Home Middle

ଥମୁନି ସ୍ମିତାରାଣୀ ମୃତ୍ୟୁ ରାଜନୀତି : ୫ରେ ସବୁ ଜିଲାପାଳଙ୍କ ଅଫିସ ଆଗରେ ଭାଜପାର ବିକ୍ଷୋଭ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ୧୮ ଦିନ ବିତିଯାଇଛି। ସ୍ମିତାରାଣୀଙ୍କୁ ନ୍ୟାୟ ଦେବା ପାଇଁ ବାରମ୍ବାର ଦାବି କରାଯାଇଥିଲେ ମଧ୍ୟ ରାଜ୍ୟ ସରକାର ଓ ଜିଲା ପୋଲିସ ପ୍ରଶାସନ ଏ ପର୍ଯ୍ୟନ୍ତ…

ହାଇକୋର୍ଟରେ ଓକିଲ-ପୋଲିସ ସଂଘର୍ଷ ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୪ା୧୧(ପି.ଟି.): ଦିଲ୍ଲୀର ତିସ୍‌ ହଜାରୀ ଜେଲ୍‌ ପରିସରରେ ଶନିବାର ଘଟିଥିବା ଓକିଲ-ପୋଲିସ ସଂଘର୍ଷ ଘଟଣାର ବିଚାର ବିଭାଗୀୟ ତଦନ୍ତ ଲାଗି ରବିବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଏସ୍‌.ପି. ଗର୍ଗ ଏହି ମାମଲାର ତଦନ୍ତ କରିବେ ବୋଲି…

ଦିଲ୍ଲୀ ପ୍ରଦୂଷଣ ଅସମ୍ଭାଳ

ନୂଆଦିଲ୍ଲୀ,୪ା୧୧(ପି.ଟି.): ରାଜଧାନୀ ଦିଲ୍ଲୀର ବାୟୁ ବିପଜ୍ଜନକ ସ୍ଥିତିରେ ପହଞ୍ଚିଛି। ଶନିବାର ବାୟୁ ମାନ ସୂଚକାଙ୍କ (ଏକ୍ୟୁଆଇ) ୪୦୭ ଥିଲାବେଳେ ରବିବାର ଏହା ୬୨୫କୁ ବୃଦ୍ଧି ପାଇଛି। ଧୂଳି ଓ ଧୂଆଁର ବହଳ ଆସ୍ତରଣ ଦିଲ୍ଲୀ ଆକାଶକୁ ଆଚ୍ଛାଦିତ କରି ରଖିବା ଫଳରେ…

ଅପରେଶନ୍‌ ‘ମା’: ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିବା ୫୦ରୁ ଅଧିକ ଯୁବକଙ୍କ ଘର ବାହୁଡ଼ା

ଶ୍ରୀନଗର,୩।୧୧: ଜମ୍ମୁ-କଶ୍ମୀରରେ ଆରମ୍ଭ ହୋଇଥିବା ‘ମା’ ଅପରେଶନ୍‌ ଅନ୍ତର୍ଗତ ଇତିମଧ୍ୟରେ ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିବା ୫୦ରୁ ଅଧିକ ଯୁବକ ଘର ବାହୁଡ଼ିଛନ୍ତି। ଲ୍ୟୁଟନାଟ୍‌ ଜେନେରାଲ କନଓ୍ବଲ୍‌ଜିତ୍‌ ସିଂ ଧିଲୋନ୍‌ଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ଏହି ଅପରେଶନ୍‌ ବେଶ୍‌ ସଫଳ ରହିଥିବା କୁହାଯାଉଛି।…

ଦିଲ୍ଲୀରେ ଘନ ଧୂଆଁ ଚାଦର: ୩୨ ବିମାନର ଗତିପଥରେ ପରିବର୍ତ୍ତନ

ନୂଆଦିଲ୍ଲୀ,୩।୧୧: ରାଜଧାନୀ ଦିଲ୍ଲୀରେ ସୃଷ୍ଟି ହୋଇଥିବା ଘନ ଧୂଆଁ ଚାଦର ଯୋଗୁ ବିମାନ ଚଳାଚଳରେ ବାଧା ସୃଷ୍ଟି ହୋଇଛି। ରବିବାର ଦିଲ୍ଲୀ ଅଭିମୁଖେ ଆସୁଥିବା ୩୨ଟି ବିମାନକୁ ଅବତରଣ ପାଇଁ ବାରଣ କରାଯାଇଛି। ଘନ ଧୂଆଁ ଯୋଗୁ ରନ୍‌ଓ୍ବେ ନ ଦେଖାଯିବାରୁ…

ଶିବସେନା ପାଖରେ ୧୭୦ରୁ ଅଧିକ ବିଧାୟକ: ସଞ୍ଜୟ ରାଉତ

ମୁମ୍ବାଇ,୩।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଶିବସେନା ପାଖରେ ୧୭୦ରୁ ଅଧିକ ବିଧାୟକ ଥିବା ସଞ୍ଜୟ ରାଉତ କହିଛନ୍ତି। ରାଜ୍ୟରେ ଶିବସେନାର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ସରକାର ଗଠନ କରାଯିବ ବୋଲି ସଞ୍ଜୟ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।…

୪୧ ବର୍ଷ ମଧ୍ୟରେ ବିଭିନ୍ନ ରାଜ୍ୟରେ ଗଠିତ ହୋଇଛି ୪୦ ମେଣ୍ଟ ସରକାର: ହାରାହାରି କାର୍ଯ୍ୟକାଳ ୨୬ ମାସ

ନୂଆଦିଲ୍ଲୀ,୩।୧୧: ଦେଶର ବିଭିନ୍ନ ରାଜ୍ୟରେ ଗତ ୪୧ ବର୍ଷ ମଧ୍ୟରେ ୧୯୭୭ଠାରୁ ୪୦ ମେଣ୍ଟ ସରକାର ଗଠନ ହୋଇଛି। ତେବେ ଏସବୁ ସରକାରଙ୍କ ହାରାହାରି କାର୍ଯ୍ୟକାଳ ୨୬ ମାସ ରହିଥିବା ନିର୍ବାଚନ କମିଶନଙ୍କ ରେକର୍ଡରୁ ଜଣାପଡ଼ିଛି। ୧୯୭୭ଠାରୁ ୨୦୧୮ ମଧ୍ୟରେ ବିଭିନ୍ନ…

ନଭେମ୍ବର ୯ରେ ସରିବ ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ: ୬ ଦିନ ମଧ୍ୟରେ ସରକାର ଗଠନ ନ ହେଲେ ହେବ ରାଷ୍ଟ୍ରପତି ଶାସନ ଜାରି !

ମୁମ୍ବାଇ,୩।୧୧: ମହାରାଷ୍ଟ୍ର ରାଜନୀତିରେ ଘଡ଼ିକରେ ଘୋଡ଼ା ଛୁଟୁଛି। ସରକାର ଗଠନ ପାଇଁ ଶିବସେନା-ଭାଜପା ମଧ୍ୟରେ ଭିଡ଼ା ଓଟରା ଜାରି ରହିଛି। ତେବେ ଆଉ ୬ ଦିନ ମଧ୍ୟରେ ରାଜ୍ୟରେ ନୂଆ ସରକାର ଗଠନ ନ ହେଲେ ରାଷ୍ଟ୍ରପତି ଶାସନ ଜାରି ହେବାର…

ନିର୍ଭୟା ଗଣ ବଳାତ୍କାର ମାମଲା: ସୋମବାର ପୁନର୍ବିଚାର ଓ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବେ ୩ ଦୋଷୀ

ନୂଆଦିଲ୍ଲୀ,୩।୧୧: ନିର୍ଭୟା ଗଣ ବଳାତ୍କାର ମାମଲାରେ ଫାଶିଦଣ୍ଡାଦେଶ କରାଯାଇଥିବା ୪ ଦୋଷୀଙ୍କ ମଧ୍ୟରୁ ୩ ଜଣ ସୋମବାର ସୁପ୍ରିମ୍‌କୋର୍ଟ ଯିବେ। ସେମାନଙ୍କ ମଧ୍ୟରୁ ଜଣେ ପୁନର୍ବିଚାର ଆବେଦନ ଦାଖଲ କରିବେ ଓ ୨ ଜଣ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବେ। ଦୋଷୀଙ୍କ…

୧୦ ଦିନରେ ଆସିବ ୪ ଗୁରୁତ୍ୱପୂର୍ଣ୍ଣ ରାୟ: ନଭେମ୍ବର ୧୭ରେ ରଞ୍ଜନ ଗୋଗୋଇ ନେବେ ଅବସର

ନୂଆଦିଲ୍ଲୀ,୩।୧୧: ଆସନ୍ତା ୧୦ ଦିନ ମଧ୍ୟରେ ୪ଟି ଗୁରୁତ୍ୱପୂର୍ଣ୍ଣ ରାୟ ସୁପ୍ରିମ୍‌କୋର୍ଟ ଦେବେ। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏସବୁ ମାମଲାରେ ରାୟ ଦେବେ। ନଭେମ୍ବର ୧୭ରେ ପ୍ରଧାନ ବିଚାରପତି ଅବସର ଗ୍ରହଣ କରିବେ। ଏହା ପୂର୍ବରୁ…

ମ୍ୟାଜିକ୍‌ ନମ୍ବର ପାଇଁ ଛିଡୁନି ଅଙ୍କକଷା: ମହାରାଷ୍ଟ୍ରରେ ସଙ୍କଟମୋଚନ ସାଜିବ କିଏ ?

ମୁମ୍ବାଇ,୩।୧୧: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ସରକାର ଗଠନ ପାଇଁ ଭାଜପା-ଶିବସେନା ମଧ୍ୟରେ ଅଙ୍କକଷା ଛିଡୁ ନ ଥିବାରୁ କଂଗ୍ରେସ, ଏନସିପି ସହିତ ଅନ୍ୟ ଛୋଟ ଛୋଟ ଦଳ କିଙ୍ଗ୍‌ମେକର ହେବାକୁ ଅପେକ୍ଷା କରିଛନ୍ତି। ଏପରିସ୍ଥଳେ ସଙ୍କଟମୋଚନ କିଏ ସାଜିବ…

ପ୍ରଦୂଷଣକୁ ଅଣଦେଖା: ଧୂଆଁ, ଧୂଳି ବଳୟରେ ଉପକୂଳ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ସହରାଞ୍ଚଳ ଓ ଶିଳ୍ପାଞ୍ଚଳ ବାୟୁ ପ୍ରଦୂଷଣ ବେଳକୁବେଳ ଘାତକ ହେବାରେ ଲାଗିଛି। ଯାନବାହନ ସଂଖ୍ୟା ବୃଦ୍ଧି ସାଙ୍ଗକୁ ଧୂଳି, ଧୂଆଁରେ ସହରାଞ୍ଚଳ ବାୟୁମଣ୍ଡଳ ଭରିଯାଉଛି। ଦେଶର ରାଜଧାନୀ ଦିଲ୍ଲୀ ପ୍ରଦୂଷଣ ବଳୟରେ ଅଣନିଃଶ୍ୱାସୀ ହେଉଛି। ଖୋଲା ନିଃଶ୍ୱାସପ୍ରଶ୍ୱାସ ନେବା ଏକପ୍ରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri