Home Middle

ସୁନ୍ଦରବନରେ ଲ୍ୟାଣ୍ଡଫଲ୍‌ କରିବ ‘ବୁଲବୁଲ୍‌’: ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା, ବଢ଼ିବ ପବନର ବେଗ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଭୟଙ୍କର ରୂପ ଧାରଣ କରିସାରିଛି ବାତ୍ୟା ‘ବୁଲବୁଲ୍‌’। ଏହା ଘଣ୍ଟା ପ୍ରତି ୧୨ କିମି ବେଗରେ ଉତ୍ତର ଦିଗରେ ଗତି କରୁଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଏହା ପଶ୍ଚିମବଙ୍ଗ-ବାଲାଂଦେଶ ମଧ୍ୟଦେଇ ଯିବ। ଏପରିକି ସୁନ୍ଦରବନରେ ଏହା ଲ୍ୟାଣ୍ଡଫଲ୍‌ କରିବ…

ଭୟଙ୍କର ରୂପ ନେଲାଣି ‘ବୁଲ୍‌ବୁଲ’: ପାରାଦୀପରେ ପବନ ସହ ବର୍ଷା

ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଅତି ଭୟଙ୍କର ରୂପ ନେଲାଣି ବାତ୍ୟା ‘ବୁଲ୍‌ବୁଲ’। ଶୁକ୍ରବାର ସକାଳ ସାଢ଼େ ୫ଟାରେ ଏହା ଭେରି ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମର ରୂପ ନେଇଥିବା ଭାରତୀୟ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ପାରାଦୀପଠାରୁ ପ୍ରାୟ ୩୯୦ କିମି ଦୂରରେ…

ଆଜିଠୁ ପଞ୍ଚୁକ ବ୍ରତ:୫ ଦିନ ୫ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ,୮-୧୧: ଶୁକ୍ରବାରଠାରୁ ଆରମ୍ଭ ହେବ ମହା କାର୍ତ୍ତିକର ପଞ୍ଚୁକ ବ୍ରତ। ଶ୍ରୀମନ୍ଦିରରେ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପଞ୍ଚୁକ ବେଶ ଅନୁଷ୍ଠିତ ହେବ। ଶୁକ୍ରବାର ଶ୍ରୀମନ୍ଦିରରେ ହରି ଉତ୍‌ଥାପନ ଏକାଦଶୀ ନୀତି ସମ୍ପନ୍ନ ହେବା ସହିତ…

ବାଂଲାଦେଶ ମୁହାଁଇଲା ‘ବୁଲ୍‌ବୁଲ୍‌’

ଭୁବନେଶ୍ୱର,୮-୧୧(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ବାତ୍ୟା ‘ବୁଲ୍‌ବୁଲ୍‌’ରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହି ସାମୁଦ୍ରିକ ଝଡ ଭୟଙ୍କର ରୂପ ଧାରଣ କରି ପୂର୍ବ- କେନ୍ଦ୍ରୀୟ ବଙ୍ଗୋପ ସାଗରରୁ ଉତ୍ତର ପଶ୍ଚିମ…

୯ ତାରିଖରେ ୯ ଜିଲାର ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୭।୧୧(ବ୍ୟୁରୋ)-ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’କୁ ଦୃଷ୍ଟିରେ ରଖି ୯ଟି ଜିଲାର ସ୍କୁଲ, କଲେଜ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ୯ ତାରିଖରେ ଛୁଟି ଘୋଷଣା କରାଯାଇଛି। ସେହି ଜିଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ ଓ…

ରାମ ଜନ୍ମଭୂମି-ବାବରୀ ମସ୍‌ଜିଦ୍‌ ମାମଲା: ନଭେମ୍ବର ୭-୮-୧୩-୧୪-୧୫ ଅବା ୧୬ରେ ଆସିପାରେ ରାୟ

ନୂଆଦିଲ୍ଲୀ,୭।୧୧: ରାମ ଜନ୍ମଭୂମି-ବାବରୀ ମସ୍‌ଜିଦ୍‌ ମାମଲାର ରାୟ କେଉଁ ଦିନ ଆସିବ ସେ ନେଇ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ନଭେମ୍ବର ୭-୮-୧୩-୧୪-୧୫ ଅବା ୧୬ରେ ରାୟ ଆସିପାରେ ବୋଲି ଚର୍ଚ୍ଚା ହେଉଛି। କେତେକ ଏହା ୮ ନଭେମ୍ବରରେ ହୋଇପାରେ…

ସରକାରଙ୍କ ଅଯଥା ହସ୍ତକ୍ଷେପ ଯୋଗୁ ଉଦ୍ୟୋଗ ବିକାଶର ହେଉଛି ଗତିରୋଧ: ମୋଦି

ଧର୍ମଶାଳା,୭।୧୧: ପୁଞ୍ଜି ନିବେଶ କ୍ଷେତ୍ରରେ ସରକାରଙ୍କ ଅଯଥା ହସ୍ତକ୍ଷେପ ଯୋଗୁ ଉଦ୍ୟୋଗ ବିକାଶର ଗତିରୋଧ ହେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ହିମାଚଳପ୍ରଦେଶର ଧର୍ମଶାଳାରେ ଆୟୋଜିତ ଗ୍ଲୋବାଲ ନିବେଶକ ସମ୍ମିଳନୀ-୨୦୧୯ରେ ଯୋଗଦେଇ ସେ ଏଭଳି କହିଛନ୍ତି। ସରକାରଙ୍କ ପକ୍ଷରୁ ଉଦ୍ୟୋଗ…

ଓଡ଼ିଶାରେ ବାତ୍ୟାର ପଡିବ ପ୍ରଭାବ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’ର ପ୍ରଭାବ ଓଡ଼ିଶାରେ ପଡିବ ନାହିଁ ବୋଲି ବୁଧବାର ଏସଆରସି ପ୍ରଦୀପ ଜେନା ସୂଚନା ଦେଇଥିଲାବେଳେ ଗୁରୁବାର ସେ ଆଇଏମଡି ଆଧାରରେ ମତ ପରିବର୍ତ୍ତନ…

ଶିବସେନାକୁ ଘାରିଛି ବାଡ଼ ଡିଆଁ ଭୟ: ମାତୋଶ୍ରୀରେ ମନ୍ଥନ ପରେ ରଙ୍ଗଶାରଦା ହୋଟେଲ ପହଞ୍ଚିଲେ ବିଧାୟକ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ରାଜନୀତି ଏବେ ସଙ୍କଟ ଦେଇ ଗତି କରୁଛି। ବିଧାନସଭା ଫଳାଫଳ ଘୋଷଣାକୁ ଇତିମଧ୍ୟରେ ୧୩ ଦିନ ବିତିଥିଲେ ମଧ୍ୟ ରାଜ୍ୟରେ ସରକାର ଗଠନ ପଦ୍ମ ଘୁଞ୍ଚିବାରେ ଲାଗିଛି। ତେବେ ଶିବସେନାକୁ ଏବେ ବାଡ଼ ଡିଆଁ ଭୟ ଘାରିଛି। ତେଣୁ…

ଇମ୍ରାନ୍‌ଙ୍କ ପ୍ରତିଶ୍ରୁତି ପାଣିର ଗାର: କରତାର୍‌ପୁର ପାଇଁ ପାସପୋର୍ଟ ଅନିବାର୍ଯ୍ୟ କଲା ପାକିସ୍ତାନ ସୈନ୍ୟ ବାହିନୀ

ଇସଲାମାବାଦ୍‌,୭।୧୧: କରତାର୍‌ପୁର ଯିବାକୁ ଚାହୁଁଥିବା ଭାରତୀୟ ଶ୍ରଦ୍ଧାଳୁଙ୍କ ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ପାସପୋର୍ଟ ଜରୁରୀ ନୁହେଁ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପାସପୋର୍ଟ ବ୍ୟତିତ ଅନ୍ୟ କୌଣସି ବୈଧ ପ୍ରମାଣପତ୍ର ଥିଲେ ମଧ୍ୟ ଶ୍ରଦ୍ଧାଳୁ କରତାର୍‌ପୁର ଆସିପାରିବେ ବୋଲି ସେ…

ସଂଘ-ସରକାର-ସଂଗଠନଙ୍କ ଅଯୋଧ୍ୟା ଯୋଜନା: କାଶୀ-ମଥୁରା ନେଇ ଦିଆଯିବନି କୌଣସି ମନ୍ତବ୍ୟ

ନୂଆଦିଲ୍ଲୀ,୭।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇବା ପୂର୍ବରୁ ସଂଘ(ଆର୍‌ଏସ୍‌ଏସ୍‌), ସରକାର ତଥା ବିଭିନ୍ନ ସହଯୋଗୀ ସଂଗଠନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଅନ୍ତର୍ଗତ ସଂଘର ସହଯୋଗୀ ସଂଗଠନ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଏବଂ ଅଖିଳ ବିଦ୍ୟାର୍ଥୀ ପରିଷଦ…

ପୃଥିବୀର ୮୦ ପ୍ରତିଶତ ଲୋକ ଖାଉଛନ୍ତି କୀଟପତଙ୍ଗ: ଭାରତରେ ଶହେ ପ୍ରଜାତି ଖାଦ୍ୟ ଯୋଗ୍ୟ

ଆଲମୋରା,୭।୧୧: ଆଗାମୀ ଦିନରେ ପୃଥିବୀରେ ଖାଦ୍ୟ ସଙ୍କଟ ଦେଖାଯିବ। ଏପରିସ୍ଥଳେ କୀଟପତଙ୍ଗକୁ ଖାଦ୍ୟ ଭାବେ ବ୍ୟବହାର କରାଗଲେ ଏହି ସମସ୍ୟାର ସହଜରେ ସମାଧାନ ହୋଇପାରିବ। ସମ୍ପ୍ରତି ପୃଥିବୀର ୮୦ ପ୍ରତିଶତ ଲୋକ କୀଟପତଙ୍ଗକୁ ଖାଦ୍ୟ ଭାବେ ଗ୍ରହଣ କରୁଛନ୍ତି। ତେବେ ଅବଶିଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri