Home Middle

ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୪୪କୁ ବୃଦ୍ଧି

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଢେଙ୍କାନାଳର ଜଣେ ୫୧ ବର୍ଷୀୟ ମହିଳା କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦ୍ୱିତୀୟ ଆକ୍ରାନ୍ତ…

ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏପ୍ରିଲ ୩୦ ଯାଏ ଲକ୍‌ ଡାଉନ୍‌ ସମୟସୀମା ବୃଦ୍ଧି ନେଇ କେନ୍ଦ୍ରକୁ ସୁପାରିଶ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆସନ୍ତା ଏପ୍ରିଲ ୩୦ ଯାଏ ଲକ୍‌ଡାଉନ୍‌ ଅବଧୀକୁ ବୃଦ୍ଧି କରାଯିବ। ଏହାକୁ ନେଇ ଗୁରୁବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରି ଏହି ସୂଚନା ଦେଇଛନ୍ତି। ତେବେ…

କରୋନା ଆତଙ୍କ: ଫଲ୍ସ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କ ଯୋଗୁ ସଂକ୍ରମଣ ହେଉଛି ଅଧିକ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି…

ଆମେରିକାରେ ୪ ଲକ୍ଷ ଉପରେ ଆକ୍ରାନ୍ତ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୯।୪: ବିଶ୍ୱ ଏବେ କରୋନା କବଳିତ। ଚାରିଆଡ଼େ ତ୍ରାହି ତ୍ରାହି ଡାକ। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିଲେ ବି ଏଭଳି ଯମଯନ୍ତ୍ରଣାରୁ ମୁକୁଳିବା ଲାଗି ଅଣ୍ଟା ସଳଖ କରିପାରୁନି କୌଣସି ଦେଶ। ସବୁଠାରୁ ବିତ୍ତଶାଳୀ ଦେଶ ଆମେରିକା ଅଣନିଃଶ୍ୱାସୀ ହୋଇପଡ଼ିଲାଣି। ପ୍ରାଣଘାତୀ…

‘୧୪ରେ ଲକ୍‌ଡାଉନ୍‌ ହଟାଇବା ଅସମ୍ଭବ’

ନୂଆଦିଲ୍ଲୀ,୯ା୪: ସମ୍ପ୍ରତି ଭାରତରେ ସୋସିଆଲ ଏମର୍ଜେନ୍ସି ବା ‘ସାମାଜିକ ଜରୁରୀ ପରିସ୍ଥିତି’ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ଏକପ୍ରକାର ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ଏହି ଘାତକ ଭୂତାଣୁରେ ୫,୯୧୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୧୭୯ ଜଣଙ୍କ ଜୀବନ ଚାଲିଗଲାଣି। ଏହାର ମୁକାବିଲା…

ମହଙ୍ଗା ହେଉଛି ବିଭିନ୍ନ ସାମଗ୍ରୀ

ନୂଆଦିଲ୍ଲୀ,୯।୪ : କରୋନା ଯୋଗୁ ଟିଭି, ଫ୍ରିଜ, ଔଷଧ ସମେତ ଘରୋଇ ବଜାରରେ ବିଭିନ୍ନ ସାମଗ୍ରୀ ମହଙ୍ଗା ଦେଉଥିବା ଦେଖାଯାଇଛି। ଇଲେକଟ୍ରୋନିକ୍ସ ଶିଳ୍ପରେ କାର୍ଯ୍ୟରତ କମ୍ପାନୀଗୁଡିକ ପ୍ରାୟ ୭୦% କଞ୍ଚାମାଲ ଚାଇନାରୁ କିଣୁଥିବାରୁ ଏବେ ଚାପରେ ରହିଛନ୍ତି। ଟିଭି ପ୍ୟାନେଲର ଦର…

ବଢ଼ିପାରେ ଲକ୍‌ଡାଉନ୍‌ ଅବଧି: ମୋଦି ଦେଲେ ସଙ୍କେତ

ନୂଆଦିଲ୍ଲୀ,୮।୪: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ କେନ୍ଦ୍ର ସରକାର ୨୧ ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହାର ଅବଧି ଏପ୍ରିଲ ୧୪କୁ ଶେଷ ହେଉଥିବା…

୪-୬ ମାସ ମଧ୍ୟରେ ମିଳିପାରେ ଖୁସି ଖବର: କରୋନା ପ୍ରତିଷେଧକ ଟୀକାର ପ୍ରୟୋଗ ପ୍ରାଣୀଙ୍କଠାରେ ଆରମ୍ଭ !

ନୂଆଦିଲ୍ଲୀ,୮।୪: କରୋନା ବିରୋଧରେ ଲଢ଼େଇ କରିବା ଲାଗି ଭାରତ ଅଣ୍ଟା ଭିଡ଼ିଛି। କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ପ୍ରତିଷେଧକ ଟୀକା ପ୍ରସ୍ତୁତି ଉପରେ ଭାରତରେ ଉଦ୍ୟମ ଜାରି ରହିଛି। ଜାୟଡସ୍‌ କୈଡିଲା ଔଷଧ କମ୍ପାନୀ ପକ୍ଷରୁ କରୋନା ପ୍ରତିଷେଧକ ଟୀକାର…

କରୋନା ସଂକ୍ରମଣ ରୋକିବାକୁ ସକ୍ଷମ ହେବ ମର୍ସ ପ୍ରତିଷେଧକ ଟୀକା: ମୂଷାଠାରେ ସଫଳତାର ସହ ପରୀକ୍ଷଣ !

ଓ୍ବାଶିଂଟନ,୮।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। ତେବେ ମର୍ସ (ମିଡିଲ୍‌ ଇଷ୍ଟ୍‌ ରେସୋପାରେଟୋରୀ ସିଣ୍ଡ୍ରମ୍‌)ପ୍ରତିଷେଧକ ଟୀକା କରୋନା…

ମୃତ୍ୟୁ ସଂଖ୍ୟା ୮୨ ହଜାର ଟପିଲା: ୨୪ ଘଣ୍ଟାରେ ଫ୍ରାନ୍ସ୍‌ରେ ୧,୪୧୭ ଜଣଙ୍କ ଜୀବନ ଗଲା

ଓ୍ବାଶିଂଟନ/ରୋମ୍‌/ବେଜିଂ,୮।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଇତିମଧ୍ୟରେ ୮୨ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୪ ଲକ୍ଷ ସଂକ୍ରମିତ ହୋଇଛନ୍ତି। ସେହିପରି ୩ ଲକ୍ଷରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତ ୨୪…

ସତ୍ୟନଗରକୁ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କଲା ବିଏମ୍‌ସି

ଭୁବନେଶ୍ୱର, ୮।୪(ବ୍ୟୁରୋ): ଭୁବନେଶ୍ୱର ସତ୍ୟନଗରକୁ ବୁଧବାର ବିଏମ୍‌ସି କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରିଛି । ଜଣେ କରୋନା ସଂକ୍ରମିତ ସେହି ଅଞ୍ଚଳରୁ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ତେବେ ଏହି ସଂକ୍ରମିତଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି…

ଦିନକରେ ଗଲା ୫ ହଜାର ଜୀବନ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୮।୪: ସ୍ଥିତି କ୍ରମଶଃ ଜଟିଳରୁ ଜଟିଳତର ହେବାରେ ଲାଗିଛି। ବିଶ୍ୱର ୨୦୯ ଦେଶରେ କରୋନା ଭୂତାଣୁ କାୟାବିସ୍ତାର କରିବା ସହ ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି। ବିଶ୍ୱବ୍ୟାପୀ ମୃତ୍ୟୁସଂଖ୍ୟା ଏବେ ୭୯,୫୧୩୩ରେ ପହଞ୍ଚି ଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୯୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?