୧୧ କୋଟି ୭୦ ଲକ୍ଷ ଶିଶୁଙ୍କୁ ମିଳିମିଳା ହେବା ଆଶଙ୍କା: ଜାତିସଂଘ
ଜେନେଭା,୧୫।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଜାତିସଂଘ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ ଦିଆଯାଇଛି। ଜାତିସଂଘ ପକ୍ଷରୁ ସୂଚନା ଦିଆଯାଇଛି ଯେ, ପୃଥିବୀର…
ମହାରାଷ୍ଟ୍ରରେ ସଙ୍କଟ, ମେଘାଳୟରେ ଆରମ୍ଭ
ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ଟପିଲାଣି। ଦେଶରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ଏଠାରେ ଏବେ ମୃତ୍ୟୁସଂଖ୍ୟା ୧୬୦ ଟପିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୨,୫୦୦…
ଗଣମାଧ୍ୟମକୁ ଜରୁରୀ ସେବା ଘୋଷଣା କର: ସରକାରମାନଙ୍କୁ ୟୁନେସ୍କୋର ପରାମର୍ଶ
ଜାତିସଂଘ,୧୫ । ୪: ମହାମାରୀ କରୋନା ବିଶ୍ୱର ୨୦୯ ରାଷ୍ଟ୍ରକୁ ଗ୍ରାସ କରିଛି। ଏହାର ମୁକାବିଲା ପାଇଁ ଅଧିକାଂଶ ଦେଶରେ ଲକ୍ଡାଉନ୍ ଓ ଶଟଡାଉନ୍ ଘୋଷଣା କରାଯାଇଥିବାବେଳେ ସୃଷ୍ଟି ହୋଇଛି ଅଚଳାବସ୍ଥା। ଏପରି ସମୟରେ ଖବରକାଗଜ ସଂସ୍ଥାଗୁଡ଼ିକ ସର୍ବାଧିକ ପ୍ରଭାବିତ ହୋଇଛନ୍ତି।…
ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ ଛୁଇଁଲା
ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସୋମବାର ଯାଜପୁରର ଜଣେ ବ୍ୟକ୍ତି କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଥିବା ବେଳେ ମଙ୍ଗଳବାର ଆଉ ୪ଜଣଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି। ସମସ୍ତ ପଜିଟିଭ୍ ଭୁବନେଶ୍ୱରର। ଏହାକୁ ମିଶାଇ ରାଜଧାନୀରେ ଆକ୍ରାନ୍ତଙ୍କ ମଧ୍ୟରୁ…
ଲକ୍ଡାଉନ୍ର ପ୍ରଭାବ: ଭାରତର ଅଭିବୃଦ୍ଧି ହାର ରହିବ ଶୂନ ପ୍ରତିଶତ; ୨୩୪,୦୦ କୋଟି ଡଲାର କ୍ଷତି ସହିବ ଦେଶ
ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତରେ ଲକ୍ଡାଉନ୍ରେ ଜାରି ହୋଇଛି। ତେବେ ଏହାଦ୍ୱାରା ଭାରତୀୟ ଅର୍ଥନୀତିର ମେରୁଦଣ୍ଡ ଦୋହଲି ଯିବାର ଆଶଙ୍କା ରହିଛି ବୋଲି ବ୍ରିଟିଶ୍ ବ୍ରୋକରେଜ୍ କମ୍ପାନୀ ବାର୍କଲେ ପକ୍ଷରୁ ଏକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଲକ୍ଡାଉନ୍…
ଖରାଦିନେ କରୋନା ସଂକ୍ରମଣ କମିବା ଆଶଙ୍କା କମ୍: ଭାରତ-ବ୍ରାଜିଲ୍ରେ ୨ ଗୁଣା ବେଗରେ ପାଉଛି ବୃଦ୍ଧି; ଶୀତପ୍ରଧାନ ଦେଶରେ ରଚିଥିଲା ୯୦ ଦିନର ମୃତ୍ୟୁ ତାଣ୍ଡବ !
ଓ୍ବାଶିଂଟନ,୧୪।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀର ଆତଙ୍କ ଦେଖାଦେଇଛି। ଗତ ୯୦ ଦିନ ଧରି କରୋନା ପୃଥିବୀର ଶୀତପ୍ରଧାନ ଦେଶଗୁଡ଼ିକରେ ମୃତ୍ୟୁର ତାଣ୍ଡବ ରଚିଥିଲା। ଏବେ ଗତ ୧୨ ଦିନ ଧରି ଗ୍ରୀଷ୍ମପ୍ରଧାନ ଦେଶରେ କରୋନା ଆତଙ୍କ ସୃଷ୍ଟି କରିଛି। ଗ୍ରୀଷ୍ମପ୍ରଧାନ…
ମୋଦିଙ୍କ ସାତମନ୍ତ୍ରର ସପ୍ତପଦୀ: ଉଷୁମ ପାଣି-ହର୍ବାଲ ଚା କାଢ଼ା ପିଇବାକୁ ଦେଲେ ପରାମର୍ଶ
ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଲକ୍ଡାଉନ୍ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହି ଅବସରରେ ସେ ସପ୍ତପଦୀ ସମ୍ପର୍କରେ ସୂଚନା ଦେବା ସହିତ କରୋନା ସହିତ ସଫଳ…
ଲକ୍ଡାଉନ୍କୁ ଭୟ ନାହିଁ, ଦେଶରେ ମହଜୁଦ୍ ରହିଛି ଖାଦ୍ୟ-ଔଷଧ-ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ: ଅମିତ ଶାହା
ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍ଡାଉନ୍ ସମୟସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ତେବେ ଏନେଇ…
ଲକ୍ଡାଉନ୍ ସମୟ ସୀମା ବୃଦ୍ଧିକୁ ସମର୍ଥନ କଲା କଂଗ୍ରେସ: କରୋନା ଲଢ଼େଇର ରୋଡ୍ମ୍ୟାପ୍ ସମ୍ପର୍କରେ ଉଠିଲା ପ୍ରଶ୍ନ
ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍ଡାଉନ୍ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏଭଳି ନିଷ୍ପତ୍ତିକୁ କଂଗ୍ରେସ ପକ୍ଷରୁ ସମର୍ଥନ କରାଯାଇଛି। ଏହା…
ଯାଜପୁର ଜିଲାରେ ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ: କଣ୍ଟେନମେଣ୍ଟ ଅଞ୍ଚଳ ଭାବେ ଘୋଷଣା ହେଲା ସାନତ୍ରିଲୋଚନପୁର ଓ ସଇପୁର
ଯାଜପୁର ଅଫିସ,୧୪।୪: ରାଜ୍ୟରେ ଚିହ୍ନଟ ହୋଇଥିବା ୫୬ ନମ୍ବର କରୋନା ଆକ୍ରାନ୍ତ ଯାଜପୁର ଜିଲା ଯାଜପୁର ବ୍ଲକ ଜାଫରପୁର ପଞ୍ଚାୟତ ସାନତ୍ରିଲୋଚନପୁର ଗ୍ରାମର। ଏ ନେଇ ମଙ୍ଗଳବାର ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ଏହା ଜଣାପଡ଼ିବା ପରେ ସାନତ୍ରିଲୋଚନପୁର…
ଫଲ୍ସ୍ ନେଗେଟିଭ୍ ବ୍ୟକ୍ତି: କରୋନା ଲଢ଼େଇରେ ସାଜିଛନ୍ତି ସୁପର ସ୍ପ୍ରେଡର !
ନୂଆଦିଲ୍ଲୀ,୧୪।୪: ଭାରତରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ଉଦ୍ୟମ ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। ତେବେ କେତେକଙ୍କ…
ମେ ୩ ପର୍ଯ୍ୟନ୍ତ ବଢ଼ିଲା ଲକ୍ଡାଉନ୍: ମୋଦି କଲେ ଘୋଷଣା
ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେଣୁ ସୁରକ୍ଷା ଦୃଷ୍ଟିରୁ ଲକ୍ଡାଉନ୍ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

