Home Middle

ଆଧାର ବିନା ଓଡ଼ିଶା ମନା

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଓଡ଼ିଶାକୁ ଫେରିବାକୁ ଥିଲେ ରେଜିଷ୍ଟ୍ରେଶନ କରିବା ବାଧ୍ୟତାମୂଳକ। ଏଥିପାଇଁ ୨ଟିର ଆବଶ୍ୟକତା ରହିଛି। ପ୍ରଥମଟି ହେଲା ଆଧାର ନଂ । ଦ୍ୱିତୀୟଟି ହେଲା ମୋବାଇଲ ନଂ। ଏହି ଦୁଇଟି ବାଧ୍ୟତାମୂଳକ । ଯଦି ଜଣଙ୍କ ପାଇଁ ଅନ୍ୟ କେହି ରେଜିଷ୍ଟ୍ରେଶନ…

ଓଡ଼ିଶା ଆସିବାକୁ ଚାହୁଁଥିଲେ ସରକାରୀ ପୋର୍ଟାଲରେ ପଞ୍ଜୀକୃତ ହେବା ବାଧ୍ୟତାମୂଳକ: ସବିଶେଷ ଜାଣନ୍ତୁ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଲକ୍‌ଡାଉନ୍‌ ସମୟସୀମା ସରିବା ପରେ ଓଡ଼ିଶାକୁ ପ୍ରବାସୀ ଓଡ଼ିଆ ଫେରିବାର ଯଥେଷ୍ଟ ରହିଛି। ଯେହେତୁ ସେମାନେ ସଂକ୍ରମିତ ଦେଶ/ରାଜ୍ୟରୁ ଆସୁଥାଇ ପାରନ୍ତି ତେଣୁ ସଂକ୍ରମଣ ହେବାର ସମ୍ଭାବନା ରହିଛି। ଏନେଇ ଆଗୁଆ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାର ପଞ୍ଜୀକରଣ ବ୍ୟବସ୍ଥା…

କଟକଣା କୋହଳ ନେଇ ସର୍ତ୍ତ ରଖିଲେ ରାଜ୍ୟ ସରକାର: ସହରାଞ୍ଚଳରେ ଖୋଲିବନି ମଲ୍‌, ଦୋକାନରେ ରହିବେ ୫୦% କର୍ମଚାରୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଦେଶରେ କରୋନା ମୁକାବିଲାକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ କଟକଣା ଲଗାଯାଇଥିଲା। ହେଲେ ଶନିବାର ଏହାକୁ କିଛି ମାତ୍ରାରେ କୋହଳ କରାଯାଇଛି। ତେବେ ଏହି ସମ୍ପର୍କରେ ରାଜ୍ୟ ସରକାର କିଛି ସର୍ତ୍ତ ରଖି ଆଉ ଏକ ବିଜ୍ଞପ୍ତି…

କରୋନା ଯୋଦ୍ଧାଙ୍କ ଉପରେ ସଙ୍କଟ: ସେନାଠାରୁ ପୋଲିସ ପର୍ଯ୍ୟନ୍ତ ସବୁଠାରେ ବଢୁଛି ସଂକ୍ରମଣ; ଦିଲ୍ଲୀର ୯ ସିଆର୍‌ପିଏଫ୍‌ ଯବାନ ପଜିଟିଭ୍‌

ନୂଆଦିଲ୍ଲୀ,୨୫।୪: ଦେଶରେ ଜାରି ରହିଥିବା କରୋନା ସଙ୍କଟ ଜାରି ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି କରିଛନ୍ତି। ଲକ୍‌ ଡାଉନ୍‌ରେ ସାଧାରଣ ଲୋକେ ଘରେ ଥିବାବେଳେ କରୋନା ଯୋଦ୍ଧା କୁହାଯାଉଥିବା ଭାରତୀୟ ସେନା କର୍ମଚାରୀ…

କରୋନା ସହିତ ଲଢ଼େଇ: ଟ୍ରମ୍ପ୍‌ଙ୍କ ଭୟଙ୍କର ପରାମର୍ଶକୁ ଗ୍ରହଣ କଲେନି ଡାକ୍ତର

ଓ୍ବାଶିଂଟନ,୨୫।୪: ଆମେରିକାରେ କରୋନା ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ତେବେ ମଧ୍ୟ ଏଠାରେ ମୃତ୍ୟୁ ସଂଖ୍ୟା ଅବା ସଂକ୍ରମିତଙ୍କ ସଂଖ୍ୟା ରୋକିବାରେ ସରକାର ସକ୍ଷମ ହୋଇ ପାରି ନାହାଁନ୍ତି। ଏପରିସ୍ଥଳେ କରୋନା ଲଢ଼େଇ ନେଇ ରାଷ୍ଟ୍ରପତି…

କରୋନା ସଂକ୍ରମଣ ପାଇଁ କିଏ ଦାୟୀ: ଚାଇନା ଉପରେ ବଢ଼ିଲା ଆମେରିକା ଚାପ

ଓ୍ବାଶିଂଟନ,୨୫।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଚାଇନାର ଉହାନ ସ୍ଥିତ ଲ୍ୟାବ୍‌ରୁ ଏକ ପରୀକ୍ଷା ସମୟରେ କରୋନା ଭୂତାଣୁ ଭୁଲ୍‌ ବଶତଃ ଲିକ୍‌ ହୋଇଥିବା କୁହାଯାଉଛି। ଏହାକୁ ନେଇ ଆମେରିକା ଚାଇନା ଉପରେ ଚାପ ବଢ଼ାଇବାରେ…

ଲକ୍‌ଡାଉନ୍‌ର ମାସକ ପରେ ଏପରି ସ୍ଥିତି

ନୂଆଦିଲ୍ଲୀ,୨୫।୪: ମାର୍ଚ୍ଚ ୨୪ ତାରିଖ ମଧ୍ୟରାତ୍ରିରେ ଭାରତରେ ଜାରି କରାଯାଇଥିଲା ଲକ୍‌ଡାଉନ୍‌। ସେତେବେଳେ ଦେଶରେ ମାତ୍ର ୫୦୦ ସଂକ୍ରମିତ ଥିବାବେଳେ କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇ ୧୦ ଜଣ ବ୍ୟକ୍ତିଙ୍କ ଜୀବନ ଯାଇଥିଲା। ବିଶ୍ୱର ସର୍ବବୃହତ୍‌ ଓ ସବୁଠୁ ବଡ଼ କଟକଣାକୁ ଶୁକ୍ରବାର…

ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ନେଇ ଆଶଙ୍କା ଦେଖାଦେଇଛି। କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ସମସ୍ତ ସାମାଜିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରିଛନ୍ତି। ଏହି ମହାମାରୀର ପ୍ରକୋପ…

ସ୍ଥଗିତ ରଥଯାତ୍ରାର ଇତିହାସ

ପୁରୀ ଅଫିସ,୨୫ା୪: ଜୁନ୍‌ ୨୩ରେ ରଥଯାତ୍ରା। ହେଲେ ବର୍ତ୍ତମାନ ରାଜ୍ୟରେ କରୋନା ସ୍ଥିତି ବେଶ୍‌ ଉଦ୍‌ବେଗଜନକ ରହିଛି। ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ଜୁନ୍‌ ବେଳକୁ ଏହାର କୋପ ଅଧିକ ଥିବା ଭଳି ଜଣାପଡୁଛି। ତେଣୁ ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା…

ମୌସୁମୀରେ ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ

ନୂଆଦିଲ୍ଲୀ, ୨୫।୪: ଆଉ କିଛି ସପ୍ତାହ ପରେ କରୋନା ଭାଇରସ୍‌ ଜନିତ ସଂକ୍ରମଣ କମିଯିବ ବୋଲି କୁହାଯାଉଛି। କିନ୍ତୁ ଜୁଲାଇ କିମ୍ବା ଅଗଷ୍ଟ ମୌସୁମୀ ସମୟରେ ଏହା ପୁଣି ଭାରତକୁ ଲେଉଟିପାରେ ବୋଲି ବୈଜ୍ଞାନିକମାନେ ଆଶଙ୍କା ବ୍ୟକ୍ତ କଲେଣି। ଲକ୍‌ଡାଉନ୍‌ ଶେଷ…

ମହାମାରୀରୁ ହେବ ଯୁଗ ନିର୍ଦ୍ଧାରଣ

ଓ୍ବାଶିଂଟନ,୨୫ା୪ : କୋଭିଡ୍‌-୧୯ ହେଉଛି ପ୍ରଥମ ଆଧୁନିକ ମହାମାରୀ, ଯାହା ଏହି ଯୁଗର ସଂଜ୍ଞା ନିରୂପଣ କରିବ। ଏହି ସମୟ ଦେଇ ଗତି କରୁଥିବା କୌଣସି ବ୍ୟକ୍ତି ମହାମାରୀକୁ ଭୁଲିପାରିବେ ନାହିଁ ବୋଲି ଆମେରିକାର ବିଶିଷ୍ଟ ଜନହିତୈଷୀ ଶିଳ୍ପପତି ବିଲ୍‌ ଗେଟ୍ସ…

ଆଣ୍ଡାମାନ ନିକଟରେ ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର,୨୪ା୪(ବ୍ୟୁରୋ)-କରୋନା ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ସଙ୍କଟ ଦେଇ ଗତି କରୁଛି। ଏଭଳି ଘଡିସନ୍ଧି ସମୟରେ ସମ୍ଭାବ୍ୟ ବାତ୍ୟା ଡରାଇବା ଆରମ୍ଭ କଲାଣି। ମେ ୩ ତାରିଖ ବେଳକୁ ଓଡିଶା ପୁଣି ଏକ ବାତ୍ୟାର ସମ୍ମୁଖୀନ ହେବା ନେଇ ଆଶଙ୍କା ଦେଖାଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?