CORONAVIRUS UPDATE: ଭଦ୍ରକରେ ପୁଣି ୪ କରୋନା ପଜିଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୪
ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ ପୁଣି ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲାର। ଏହାକୁ ମିଶାଇ ଓଡ଼ିଶାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍…
ଜଷ୍ଟିସ ମହମ୍ମଦ ରଫିକ୍ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି
କଟକ ଅଫିସ,୨୪ା୪: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଭାରତର ପ୍ରଧାନ ବିଚାରପତିଙ୍କ ସହ ପରାମର୍ଶ କରିବା ପରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରିଛନ୍ତି। ଏନେଇ କେନ୍ଦ୍ର ଆଇନ…
ଭଦ୍ରକରେ ପୁଣି ଜଣେ କରୋନା ପଜିଟିଭ୍: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଛୁଇଁଲା
ଭୁବନେଶ୍ୱର,୨୪ା୪(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୦ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ…
୬୦ ଘଣ୍ଟା ସଟ୍ଡାଉନ ରହିବ ୩ ଜିଲା: ଗୁରୁବାର ରାତି ୧୦ରୁ ୨୬ ତାରିଖ ଦିନ ୧୦ଟା ଯାଏ ଭଦ୍ରକ, ବାଲେଶ୍ୱର, ଯାଜପୁର ସମ୍ପୂର୍ଣ୍ଣ ବନ୍ଦ
ଭୁବନେଶ୍ୱର, ୨୩।୪(ବ୍ୟୁରୋ): କରୋନା ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗୁରୁବାର ସନ୍ଧ୍ୟାରେ ଏକ ବଡ଼ ଘୋଷଣା କରିଛନ୍ତି। ୩ ଜିଲାକୁ ସମ୍ପୂର୍ଣ୍ଣ ସଟ୍ଡାଉନ୍ କରାଯାଇଛି। ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲା ୬୦ ଘଣ୍ଟା ପାଇଁ ସଟ୍ଡାଉନ…
ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଛୁଇଁଲା
ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ୨ ଜଣ ହେଲେ ବାଲେଶ୍ୱର ଜିଲାର। ତେବେ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୫୫ ବର୍ଷର ମହିଳା ଓ ୩୬ ବର୍ଷର ପୁରୁଷ…
କରୋନା ତଥ୍ୟ: ବିଶ୍ୱରେ ସଂକ୍ରମିତଙ୍କ ସଂଖ୍ୟା ୨୬ ଲକ୍ଷ ଟପିଲା, ଭାରତରେ ୨୧,୩୯୩ ପଜିଟିଭ୍ ଚିହ୍ନଟ, ଓଡ଼ିଶାରେ ୮୭ ଆକ୍ରାନ୍ତ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ସୁଦ୍ଧା ବିଶ୍ୱରେ ୨୧୦ ଦେଶ, ୨ଜାହାଜ କରୋନା କବଳିତ। ବୁଧବାର ସମଗ୍ର ବିଶ୍ୱରେ ୨୫ ଲକ୍ଷ ୭୨ହଜାର ୬୦୩ଜଣ ବ୍ୟକ୍ତି ସଂକ୍ରମିତ ଥିବା ବେଳେ ଗୁରୁବାର ଏହା ୨୬ ଲକ୍ଷ ୪୮ହଜାର ୩୬୦ରେ ପହଞ୍ଚିଛି। ସେହିଭଳି ୧ ଲକ୍ଷ…
ପୃଥିବୀ ଆଡ଼କୁ ମାଡ଼ି ଆସୁଛି ଏଭରେଷ୍ଟ ଶୃଙ୍ଗ ଭଳି ଗ୍ରହାଣୁପିଣ୍ଡ: ଏପ୍ରିଲ୍ ୨୯ରେ ହେବ ନିକଟବର୍ତ୍ତୀ
ଓ୍ବାଶିଂଟନ,୨୩।୪: ଏପ୍ରିଲ୍ ୨୯ରେ ପୃଥିବୀ ସହିତ ଗ୍ରହାଣୁପିଣ୍ଡ ୧୯୯୮-ଓଆର୍-୨(୫୨୭୬୮) ଧକ୍କା ଦେବ ବୋଲି କେତେକ ଗୁଜବ କରୁଛନ୍ତି। ତେବେ ଏହା ମିଛ ବୋଲି ନାସାର ମହାକାଶବିଜ୍ଞାନୀ ମତ ଦେଇଛନ୍ତି। ଲକ୍ଷ ଲକ୍ଷ ବର୍ଷ ତଳେ ଏଭଳି ଏକ ଗ୍ରହାଣୁପିଣ୍ଡ ପୃଥିବୀକୁ ଧକ୍କା…
ଯାଜପୁର ୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩ ମହିଳା: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା ପୂର୍ବ ପଜିଟିଭ୍ଙ୍କ ପରିବାର ସଦସ୍ୟ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଯାଜପୁରରେ ଚିହ୍ନଟ ହୋଇଥିବା ୪ ନୂଆ କରୋନା ପଜିଟିଭ୍ଙ୍କ ମଧ୍ୟରେ ୩ଜଣ ମହିଳା ଏବଂ ଜଣେ ଯୁବକ ରହିଛନ୍ତି। ରାଜ୍ୟ ସୂଚନା ଏବଂ ପ୍ରସାରଣ ବିଭାଗର ଟୁଇଟ୍ ଅନୁଯାୟୀ, ଆକ୍ରାନ୍ତମାନଙ୍କ ବୟସ ଯଥାକ୍ରମେ ୪୮,୭୦,୮୦ ଏବଂ ୨୧ ବର୍ଷ। ସମସ୍ତ…
ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଛୁଇଁଲା
ଭୁବନେଶ୍ୱର,୨୩।୪(ବ୍ୟୁରୋ) – ରାଜ୍ୟରେ ପୁଣି ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଁଚିଛି। ଏ ସମ୍ପର୍କରେ ଗୁରୁବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି…
କରୋନା ସଙ୍କଟ: କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଜୁଲାଇ ୨୦୨୧ ପର୍ଯ୍ୟନ୍ତ ରୋକ ଲଗାଇଲେ ସରକାର
ନୂଆଦିଲ୍ଲୀ,୨୩।୪: ଦେଶରେ ଜାରି ରହିଥିବା କରୋନା ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ପକ୍ଷରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨୦୨୧ ପର୍ଯ୍ୟନ୍ତ ରୋକ ଲଗାଯାଇଛି। ଏନେଇ ଅର୍ଥମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ୨୦୨୦ ଜାନୁୟାରୀ ପହିଲାଠାରୁ ୧ଠାରୁ…
CORONAVIRUS UPDATE: ଭୁବନେଶ୍ୱରର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ସଂଖ୍ୟା ୩୩ରେ ପହଞ୍ଚିଲା
ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ଏବଂ ତାଙ୍କୁ ଡିସ୍ଚାର୍ଜ କରାଯିବ। ଏହାକୁ ମିଶାଇ ୩୩ଜଣ ସଂକ୍ରମିତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ଟୁଇଟ୍ କରି ସୂଚନା ଦିଆଯାଇଛି।
ଏକଜୁଟ ହୋଇ କରୋନା ବିରୋଧରେ ଲଢ଼ିବା ପରିବର୍ତ୍ତେ ଲୋକଙ୍କ ମଧ୍ୟରେ ଘୃଣାଭାବ ସୃଷ୍ଟି କରୁଛି ଭାଜପା: ସୋନିଆ
ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ଦେଶବାସୀ ଏକଜୁଟ ହୋଇ ଲଢ଼ିବାର ଆବଶ୍ୟକତା ରହିଛି। ତେବେ ଏପରିସ୍ଥଳେ ବି ଭାଜପା ଲୋକଙ୍କ ମଧ୍ୟରେ ଘୃଣାଭାବ ସୃଷ୍ଟି କରିବା ପାଇଁ ଉଦ୍ୟମ ଜାରି ରଖିଛି ବୋଲି କଂଗ୍ରେସ…

