ସ୍ବତନ୍ତ୍ର ବୋଲିଂ ଶୈଳୀଯୋଗୁ ବୁମ୍ରା ଭିନ୍ନ : ଥମ୍ପସନ
ନୂଆଦିଲ୍ଲୀ, ୨୧।୫(ପି.ଟି.)-ଦ୍ରୁତ ବୋଲିଂ ମାଧ୍ୟମରେ ନିଜ ସମୟରେ ବିଶ୍ୱର ବ୍ୟାଟ୍ସମ୍ୟାନମାନଙ୍କୁ ଭୟଭୀତ କରାଇ ପାରିଥିବା ଇଂଲଣ୍ଡର ଜେଫ୍ ଥମ୍ପସନ ଏବେ ଭାରତର ଯଶପ୍ରୀତ ବୁମ୍ରାଙ୍କ ପ୍ରଦର୍ଶନରେ ବେଶ୍ ପ୍ରଭାବିତ। ନିଜ ପେସ୍ ମାଧ୍ୟମରେ ବିପକ୍ଷ ଦଳକୁ କ୍ଷତି ପହଞ୍ଚାଇବାର ଦକ୍ଷତା...
ମଙ୍ଗଳବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
କଟକ ଅଫିସ, ୨୦।୫: ମଙ୍ଗଳବାର ସକାଳ ୯ଟାରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଦିନ ୧୧ଟାରେ ଓ୍ବେବ୍ସାଇଟ୍ରେ ରେଜଲ୍ଟ ଉପଲବ୍ଧ ହେବ। ଏ ନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଭାପତି ଜାହାନ ଆରା ବେଗମ।...
ଇଭିଏମ୍ରେ ଜନାଦେଶ, ୨୩କୁ ଅପେକ୍ଷା
ନୂଆଦିଲ୍ଲୀ,୨୦।୫(ପି.ଟି.): ପଶ୍ଚିମବଙ୍ଗ ଏବଂ ପଞ୍ଜାବର କେତେକ ସ୍ଥାନରେ ହିଂସାକାଣ୍ଡକୁ ବାଦ୍ ଦେଲେ ରବିବାର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିସହିତ ସପ୍ତଦଶ ଲୋକ ସଭା ନିମନ୍ତେ ମୋଟ ୫୪୨ ଆସନରେ ନିର୍ବାଚନ ସରିଛି।...
୪୪.୫ ଡିଗ୍ରୀରେ ଟିଟିଲାଗଡ଼ : ୮ ଜିଲାରେ ଜାରି ରହିବ ହିଟ୍ ଓ୍ବେଭ୍
ଭୁବନେଶ୍ୱର,୨୦।୫(ବ୍ୟୁରୋ) : ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ତାତି। ଅଧିକାଂଶ ସହରରେ ପାରଦ ୪୦ଡିଗ୍ରୀ ଉପରେ ରହୁଛି। ତାତି ଯେତିକି କଷ୍ଟ ଦେଉଛି, ତା’ଠୁ ବଳିପଡ଼ୁଛି ଗୁଳୁଗୁଳି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ୧୩ ସହରରେ...
ଆଜି ନିଟ୍ ପରୀକ୍ଷା
ଭୁବନେଶ୍ୱର,୨୦।୫(ବ୍ୟୁରୋ) : ଦି ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍) ସୋମବାର ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିବ। ଛାତ୍ରୀଛାତ୍ର ସକାଳ ୯ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ସୂଚନାଯୋଗ୍ୟ, ଚଳିତମାସ ୫ତାରିଖରେ...
ଓଡ଼ିଶାକୁ ନେଇ ଏକଜିଟ୍ ପୋଲ: ଭାଜପା କରିବ ଭଲ ପ୍ରଦର୍ଶନ
ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଶେଷ ହେବା ପରେ ଏକଜିଟ ପୋଲ ଅନୁମାନ ଭାଜପା ପାଇଁ ଭଲ ଖବର ଆଣିଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍ ପୋଲ୍ ପୂର୍ବାନୁମାନ ଅନୁଯାୟୀ କେନ୍ଦ୍ରରେ ଭାଜପା...
ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ
ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍ ପୋଲ କରାଯାଇଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେରେ ଭାଜପା ପୁଣି ଥରେ ସରକାର ଗଢିପାରେ...
ସରିଲା ନିର୍ବାଚନ: ଏବେ ମେ ୨୩କୁ ସମସ୍ତଙ୍କ ଅପେକ୍ଷା
ନୂଆଦିଲ୍ଲୀ, ୧୯।୫: ଶେଷ ହୋଇଛି ୨୦୧୯ ସାଧାରଣ ନିର୍ବାଚନ। ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଲୋକସଭା ର୍ନିବାଚନ ପାଇଁ ରବିବାର ମତଦାନ ଶେଷ ହୋଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ୫୨.୯୮ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି। ଏବେ ମେ...
ସମଲିଙ୍ଗୀ ସମ୍ପର୍କକୁ ଦୂତୀଙ୍କ ସ୍ବୀକାର
ନୂଆଦିଲ୍ଲୀ,୧୯।୫- ଭାରତୀୟ ତାରକା ମହିଳା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ସମଲିଙ୍ଗୀ ସମ୍ପର୍କରେ ଥିବା କଥା ସ୍ବୀକାର କରିଛନ୍ତି। ଘରୋଇ ସହର ଯାଜପୁରର ଜଣେ ଝିଅଙ୍କ ସହ ତାଙ୍କର ଗତ ୩ ବର୍ଷ ହେବ ସମ୍ପର୍କ ରହିଛି ବୋଲି ୨୩ ବର୍ଷୀୟ...
ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼
ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ବିଞ୍ଝାରପୁର ବିଧାନସଭା ଆସନର ୧୩୫ ଓ ୧୯୧ ନଂ ବୁଥ୍, ବରୀର ୮୨,...
ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ: ମତଦାନ ଜାରି
ନୂଆଦିଲ୍ଲୀ, ୧୯।୫: ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୯ଟି ଆସନ ପାଇଁ ରବିବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୩ ଆସନ, ପଞ୍ଜାବର...
ଆଣ୍ଡାମାନ ଛୁଇଁଲା ମୌସୁମୀ, ଜୁନ୍ରେ ଓଡ଼ିଶା ଆସିବ; ଜଳୁଛି ସାରା ଓଡ଼ିଶା, ୪୫.୮ ଡିଗ୍ରୀରେ ଟିଟିଲାଗଡ଼
ଭୁବନେଶ୍ୱର, ୧୯।୫(ବ୍ୟୁରୋ)/ରଣପୁର (ସ୍ବ.ପ୍ର.)- ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତିରେ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ପ୍ରବଳ ଗରମକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ପୂର୍ବାହ୍ନ...
Archives


