ସମସ୍ତଙ୍କୁ ସଂକ୍ରମିତ କରିଦିଅ: କରୋନାରୁ ମୁକ୍ତି ପାଇଁ ‘ହର୍ଡ ଇମ୍ୟୁନିଟି’ ପ୍ଲାନ୍-ବି ଉପରେ ଚର୍ଚ୍ଚା ଜାରି !
ଓ୍ବାଶିଂଟନ,୩୦।୪: ସାରା ପୃଥିବୀରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବହୁ ଦେଶରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍ଡାଉନ୍ ଜାରି ରହିଛି। ସାମାଜିକ ଦୂରତା ଅବଲମ୍ବନ ପାଇଁ ଗୁରୁତ୍ୱାରୋପ କରାଯାଉଛି। ଲକ୍ଡାଉନ୍ ଉଠାଇ ନିଆଗଲେ ସାମାଜିକ ଦୂରତା ବଜାୟ…
ଗୋଟିଏ ଏଫ୍-୩୫ ଯୁଦ୍ଧ ବିମାନ ବଦଳରେ କିଣାଯାଇ ପାରିବ ୩୨୪୪ ଆଇସିୟୁ ଶଯ୍ୟା: ଭାରତର ପ୍ରତିରକ୍ଷା ଖର୍ଚ୍ଚ ୫.୪ ଲକ୍ଷ କୋଟି
ଷ୍ଟକ୍ହୋମ୍,୩୦।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସଂକ୍ରମିତଙ୍କୁ ଉପଯୁକ୍ତ ଚିକିତ୍ସା ମିଳିବା ସମ୍ଭବ ହୋଇପାରୁ ନାହିଁ। ଫଳରେ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆବଶ୍ୟକ ଚିକିତ୍ସା ସେବା ତଥା ଆଇସିୟୁ ସୁବିଧା…
କରୋନା ଯୋଗୁ ରୋଜଗାର ହରାଇବେ ୧୬୦ କୋଟି: ଆଇଏଲ୍ଓ
ଜେନେଭା,୩୦।୪: କରୋନା ସଂକ୍ରମଣର ପ୍ରଭାବ ଯୋଗୁ ପୃଥିବୀର ଅର୍ଥ ବ୍ୟବସ୍ଥା ସଙ୍କଟରେ ପଡ଼ିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏହାଦ୍ୱାରା ଆଗାମୀ ଦିନରେ ଅଣସଂଗଠିତ କ୍ଷେତ୍ରରେ କାର୍ଯ୍ୟକରୁ ଥିବା ୨୦୦ କୋଟି ଲୋକଙ୍କ ମଧ୍ୟରୁ…
ଆତଙ୍କବାଦୀ ଆକ୍ରମଣଠାରୁ ଅଧିକ ଭୟଙ୍କର କରୋନା ସଂକ୍ରମଣ: ଡବ୍ଲ୍ୟୁଏଚ୍ଓ
ଓ୍ବାଶିଂଟନ,୩୦।୪: ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ବର୍ତ୍ତମାନ ସୁଦ୍ଧା ପୃଥିବୀରେ ୩୨ ଲକ୍ଷ ୧୯ ହଜାର ୪୨୪ ଜଣ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସେହିପରି ମୃତକଙ୍କ ସଂଖ୍ୟା ୨ ଲକ୍ଷ ୨୮ ହଜାର ୧୯୭ ଛୁଇଁଛି।…
ଖୁସି ଖବର: ରେମ୍ଡିସିଭିର୍ ଔଷଧ କରୋନା ଭୂତାଣୁକୁ ରୋକିବାରେ ସଫଳ
ଓ୍ବାଶିଂଟନ,୩୦।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆମେରିକାରେ ଇବୋଲା ସଂକ୍ରମଣ ରୋକିବା ପାଇଁ ବ୍ୟବହାର କରାଯାଇଥିବା ରେମ୍ଡିସିଭିର୍ ଔଷଧର ପ୍ରୟୋଗ ବେଶ୍ ସଫଳ ରହିଥିବା କୁହାଯାଉଛି। କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଏହି ଔଷଧ ଆଶ୍ଚର୍ଯ୍ୟଜନକ ଭାବେ…
ଆରପାରିରେ ରିଷି କପୁର
ମୁମ୍ବାଇ,୩୦।୪: ବଲିଉଡ୍ ଅଭିନେତା ରିଷି କପୁରଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ନିଶ୍ୱାସପ୍ରଶ୍ୱାସ ନେବାରେ ସମସ୍ୟା ଦେଖାଯିବାରୁ ରିଷିଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଥିଲା। ପରେ ତାଙ୍କୁ ବୁଧବାର ବିଳମ୍ବିତ ରାତ୍ରରେ ମୁମ୍ବାଇର ଏଚ୍ଏନ୍ ରିଲାଏନ୍ସ୍…
CORONAVIRUS UPDATE: ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨କୁ ବୃଦ୍ଧି
ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଭାଇରସ୍ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାରା ଦେଶ ଓ ରାଜ୍ୟରେ ଲକ୍ଡାଉନ ଜାରି ରହିଥିଲେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଥମିବାରେ ନାଁ ନେଉନି। ଗୁରୁବାର ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ…
CORONAVIRUS UPDATE: ଆଉ ୩ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ଛୁଇଁଲା୧୨୮
ଭୁବନେଶ୍ୱର,୩୦।୪:(ବ୍ୟୁରୋ)- ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ଗୁରୁବାର ଚିହ୍ନଟ ୩ ପଜିଟିଭ୍ ଯାଜପୁର ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ରେ ସୂଚନା…
CORONAVIRUS UPDATE: ରାଜ୍ୟରେ ଆଉ ୩ କରୋନା ପଜିଟିଭ୍: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ବ୍ୟକ୍ତି ବାଲେଶ୍ୱରର ବୋଲି ରାଜ୍ୟ ସୂଚନା ଓ ଲୋକ ସର୍ମ୍ପକ ବିଭାଗ ସୂଚନା ଦେଇଛି। ୩ଜଣ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ଏମାନଙ୍କ ବୟସ…
ସୁସ୍ଥ ହେଲେ ରାଜ୍ୟର ଆଉ ଜଣେ କରୋନା ଆକ୍ରାନ୍ତ; ମୋଟ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ୩୯କୁ ବୃଦ୍ଧି
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ବ୍ୟକ୍ତିଜଣଙ୍କ ଭୁବନେଶ୍ୱରର। ଏହାକୁ ମିଶାଇ ମୋଟ ସୁସ୍ଥ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି। ସେହିଭଳି…
ରାଜ୍ୟ ବାହାର ଲୋକ ଆସିଲେ ବଢ଼ିପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ସରକାରଙ୍କୁ ସହଯୋଗ କରନ୍ତୁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ନୂଆ ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏହି ସଂଖ୍ୟା ୧୨୨ରେ ପହଞ୍ଚିନ୍ତି। ବିଶେଷକରି ଆଜିକାଲି ପଶ୍ଚିମବଙ୍ଗ ଫେରନ୍ତାମାନେ କରୋନା ସଂକ୍ରମିତ ଚିହ୍ନଟ ହେଉଥିବା ହେତୁ ମୁଖ୍ୟମନ୍ତ୍ରୀ…
CORONAVIRUS UPDATE: ନୂଆ ୩ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା, ଅଛନ୍ତି ୨ ପୁରୁଷ, ଜଣେ ଯୁବତୀ
ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ୩ ନୂଆ କରୋନା ପଜିଟିଭ୍ଙ୍କ ତଥ୍ୟ ମିଳିଛି। ରାଜ୍ୟ ସୂଚନା ଓ ପ୍ରସାରଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆକ୍ରାନ୍ତମାନେ ପଶ୍ଚିମବଙ୍ଗ ଫେରନ୍ତା। ସେମାନଙ୍କ ମଧ୍ୟରେ ୨ଜଣ ପୁରୁଷ ଥିବା ବେଳେ ଜଣେ ମହିଳା…

