ପୋଲିସ ପ୍ରଶାସନରେ ଅଭିଯୁକ୍ତ ପୁରସ୍କୃତ: ୪୦ ଇନ୍ସପେକ୍ଟର, ୧୪ ଏସିପିଙ୍କ ନାମରେ ଏକାଧିକ ଅଭିଯୋଗ
ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ସମସ୍ତଙ୍କ ପାଇଁ ଆଇନ ସମାନ। ଅପରାଧ ଅନୁଯାୟୀ ଜଣେ ସାଧାରଣ ବ୍ୟକ୍ତିଙ୍କ କ୍ଷେତ୍ରରେ ଯେଉଁ ଦଫା ଲାଗେ ଜଣେ ପୋଲିସ ବିରୋଧରେ ମଧ୍ୟ ସେହି ଦଫା ଲାଗିଥାଏ। କିନ୍ତୁ ପୋଲିସ ନିଜ କ୍ଷମତାର ଦୁରୁପଯୋଗ କରି ଆଇନକୁ...
ବ୍ୟାଙ୍କିଙ୍ଗ୍ ସିଷ୍ଟମରେ ନଗଦ ସଙ୍କଟ
ନୂଆଦିଲ୍ଲୀ,୧୬।୫: ଦେଶରେ ସାଧାରଣ ନିର୍ବାଚନ କାରଣରୁ କେନ୍ଦ୍ର ସରକାର ଖର୍ଚ୍ଚ କମାଇ ଦେଇଛନ୍ତି। ଫଳରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥାରେ ଲିକ୍ୟୁଡିଟି(ନଗଦ) କମିଗଲାଣି। ଏବେ ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ୪୦,୮୫୯ କୋଟି ଟଙ୍କାର ନଗଦ ସଙ୍କଟ ଦେଖାଦେଇଛି। ପୂର୍ବବର୍ଷ ଏହି ଅବଧିରେ ୧୫,୮୫୭ କୋଟି...


