ଭୁବନେଶ୍ବର, କଟକ ସମେତ ଭଦ୍ରକରେ ସଟ୍ ଡାଉନ କଡାକଡି, ରାସ୍ତାଘାଟ ଜନଶୂନ୍ୟ
ଭୁବନେଶ୍ବର, ୪।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ସରକାରଙ୍କ ପକ୍ଷରୁ ୩ ସହରକୁ ୪୮ ଘଣ୍ଟିଆ ସଟ୍ ଡାଉନ ଘୋଷଣା କରାଯାଇଛି । ଏହି କ୍ରମରେ ରାଜଧାନୀ ଭୁବନେଶ୍ଵର, କଟକ ଏବଂ ଭଦ୍ରକ ସହରରେ ଏହାର ପ୍ରଭାବ…
କରୋନାର ସ୍ପ୍ରେଡ୍ ମ୍ୟାପ୍: ଚାଇନାରୁ ଆରମ୍ଭ; ସୁପର ସ୍ପ୍ରେଡର ଇଟାଲି ଦ୍ୱାରା ୫୦ରୁ ଅଧିକ ଦେଶରେ ସଂକ୍ରମିତ
ୱାଶିଂଟନ, ୪ ।୪: କରୋନା ସଂକ୍ରମଣ ସମଗ୍ର ମାନବ ସମାଜ ପାଇଁ ବିପଦ ସୃଷ୍ଟି କରିଛି । ଏହାର ଆରମ୍ଭ ଚାଇନାର ଉହାନସ୍ଥିତି ମାଂସ ବଜାରରୁ ଆରମ୍ଭ ହୋଇଥିବାବେଳେ ପରବର୍ତ୍ତୀ ସମୟରେ ସୁପର ସ୍ପ୍ରେଡର ଇଟାଲି ଦ୍ୱାରା ପୃଥିବୀର ୫୦ରୁ ଅଧିକ…
କରୋନା ତାଣ୍ଡବ: ମୃତ୍ୟୁ ସଂଖ୍ୟା ଟପିଲା ୫୯ ହଜାର; ୧୦ ଲକ୍ଷ ୯୮ ହଜାର ସଂକ୍ରମିତ
ୱାଶିଂଟନ, ୪ ।୪: ପୃଥିବୀରେ କରୋନ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି । ଇତିମଧ୍ୟରେ କରୋନା ସଂକ୍ରମଣ ଯୋଗୁ ୫୯ ହଜାର ୧୪୧ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୯୮ ହଜାର ଛୁଇଁଛି । ସେହିପରି…
କରୋନା ସଂକ୍ରମଣ ପାଇଁ ଚାଇନା ମାଂସ ବଜାରକୁ ଦାୟୀ କଲେ ମୋରିସନ୍: ଦୃଢ଼ କାର୍ଯ୍ୟାନୁଷ୍ଠାନ ଲାଗି ଜାତିସଂଘରେ ଅପିଲ୍
ମେଲବୋର୍ନ, ୪ ।୪: ପୃଥିବୀରେ ଦେଖାଦେଇଥିବା କରୋନା ଆତଙ୍କ ପାଇଁ ଚାଇନାର ମାଂସ ବଜାର ହିଁ ଦାୟୀ । ଏନେଇ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍ ମୋରିସନ୍ ଅଭିଯୋଗ କରିଛନ୍ତି । ଚାଇନା ମାଂସ ବଜାର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା…
ଇଟାଲିରେ ଯୁବବର୍ଗଙ୍କ ପାଇଁ ଆବଶ୍ୟକ ପଡୁଛି ଭେଣ୍ଟିଲେଟର: ମାସ୍କ୍-ଗ୍ଳୋଭସ୍ ପିନ୍ଧିଥିବା ଡାକ୍ତର ବି କରୋନା ପଜିଟିଭ୍
ରୋମ, ୪ ।୪: ଇଟାଲିରେ କରୋନା ମୃତ୍ୟୁର ତାଣ୍ଡବ ରଚିଛି । ଏଠାରେ ସଂକ୍ରମିତ ଯୁବବର୍ଗଙ୍କ ପାଇଁ ମଧ୍ୟ ଭେଣ୍ଟିଲେଟରର ଆବଶ୍ୟକତା ପଡୁଥିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି । ସେହିପରି ସଂକ୍ରମିତଙ୍କ ଚିକିତ୍ସା କରୁଥିବା ଡାକ୍ତର ମାସ୍କ, ଗ୍ଲୋଭସ୍ ଏବଂ…
କରୋନାକୁ ଭୟ ନାହିଁ: ୫ମିନିଟ୍ରେ ନମୁନା ପରୀକ୍ଷା ହେବ ସମ୍ଭବ; ଏପ୍ରିଲ୍ ୧୮ ସୁଦ୍ଧା ଭାରତକୁ ଆସିବ ର୍ୟାପିଡ୍ କିଟ୍
ନୂଆଦିଲ୍ଲୀ, ୪ ।୪: କରୋନା ସଂକ୍ରମଣ ଭାରତରେ ବଢ଼ିଚାଲିଥିବା ବେଳେ ଏକ ଖୁସି ଖବର ମିଳିଛି । ଏବେ କରୋନା ସଂକ୍ରମିତଙ୍କ ନମୁନା ପରୀକ୍ଷା ମାତ୍ର ୫ମିନିଟ୍ରେ ସମ୍ଭବ ହୋଇପାରିବ । ଆମେରିକାର ଏଡ଼ୋବ କମ୍ପାନୀ ପକ୍ଷରୁ ନିର୍ମାଣ କରାଯାଇଥିବା ଏକ…
ନିଜାମୁଦ୍ଦିନ ଫେରନ୍ତା: ୨୮ ରୁ ୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୪।୪ (ବ୍ୟୁରୋ): ନୂଆଦିଲ୍ଲୀ ନିଜାମୁଦ୍ଦିନରୁ ଫେରିଥିବା ୨୮ଜଣଙ୍କ ମଧ୍ୟରୁ ୩ଜଣଙ୍କର କରୋନା ପଜିଟିଭ ବାହାରିଛି। ଏହି ୩ ଆକ୍ରାନ୍ତ ହେଉଛନ୍ତି କଟକ, ପୁରୀ ଓ ଯାଜପୁରର ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଓଡ଼ିଶାରେ ପୁଣି ୧୧ : କରୋନା ସଂକ୍ରମିତ ସଂଖ୍ୟା ହେଲା ୨୦
ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ନେଇ ଯେଉଁ ଆଶଙ୍କା ଥିଲା ତାହା ବାସ୍ତବ ରୂପ ନେବାରେ ଲାଗିଛି। ଶୁକ୍ରବାର କଟକରେ ଜଣେ ଏବଂ ଭୁବନେଶ୍ୱର ବମିଖାଲରେ ୩ ଜଣ କରୋନା ସଂକ୍ରମିତ ଜଣାପଡିଥିଲା। ଏହାକୁ ନେଇ ଏକ ଭୟର ବାତାବରଣ…
ଭୁବନେଶ୍ୱରର ପୁଣି ୩ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର, ୩।୪(ବ୍ୟୁରୋ)- ଶୁକ୍ରବାର ଭୁବନେଶ୍ୱରର ୩ଜଣ କରୋନା ଭାଇରସ୍ ସଂକ୍ରମିତ। ଏହାକୁ ମିଶାଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଛି। ଶୁକ୍ରବାର ମଧ୍ୟାହ୍ନରେ କଟକର ଜଣେ ବ୍ୟକ୍ତିଙ୍କ ନମୁନାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ସନ୍ଧ୍ୟାରେ ରାଜଧାନୀ ଭୁବନେଶ୍ୱର ବମିଖାଲ ଅଞ୍ଚଳର…
ଓଡ଼ିଶାରେ ୬ଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୩।୪(ବ୍ୟୁରୋ): ଓଡ଼ିଶାରେ ୬ଷ୍ଠ କରୋନା ଆକ୍ରାନ୍ତ ଶୁକ୍ରବାର ଚିହ୍ନଟ ହୋଇଛନ୍ତି। ସେ କଟକର ହୋଇଥିବା ବେଳେ ଦିଲ୍ଲୀ ଗସ୍ତ କରିଥିଲେ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। 6th COVID positive…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଆଜି ସନ୍ଧ୍ୟା ୮ଟାରୁ ୪୮ ଘଣ୍ଟା ଯାଏ ଭୁବନେଶ୍ୱର, ଭଦ୍ରକ ସମ୍ପୂର୍ଣ୍ଣ ସଟ୍ ଡାଉନ୍
ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ରାଜଧାନୀରେ ୫ମ କରୋନା ରୋଗୀ ସଂକ୍ରମିତ ହେବାର କାରଣ ଜଣାପଡ଼ୁନଥିବାରୁ ଆଗାମୀ ୪୮ଘଣ୍ଟା ପାଇଁ ଭୁବନେଶ୍ୱରକୁ ସଟ୍ ଡାଉନ୍ କରାଯିବ। ସେହିଭଳି ଭଦ୍ରକରେ ମଧ୍ୟ ଜଣେ କରୋନା…
ହସ୍ପିଟାଲରୁ ଡିସ୍ଚାର୍ଜ ହେଲେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩ା୪(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ଏକ ଭଲ ଖବର ଆସିଛି। କ୍ୟାପିଟାଲ ହସ୍ପିଟାଲରୁ ଶୁକ୍ରବାର ପୂର୍ବାହ୍ନରେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଡିସ୍ଚାର୍ଜ ହୋଇଛନ୍ତି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ସଂପୃକ୍ତ ଯୁବକ…

