୨୩ ଦିନରେ ଦେଢ଼ ଲକ୍ଷ ଲୋକଙ୍କ ଜୀବନ ନେଲା କରୋନା
ଓ୍ବାଶିଂଟନ,୨୬।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ପୃଥିବୀରେ ଏଥିରେ ୨ ଲକ୍ଷରୁ ଅଧିକ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସେହିପରି ୨୯ ଲକ୍ଷ ୨୩ ହଜାର ୬୫୬ ଲୋକ ସଂକ୍ରମିତ ହୋଇଛନ୍ତି। ଜାନୁୟାରୀ ୯ରେ ପ୍ରଥମ…
ସୁନ୍ଦରଗଡ଼ର ନାଲାରୋଡ୍ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା: ଅନ୍ୟାଦେଶ ପର୍ଯ୍ୟନ୍ତ କଟକଣା ବଳବତ୍ତର
ସୁନ୍ଦରଗଡ଼(ଡି.ଏନ୍.ଏ.) /ରାଉରକେଲା ଅଫିସ, ୨୬।୪: ସୁନ୍ଦରଗଡ଼ ଜିଲାରେ ପୂର୍ବ ତିନି ଆକ୍ରାନ୍ତ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ, ରବିବାର ଆଉ ତିନିଗୋଟି କୋଭିଡ -୧୯ ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ତିନି ଆକ୍ରାନ୍ତଙ୍କ ମଧ୍ୟରେ…
ଓଡ଼ିଶା-ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା: ଫସି ରହିଥିବା ଓଡ଼ିଆ ବସ୍ ଯୋଗେ ଫେରିବା ନେଇ ନିଷ୍ପତ୍ତି
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଗୁଜରାଟରେ କାମ କରୁଥିବା ଓଡ଼ିଆ ଶ୍ରମିକମାନେ ଓଡ଼ିଶା ଫେରିବେ। ସେମାନଙ୍କୁ ନିରାପଦରେ ରାଜ୍ୟକୁ ଫେରାଇ ଆଣିବା ଲାଗି ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀଙ୍କ ମଧ୍ୟରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଆଲୋଚନା ହୋଇଛି। ଏଥିରୁ…
ଆଜି ଅକ୍ଷୟ ତୃତୀୟା: ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କୃଷି କାର୍ଯ୍ୟରେ ସାମାଜିକ ଦୂରତା ବଜାୟ ରଖିବାକୁ ପରାମର୍ଶ
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟବାସୀ ବିଶେଷକରି ଆମ ଚାଷୀ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଉଛି। କରୋନା ସଂକ୍ରମଣକୁ ରୋକିବା…
ଦେଶରେ ସଂକ୍ରମଣ ବୃଦ୍ଧି ହାର ସର୍ବନିମ୍ନ
ନୂଆଦିଲ୍ଲୀ,୨୬।୪(ପି.ଟି.): ଭାରତରେ କୋଭିଡ୍-୧୯ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିଲାବେଳେ ସଂକ୍ରମଣ ହାର ଯଥେଷ୍ଟ ହ୍ରାସ ପାଇଛି। ଏବେ ସଂକ୍ରମିତ ମାମଲା ଦ୍ୱିଗୁଣିତ ହେବା ଲାଗି ୯ ଦିନରୁ ଅଧିକ ସମୟ ଲାଗୁଛି। ନୂଆ ମାମଲା ବୃଦ୍ଧି ହାର ୬ ପ୍ରତିଶତ ରହିଛି ଯାହା…
ସ୍ବାସ୍ଥ୍ୟ ସଙ୍କଟର ସମ୍ମୁଖୀନ ହେବେ ୧୦ କୋଟି ଶିଶୁ
ଜେନେଭା, ୨୬।୪: କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ଅନେକ କାର୍ଯ୍ୟ ବନ୍ଦ ହୋଇଯାଇଛି। ଏଭଳିସ୍ଥିତିରେ ଲୋକମାନେ ସୁସ୍ଥ ଶିଶୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା ବା ଟିକାକରଣ କରାଉନାହାନ୍ତି। କରୋନା ଭୟରେ ଶିଶୁଙ୍କ ପରିବାର ଲୋକେ ମେଡିକାଲ ଯାଉ…
ଦୋକାନ ଖୋଲିବାକୁ ମିଳିଲା ଅନୁମତି
ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ମାସେରୁ ଊର୍ଦ୍ଧ୍ୱକାଳ ଧରି ଲକ୍ଡାଉନ ରହିଛି। ଦୋକାନ ବଜାର, ବେପାର ବାଣିଜ୍ୟ, କାମଧନ୍ଦା ସବୁକିଛି ବନ୍ଦ ହୋଇଯାଇଛି। ଲୋକମାନେ ହାତବାନ୍ଧି ଘରେ ବସିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ ଶେଷ ହେବାକୁ ଆହୁରି ସପ୍ତାହେ…
ରାଉରକେଲାର ୩ ନୂଆ ପଜିଟିଭ୍ଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁରୁଷ, ୨ ମହିଳା
ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ପାର କରିଛି। ରବିବାର ଆଉ ୩ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ତେବେ ଏସବୁ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲା ରାଉରକେଲାର। ଏମାନଙ୍କ ମଧ୍ୟରେ ଜଣେ ୨୩ବର୍ଷୀୟ…
CORONAVIRUS UPDATE: ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୩
ଭୁବନେଶ୍ୱର,୨୬।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ରାଜ୍ୟରେ କରୋନା…
CORONAVIRUS UPDATE: ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଛୁଇଁଲା
ଭୁବନେଶ୍ୱର,୨୫।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର ଏବଂ ଏମାନେ କଲିକତା ଫେରନ୍ତା ବୋଲି ଶନିବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟରୁ…
CORONAVIRUS UPDATE: ଆଉ ଜଣେ ଆକ୍ରାନ୍ତ ହେଲେ ସୁସ୍ଥ
ଭୁବନେଶ୍ୱର, ୨୫।୪ (ବ୍ୟୁରୋ)- ରାଜ୍ୟ ପାଇଁ ଏକ ଖୁସିଖବର, ଆଉ ଜଣେ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ସୁସ୍ଥ ହେବା ସଂଖ୍ୟା ୩୪ରେ ପହଞ୍ଚିଛି। ଶନିବାର ସୁସ୍ଥ ହୋଇଥିବା ଆକ୍ରାନ୍ତ ହେଲେ ସୁନ୍ଦରଗଡ ଜିଲା(ରାଉରକେଲା)ର।…
ଚେନ୍ନାଇରୁ ବୋଟ୍ରେ ଫେରିଲେ ୩୮ ଦାଦନ
ଚିକିଟି,୨୫ା୪(ଡି.ଏନ.ଏ.)- ସାରା ଦେଶରେ ଲକ୍ଡାଉନ୍ ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ଫଳରେ ଜଳପଥ ଦେଇ ରାଜ୍ୟବାହାରେ ଫସିଥିବା ଲୋକେ ଘରକୁ ଫେରୁଛନ୍ତି। ଶନିବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ଚିକିଟି ବ୍ଲକ୍ ସୁନୁପୁର ମୁହାଣରେ ୩୮ଜଣ ଦାଦନ ଶ୍ରମିକ ଚେନ୍ନାଇରୁ ବୋଟ୍ରେ…

