ମୌସୁମୀ ବର୍ଷା, ବନ୍ୟା ନେଇଛି ୨୧୫୫ ଜୀବନ
ନୂଆଦିଲ୍ଳୀ,୨୬ା୧୦(ପି.ଟି.): ଚଳିତ ବର୍ଷ ଦେଶରେ ମୌସୁମୀ ବର୍ଷା ଓ ବନ୍ୟା ଜନିତ ମୃତ୍ୟୁସଂଖ୍ୟା ୨୧୫୫ରେ ପହଞ୍ଚତ୍ଥିଲାବେଳେ ୮୦୩ ଜଣ ଆହତ ହୋଇଛନ୍ତି। ଅନ୍ୟ ୪୫ ଜଣ ନିଖୋଜ ହୋଇଛନ୍ତି। ବନ୍ୟା ଯୋଗୁ ୨୨ ରାଜ୍ୟର ୨୬ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ…
ହରିୟାଣାର ୯୩% ନବନିର୍ବାଚିତ ବିଧାୟକ କୋଟିପତି
ନୂଆଦିଲ୍ଲୀ,୨୬ା୧୦(ପି.ଟି.): ହରିୟାଣାର ନବନିର୍ବାଚିତ ୯୦ ବିଧାୟକଙ୍କ ମଧ୍ୟରୁ ୮୪ ଜଣ କୋଟିପତି ଥିବା ଆସୋସିଏଶନ୍ ଫର ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର୍) ବିଶ୍ଳେଷଣରୁ ଜଣାପଡିଛି। ଅର୍ଥାତ୍ ୯୩ ପ୍ରତିଶତ ବିଧାୟକଙ୍କ ସମ୍ପତ୍ତି ପରିମାଣ ୧ କୋଟି ଟଙ୍କାରୁ ଅଧିକ। ପୂର୍ବ ବିଧାନସଭାରେ ୭୫…
୧୩୮ କୋଟିର ଜିଏସ୍ଟି ଠକେଇ: ୪ ଗିରଫ
କଟକ ଅଫିସ/ରାଉରକେଲା ଅଫିସ୍, ୨୬।୧୦: ନା କିଣା ହୋଇଛି ସାମଗ୍ରୀ, ନା ବିକ୍ରୟ ହୋଇଛି। ମାତ୍ର କାଗଜପତ୍ରରେ ଦର୍ଶାଯାଇଛି ବହୁ କୋଟି ଟଙ୍କାର କାରବାର। ଏହିଭଳି ଜାଲିଆତି ମାଧ୍ୟମରେ ୧୩୮ କୋଟି ଟଙ୍କାର ଜିଏସ୍ଟି ଠକେଇ ହୋଇଛି। ଏଥିରେ ସମ୍ପୃକ୍ତ ରହିଛି…
ଉଚ୍ଚ ପଦବୀରେ ପୁଣି ଜଣେ ଓଡ଼ିଆ : ଜମ୍ମୁ-କଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ
ନୂଆଦିଲ୍ଲୀ,୨୫ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘନିଷ୍ଠ ଭାବେ ପରିଚିତ ଓଡ଼ିଆ ଆଇଏଏସ୍ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ୧୯୮୫ ବ୍ୟାଚ୍ର ଏହି ଗୁଜରାଟ କ୍ୟାଡର ଆଇଏଏସ୍ ଅଫିସର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟରେ ବ୍ୟୟ ବିଭାଗ…
ପିଓକେ ଭାରତର ଅଂଶ : ସେନା ମୁଖ୍ୟ
ନୂଆଦିଲ୍ଲୀ,୨୫।୧୦: ଭାରତୀୟ ସେନା ମୁଖ୍ୟ ବିପିନ ରାଓ୍ବତ ଶୁକ୍ରବାର କହିଛନ୍ତି ପାକ୍ ଅଧିକୃତ କଶ୍ମୀର(ପିଓକେ) ଓ ଗିଲଗିଟ ବାଲତିସ୍ତାନ ଭାରତର ଅଂଶ। ଏହାକୁ ପାକିସ୍ତାନ ଆତଙ୍କବାଦୀ ଜବରଦସ୍ତ ମାଡି ବସିଛନ୍ତି। ଏହା ଖୁବ୍ଶୀଘ୍ର ଜମ୍ମୁ-କଶ୍ମୀରରେ ମିଶିବ ବୋଲି ସେ କହିଛନ୍ତି। ଯେତେବେଳେ…
‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମର ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅରୂପ ହେଲେ ଆବାହକ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମ ସମ୍ପର୍କରେ ଘୋଷଣା କରିଛନ୍ତି। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଏହି ସମାଜ ସେବାକାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଘୋଷଣା ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ଜନତା ଦଳ…
ରେକର୍ଡ ବିଜୟ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରୀତା, ଜିତିବାର ଶ୍ରେୟ ସଭାପତିଙ୍କୁ ଦେଲେ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ବଡ଼ ବ୍ୟବଧାନରେ ବିଜୟ ହାସଲ କରି ରାଜ୍ୟରେ ରେକର୍ଡ ସୃଷ୍ଟି କରିଛନ୍ତି ବିଜେଡି ପ୍ରାର୍ଥୀ ରୀତା ସାହୁ। ଏହି ବିଜୟ ପରେ ରୀତା ଶୁକ୍ରବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ତାଙ୍କ…
ରେକର୍ଡ ରଚିଲେ ରୀତା
ବରଗଡ଼ ଅଫିସ/ପଦ୍ମପୁର/ଭୁବନେଶ୍ୱର(ବ୍ୟୁରୋ)୨୫-୧୦:ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟଗଣତି ଗୁରୁବାର ସରିବା ପରେ ଫଳାଫଳ ଘୋଷିତ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜୟୀ ହେବା ସହିତ ଦଳ ପାଇଁ ହାଟ୍ରିକ ବିଜୟ ଆଣିଛନ୍ତି। କେବଳ ସେତିକି ନୁହେଁ, ବିଧାନସଭା ନିର୍ବାଚନରେ…
ମହାରାଷ୍ଟ୍ରରେ ଏନ୍ଡିଏ, ହରିୟାଣାରେ ଝୁଲା
ନୂଆଦିଲ୍ଲୀ,୨୫-୧୦(ପି.ଟି.):ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶାସକ ଭାଜପା-ଶିବସେନା ମେଣ୍ଟକୁ ପୁଣିଥରେ ସରକାର ଗଠନ ପାଇଁ ସ୍ପଷ୍ଟ ଜନାଦେଶ ମିଳିଥିବାବେଳେ ହରିୟାଣାରେ ଗୈରିକ ଦଳ ସବୁଠୁ ବଡ଼ ଦଳ ଭାବେ ଉଭା ହୋଇଛି। ମହାରାଷ୍ଟ୍ରରେ ଭାଜପାକୁ ୧୦୬ ଓ ଶିବସେନାକୁ ୫୬ ଆସନରେ ସଫଳତା…
ବିଜେପୁର ଉପନିର୍ବାଚନରେ ନବୀନ ଲହର: ୫୦ହଜାର ଟପି ପାରିଲାନି ଭାଜପା; ଅମାନତ ହରାଇଲା କଂଗ୍ରେସ
ବରଗଡ଼ ଅଫିସ,୨୪।୧୦: ବିଜେପୁର ଉପନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ରାଜ୍ୟ ଭାଜପା ଏବଂ କଂଗ୍ରେସକୁ ଶକ୍ତ ଧକ୍କା ଲାଗିଛି। ଭାଜପା ପକ୍ଷରୁ ପ୍ରଚାର ଭାର ସମ୍ଭାଳିଥିବା ନେତାମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯେଉଁ ଚ୍ୟାଲେଞ୍ଜ ଦେଇଥିଲେ, ତାହା ଲୋକେ ଗ୍ରହଣ…
ଗାନ୍ଧୀ ପରିବାର ବିନା କଂଗ୍ରେସର ଭଲ ପ୍ରଦର୍ଶନ
ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରିଛି। ଏମିତିକି ହରିୟାଣାରେ ଭାଜପା ପାଇଁ କଂଗ୍ରେସ ବଡ ସମସ୍ୟା ହୋଇ ଠିଆ ହୋଇଛି। ଏବେ ଆଲୋଚନା ହେଉଛି କି ହରିୟାଣା ବିଧାନସଭା ନିର୍ବାଚନ ପ୍ରଚାରରେ ଗାନ୍ଧୀ…
ଟେଲିଫୋନ୍ କମ୍ପାନୀଙ୍କୁ ସୁପ୍ରିମ୍କୋର୍ଟରେ ଝଟ୍କା: ଡଟ୍ ଆବେଦନକୁ ମଞ୍ଜୁରୀ; ଦେବାକୁ ପଡ଼ିବ ୯୨ ହଜାର କୋଟିରୁ ଅଧିକ ବକେୟା
ନୂଆଦିଲ୍ଲୀ,୨୪।୧୦: ଦେଶର ବିଭିନ୍ନ ଟେଲିଫୋନ୍ କମ୍ପାନୀଗୁଡ଼ିକୁ ସୁପ୍ରିମ୍କୋର୍ଟରେ ବଡ଼ ଝଟ୍କା ମିଳିଛି। ଡିପାର୍ଟମେଣ୍ଟ୍ ଅଫ୍ ଟେଲିକମ୍ୟୁନିକେଶନ (ଡଟ୍) ପକ୍ଷରୁ ବକେୟା ଆଦାୟ ପାଇଁ ଏକ ଆବେଦନ କରାଯାଇଥିଲା। ଏହାର ଶୁଣାଣି କରି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ, ସମ୍ପୃକ୍ତ କମ୍ପାନୀଗୁଡ଼ିକୁ ୯୨…
Archives


