ୍ରୁପ(ଏସ୍ପିଜି) ସୁରକ୍ଷାକୁ ଉଠାଇ ନିଆଯିବ ବୋଲି ସୂଚନା ମିଳିଛି।…
ଛିଡୁନି ଗଣିତ: ଭାଜପା ସହ ମେଣ୍ଟ ଭାଙ୍ଗିପାରେ ଶିବସେନା
ମୁମ୍ବାଇ,୮।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଗତ ମାସଠାରୁ ଆସି ସାରିଥିବା ବେଳେ ଏପର୍ଯ୍ୟନ୍ତ କିନ୍ତୁ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଛିଡି ପାରୁନି ଗଣିତ। ଶୁକ୍ରବାର ସୁଦ୍ଧା ଯଦି ଏହାର ସମାଧାନ ନ…
ସୁନ୍ଦରବନରେ ଲ୍ୟାଣ୍ଡଫଲ୍ କରିବ ‘ବୁଲବୁଲ୍’: ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା, ବଢ଼ିବ ପବନର ବେଗ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ଭୟଙ୍କର ରୂପ ଧାରଣ କରିସାରିଛି ବାତ୍ୟା ‘ବୁଲବୁଲ୍’। ଏହା ଘଣ୍ଟା ପ୍ରତି ୧୨ କିମି ବେଗରେ ଉତ୍ତର ଦିଗରେ ଗତି କରୁଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଏହା ପଶ୍ଚିମବଙ୍ଗ-ବାଲାଂଦେଶ ମଧ୍ୟଦେଇ ଯିବ। ଏପରିକି ସୁନ୍ଦରବନରେ ଏହା ଲ୍ୟାଣ୍ଡଫଲ୍ କରିବ…
ଭୟଙ୍କର ରୂପ ନେଲାଣି ‘ବୁଲ୍ବୁଲ’: ପାରାଦୀପରେ ପବନ ସହ ବର୍ଷା
ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଅତି ଭୟଙ୍କର ରୂପ ନେଲାଣି ବାତ୍ୟା ‘ବୁଲ୍ବୁଲ’। ଶୁକ୍ରବାର ସକାଳ ସାଢ଼େ ୫ଟାରେ ଏହା ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇଥିବା ଭାରତୀୟ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ପାରାଦୀପଠାରୁ ପ୍ରାୟ ୩୯୦ କିମି ଦୂରରେ…
ଆଜିଠୁ ପଞ୍ଚୁକ ବ୍ରତ:୫ ଦିନ ୫ ବେଶରେ ଦର୍ଶନ ଦେବେ ମହାପ୍ରଭୁ
ପୁରୀ ଅଫିସ,୮-୧୧: ଶୁକ୍ରବାରଠାରୁ ଆରମ୍ଭ ହେବ ମହା କାର୍ତ୍ତିକର ପଞ୍ଚୁକ ବ୍ରତ। ଶ୍ରୀମନ୍ଦିରରେ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପଞ୍ଚୁକ ବେଶ ଅନୁଷ୍ଠିତ ହେବ। ଶୁକ୍ରବାର ଶ୍ରୀମନ୍ଦିରରେ ହରି ଉତ୍ଥାପନ ଏକାଦଶୀ ନୀତି ସମ୍ପନ୍ନ ହେବା ସହିତ…
Archives


