ବିଜେପୁର ଉପନିର୍ବାଚନ: ଭୋଟ ଦେଲେ ବିଜେଡି ପ୍ରାର୍ଥିନୀ ରୀତା ସାହୁ
ବରଗଡ଼ ଅଫିସ/ବରପାଲି,୨୧।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ବିଜେଡି ପ୍ରାର୍ଥିନୀ ରୀତା ସାହୁ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ବରପାଲି ସମଲେଶ୍ବରୀ ୟୁଜିୟୁପି ସ୍କୁଲର ବୁଥ୍ ନଂ.୨୧କ ଯାଇ ସେ ମତଦାନ କରିଛନ୍ତି। ବିଜେଡି ପ୍ରତି ବିଜେପୁର ନିର୍ବାଚନ…
ଭୋଟ ଦେଲେ କଂଗ୍ରେସ ପ୍ରାର୍ଥୀ ଦିଲୀପ
ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍.ଏ.) : ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଭାବେ ଏଥର ଦିଲୀପ କୁମାର ପଣ୍ଡା ପ୍ରଥମଥର ପାଇଁ ବିଧାନସଭା ନିିର୍ବାଚନକୁ ଓହ୍ଲାଇଛନ୍ତି। ସୋମବାର ସେ ମାନପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭୋଟ ଗ୍ରହଣ କେନ୍ଦ୍ର (ବୁଥ ନଂ-୯୮)କୁ…
ଅଯୋଧ୍ୟା ରାୟ ନେଇ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଉତ୍ତରପ୍ରଦେଶର ସମସ୍ତ ଜିଲାରେ ହାଇ ଆଲର୍ଟ
ଲକ୍ଷ୍ନୌ,୨୧।୧୦: ଅଯୋଧ୍ୟା ରାୟ ନେଇ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ସମ୍ପର୍କରେ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲାରେ ହାଇ ଆଲର୍ଟ ଜାରି ହୋଇଛି। ସେହିପରି କାଶୀ, ମଥୁରା, ଅଯୋଧ୍ୟା…
ବିଜେପୁର ଉପନିର୍ବାଚନ : ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ
ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍.ଏ.) : ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନ ମଣ୍ଡଳିର ୨୮୫ଟି ବୁଥ୍ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ…
ବିଧାନସଭା ନିର୍ବାଚନ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମହାରାଷ୍ଟ୍ର, ହରିୟାଣାରେ ମତଦାନ ଆରମ୍ଭ
ମୁମ୍ବାଇ/ଚଣ୍ଡିଗଡ଼,୨୧ା୧୦: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ମତଦାନ ସୋମବାର ସକାଳ ୭ଟାରୁ ଆରମ୍ଭ ହୋଇଛି। ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ଓ ୯୦ ଆସନ…
ବିଜେପୁର ଉପନିର୍ବାଚନ : ମତଦାନ ଆରମ୍ଭ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍.ଏ.): ବହୁ ପ୍ରତୀକ୍ଷିତ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ସୋମବାର ଆରମ୍ଭ ହୋଇଛି। ଏଥିପାଇଁ ଉକ୍ତ ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ୨୮୫ଟି ଭୋଟ ଗ୍ରହଣ କେନ୍ଦ୍ର (ବୁଥ୍)ରେ ମତଦାନ ଚାଲିଛି। ସକାଳ ୭ଟାରୁ ମତଦାନ ଆରମ୍ଭ…
ପାକିସ୍ତାନକୁ ଭାରତର କଡ଼ା ଜବାବ, ୬-୧୦ ପାକିସ୍ତାନ ସେନା ନିହତ, ୩ ଆତଙ୍କବାଦୀ ଶିବିର ଧ୍ୱଂସ: ବିପିନ ରାଓ୍ବତ
ନୂଆଦିଲ୍ଲୀ,୨୦।୧୦: ପାକିସ୍ତାନ ବାରମ୍ବାର ସୀମାରେ ଅସ୍ତ୍ରବିରତି ଉଲ୍ଲଘଂନ କରିବା ପରେ ଭାରତୀୟ ସେନା ପକ୍ଷରୁ ରବିବାର କଡା ଜବାବ ଦିଆଯାଇଛି। ଭାରତୀୟ ସେନା ପାକ ଅଧିକୃତ କାଶ୍ମୀର(ପିଓକେ) ଉପରେ ଆକ୍ରମଣ କରି ୩ଟି ଆତଙ୍କବାଦୀ କ୍ୟାମ୍ପକୁ ଉଡାଇ ଦେଇଛି ବୋଲି ସେନାଧ୍ୟକ୍ଷ…
ପିଓକେରେ ଭାରତୀୟ ସେନାର ମିନି ସର୍ଜିକାଲ ଷ୍ଟ୍ରାଇକ୍: ଧ୍ୱଂସ ହେଲା ଆତଙ୍କବାଦୀ ଶିବିର
ଶ୍ରୀନଗର,୨୦।୧୦: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ରବିବାର ଭାରତୀୟ ସେନା ପକ୍ଷରୁ ମିନି ସର୍ଜିକାଲ୍ ଷ୍ଟ୍ରାଇକ୍ କରାଯାଇଛି। ଜମ୍ମୁ-କଶ୍ମୀର କୁପଓ୍ବାରାର ତଙ୍ଗଧାର୍ ପାକିସ୍ତାନ ଆର୍ମି ଦ୍ୱାରା ଅନୁପ୍ରବେଶ ଉଦ୍ୟମ ହେଉଥିଲା ବେଳେ ଏହାକୁ ଭାରତୀୟ ସେନା ପକ୍ଷରୁ ବିରୋଧ କରାଯାଇଥିଲା। ପାକିସ୍ତାନ ଫରଓ୍ବାର୍ଡ…
ଟାର୍ଗେଟରେ ଦିଲ୍ଲୀ: ଦୀପାବଳିରେ ୪ଶହ ସ୍ଥାନରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ
ନୂଆଦିଲ୍ଲୀ,୨୦।୧୦: ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ରାଜଧାନୀ ଦିଲ୍ଲୀରେ ଏକ ବଡ ଆକ୍ରମଣ ଯୋଜନା କରୁଥିବା ସୂଚନା ଦେଇଛି ଗୁଇନ୍ଦା ସଂସ୍ଥା। ଏହି ଆତଙ୍କବାଦୀ ସଙ୍ଗଠନ ଦିଲ୍ଲୀର ପାଖାପାଖି ୪ଶହ ସ୍ଥାନକୁ ନିଜ ଟାର୍ଗେଟକୁ ନେଇଥିବା ଜଣାପଡିଛି। ଏଥିରେ ସାମିଲ ଅଛି ବଡ…
ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ
ପୁରୀ ଅଫିସ,୨୦ା୧୦: କିଛି ଦିନର ବ୍ୟବଧାନ ପରେ ପୁରୀରେ ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ସକାଳେ ମାର୍କେଟ ଛକସ୍ଥିତ ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସକୁ ଉଚ୍ଛେଦ କରାଯାଉଛି। ଏହି ମାର୍କେଟ କମ୍ଲେକ୍ସ ଅସୁରକ୍ଷିତ ହୋଇପଡ଼ିଥିବା ନେଇ ପୌରସଂସ୍ଥା ପକ୍ଷରୁ ବ୍ୟବସାୟୀମାନଙ୍କୁ…
ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ୨ ଯବାନ ଶହୀଦ୍
ଶ୍ରୀନଗର,୨୦।୧୦: ଜମ୍ମୁ-କଶ୍ମୀର କୁପଓ୍ବାରା ଜିଲାରେ ରବିିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଏଥିରେ ୨ ଜଣ ଭାରତୀୟ ଯବାନ ଶହୀଦ୍ ହୋଇଥିବାବେଳେ ଜଣେ ସ୍ଥାନୀୟ ଲୋକଙ୍କ ମୃତ୍ୟୁ ଘଟିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକର ମୋର୍ଟାର ଶେଲିଂ ମାଡ଼ରେ ଗୋଟିଏ ଭାରତୀୟ ପୋଷ୍ଟ…
ବିଜେପୁର ପ୍ରଚାର ଶେଷ: ୨୧ରେ ଭୋଟ; ମତଦାତାଙ୍କ ପାଇଁ ସବୈତନିକ ଛୁଟି ଘୋଷଣା
ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ): ଆସନ୍ତା ୨୧ ତାରିଖରେ ବିଜେପୁର ବିଧାନସଭା ଆସନ ପାଇଁ ଉପନିବର୍ର୍ାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶନିବାର ଅପରାହ୍ନ ୫ଟାରେ ହାଇଭୋଲଟେଜ୍ ପ୍ରଚାର ଶେଷ ହୋଇଛି। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ହେବ କଡା…
Archives


