Home Middle

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ବଦଳିଲା ପାଣିପାଗ। ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ…

ରାଞ୍ଚି ଟେଷ୍ଟ ହାତେଇ ୩-୦ ସିରିଜ୍‌ କ୍ଲିନ୍‌ ସୁଇପ୍‌ କଲା ଭାରତ

ରାଞ୍ଚି,୨୨।୧୦: ଆଉ ଏକ ବୃହତ ବିଜୟ ହାସଲ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ। ଝାଡଖଣ୍ଡ କ୍ରିକେଟ ଆସୋସିଏସନ (ଜେଏସସିଏ) ଷ୍ଟାଡିୟମରେ ଚାଲିଥିବା ତୃତୀୟ ଟେଷ୍ଟର ଚତୁର୍ଥ ଦିବସରେ ଭାରତ ଭ୍ରମଣକାରୀ ଦଳକୁ ଇନିଂଶ ଏବଂ ୨୦୨ ରନ୍‌ ପରାସ୍ତ…

ଶାହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି, ରାଜନାଥ

ନୂଆଦିଲ୍ଲୀ,୨୨।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଜନ୍ମ ଦିନର ଶୁଭେଚ୍ଛା ମୋଦି ଜଣାଇଛନ୍ତି। ମୋଦି ଶାହଙ୍କ ପ୍ରଶଂସା କରି କହିଛନ୍ତି ଯେ, ସେ…

ମହାରାଷ୍ଟ୍ର, ହରିୟାଣାରେ ପୁଣି ଭାଜପା

ନୂଆଦିଲ୍ଲୀ,୨୨ା୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ସୋମବାର ଶେଷ ହୋଇଛି। ଗୁରୁବାର ଭୋଟଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ତେବେ ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍‌ ଫେରନ୍ତା ଜନମତ (ଏକ୍‌ଜିଟ୍‌ ପୋଲ୍‌)…

ବିଜେପୁର ଉପନିର୍ବାଚନ: ୭୨% ମତଦାନ

ବରଗଡ଼ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ସା ୫ଟାରେ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ନିର୍ବାଚନ ମଣ୍ଡଳୀର ୨୮୫ ବୁଥ୍‌ରେ ଶେଷ ସୁଦ୍ଧା ୭୨% ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ…

ବିଜେପୁର ଉପନିର୍ବାଚନ: ୩ଟା ସୁଦ୍ଧା ୫୬.୫% ମତଦାନ

ବରଗଡ଼ ଅଫିସ/ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା…

ସଂସଦର ଶୀତ ଅଧିବେଶନ: ନଭେମ୍ବର ୧୮ରୁ ଡିସେମ୍ବର ୧୩

ନୂଆଦିଲ୍ଲୀ,୨୧।୧୦: ସଂସଦର ଶୀତ ଅଧିବେଶନ ନଭେମ୍ବର ୧୮ରୁ ଡିସେମ୍ବର ୧୩ ପର୍ଯ୍ୟନ୍ତ ଚାଲିବ। ଏନେଇ ସଂସଦୀୟ କାର୍ଯ୍ୟ ମନ୍ତ୍ରଣାଳୟ ପକ୍ଷରୁ ଲୋକ ସଭା ଏବଂ ରାଜ୍ୟ ସଭା ସଚିବଙ୍କୁ ସୂଚନା ପ୍ରଦାନ କରାଯାଇଛି। ଶୀତ ଅଧିବେଶନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ…

ବିଜେପୁର ଉପନିର୍ବାଚନ: ୧ଟା ସୁଦ୍ଧା ୩୭.୧୦% ମତଦାନ

ବରଗଡ଼ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା…

ଏଡ୍‌ସ ତୁଳନାରେ ଅଧିକ ମାରାତ୍ମକ ସାଜିଛି ସିଫିଲିସ୍‌: ୧୦ ବର୍ଷରେ ବଢ଼ିଛି ୭୦ ପ୍ରତିଶତ

ଓ୍ବାଶିଂଟନ,୨୧।୧୦: ପୃଥିବୀରେ ଏଡ୍‌ସ ତୁଳନାରେ ଅଧିକ ମାରାତ୍ମକ ରୋଗ ଭାବେ ଏବେ ସିଫିଲିସ୍‌ ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୦ ବର୍ଷ ମଧ୍ୟରେ ଏହି ରୋଗୀଙ୍କ ସଂଖ୍ୟାରେ ୭୦ ପ୍ରତିଶତ ବୃଦ୍ଧି ପାଇଥିବା ଗଣମାଧ୍ୟମ ସଂସ୍ଥା ରୟଟର୍ସ ଦ୍ୱାରା ପ୍ରକାଶିତ…

ବିଜେପୁର ଉପନିର୍ବାଚନ: ୧୧ଟା ସୁଦ୍ଧା ୨୫.୭% ମତଦାନ

ବରଗ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ନିର୍ବାଚନ ମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ…

ବିଜେପୁର ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ସନତ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ଭାଜପା ପ୍ରାର୍ଥୀ ସନତ କୁମାର ଗଡତିଆ ସୋମବାର ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି । ବିଜେପୁର ବାଳକ ପ୍ରାଥମିକ ବିଦ୍ୟାଳୟର ବୁଥ ନଂ. ୧୦୫କୁ ଯାଇ ସେ ମତଦାନ କରିଛନ୍ତି।…

ସେନା ପୋଷାକରେ ଧଳା କାର୍‌ରେ ଦିଲ୍ଲୀରେ ପ୍ରବେଶ କଲେ ୫ ଆତଙ୍କବାଦୀ: ଗୋଇନ୍ଦା ରିପୋର୍ଟ

ନୂଆଦିଲ୍ଲୀ,୨୧।୧୦: ଦେଶର ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ସେନା ପୋଷାକରେ ଧଳା କାର୍‌ରେ ୫ ଆତଙ୍କବାଦୀ ଦିଲ୍ଲୀ ଏନସିଆର୍‌ ଅଞ୍ଚଳରେ ପ୍ରବେଶ କରିଛନ୍ତି। ସେମାନଙ୍କ କଥାବାର୍ତ୍ତା ରେକର୍ଡିଂ କରାଯାଇଛି। ସୁରକ୍ଷା କାର୍ଯ୍ୟାଳୟ, ବଡ଼ ବଡ଼ ସରକାରୀ ପ୍ରତିଷ୍ଠାନ, ମଲ୍‌ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri