Home Middle

କରୋନାକୁ ପରାସ୍ତ କରିବ ଭାରତ; ପୋଲିଓ ଅଭିଯାନରୁ ମିଳିଥିବା ଅଭିଜ୍ଞତା ହେବ ଉପଯୋଗୀ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୬।୪: ଭାରତରେ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ପ୍ରଶଂସା କରାଯାଇଛି। ଭାରତ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପ ଯୋଗୁ କରୋନା ପରାସ୍ତ ହେବାର ଆଶା ରହିଥିବା ଡବ୍ଲ୍ୟୁଏଚ୍‌ଓ କହିଛି। ବିଗତ ଦିନରେ…

କରୋନାକୁ ଡରି ଭୋକରେ ମରିବାକୁ ଚାହୁଁ ନାହାଁନ୍ତି ଇଟାଲିର ଜନସାଧାରଣ: ମରିବୁ ପଛେ ବାହାରକୁ ଯାଇ କରିବୁ କାମ !

ମିଲାନ,୧୬।୪: କରୋନା ସଂକ୍ରମଣ ଯୋଗୁ ଇଟାଲିର ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଜାରି ହୋଇଛି। ତେବେ ଏହାଦ୍ୱାରା ଅଣ-ସଂଗଠିତ କ୍ଷେତ୍ର ଏବଂ ନିଜେ ଛୋଟମୋଟ ବ୍ୟବସାୟ କରୁଥିବା ବହୁ ଲୋକଙ୍କ ପାଖରେ…

ଚାଇନା ପଠାଇଲା ସାଢ଼େ ୬ ଲକ୍ଷ ଟେଷ୍ଟ୍‌ କିଟ୍‌: ୧୫ ମିନିଟ୍‌ରେ ସଂକ୍ରମିତ ହେବେ ଚିହ୍ନଟ !

ନୂଆଦିଲ୍ଲୀ,୧୬।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ପାଇଁ ଏବେ କରାଯାଉଥିବା ପରୀକ୍ଷାରେ ହାରାହାରି ୫ ଘଣ୍ଟା ଲାଗୁଛି। ତେବେ ଶୀଘ୍ର ଚିହ୍ନଟ କରିବା ଲାଗି ଚାଇନା ଭାରତକୁ…

ଗୋଟିଏ ଦିନରେ ୧୧୯୭ କରୋନା ଟେଷ୍ଟ: ସବୁ ରିପୋର୍ଟ ନେଗେଟିଭ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): ସାରା ଦେଶରେ କରୋନା ଭାଇରସ୍‌ କାୟା ମେଲାଇ ଚାଲିଛି। ରାଜ୍ୟରେ ମଧ୍ୟ ଏହାର ପ୍ରକୋପ ଜାରି ରହିଛି। ଇତିମଧ୍ୟରେ ବୁଧବାର ଏକ ଖୁସି ଖବର ସାମ୍ନାକୁ ଆସିଛି। ଯାହା ରାଜ୍ୟବାସୀଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ଆଣିଦେଇଛି। ସୂଚନା ମୁତାବକ ବୁଧବାର…

ଆରୋଗ୍ୟ ସେତୁ ଆପ୍‌ରେ ପ୍ରିଭେସି ବିପନ୍ନ ଆଶଙ୍କା

ନୂଆଦିଲ୍ଲୀ,୧୬ା୪: କୋଭିଡ୍‌-୧୯ ଲଢ଼େଇ ଦିଗରେ ଆରୋଗ୍ୟ ସେତୁ ଆପ୍‌ ଏକ ପ୍ରମୁଖ ଅସ୍ତ୍ର ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରି ଏହା କହିଛନ୍ତି। ମାତ୍ର ଏହି ଆପ୍ଲିକେଶନରେ ବ୍ୟକ୍ତିଗତ ପ୍ରିଭେସି ବିପନ୍ନ ହେବା ନେଇ ବିଶେଷଜ୍ଞମାନେ ଆଶଙ୍କା…

ବିମାନ ଚଳାଚଳ କ୍ଷେତ୍ରର ୨୦ ଲକ୍ଷ ଚାକିରି ବିପଦରେ

ନୂଆଦିଲ୍ଲୀ,୧୬ା୪: ଭାରତର ବିମାନ ଚଳାଚଳ କ୍ଷେତ୍ର ଏବଂ ସ୍ବାଧୀନ କ୍ଷେତ୍ରଗୁଡିକରେ ୨୦ ଲକ୍ଷ ଚାକିରି ଏବେ ବିପଦରେ ରହିଛି। କରୋନା ଯୋଗୁ ବଜାର କ୍ଷତିଗ୍ରସ୍ତ ହେବାରୁ ଏଭଳି ବିପଦ ଆସିଛି ବୋଲି ଇଣ୍ଟରନ୍ୟାଶନାଲ ଏୟାର ଟ୍ରାନ୍ସପୋର୍ଟ ଆସୋସିଏଶନ( ଆଇଏଟିଏ) ପକ୍ଷରୁ ସୂଚନା…

ଦ୍ୱିତୀୟ ପ୍ୟାକେଜ ନେଇ ନିଷ୍ପତ୍ତି ଶୀଘ୍ର

ନୂଆଦିଲ୍ଲୀ,୧୬ା୪: ଦେଶର ଅର୍ଥ ବ୍ୟବସ୍ଥା ଉପରେ କୋଭିଡ-୧୯ର ଗଭୀର ପ୍ରଭାବ ରହିଛି। ପ୍ରଭାବକୁ କମ୍‌ କରିବା ଲାଗି ସରକାର ପ୍ରାଥମିକ ପର୍ଯ୍ୟାୟରେ ୧.୭ ଲକ୍ଷ କୋଟି ଟଙ୍କାର ପ୍ରୋତ୍ସାହନ ପ୍ୟାକେଜ ଘୋଷଣା କରିଛନ୍ତି। ସାଧାରଣ ଲୋକଙ୍କ ଲାଗି ଏହି ପ୍ୟାକେଜ ଆସିଥିବା…

ବିଶ୍ୱରେ ୨୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭାରତ ୧୯ତମ ସଂକ୍ରମିତ ଦେଶ, ଓଡ଼ିଶାରେ ପରୀକ୍ଷଣର ୧.୦୮% ଆକ୍ରାନ୍ତ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ସମଗ୍ର ବିଶ୍ୱରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଏପ୍ରିଲ ୧୫ ସୁଦ୍ଧା ୨୧୦ଟି ଦେଶ ସହ ୨ଟି ଜାହାଜରେ କରୋନା ସଂକ୍ରମଣ ହୋଇଛି। ସେହିଭଳି ବିଶ୍ୱସ୍ତରରେ ଏଥିରେ ମୃତକଙ୍କ ସଂଖ୍ୟା ମଙ୍ଗଳବାର ୧୯ ଲକ୍ଷ ହଜାର ୩୦ହଜାର…

୨୩ ସଂକ୍ରମିତ ପାଲଟିଲେ ସୁପର ସ୍ପ୍ରେଡ଼ର: ୫୫୮ ଲୋକଙ୍କ ପାଖରେ ପହଞ୍ଚିଲା କରୋନା ମହାମାରୀ ସଂକ୍ରମଣ !

ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ୭ ରାଜ୍ୟର ୧୫ ଜିଲାରେ ୨୩ ଜଣ ସଂକ୍ରମିତ ସୁପର ସ୍ପ୍ରେଡ଼ର ପାଲଟିଥିବା କୁହାଯାଉଛି। ସେମାନଙ୍କ ଦ୍ୱାରା ୫୫୮ ଜଣଙ୍କ ପାଖରେ ମହାମାରୀ ସଂକ୍ରମଣ ପହଞ୍ଚିଛି। ବିଦେଶରୁ…

ଦେଶର ୩୮୮ ଜିଲାରେ କରୋନା ସଂକ୍ରମଣ: ୪ ସହରରେ ୨୫୮୪ ଜଣ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୧୫।୪: ଦେଶର କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ବର୍ତ୍ତମାନ ସୁଦ୍ଧା ଦେଶର ୩୮୮ ଜିଲାରେ କରୋନା ସଂକ୍ରମଣ ହୋଇଛି। ସେହିପରି ମୁମ୍ବାଇ, ଜୟପୁର, ଇନ୍ଦୋର ଏବଂ ଅହମଦାବାଦ୍‌ ଆଦି ୪ ସହରରେ…

ଲକ୍‌ଡାଉନ୍‌-୨: ସରକାର ଜାରି କଲେ ନୂଆ ଗାଇଡ୍‌ ଲାଇନ୍‌

ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଲକ୍‌ଡ଼ାଉନ୍‌-୨(ଏପ୍ରିଲ୍‌-୧୫ରୁ ମେ ୩) ପାଇଁ ନୂଆ ଗାଇଡ୍‌ ଲାଇନ୍‌ ଜାରି ହୋଇଛି। ନୂଆ…

ଆମେରିକାରୁ ଆସିଲା ଖୁସି ଖବର: କରୋନା ସଂକ୍ରମଣରେ ଫୁସ୍‌ଫୁସ୍‌କୁ ସୁରକ୍ଷିତ ରଖିବ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌ !

ନ୍ୟୁୟର୍କ,୧୫।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ବୈଜ୍ଞାନିକମାନେ ଔଷଧ ପ୍ରସ୍ତୁତିରେ ଲାଗି ରହିଛନ୍ତି। ଦିନରାତି ଏନେଇ ଉଦ୍ୟମ ଅବ୍ୟାହତ ରହିଛି। ତେବେ ଆମେରିକାରୁ ଖୁସି ଖବର ମିଳିଛି। ଆମେରିକା ନ୍ୟୁୟର୍କରେ ବୈଜ୍ଞାନିକମାନେ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌ ପ୍ରସ୍ତୁତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?