କରୋନା ସଂକ୍ରମଣ ପଛରେ ଚାଇନାର ହାତ: ପ୍ରମାଣ ମିଳିଲେ ପରିଣତି ହେବ ଭୟାବହ; ଚେତାବନୀ ଦେଲେ ଟ୍ରମ୍ପ୍
ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍ ସ୍ଥିତ ଲ୍ୟାବ୍ରୁ କରୋନା ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଥିବା ନେଇ ତଦନ୍ତ ଜାରି ରହିଛି। ଏହି ମର୍ମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍…
ମାଡ଼ି ଆସୁଥିବା ବିପଦକୁ ରୋକିବାର ଉପାୟ ପୃଥିବୀବାସୀଙ୍କ ହାତରେ: ବିଶ୍ୱତାପନ-ଜଳବାୟୁ ପରିବର୍ତ୍ତନକୁ ନିୟନ୍ତ୍ରଣ କରିବାର ରହିଛି ଆବଶ୍ୟକତା
ଓ୍ବାଶିଂଟନ,୨୨।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ବହୁ ଦେଶରେ ଏନେଇ ଲକ୍ ଡାଉନ୍ ଜାରି ହୋଇଛି। ତେବେ ଏହାର ସକାରାତ୍ମକ ପ୍ରଭାବ ପରିବେଶ ଉପରେ ପଡ଼ିଛି। ଯାନବାହାନ ଚଳାଚଳ ନ କରିବାରୁ ବାୟୁମଣ୍ଡଳରେ ଅମ୍ଳଜାନସ୍ତର ଅପେକ୍ଷାକୃତ ଭଲସ୍ଥିତିରେ…
ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଛୁଇଁଲା
ଭୁବନେଶ୍ୱର,୨୨।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୨ରେ ପହଁଚିଛି। ଏ ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। କରୋନା ପଜିଟିଭ ଚିହ୍ନଟ ହୋଇଥିବା…
୪୪ ନମ୍ବର କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶାରେ ୪୪ ନମ୍ବର କରୋନା ଆକ୍ରାନ୍ତ ସୁସ୍ଥ ହେବାପରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। କିଛି ଦିନ ତଳେ ପଶ୍ଚିମବଙ୍ଗ ମେଦିନିପୁରରୁ ଚିକିତ୍ସା ଲାଗି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ଆସିଥିଲେ। ସେଠାରେ ଅନ୍ୟ ରୋଗର ଚିକିତ୍ସା ଚାଲିଥିବା…
କରୋନାକୁ କରନ୍ତୁନି ହେୟଜ୍ଞାନ; ଆଗାମୀ ଦିନରେ ପୃଥିବୀରେ ସୃଷ୍ଟି କରିବ ଭୟଙ୍କର ସ୍ଥିତି: ଡବ୍ଲ୍ୟୁଏଚ୍ଓ
ଜେନେଭା,୨୧।୪: କରୋନା ବିରୋଧରେ ସାରା ପୃଥିବୀରେ ଲଢ଼େଇ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ବହୁ ଦେଶରେ ଲକ୍ ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କୁହାଯାଇଛି ଯେ, ଆଗାମୀ ଦିନରେ କରୋନା ପୃଥିବୀରେ ଭୟଙ୍କର ସ୍ଥିତି…
ସନ୍ଦେହ ଘେରରେ ଚାଇନାର ର଼୍ୟାପିଡ୍ ଟେଷ୍ଟ୍ କିଟ୍: କରୋନା ପଜିଟିଭ୍ ପାଲଟୁଛନ୍ତି ନେଗେଟିଭ୍; ୯୫ ପ୍ରତିଶତ ଘଟଣାରେ ଭୁଲ୍ ସୂଚନା
ଜୟପୁର,୨୧।୪: କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ଭାରତ ଚାଇନାରୁ ର଼୍ୟାପିଡ୍ ଆଣ୍ଟିବଡ଼ି ଟେଷ୍ଟ୍ କିଟ୍ ମଗାଇଥିଲା। ଏହାଦ୍ୱାରା ଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ପାରିବ ବୋଲି କୁହାଯାଇଥିଲା। ପ୍ରଥମେ ଏହାକୁ ରାଜସ୍ଥାନର ହଟ୍ସ୍ପଟ୍ ଅଞ୍ଚଳରେ ବ୍ୟବହାର କରାଯାଇଥିଲା। ତେବେ ଏହି…
କରୋନା ଯୋଦ୍ଧାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: କରୋନା ଚିକିତ୍ସା ବେଳେ ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ ଘଟିଲେ ପରିବାରକୁ ମିଳିବ ୫୦ ଲକ୍ଷ
ଭୁବନେଶ୍ୱର, ୨୧।୪(ବ୍ୟୁରୋ): କରୋନା(କୋଭିଡ-୧୯) ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ କାର୍ଯ୍ୟକରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି ଯେ, ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଡାକ୍ତର…
କରୋନା ପରେ ବାଲ୍ୟ ବିବାହ ବୃଦ୍ଧି ପାଇବା ଆଶଙ୍କା: ଜାତିସଂଘ
ଜେନେଭା,୨୧।୪: କରୋନା ସଂକ୍ରମଣର ତାଣ୍ଡବ ଯୋଗୁ ପୃଥିବୀର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। କରୋନା ପରବର୍ତ୍ତୀ ପୃଥିବୀରେ ବହୁ ପରିବର୍ତ୍ତନ ଆସିବା ସହିତ ଆପରାଧୀକ କାର୍ଯ୍ୟକଳାପ ବଢ଼ିବାର ଆଶଙ୍କା ରହିଛି। ପୃଥିବୀର ବିଭିନ୍ନ ଦେଶରେଥିବା ଶରଣାର୍ଥୀ ମହିଳା ଏବଂ ବାଳିକାମାନେ…
ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୭୯ ଛୁଇଁଲା
ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଏବେ କରୋନା ପଜିଟିଭଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି। ସେପଟେ ଆଉ ଜଣେ ରୋଗୀ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୋଟ…
ପୁଣି ୬ ପଜିଟିଭ୍: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୭୪
ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର…
କରୋନା ସହିତ ଲଢ଼େଇ ପାଇଁ କୋଟିଏ ୨୪ ଲକ୍ଷ ଯୋଦ୍ଧା ପ୍ରସ୍ତୁତ
ନୂଆଦିଲ୍ଲୀ,୨୦।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେହିପରି କରୋନା ସହିତ ଲଢ଼ିବା ପାଇଁ କୋଟିଏ ୨୪ ଲକ୍ଷ ୮୫ ହଜାର ୬୫୯ କରୋନା ଯୋଦ୍ଧା ପ୍ରସ୍ତୁତ…
ଦେଶର ୧୧ଟି ସହରରେ କରୋନା ସଂକ୍ରମଣ ଚିନ୍ତା ଜନକ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍ ଡାଉନ୍ ଘୋଷଣା କରାଯାଇଛି। ଏପରିସ୍ଥଳେ ହଟ୍ ସ୍ପଟ୍ ଅଞ୍ଚଳରେ ଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ର଼୍ୟାପିଡ୍ ଆଣ୍ଟିବଡ଼ି ଟେଷ୍ଟ୍ ମଧ୍ୟ ଆରମ୍ଭ ହୋଇଛି। ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୭,୪୮୦ରେ ପହଞ୍ଚିଛି। ଦେଶର…

