Home Middle

ଆଉ କେଇଟା ମିନିଟ୍‌ ପରେ ପଡିଥାନ୍ତା ହାତଗଣ୍ଠି: କନ୍ୟାଙ୍କ ଟିକେ ଭୁଲ୍‌ରେ ହଠାତ୍‌ ନିଆଁରେ ଜଳିଲେ ବର, ପରେ…

ଆଜିକାଲିର ବିବାହ କେବଳ ବେଦୀହୋମଯଜ୍ଞ କି ବ୍ରାହ୍ମଣଙ୍କ ବୈଦିକ ମନ୍ତ୍ରରେ ସୀମିତ ନାହିଁ । ବିବାହ ଏବେ ରୀତିନୀତି ଅପେକ୍ଷା ରିଲ୍ସର ଏକ ପାର୍ଟ ହୋଇଗଲାଣି। ଏହି ଟ୍ରେଣ୍ଡକୁ ଯଦି କିଏ ନ ଆପଣାଏ , ତେବେ ଏହା ଏକ ଶସ୍ତା…

କେବଳ ଜ୍ୟୋତି ନୁହନ୍ତି ପୁଳାପୁଳା ଟଙ୍କା ଲୋଭରେ ପାକ୍‌-ସ୍ପାଏ ସାଜିଥିଲେ CRPF ଯବାନ: ଦେଉଥିଲେ ସମ୍ବେଦନଶୀଳ…

ନୂଆଦିଲ୍ଲୀ,୫,୨୬: ପାକିସ୍ତାନ ପାଇଁ ଗୁପ୍ତଚରୀ କରିବା ପଡ଼ିଲା ମହଙ୍ଗା। ପାକ୍‌- ସ୍ପାଏ ନେଇ CRPF ଯବାନଙ୍କୁ ଗିରଫ କରାଯାଇଛି। ଦିଲ୍ଲୀରୁ ଗିରଫ କରିଛି NIA। ସୂଚନାଯୋଗ୍ୟ, ଜାତୀୟ ତଦନ୍ତ ସଂସ୍ଥା (NIA) ଦିଲ୍ଲୀରୁ ଜଣେ CRPF ଯବାନଙ୍କୁ ଗିରଫ କରିଛି। ସେ…

ପୁରୀ ସମୁଦ୍ରରେ ବଡ଼ ଅଘଟଣ: ବୁଡ଼ିଗଲେ କ୍ରିକେଟ୍‌ର ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ, ଭାଉଜ

ପୁରୀ,୨୬।୫:ପୁରୀ ସମୁଦ୍ରରେ ବଡ଼ ଅଘଟଣ। ବୁଡିଗଲେ ଟିମ ଇଣ୍ଡିଆର ପୂର୍ବତନ କ୍ୟାପଟେନ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ଓ ଭାଉଜ। ପୁରୀ ବେଳାଭୂମିରେ ୱାଟର ସ୍ପୋର୍ଟସ ଆକ୍ଟିଭିଟି ବେଳେ ଏହି ଦୁର୍ଘଟଣା ଘଟିଛି। ସ୍ପିଡ୍‌ ବୋଟରେ ବୋଟିଂ କଲାବେଳେ ବୋଟ୍‌ ଓଲଟି…

ନିଜ ମାଟିରୁ ପାକିସ୍ତାନକୁ ଚେତାବନୀ ଦେଲେ ମୋଦି: ଯିଏ ମା’-ଭଉଣୀଙ୍କ ସିନ୍ଦୂର ପୋଛିବ, ତାହାର ବିନାଶ ନିଶ୍ଚିତ

ଗାନ୍ଧୀନଗର,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଗୁଜରାଟର ଦାହୋଦରେ ଅନେକ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ଅବସରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ସେ କହିଛନ୍ତି, ଆଜି ଦେଶ ହତାଶାରୁ ବାହାରି ଆସିଛି ଏବଂ ଆତ୍ମବିଶ୍ୱାସର ଆଲୋକରେ ତ୍ରିରଙ୍ଗା ଉତୋଳନ…

ରଥଯାତ୍ରାକୁ ଆସିବେ ମୋଦି, ନିମନ୍ତ୍ରଣ କଲେ ମୋହନ

ପୁରୀ,୨୬।୫: ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁରୀକୁ ନିମନ୍ତ୍ରଣ କରାଯାଇଛି। ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ସମସ୍ତ କେନ୍ଦ୍ରମନ୍ତ୍ରୀ, NDA ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ନିମନ୍ତ୍ରଣ ହୋଇଥିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

ଜଙ୍ଗଲ ଚିନ୍ତା

ଜଙ୍ଗଲ ପୃଥିବୀର ଅନ୍ୟତମ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପରିବେଶ ବ୍ୟବସ୍ଥା। ସବୁ ଭୂମିଗତ ଉଦ୍ଭିଦ, କୀଟପତଙ୍ଗ ଓ ପ୍ରାଣୀଙ୍କ ୮୦ ପ୍ରତିଶତ ବାସସ୍ଥାନ ହେଉଛି ଜଙ୍ଗଲ। ବିଶ୍ୱର ପାଖାପାଖି ଏକ ତୃତୀୟାଂଶ ଲୋକ ସେମାନଙ୍କ ଜୀବିକା ପାଇଁ ସିଧାସଳଖ ଏହା ଉପରେ ନିର୍ଭରଶୀଳ।…

ରୁଷିଆର ଭୟଙ୍କର ଏୟାରଷ୍ଟ୍ରାଇକ୍‌: ୧୩ ମୃତ, ୧୨ରୁ ଅଧିକ ଆହତ

ମସ୍କୋ,୨୬ା୫:ୟୁକ୍ରେନ ବିରୋଧରେ ରୁଷିଆ ସବୁଠୁ ବଡ଼ ଏୟାରଷ୍ଟ୍ରାଇକ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ରବିବାର ବିଳମ୍ବିତ ରାତିରେ ୩୬୭ଟି ଡ୍ରୋନ୍‌ ଓ ମିଶାଇଲ ମାଡ଼ କରିଥିଲା ରୁଷିଆ। ୟୁକ୍ରେନର ଝିଟୋର୍ମି ସହର…

ଆଜି ସାବିତ୍ରୀ ବ୍ରତ, ବିଭିନ୍ନ ମନ୍ଦିରରେ ପ୍ରବଳ ଭିଡ଼

ଭୁବନେଶ୍ୱର,୨୬।୫: ଆଜି ହେଉଛି ସାବିତ୍ରୀ ଅମାବାସ୍ୟା। ଏହି ଉପଲକ୍ଷେ ସକାଳୁ ରାଜଧାନୀର ବିଭିନ୍ନ ମନ୍ଦିରରେ ମହିଳାମାନଙ୍କର ଭିଡ଼ ପରିଲକ୍ଷିତ ହୋଇଛି। ଓଡ଼ିଆ ଘରର ପରମ୍ପରା ଅନୁଯାୟୀ, ସଧବା ମହିଳାମାନେ ଏହି ବ୍ରତ ପାଳନ କରିଥାନ୍ତି। ମହିଳାମାନେ ଉପବାସ ରଖିବା ସହ କେହି…

ଆଇପିଏଲ୍ ୨୦୨୬ ଖେଳିବେ କି ଧୋନି ? ଦେଲେ ବଡ ବୟାନ

ଅହମଦାବାଦ, ୨୫ା୫: ଅହମଦାବାଦରେ ଆଇପିଏଲ୍ ୨୦୨୫ର ଶେଷ ଲିଗ୍ ମ୍ୟାଚ ପରେ, ହଜାର ହଜାର ସିଏସକେ ପ୍ରଶଂସକ ଷ୍ଟାଡିୟମରେ ରହି ଯାଇଥିଲେ, ସେମାନେ ଏକ ମୁହୂର୍ତ୍ତକୁ ଛାଡ଼ିବାକୁ ଚାହୁଁ ନଥିଲେ। ସମସ୍ତଙ୍କ ନଜର ଥିଲା ଏମଏସ ଧୋନୀଙ୍କ ଉପରେ। ହର୍ଷ ଭୋଗଲେ,…

ଓଡ଼ିଶା ସରକାରଙ୍କ ତାଗିଦ: କର୍ମଚାରୀଙ୍କ ବାୟୋମେଟ୍ରିକ ହାଜିରା ବାଧ୍ୟତାମୂଳକ, ସନ୍ଧ୍ୟା ୫:୩୦ ପୂର୍ବରୁ ଅଫିସ ଛାଡ଼ିବା ମନା

ଭୁବନେଶ୍ୱର,୨୪ା୫: ଓଡ଼ିଶା ଗ୍ରାମୀଣ ଉନ୍ନୟନ ବିଭାଗ କର୍ମଚାରୀଙ୍କ ହାଜିରା ରେକର୍ଡ ବାୟୋମେଟ୍ରିକ ମେସିନ ଜରିଆରେ ବାଧ୍ୟତାମୂଳକ କରିଛି ଏବଂ ସମସ୍ତ କର୍ମଚାରୀଙ୍କୁ ସନ୍ଧ୍ୟା ୫:୩୦ ପୂର୍ବରୁ ଅଫିସ ଛାଡ଼ିବାକୁ ନିଷେଧ କରିଛି। ବିଭାଗ ଆହୁରି କହିଛି ଯେ ଯଦି କୌଣସି କର୍ମଚାରୀ…

ସରକାରୀ ମେଡିକାଲ କଲେଜରେ ଗ୍ୟାସ୍‌ ଲିକ୍‌, ନିଃଶ୍ୱାସ ନେଇ ନ ପାରି ରୋଗୀ…

ଲକ୍ଷ୍ନୌ,୨୫ା୫: ଉତ୍ତରପ୍ରଦେଶର ଶାହଜାହାନପୁରର ସରକାରୀ ମେଡିକାଲ କଲେଜରେ ଗ୍ୟାସ୍‌ ଲିକ୍‌ ଯୋଗୁ ରୋଗୀମାନଙ୍କୁ ତୁରନ୍ତ ଓ୍ବାର୍ଡରୁ ବାହାରକୁ ନିଆଯାଇଥିଲା। ସୂଚନା ଅନୁଯାୟୀ, ଗ୍ୟାସ ଲିକ୍‌ ଯୋଗୁ ଲୋକମାନେ ନିଃଶ୍ୱାସ ନେବାରେ ଅସୁବିଧା ଭୋଗ କରିଥିଲେ। ଗ୍ୟାସ୍‌ ଲିକ୍‌ ସମ୍ପର୍କରେ ସୂଚନା ପାଇବା…

ଭାଜପା ନେତାଙ୍କୁ ମୋଦିଙ୍କ ତାଗିଦ୍‌, ‘ଅପରେଶନ ସିନ୍ଦୂର’ ଉପରେ ବୟାନ ଦେଲେ ହେବ…

ନୂଆଦିଲ୍ଲୀ,୨୫ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଅପରେଶନ ସିନ୍ଦୂର’ ଉପରେ ଅନାବଶ୍ୟକ ବୟାନ ଦେଇ ଭାଜପାର ଭାବମୂର୍ତ୍ତି ନଷ୍ଟ କରୁଥିବା ନେତାମାନଙ୍କୁ ଏକ ବିଶେଷ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ଯେ, ନେତାମାନେ ସେମାନଙ୍କର ଭାଷଣକୁ ନିୟନ୍ତ୍ରଣ କରିବା ଉଚିତ ଏବଂ ଅନାବଶ୍ୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri