Home Middle

ପୌରସଂସ୍ଥା, ସଦରବ୍ଲକ କାର୍ଯ୍ୟାଳୟକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ:ଯୋଜନାର ଠିକ୍‌ ତଥ୍ୟ ରଖିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୨୯ା୧୦ ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମକୁ ସଫଳତାର ସହ କାର୍ଯ୍ୟକାରୀ କରିବାକୁ ସଚିବମାନେ ବିଭିନ୍ନ ସ୍ଥାନ ଗସ୍ତ କରୁଥିବାବେଳେ ଏହାର ଅନୁଧ୍ୟାନ କରିବାକୁ ଏବେ ମନ୍ତ୍ରୀଙ୍କ ପାଳିପଡିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ…

ଥାନାକୁ ମିଳିବ ଟଙ୍କା: ୫୮୭ ଥାନା ପାଇଁ ୧୭.୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ଥାନାରେ ଜନସାଧାରଣ କିପରି ସେବା ପାଉଛନ୍ତି ‘ମୋ ସରକାର’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେ ସମ୍ପର୍କରେ ନିୟମିତ ଜନସାଧାରଣଙ୍କ ମତାମତ ନେଉଛନ୍ତି। ଥାନାଗୁଡିକ ଯେପରି ଅଧିକ ଦକ୍ଷତାର ସହ ଜନସାଧାରଣଙ୍କୁ ଉନ୍ନତ ସେବା ଯୋଗାଇ…

ଭାରତର ପ୍ରତିରକ୍ଷା କ୍ଷମତା ବୃଦ୍ଧି: ସାମିଲ୍‌ ହେଲା ଫ୍ଲୋଟିଂ ଟେଷ୍ଟ୍‌ ରେଞ୍ଜ୍‌

ନୂଆଦିଲ୍ଲୀ,୨୮।୧୦: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇଛି। ଇତିମଧ୍ୟରେ ଭାସମାନ ପରୀକ୍ଷଣ ରେଞ୍ଜ୍‌(ଫ୍ଲୋଟିଂ ଟେଷ୍ଟ୍‌ ରେଞ୍ଜ୍‌) ପ୍ରତିରକ୍ଷା କ୍ଷେତ୍ରରେ ସାମିଲ୍‌ ହୋଇଛି। ଏହାକୁ ଡିଆର୍‌ଡିଓ ଦ୍ୱାରା ନିର୍ମାଣ କରାଯାଇଛି। ଏହା ୧୦ ହଜାର ଟନ୍‌ ଟଜନ ବିଶିଷ୍ଟ ଏକ ଜାହାଜ। ଏହା…

ଅକ୍ଟୋବର ୩୧ରୁ ଜମ୍ମୁ-କଶ୍ମୀର ହେବ କେନ୍ଦ୍ରଶାସିତ ଅଞ୍ଚଳ: ରାଜନାଥ ସିଂଙ୍କୁ ଭେଟିଲେ ୩ ସେନା ମୁଖ୍ୟ

ନୂଆଦିଲ୍ଲୀ,୨୮।୧୦: ଅକ୍ଟୋବର ୩୧ରୁ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ହେବ। ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ  ସୋମବାର ସେନା ମୁଖ୍ୟ ଜେନେରାଲ ବିପିନ୍‌ ରାଓ୍ବତ୍‌, ନୌସେନା ମୁଖ୍ୟ ଆଡ଼ମିରଲ କରମବୀର ସିଂ ଏବଂ ବାୟୁସେନା ମୁଖ୍ୟ ଆର୍‌.କେ.ଏସ୍‌. ଭଦୌରିୟା ସାକ୍ଷାତ୍‌ କରିଛନ୍ତି।…

ମଙ୍ଗଳବାର କଶ୍ମୀର ଗସ୍ତରେ ଆସିବେ ୨୮ଜଣିଆ ୟୁରୋପିଆନ୍‌ ପ୍ରତିନିଧି ଦଳ: ମୋଦି-ଡୋଭାଲ୍‌ଙ୍କୁ କଲେ ସାକ୍ଷାତ୍‌

ଶ୍ରୀନଗର,୨୮।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ମଙ୍ଗଳବାର ସ୍ଥିତି ଅନୁଧ୍ୟାନ ପାଇଁ ୨୮ ଜଣିଆ ୟୁରୋପିଆନ୍‌ ପ୍ରତିନିଧି ଦଳ ଆସିବେ। ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ଙ୍କୁ ସୋମବାର ସାକ୍ଷାତ୍‌…

ଭାଜପା ପାଇଁ ସଙ୍କଟମୋଚନ ହେବ କି ଏନ୍‌ସିପି

ନୂଆଦିଲ୍ଲୀ,୨୮।୧୦: ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଛି ଟଣାଓଟରା। ଏହି ସମୟରେ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି କି ଏନ୍‌ସିପି ଭାଜପାର ସଙ୍କଟାମୋଚନ ହୋଇ ଉଭା ହେବ କି? କାରଣ ଏବେ ଶରଦ…

ବଗଦାଦିଙ୍କ ୫ମ ଥର ମୃତ୍ୟୁ ଖବର: କେତେ ସତ କେତେ ମିଛ? ରୁଷିଆର ସନ୍ଦେହ-ତୁର୍କୀର ସମର୍ଥନ

ଓ୍ବାଶିଂଟନ,୨୮।୧୦: ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ସଂଗଠନ ମୁଖ୍ୟ ଅବୁ ବକର ଅଲ୍‌ ବଗଦାଦିଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏହାକୁ ମିଶାଇ ୫ମ ଥର ପାଇଁ ଏଭଳି ଖବର ମିଳିଛି। ସିରିୟାରେ ଜାରି ରହିଥିବା ମିଳିତ ସର୍ଚ୍ଚ ଅପରେଶନ୍‌ରେ ଏଭଳି ହୋଇଥିବା ଆମେରିକା ରାଷ୍ଟ୍ରପତି…

ପୃଥିବୀ ଉପରେ ବିପଦ: ଅକ୍ଟୋବର ୩୧ରେ ଗ୍ରହପିଣ୍ଡ ୨୦୧୯ ୟୁଜେ-୩ ଧକ୍କା ଦେବା ଆଶଙ୍କା

ଓ୍ବାଶିଂଟନ,୨୮।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆସନ୍ତା ଅକ୍ଟୋବର ୩୧ରେ ଗ୍ରହପିଣ୍ଡ ୨୦୧୯ ୟୁଜେ-୩ ପୃଥିବୀ ସହିତ ଧକ୍କା ହେବାର ଆଶଙ୍କା ଥିବା ନାସା ପକ୍ଷରୁ କୁହାଯାଇଛି। ଏହା ଘଣ୍ଟାପ୍ରତି ୨୦ ହଜାର ମାଇଲ୍‌ ବେଗରେ ପୃଥିବୀ ଆଡ଼କୁ ମାଡ଼ିଆସୁଛି।…

ପୃଥକ ଭାବେ ରାଜ୍ୟପାଳଙ୍କୁ ସାକ୍ଷାତ୍‌ କରିପାରନ୍ତି ଭାଜପା-ଶିବସେନା

ମୁମ୍ବାଇ,୨୮।୧୦: ମହାରାଷ୍ଟ୍ରରେ ନୂଆ ସରକାର ଗଠନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ଅଙ୍କ କଷା ଛିଡିପାରୁ ନାହିଁ। ଉଭୟଙ୍କ ମଧ୍ୟରେ ମେଣ୍ଟ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ପଦକୁ ନେଇ କୌଣସି କଥା ସ୍ପଷ୍ଟ ହୋଇ ପାରୁନାହିଁ। ଏହି…

ବଗଦାଦିଙ୍କ ମୃତ୍ୟୁର ଖେଳ: ଟ୍ରମ୍ପ୍‌ ଦେଖିଲେ ଲାଇଭ୍‌

ଓ୍ବାଶିଂଟନ,୨୮।୧୦: ଆଇଏସ୍‌ ଆତଙ୍କବାଦୀ ଅବୁ ବକର ଅଲ୍‌ ବଗଦାଦିଙ୍କ ମୃତ୍ୟୁ ଘଟିଛି। ସିରିୟାରେ ଜାରି ରହିଥିବା ମିଳିତ ସର୍ଚ୍ଚ ଅପରେଶନ୍‌ରେ ଏଭଳି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସିଆଇଏ ସହାୟତାରେ ବଗଦାଦିଙ୍କ ସମ୍ପର୍କରେ ଆମେରିକା…

ଆଇଏସ୍‌ ମୁଖ୍ୟ ବଗଦାଦି ୩ ସନ୍ତାନଙ୍କ ସହିତ ନିଜକୁ ଆତ୍ମଘାତୀ ଜ୍ୟାକେଟ୍‌ରେ ଉଡ଼ାଇଲେ: ଟ୍ରମ୍ପ୍‌

ଓ୍ବାଶିଂଟନ,୨୮।୧୦: ଇସଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ସଂଗଠନ ମୁଖ୍ୟ ଅବୁ ବକର ଅଲ୍‌ ବଗଦାଦି ୩ ସନ୍ତାନଙ୍କ ସହିତ ନିଜକୁ ଆତ୍ମଘାତୀ ଜ୍ୟାକେଟ୍‌ରେ ଉଡ଼ାଇଛନ୍ତି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୂଚନା ଦେଇଛନ୍ତି। ସିରିଆରେ ହୋଇଥିବା ଆମେରିକା ସୈନ୍ୟ ବାହିନୀ…

ଦିଲ୍ଲୀରେ ବଢିଲା ପ୍ରଦୂଷଣର ମାତ୍ରା

ନୂଆଦିଲ୍ଲୀ,୨୮।୧୦: ସମସ୍ତ ବାରଣ ସତ୍ତ୍ୱେ ବି ରାଜଧାନୀ ଦିଲ୍ଲୀରେ ରବିବାର ଲୋକେ ବାଣ ଫୁଟାଇ ପାଳନ କଲେ ଦୀପାବଳି। ଆଉ ଏହାର ଫଳ ସ୍ବରୂପ ସୋମବାର ସକାଳେ ଲୋକେ ନିଃଶ୍ୱାସ ନେବାରେ ନାନା ଅସୁବିଧାର ସମ୍ମୁଖୀନ ହେଲେ। କାରଣ ଏଠାରେ ପ୍ରଦୂଷଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri