Home Middle

ଆମେରିକାରେ ବୋଇଙ୍ଗ ଜେଟ୍‌ରେ ଲାଗିଲା ନିଆଁ, ସ୍ଲାଇଡ୍ ଦେଇ ବାହାରିଲେ ଆତଙ୍କିତ ଯାତ୍ରୀ

ନୂଆଦିଲ୍ଲୀ,୨୭।୭: ଶନିବାର ଡେନଭର ଆନ୍ତର୍ଜାତୀୟ ବିମାନବନ୍ଦରରେ ଆମେରିକାନ ଏୟାରଲାଇନ୍ସର ଏକ ବୋଇଙ୍ଗ ୭୩୭ ମ୍ୟାକ୍ସ ୮ ଜେଟ୍‌ରେ ଲ୍ୟାଣ୍ଡିଂ ଗିଅର ସମସ୍ୟା ଯୋଗୁଁ ଟେକ୍‌ଅଫ୍ ବାତିଲ ହେବା ପରେ ନିଆଁ ଲାଗି ଧୂଆଁ ବାହାରିଥିଲା। ଏହି ଘଟଣାରେ ୧୭୩ ଜଣ ଯାତ୍ରୀ…

ଅନାସ୍ଥା ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ନବୀନ, ମୋହନଙ୍କୁ କହିଦେଲେ…

ଭୁବନେଶ୍ୱର,୨୭।୭: ରାଜ୍ୟରେ ଅନାସ୍ଥା ଚର୍ଚ୍ଚା ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ, ବିଜେଡିକୁ ଏକାଠି ହୋଇ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଆହ୍ବନ ଦେଇଛି। ତେବେ ଏହାରି ଭିତରେ ନବୀନ ପଟ୍ଟନାୟକ ମୁହଁ ଖୋଲିଛନ୍ତି। ସେ ଏକ୍ସରେ ପୋଷ୍ଟ କରି…

SCB ମେଡିକାଲରେ ଅବ୍ୟବସ୍ଥା: ଅଗ୍ନିନିରାପତ୍ତା ସିଲିଣ୍ଡରରେ ଝୁଲୁଛି ସାଲାଇନ

କଟକ,୨୭।୭(ଶିଳ୍ପା ପ୍ରିୟଦର୍ଶିନୀ): ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ଏସ୍‌ସିବି)ର ନ୍ୟୁ ମେଡିସିନ ବିଭାଗ ୱାର୍ଡରେ ଅବ୍ୟବସ୍ଥା ଦେଖାଦେଇଛି। ୱାର୍ଡରେ ରୋଗୀଙ୍କଠାରେ ଲାଗୁଥିବା ସାଲାଇନ ବୋତଲ ୱାର୍ଡରେ ଥିବା ଅଗ୍ନିନିରାପତ୍ତା ସିଲିଣ୍ଡରରେ ଝୁଲା ଯାଇଛି। କେବଳ ଏତିକି ନୁହେଁ କେଉଁଠି…

ହେବନାହିଁ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ, ଦିଲ୍ଲୀରୁ ଫେରି ମନମୋହନ ଦେଲେ ସରପ୍ରାଇଜ

ଭୁବନେଶ୍ୱର,୨୭।୭(ସୁନିତ୍‌ ମିଶ୍ର): ନୂଆଦିଲ୍ଲୀ ଗସ୍ତ ଶେଷକରି ଶନିବାର ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶା ଫେରିଛନ୍ତି। ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଓ ଅଦଳବଦଳ ହୋଇପାରେ ବୋଲି ଚର୍ଚ୍ଚା ଚାଲିଛି। ମନ୍ତ୍ରିମଣ୍ଡଳର ଏକ ଫେକ୍‌ ତାଲିକା ପ୍ରସ୍ତୁତ…

ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀଙ୍କୁ ବଳାତ୍କାର ଉଦ୍ୟମ, ଚର୍ଚ୍ଚାରେ ଏଫ୍‌ଏମ୍‌ ବିଶ୍ୱବିଦ୍ୟାଳୟ

ବାଲେଶ୍ୱର, ୨୭।୭ (ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମାହୁତି ନିଅଁାର ତାତି କମି ନ ଥିବାବେଳେ ଫକୀରମୋହନ ବିଶ୍ୱବିଦ୍ୟାଳୟର ଜଣେ ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ଶନିବାର…

ବୈତରଣୀ, ଜଳକାରେ ବନ୍ୟା: ବଢୁଛି ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ

ଭଣ୍ଡାରିପୋଖରୀ /ଆନନ୍ଦପୁର /ଯାଜପୁର /ବାଲେଶ୍ୱର / ଭୋଗରାଇ, ୨୭।୭(ରାଜେନ୍ଦ୍ର ଶତପଥୀ / ସୁଶାନ୍ତ କୁମାର ସାହୁ / ହର୍ଷବର୍ଦ୍ଧନ ବେହେରା /ବାଞ୍ଛାନିଧି ଦେ / ପ୍ରଦୀପ ଦାସ): ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଶନିବାର ଜଳସ୍ତର ହୁ ହୁ…

ଆୟୁଷ୍ମାନ ଭାରତ ଯୋଜନାରେ ୧.୨୧ ଲକ୍ଷ କୋଟି ଟଙ୍କାର ବିଲ୍ ବକେୟା: ଆଇଏମଏର ଚେତାବନୀ

ନୂଆଦିଲ୍ଲୀ,୨୭।୭: ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (AB PM-JAY) ଅଧୀନରେ ୯.୮୪ କୋଟିରୁ ଅଧିକ ହସ୍ପିଟାଲ ଭର୍ତ୍ତି ଅନୁମୋଦିତ ହୋଇଛି, ଏବଂ ଏଥିପାଇଁ ୧.୪୦ ଲକ୍ଷ କୋଟି ଟଙ୍କାରୁ ଅଧିକ ପେମେଣ୍ଟ କରାଯାଇଛି ବୋଲି ସରକାର ଶୁକ୍ରବାର…

ଏନ୍‌କାଉଣ୍ଟରରେ ଟଳିଲେ ୪ ମାଓବାଦୀ, ଏବେ ବି ଜାରି ରହିଛି ଗୁଳିବର୍ଷଣ

ରାୟପୁର,୨୬ା୭: ଛତିଶଗଡ଼ର ବିଜାପୁର ଜିଲାରେ ଶନିବାର ସୁରକ୍ଷାବାହିନୀକୁ ଏକ ବଡ଼ ସଫଳତା ମିଳିଛି। ମାଓବାଦୀମାନଙ୍କ ସହିତ ଚାଲିଥିବା ଏନ୍‌କାଉଣ୍ଟରରେ ସୁରକ୍ଷାବାହିନୀ ଏପର୍ଯ୍ୟନ୍ତ ୪ ଜଣ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ଜଣେ ପୋଲିସ ଅଧିକାରୀ ପିଟିଆଇକୁ କହିଛନ୍ତି ଯେ, ସୁରକ୍ଷାବାହିନୀ ଏବଂ ମାଓବାଦୀଙ୍କ…

କାହିଁକି ମୋଦି ନେଲେ ଏଭଳି ନିଷ୍ପତ୍ତି? ମାଳଦ୍ୱୀପ ଗସ୍ତ ଶେଷ କରି ଦିଲ୍ଲୀ ବଦଳରେ ସିଧା…ଜାଣନ୍ତୁ

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଳଦ୍ୱୀପ ଗସ୍ତ ଶେଷ ହୋଇଛି। ସେ ମାଲଦ୍ୱୀପରୁ ଭାରତ ଫେରୁଛନ୍ତି, କିନ୍ତୁ ଦିଲ୍ଲୀ ନ ଆସି ସିଧାସଳଖ ତାମିଲନାଡୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବିମାନ ରାତିରେ ତାମିଲନାଡୁରେ ଅବତରଣ କରିବ। ବ୍ରିଟେନ ଗସ୍ତ ଶେଷ କରି ମୋଦି…

ମାଳଦ୍ୱୀପର ସ୍ବାଧୀନତା ଦିବସ ପାଳନ ଉତ୍ସବରେ ମୁଖ୍ୟ ଅତିଥି ହେଲେ ମୋଦି, ମୁଇଜୁଙ୍କ ସହ ଫଟୋ ଦେଖି ଚାଇନାର…

ମାଲେ/ନୂଆଦିଲ୍ଲୀ,୨୬ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଳଦ୍ୱୀପ ଗସ୍ତ ଆଜି ଅର୍ଥାତ୍‌ ୨୬ ଜୁଲାଇରେ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ରାଜଧାନୀ ମାଲେରେ ମାଳଦ୍ୱୀପର ୬୦ତମ ସ୍ବାଧୀନତା ଦିବସରେ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ଯାହା ଚୀନ ସମେତ ସମଗ୍ର ବିଶ୍ୱ ପାଇଁ…

ଶିକ୍ଷାର୍ଥୀଙ୍କ ନିରାପତ୍ତା ପାଇଁ ଜାରି ହେଲା ଗାଇଡ୍‌ଲାଇନ୍‌, ଏଥିରେ ରହିଛି…

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଶିକ୍ଷାର୍ଥୀଙ୍କ ନିରାପତ୍ତା ପାଇଁ ଜାରି ହୋଇଛି ଗାଇଡ୍‌ଲାଇନ୍‌। ଏନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦିଆଯାଇଛି। ବିଦ୍ୟାଳୟଗୁଡ଼ିକର ନିରାପତ୍ତା ଯାଞ୍ଚ ବାଧ୍ୟତାମୂଳକ ବୋଲି ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ରହିଛି। ଶିକ୍ଷାର୍ଥୀଙ୍କ ମନସ୍ତାତ୍ତ୍ବିକ ବିକାଶ…

ଅନାସ୍ଥା ପ୍ରସ୍ତାବ: ବିଜେଡି ଦେଲା ସଙ୍କେତ, ଏବେ ଭାଙ୍ଗିବ ସରକାର!

ଭୁବନେଶ୍ୱର,୨୬।୭: ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ ଓ ବିଜେଡି ମିଶି ଭାଜପା ସରକାରଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ ଆହ୍ବନ ଦେଇଛନ୍ତି। ଯାହାକୁ ନେଇ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri