Home Middle

ଶୁକ୍ରବାର ଯାଏ ଲାଗି ରହିବ ବର୍ଷା: ୫ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ, ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ପକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେଉଥିବା ବେଳେ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷକରି ବ୍ରହ୍ମପୁର, ଗଜପତି,…

ମାଡ଼ି ଆସୁଛି ବିପଦ: ଆଣ୍ଟାର୍କଟିକା ହିମ ପାହାଡ଼ରେ ୨୦ କିମି ଫାଟ; ସମୁଦ୍ର ଆଁରେ ଉପକୂଳବର୍ତ୍ତୀ ଅଞ୍ଚଳ

ଓ୍ବାଶିଂଟନ,୨୪।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକା ହିମ ପାହାଡ଼ରେ ୨୦ କିମି ଫାଟ ସୃଷ୍ଟି ହୋଇଛି। ଜଳବାୟୁ ପରିବର୍ତ୍ତନ ଏବଂ ଗ୍ଲୋବାଲ୍‌ ଓ୍ବାର୍ମିଂ ଯୋଗୁ ଆଣ୍ଟାର୍କଟିକାର ପଶ୍ଚିମରେ ଥିବା ପାଇନ୍‌ ଦ୍ୱୀପରେ ବିରାଟ ହିମ ପାହାଡ଼ରେ ଏଭଳି ହୋଇଥିବା…

ବିଜେପୁରରେ ପୁଣି ରୀତା, ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ବାଜିମାତ କଲେ ବିଜେଡି ପ୍ରାର୍ଥୀ ରୀତା ସାହୁ। ରେକର୍ଡ ବ୍ୟବଧାନରେ ରୀତା ଭାଜପା ପ୍ରାର୍ଥୀ ସନତ ଗଡ଼ତିଆଙ୍କୁ ୯୭,୯୯୦ ଭୋଟରେ ହରାଇଛନ୍ତି। ଶେଷ ୨୧ ରାଉଣ୍ଡରେ ରୀତାଙ୍କୁ ମୋଟ ୧,୩୫,୯୪୯ ଭୋଟ ମିଳିଥିବା…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବି ବିଜୟ ପାଇଁ ଭାଜପା କରୁଛି କସରତ

ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜମ୍ମୁ- କଶ୍ମୀରରେ ଉଚ୍ଛେଦ କରାଯାଇଥିବା ଅନୁଚ୍ଛେଦ ୩୭୦ ଓ ୩୫ ଏକୁ ମୁଖ୍ୟ ଅସ୍ତ୍ର କରିଥିଲେ। ଏହାକୁ ନେଇ ସେ ବିରୋଧୀ କଂଗ୍ରେସ ଉପରେ ଖୁବ୍‌…

ବରଗଡ଼ ଉପନିର୍ବାଚନ LIVE UPDATES: ୧୮ ରାଉଣ୍ଡ ସୁଦ୍ଧା ୮୭,୩୭୩ ଭୋଟରେ ବିଜେଡି ଆଗୁଆ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ଭୋଟ ଗଣତି ଜାରି ରହିଛି। ୧୮ ରାଉଣ୍ଡ ସୁଦ୍ଧା ବିଜେଡିକୁ ୧,୨୦,୯୮୪ ଭୋଟ ମିଳିଥିବା ବେଳେ ଭାଜପାକୁ ୩୩,୬୧୧, କଂଗ୍ରେସକୁ ୫୦୪୭ ଖଣ୍ଡ ଭୋଟ ମିଳିଛି। ବିଜେଡି ପ୍ରାର୍ଥୀନୀ ରୀତା…

ବିଜେପୁର ଉପନିର୍ବାଚନ: ନବୀନଙ୍କୁ ଟପିଲେ ରୀତା

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦- ଚଳିତ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ରେକର୍ଡ ସୃଷ୍ଟି ଦିଗରେ ଅଗ୍ରସର ହେଉଛନ୍ତି। ଏପରିକି ଗତ ସାଧାରଣ ନିର୍ବାଚନରେ ଦଳୀୟ ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀ ହୋଇ ଯେଉଁ ବ୍ୟବଧାନରେ ଜିତିଥିଲେ,…

ହରିୟାଣାରେ କର୍ନାଟକ ଭଳି ଗେମ୍‌ ପ୍ଲାନ୍‌: ଚୌତାଲା ହେବେ କି ଦ୍ୱିତୀୟ କୁମାରସ୍ବାମୀ ?

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ଆସିବାକୁ ବାକିଥିବା ବେଳେ ଏବେ ସେଠାରେ ତ୍ରିଶଙ୍କୁ ସରକାର ଗଠନ ହେବ ବୋଲି ଅନୁମାନ କରାଯାଉଛି। ଯଦି ଏହା ହୁଏ ତେବେ କଂଗ୍ରେସ ପୁରୁଣା ଫର୍ମୁଲା ଗ୍ରହଣ କରିପାରେ ବୋଲି ଆଲୋଚନା ହେଉଛି। ଭାଜପାକୁ…

ବିଜେପୁର ଉପନିର୍ବାଚନ LIVE UPDATE: ଦ୍ୱାଦଶ ରାଉଣ୍ଡ ସୁଦ୍ଧା ବିଜେଡି ୫୯,୬୬୬ ଭୋଟରେ ଆଗୁଆ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟ ଗଣତି ଗୁରୁବାର ସକାଳୁ ଜାରି ରହିଛି। ଦ୍ୱାଦଶ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁ ୫୯,୬୬୬ ଭୋଟରେ ଆଗୁଆ ଅଛନ୍ତି। ରୀତାଙ୍କୁ ମୋଟ ୮୨ ହଜାର ୮୯୩ ଖଣ୍ଡ ଭୋଟ…

ଏକ୍‌ଜିଟ୍‌ ପୋଲ୍‌ ଭୁଲ୍‌ ସାବ୍ୟସ୍ତ ହେଲା: ଖଟ୍ଟରଙ୍କୁ ଦିଲ୍ଲୀ ଡାକରା

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ରାଜ୍ୟରେ ଭାଜପା ବହୁମତ ପାଇବା ଆଶା କ୍ଷୀଣ ହେବାରେ ଲାଗିଛି। ଏକ୍‌ଜିଟ୍‌ ପୋଲ୍‌ରେ ଭାଜପା ରାଜ୍ୟରେ ଭଲ ପ୍ରଦର୍ଶନ କରିବ ବୋଲି କୁହାଯାଇଥିଲା। ତେବେ ଏହା ଭୁଲ୍‌ ସାବ୍ୟସ୍ତ ହୋଇଥିବା…

ମୁଖ୍ୟମନ୍ତ୍ରୀ ପଦ ଦିଅ ସମର୍ଥନ ନିଅ: ଜେଜେପି

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନର ଭୋଟଗଣତି ଜାରି ରହିଛି। ଏଠାରେ ଭାଜପା ବହୁମତ ହାସଲଠାରୁ ପଛରେ ପଡ଼ିଛି। ଅପରପକ୍ଷରେ କଂଗ୍ରେସ ଶାସକ ଦଳ ସହିତ କଡ଼ା ମୁକାବିଲା ଜାରି ରଖିଛି। ଏଠାରେ ସରକାର ଗଠନ ପାଇଁ ଜନନାୟକ ଜନତା ପାର୍ଟି(ଜେଜେପି) କିଙ୍ଗ୍‌ମେକର…

ବିଜୟ ପୂର୍ବରୁ ଭାଜପା କାର୍ଯ୍ୟାଳୟରେ ଲଡୁ ପ୍ରସ୍ତୁତ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଗଣତି ପରେ ଉତ୍ସାହିତ ହୋଇ ପଡିଛି ଭାରତୀୟ ଜନତା ପାର୍ଟି(ଭାଜପା)। ବିଜୟକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ବିଜୟ ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। ଭାଜପା ନେତା ତଥା କର୍ମୀମାନେ ମିଠା…

ବିଜେପୁର ଉପନିର୍ବାଚନ: ଚତୁର୍ଥ ରାଉଣ୍ଡ ସୁଦ୍ଧା ୨୩ହଜାର ୩୬୫ ଭୋଟରେ ବିଜେଡି ଆଗରେ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟ ଗଣତି ଚାଲିଥିବା ବେଳେ ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡିର ପ୍ରାର୍ଥୀ ରୀତା ସାହୁ ୨୩ ହଜାର ୩୬୫ ଭୋଟରେ ଆଗୁଆ ଅଛନ୍ତି। ଚତୁର୍ଥ ରାଉଣ୍ଡ ସୁଦ୍ଧା ରୀତାଙ୍କୁ ମୋଟ ୩୧ହଜାର ୨୮୬…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri