ପୁଣି ଚେନ୍ନାଇରୁ ବୋଟରେ ଫେରିଲେ ୩୯ ଦାଦନ ଶ୍ରମିକ
ଚିକିଟି,୨୭ା୪(ଡି.ଏନ.ଏ.)- ଲକ୍ଡାଉନ କଟକଣା ପରେ ଚେନ୍ନାଇରେ ଫସିଥିବା ଗଞ୍ଜାମ ଜିଲାର ବହୁ ଦାଦନ ଶ୍ରମିକ ବିପଦପୂର୍ଣ୍ଣ ଭାବେ ଜଳପଥ ଦେଇ ଘରକୁ ଫେରୁଛନ୍ତି। ୩୮ଜଣ ଶନିବାର ଆସି ପହଞ୍ଚତ୍ଥିବାବେଳେ ସୋମବାର ପୁଣି ୩୯ ଦାଦନ ବୋଟ୍ ଯୋଗେ ଚେନ୍ନାଇରୁ ସମୁଦ୍ର ପଥ…
CORONAVIRUS UPDATE: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ ଛୁଇଁଲା
ଭୁବନେଶ୍ୱର, ୨୭।୪(ବ୍ୟୁରୋ): ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନେ କୋରାପୁଟ, ବାଲେଶ୍ୱର ଓ ଯାଜପୁର ଜିଲାର ଜଣେ ଲେଖାଏ ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକେ ସମ୍ପର୍କ ବିଭାଗ ପକ୍ଷରୁ…
CORONAVIRUS UPDATE: ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଲା
ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଯାଜପୁର ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ସେହିପରି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ପହଞ୍ଚିଛି।
ଭାରତକୁ ୧୭ରୁ ଅଧିକ ଦେଶରୁ ଆସିଛି କରୋନା ଭୂତାଣୁ: ସଂରଚନା ବି ଭିନ୍ନ ଭିନ୍ନ
ନୂଆଦିଲ୍ଲୀ,୨୭।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ଦେଶକୁ ୧୭ରୁ ଅଧିକ ଭିନ୍ନ ଭିନ୍ନ ଦେଶରୁ କରୋନା ଭୂତାଣୁ ଆସିଥିବା କୁହାଯାଉଛି। ଏସବୁ ମଧ୍ୟରେ ୫ଟିର ଆନୁବଂଶିକ ପରିବର୍ତ୍ତନ(ମ୍ୟୁଟେଶନ) ରହିଥିବା ମଧ୍ୟ ଜଣାପଡ଼ିଛି। ଗୋଟିଏ ଭୂତାଣୁର ଭିନ୍ନ ଭିନ୍ନ ସଂରଚନା…
CORONAVIRUS UPDATE: ପୁଣି ୨ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୧୦
ଭୁବନେଶ୍ୱର, ୨୭।୪(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଛି। ଚିହ୍ନଟ ଦ୍ୱୟ କୋରାପୁଟ ଓ ବାଲେଶ୍ୱର ଜିଲାର ବେଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…
ଆଉ ମାସେ ବଢିବ ଲକ୍ଡାଉନ!
ନୂଆଦିଲ୍ଲୀ,୨୭।୪: କରୋନା ଭାଇରସ ସଂକ୍ରମଣ ରୋକିବାକୁ ଦେଶରେ ଚାଲିଥିବା ଲକ୍ଡାଉନ ୨.୦ର ଅବଧି ପୂରଣ ହେବାକୁ ଆଉ ମାତ୍ର ୬ ଦିନ ବାକି ରହିଛି। ଇତିମଧ୍ୟରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ…
ଲକ୍ଡାଉନ ଅବଧି ଆଉ ମାସେ ବଢ଼ାଯାଉ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୪(ବ୍ୟୁରୋ): କରୋନା ମୁକାବିଲାର ଗୋଟିଏ ବାଟ ହେଉଛି ଲକ୍ଡାଉନ୍। ତେଣୁ ଏହି ଲକ୍ଡାଉନକୁ ଆହୁରି ମାସେ ବଢ଼ାଇବା ଦରକାର। କରୋନା ଚେନ୍କୁ ଭାଙ୍ଗିବାକୁ ହେଲେ ଲକ୍ଡାଉନ ବଢ଼ାଇବାକୁ ହେବ ବୋଲି ସୋମବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।…
ମ୍ୟୁଚୁଆଲ ଫଣ୍ଡ୍ରେ ସୁଧାର ଉଦ୍ୟମ: ଆର୍ବିଆଇ ପକ୍ଷରୁ ୫୦ ହଜାର କୋଟିର ସ୍ବତନ୍ତ୍ର ନଗଦ ଘୋଷଣା
ନୂଆଦିଲ୍ଲୀ,୨୭।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଦେଶର ଅର୍ଥନୀତିରେ ସୁଧାର ଆଣିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ପକ୍ଷରୁ ୫୦ ହଜାର କୋଟି ଟଙ୍କାର ସ୍ବତନ୍ତ୍ର ନଗଦ ଘୋଷଣା କରାଯାଇଛି। ଏହାଦ୍ୱାରା ମ୍ୟୁଚୁଆଲ୍ ଫଣ୍ଡ୍ ଉପରେ…
କରୋନା ସଙ୍କଟରେ ବି ଟେଷ୍ଟ୍ କିଟ୍ ବିକ୍ରିରେ ୧୪୫ ପ୍ରତିଶତ ଲାଭ ନେଇଛନ୍ତି ଆମଦାନୀକାରୀ
ନୂଆଦିଲ୍ଲୀ,୨୭।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ସଂକ୍ରମିତଙ୍କୁ ଚିହ୍ନଟ ପାଇଁ ଚାଇନାରୁ ଆସିଥିବା ଟେଷ୍ଟ୍ କିଟ୍ ବିକ୍ରିରେ ଆମଦାନୀକାରୀ ୧୪୫ ପ୍ରତିଶତ ଲାଭ ନେଇଥିବା କୁହାଯାଉଛି। ଚାଇନାରୁ ଏହି କିଟ୍ ୨୪୫ ଟଙ୍କାରେ…
ବାଲେଶ୍ୱରର ୫ ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ: ୪ ମହିଳା, ଜଣେ ପୁରୁଷ
ଭୁବନେଶ୍ୱର,୨୭ା୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଆଉ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ୫ କରୋନା…
CORONAVIRUS UPDATE: ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୮
ଭୁବନେଶ୍ୱର,୨୭।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଏମାନେ ବାଲେଶ୍ୱର ଜିଲାର ବୋଲି…
ଆରପାରିରେ ନାଟ୍ୟକାର ବିଜୟ ମିଶ୍ର: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର, ସଂଳାପ ଲେଖକ ଓ ନାଟ୍ୟକାର ଡ. ବିଜୟ ମିଶ୍ର ଆଉ ନାହାନ୍ତି। ରବିବାର ଅପରାହ୍ନରେ ସେ ଚିରଦିନ ପାଇଁ ଆଖି ବୁଜିଛନ୍ତି। ତାଙ୍କୁ ୮୫ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ହେଲା ଅସୁସ୍ଥତା ଯୋଗୁ…

