କ୍ଷତିଗ୍ରସ୍ତଙ୍କ ପାଖରେ ପହଞ୍ଚିନାହାନ୍ତି ସରକାର: ଭାଜପା
ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ଫନୀକୁ ୧୮ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତଙ୍କ ପାଖରେ ”ଜିରୋ କାଜୁଆଲିଟିର“ ନାରା ଦେଉଥିବା ସରକାର ପହଞ୍ଚିପାରି ନାହାନ୍ତି। ରାଜ୍ୟରେ ହଜାର ହଜାର ଲୋକ ବିଶେଷ କରି ପୁରୀ, ଖୋର୍ଦ୍ଧା,ଜଗତ୍ସିଂହପୁର, କଟକ, କେନ୍ଦ୍ରାପଡ଼ା ଜିଲାରେ ବିପନ୍ନ ହୋଇଥିଲେ...
ପ୍ରଶ୍ନପତ୍ରରେ ରହିବ ସିକ୍ରେଟ୍ କୋଡ୍
ଭୁବନେଶ୍ୱର, ୨୨ା୫(ବ୍ୟୁରୋ): ମାଟ୍ରିକ୍ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ଏହାକୁ କିପରି ରୋକାଯାଇପାରିବ ସେଥିପାଇଁ ଯୋଜନା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଆସନ୍ତାବର୍ଷଠାରୁ ରାଜ୍ୟର ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିବ...
ରଣପୁର ସରକାରୀ ଡାକ୍ତରଖାନା: ଫାର୍ମାସିଷ୍ଟ ବଦଳରେ ରୋଷେୟା ଦେଉଛନ୍ତି ଔଷଧ
ରଣପୁର,୨୨ା୫ (ସ୍ବ.ପ୍ର.)- ରଣପୁର ଏନ୍ଏସିରେ ଥିବା ସରକାରୀ ଡାକ୍ତରଖାନା ଔଷଧ ବିତରଣ କେନ୍ଦ୍ରରେ ମଙ୍ଗଳବାର ଫାର୍ମାସିଷ୍ଟଙ୍କ ବଦଳରେ ରୋଗୀଙ୍କୁ ରୋଷେୟା ଔଷଧ ଦେବା ଘଟଣା ଆଲୋଚନାର ବିଷୟ ହୋଇଥିଲା। ଏ ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିବାରୁ ଚିକିତ୍ସା କରୁଥିବା...
୭ ବର୍ଷୀୟା ବାଳିକାଙ୍କୁ ବିଏମ୍ସିର ସହାୟତା
ଭୁବନେଶ୍ୱର,୨୨।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ପାଣ୍ଠିରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ୭ବର୍ଷୀୟା ଜଣେ ବାଳିକାଙ୍କୁ ସହାୟତା ପ୍ରଦାନ କରିଛି। ଭିଏସ୍ଏସ୍ ନଗର ତାରିଣୀ ବସ୍ତିରେ ରହୁଥିବା ଶ୍ରେୟା ପାତ୍ରଙ୍କୁ ଏହି ସହାୟତା ମିଳିଛି। ମା’ବାପା ଛେଉଣ୍ଡ ଶ୍ରେୟା ଜେଜେ ମା’...
ମୁଖ୍ୟ ଚିକିତ୍ସାଳୟରେ ଦଲାଲ ସକ୍ରିୟ: ରୋଗୀଙ୍କଠାରୁ ନେଇଗଲେ ୪ ହଜାର
ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଦଲାଲ ଜନୈକା ବୃଦ୍ଧାଙ୍କଠାରୁ ୪ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଜରପଡ଼ା ଥାନା କତଡ଼ା ଗ୍ରାମର ଖଗେଶ୍ୱର ପ୍ରଧାନଙ୍କୁ ତାଙ୍କ ସ୍ତ୍ରୀ ସୁଲୋଚନା...
ବିଶ୍ୱକପ୍ ‘ସବୁଠୁ ଚ୍ୟାଲେଞ୍ଜିଂ’ ରହିବ: କୋହଲି
ମୁମ୍ବାଇ, ୨୨।୫(ପି.ଟି.)- ଆଇସିସି ବିଶ୍ୱକପ୍ର ଦ୍ୱାଦଶ ସଂସ୍କରଣ ଚଳିତ ମାସ ଶେଷ ଭାଗରେ ଗ୍ରେଟ୍ ବ୍ରିଟେନରେ ଆରମ୍ଭ ହେବାକୁ ଯାଉଛି। ରାଉଣ୍ଡ ରବିନ ଫର୍ମାଟ୍ ଭିତ୍ତିକ ଏହି ଟୁର୍ନାମେଣ୍ଟରେ ଭାରତ ବିଶ୍ୱର ଶ୍ରେଷ୍ଠ ଦଳ ଗୁଡ଼ିକୁ ଭେଟିବାର କାର୍ଯ୍ୟକ୍ରମ ରହିଥିବାରୁ...
ଧୋନୀଙ୍କ ପ୍ରମୁଖ ଭୂମିକା ରହିବ
ମୁମ୍ବାଇ, ୨୨ା୫ (ପି.ଟି.)- ଆଇସିସି ବିଶ୍ୱକପ୍ରେ ମହେନ୍ଦ୍ର ସିଂ ଧୋନୀ ପ୍ରମୁଖ ଭୂମିକା ଗ୍ରହଣ କରିବେ। ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍ ରବି ଶାସ୍ତ୍ରୀ ପ୍ରକାଶ କରିଛନ୍ତି। ଜଣେ କିପର ହିସାବରେ ସେ ବର୍ଷ ବର୍ଷ ଧରି ତାଙ୍କର...
ଦୂତୀଙ୍କ ପାଇଁ ମୁଁ ଗର୍ବିତ: ଡିଜେନେରେସ
ନୂଆଦିଲ୍ଲୀ,୨୨।୫- ଦୂତୀ ଚାନ୍ଦଙ୍କ ସପକ୍ଷରେ ବାହାରିଛନ୍ତି ଆଉ ଜଣେ ବିଶ୍ୱସ୍ତରୀୟ ତାରକା। ସେ ହେଉଛନ୍ତି ହଲିଉଡ ଲୋକପ୍ରିୟ କମେଡିଆନ ତଥା ଜଣାଶୁଣା ଟକ୍ ଶୋ’ ଉପସ୍ଥାପିକା ଏଲେନ ଡିଜେନେରେସ। ଦୂତୀଙ୍କୁ ନେଇ ମୁଁ ଗର୍ବିତ ବୋଲି ସେ ଟୁଇଟ୍ କରିଛନ୍ତି।...
ବିମାନ ଯାତ୍ରା ବେଳେ ମୁହଁ ହେବ ବୋର୍ଡିଂ ପାସ୍;ଡିଜି ଯାତ୍ରା ନାମରେ ଆରମ୍ଭ ହେବ ପ୍ରକଳ୍ପ
ନୂଆଦିଲ୍ଲୀ,୨୨-୫: ଏଣିକି ଦେଶର ସମସ୍ତ ବିମାନ ବନ୍ଦରରେ ଖୁବ୍ଶୀଘ୍ର ଯାତ୍ରୀଙ୍କୁ ବୋର୍ଡିଂ ପାସ୍ ଓ ଲମ୍ବା ଲାଇନରୁ ମୁକ୍ତି ମିଳିବାକୁ ଯାଉଛି। ବେଙ୍ଗାଲୁରୁ ବିମାନ ବନ୍ଦରରୁ ନୂତନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ଇଲେକ୍ଟ୍ରୋନିକ ମାଧ୍ୟମରେ ଯାତ୍ରୀମାନେ ମୁହଁକୁ ଯାଞ୍ଚ...
ଏହି ଦୁର୍ଗରେ ରହିଛି ଚମତ୍କାର ପାରସ ପଥର: ଯାହା ଲୁହାକୁ କରେ ସୁନା
ଦୁନିଆରେ ଏପରି କିଛି ଚମତ୍କାର ଜିନିଷ ଅଛି, ଯାହା ବିଷୟରେ ଲୋକେ କାହାଣୀରେ ପଢ଼ିଥିବେ। ଏପରି ଏକ ଚମତ୍କାର ପଥର ହେଉଛି ପାରସ ପଥର। ପାରସ ପଥର ଲୁହାକୁ ସୁନା କରିଥାଏ। ଏହି ପଥର ବିଷୟରେ ଆପଣ ଅନେକ ପଢ଼ିଥିବେ...
ମାଟ୍ରିକ ପରୀକ୍ଷା ଫଳ: ବାଜିମାରିଲେ ଝିଅ, ଝାରସୁଗୁଡ଼ାରେ ସର୍ବାଧିକ ପାସ୍ ହାର ୮୫.୪୮%
କଟକ ଅଫିସ,୨୧।୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ...
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ପାସହାର ୭୦.୭୮ ପ୍ରତିଶତ
କଟକ ଅଫିସ/ଭୁବନେଶ୍ୱର,୨୧।୫(ବ୍ୟୁରୋ): ଚଳିତବର୍ଷର ମାଟ୍ରିକ ରେଜଲ୍ଟ କଟକ ବୋର୍ଡ କାର୍ଯ୍ୟାଳୟରେ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ ହାର ୭୦.୭୮ ପ୍ରତିଶତ ରହିଥିବାବେଳେ ଏ-୧ରେ ୧,୧୮୧ଜଣ, ଏ-୨ରେ ୯,୯୩୮ ଓ ବି-୧ରେ ୨୪,୯୯୧ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ମଧ୍ୟମାରେ...
Archives


