Home Middle

ଦେଶରେ କରୋନା ନେଲାଣି ୩୫୮ ମୁଣ୍ଡ

ନୂଆଦିଲ୍ଲୀ,୧୪।୪: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ଭୂତାଣୁ ଗୋଟିକ ପରେ ଗୋଟିଏ ମୁଣ୍ଡ ନେଇ ଲାଗିଛି। ସୋମବାର ଦେଶରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୧୦,୪୫୩ରେ ପହଞ୍ଚିଥିବାବେଳେ ୩୫୮ଜଣଙ୍କ ମୃତ୍ୟୁ ଘଟିଲାଣି। ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ତାଲିକାରେ…

ସାଇବର ଅପରାଧୀଙ୍କ ଅସ୍ତ୍ର ହୋଇପାରେ ‘ଜୁମ୍‌’ ଆପ୍‌

ନୂଆଦିଲ୍ଲୀ, ୧୪ା୪: କରୋନା ଭାଇରସ୍‌ ଯୋଗୁ ଏବେ ବିଶ୍ୱର ପ୍ରାୟ ସବୁଠି ଲକ୍‌ଡାଉନ ସ୍ଥିତି। ବହୁ କମ୍ପାନୀ ଓ ଘରୋଇ ସଂସ୍ଥା ନିଜର କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ କହିଛନ୍ତି। ଲକ୍‌ଡାଉନ ଯୋଗୁ ଘରୁ ବାହାରି ହେଉ ନ ଥିବାରୁ…

ଲକ୍‌ଡାଉନ୍‌ରେ ଗରିବ ପେଟର କଥା: ମାଗଣା ଭୋଜନ ପାଇଁ ସକାଳ ୬ରୁ ଲାଗୁଛି ଲମ୍ବା ଧାଡ଼ି

ନୂଆଦିଲ୍ଲୀ,୧୩।୪: କରେନା ସଂକ୍ରମଣକୁ ଦୂରେଇବା ପାଇଁ ଭାରତରେ ଲକ୍‌ଡାଉନ୍‌ରେ ଜାରି ହୋଇଛି। ସ୍ବଚ୍ଛଳ ଲୋକଙ୍କ ପାଖରେ ଟଙ୍କା ଥିବାରୁ ଖାଇବାରେ ଅସୁବିଧା ହେଉ ନ ଥିବାବେଳେ ଦିନ ମଜୁରିଆ, ଶ୍ରମିକ ଏବଂ ବାରାବୁଲା ଆଦି ଦିନେ ଖାଇ ଦିନେ ଉପାସ ରହୁଥିବା…

ଗଣମାଧ୍ୟମ ପ୍ରତିନିଧି ମଧ୍ୟ କରୋନା ଯୋଦ୍ଧା: ପ୍ରକାଶ ଜାଭେଡ୍‌କର

ନୂଆଦିଲ୍ଲୀ,୧୩।୪: ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଥିବାବେଳେ ସରକାରଙ୍କ ପକ୍ଷରୁ ଡାକ୍ତର, ନର୍ସ, ପୋଲିସ, ସଫେଇ କର୍ମଚାରୀ ଆଦିଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା କରାଯାଇଥିଲା। ତେବେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ସଚେତନତାର ବାର୍ତ୍ତା ପ୍ରସାର କରୁଥିବା…

କରୋନା ସଙ୍କଟରେ ଆତଙ୍କବାଦୀଙ୍କ ବ୍ଲୁ-ପ୍ରିଣ୍ଟ୍‌: ଚାକିରି ହରାଇଥିବା ଯୁବବର୍ଗଙ୍କୁ ସଂଗଠନରେ ସାମିଲ କରିବାକୁ ଯୋଜନା କରୁଛନ୍ତି ଜୈଶ୍‌-ଲଶ୍କର-ହିଜବୁଲ୍‌ ମୁଜାହିଦ୍ଦିନ୍‌

ବ୍ରସେଲ୍ସ୍‌,୧୩।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀର ବହୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ଫଳରେ ବହୁ ଯୁବବର୍ଗ ଚାକିରି ହରାଇ ବେକାର ରହିଛନ୍ତି। ଏପରିସ୍ଥଳେ ଜୈଶ୍‌, ଲଶ୍କର ଏବଂ ହିଜବୁଲ୍‌ ମୁଜାହିଦ୍ଦିନ୍‌ ଆଦି ଆତଙ୍କବାଦୀ ସଂଗଠନ ସେମାନଙ୍କ ବ୍ରେନ୍‌ ଡ୍ରେନ୍‌ କରାଇବାର…

ଲକ୍‌ଡାଉନ୍‌ ନିୟମରେ ସାମାନ୍ୟ ପରିବର୍ତ୍ତନ: କୃଷିକାର୍ଯ୍ୟ ପାଇଁ କୋହଳ, ଭୁବନେଶ୍ୱର ପାଇଁ ପରବର୍ତ୍ତି ସମୟରେ ଆସିବ ସ୍ବତନ୍ତ୍ର ନିୟମ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଆସନ୍ତା ୧୫ରୁ ଏପ୍ରିଲ ୩୦ ତାରିଖ ଯାଏ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିବ। ଏହି ସମୟରେ ପୂର୍ବ ଭଳି ଯାନବାହାନ, ଦୋକାନବଜାର ଓ ଅନ୍ୟାନ୍ୟ ପ୍ରତିଷ୍ଠାନ ଉପରେ କଟକଣା ବଳବତ୍ତର ରହିବ। ତେବେ ଏହି ସମୟରେ ଚାଷ…

କରୋନା ଭୂତାଣୁ ଉପରେ ପରୀକ୍ଷା ହେଉଥିବା ଲ୍ୟାବ୍‌କୁ ମିଳୁଥିଲା ଆମେରିକା ଅନୁଦାନ: ଏଠାରୁ ବ୍ୟାପିଥିଲା ସଂକ୍ରମଣ !

ବେଜିଂ,୧୩।୪: ଚାଇନାର ଉହାନ ସହର ଥିବା ଇନଷ୍ଟିଚ୍ୟୁଟ୍‌ ଅଫ୍‌ ବାୟୋଲୋଜିର ଏକ ଲ୍ୟାବ୍‌ରେ କରୋନା ସଂକ୍ରମଣ ଉପରେ ପରୀକ୍ଷା ନିରୀକ୍ଷା ଜାରି ରହିଥିଲା। ଏଠାରୁ ସଂକ୍ରମଣ ୩୦ କିଲୋମିଟର ଦୂରରେ ଥିବା ମାଂସ ବଜାରରେ ହୋଇଥିଲା। ପରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ…

କରୋନା ଭୂତାଣୁ ସଂକ୍ରମଣ ବି କରୁଛି ଲାଭାନ୍ବିତ: ପୃଥିବୀର ୩୦ଟି ଦେଶର ଶାସକଙ୍କ ପାଇଁ ଆଣିଦେଇଛି ନୂଆ ସୁଯୋଗ

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେବେ କରୋନା ଭୂତାଣୁ ସଂକ୍ରମଣ ପୃଥିବୀର ୩୦ଟି ଦେଶର ଶାସକଙ୍କ ପାଇଁ ନୂଆ ସୁଯୋଗ ଆଣିଦେଇଛି। କ୍ଷମତାରୁ…

ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଆଜି ହେଉଛି ପଣାସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏହି ବାର୍ତ୍ତାରେ ସେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମହିମାରୁ ପ୍ରତିଟି ଜୀବନ ସୁରକ୍ଷିତ ରହୁ। ମହାମାରୀ…

ପ୍ରବାସୀ ସାଜିବେ ଭୂତାଣୁ ବାହକ

ଓ୍ବାଶିଂଟନ,୧୩ା୪: ଘରକୁ ଫେରିଆସୁଥିବା ପ୍ରବାସୀ ଶ୍ରମିକ ଓ କର୍ମଚାରୀମାନେ କରୋନା ଭାଇରସ୍‌ ବାହକ ହୋଇପାରନ୍ତି। କରୋନା ମହାମାରୀ ଦ୍ୱାରା ପ୍ରଭାବିତ ହୋଇ ନ ଥିବା ନିଜ ଗ୍ରାମ ଓ ଅନ୍ୟ ସ୍ଥାନରେ ସେମାନେ ବାଣ୍ଟିପାରନ୍ତି ଘାତକ ଭୂତାଣୁ। ବିଶ୍ୱବ୍ୟା ପକ୍ଷରୁ ରବିବାର…

ଦିନକରେ ୯୦୯ ପଜିଟିଭ

ନୂଆଦିଲ୍ଲୀ,୧୩।୪: ପରିସ୍ଥିତି ବିଗିଡ଼ିବାରେ ଲାଗିଛି। କରୋନା ଭୂତାଣୁ ମହାମାରୀର ରୂପ ନେଇ ଭାରତକୁ ଗ୍ରାସ କରିବାରେ ଲାଗିଛି। ରବିବାର ୯୦୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଦେଶରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୯,୧୬୬ରେ ପହଞ୍ଚିଛି। ମୋଟ ୩୨୫ ଜୀବନ…

୧୫ ପାକ୍‌ ସୈନ୍ୟ, ୮ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ,୧୩ା୪: ନିୟନ୍ତ୍ରଣ ରେଖା ଆରପଟେ ଥିବା କେରନ ସେକ୍ଟରରେ ଭାରତୀୟ ସେନା ପକ୍ଷରୁ ଶୁକ୍ରବାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିରେ ୮ ଆତଙ୍କବାଦୀ ଏବଂ ୧୫ ପାକ୍‌ ସୈନ୍ୟ ନିହତ ହୋଇଥିବା ସାମରିକ ବାହିନୀ ସୂତ୍ରରୁ ଜଣାପଡ଼ିଛି। ଏହା ପାକିସ୍ତାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?