Home Middle

ଓଡ଼ିଶାରେ ୫ମ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨।୪(ବ୍ୟୁରୋ): ଓଡ଼ିଶାରେ ବୁଧବାର ଆଉ ଜଣେ ବ୍ୟକ୍ତିଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ରେ ପହଁଚିଛି। ୫ମ ସଂକ୍ରମିତ ଜଣକ ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳର ବୋଲି ଜଣାପଡିଛି। ତାଙ୍କ ବୟସ ୬୦ ବର୍ଷ।…

ଦୁବାଇରୁ ଭାୟା କୋଲକାତା ଦେଇ ଭଦ୍ରକ ଆସିଥିଲେ ୪ର୍ଥ କରୋନା ଆକ୍ରାନ୍ତ: ବାଗ୍‌ଚୀ

ଭୁବନେଶ୍ୱର,୧।୪(ବ୍ୟୁରୋ): ଓଡ଼ିଶାରେ ଚିହ୍ନଟ ହୋଇଥିବା ୪ର୍ଥ କରୋନା ସଂକ୍ରମିତଙ୍କ ବିଷୟରେ ସବିଶେଷ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ…

ଅସୁବିଧାର ସମ୍ମୁଖୀନ ହେବେ ନାହିଁ ଓଡ଼ିଶାର ଖାଉଟି, ସଂକ୍ରମଣକୁ ଦୃଷ୍ଟିରେ ରଖି ଦିନକୁ ନୁହେଁ ସପ୍ତାହକୁ ଦୁଇଥର ବଜାରକୁ ଯାଆନ୍ତୁ: ସୁରେନ୍ଦ୍ର କୁମାର

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ଲକ୍‌ଡାଉନ୍‌ ସ୍ଥିତିରେ ସାରା ଓଡ଼ିଶାର ଜନସାଧାରଣଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ ନିମନ୍ତେ ରାଜ୍ୟ ସରକାର ସମସ୍ତ ପ୍ରଚେଷ୍ଟା କରୁଛନ୍ତି। ଏ ନେଇ ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁରେନ୍ଦ୍ର କୁମାରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଟିମ୍‌ ଗଠନ…

ଲକ୍‌ଡାଉନ୍‌ରେ କେତେକ ଘରେ ରାମାୟଣ ଦେଖୁଥିବାବେଳେ ଗରିବ ଭିଟାମାଟିକୁ ଫେରିବା ପାଇଁ କରୁଛନ୍ତି ପ୍ରୟାସ: କପିଲ୍‌ ସିବଲ୍‌

ନୂଆଦିଲ୍ଲୀ,୧।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ସମୟରେ କେତେକ ଘରେ ବସି ରାମାୟଣ ଦେଖୁଥିବାବେଳେ ବାହାର ରାଜ୍ୟକୁ କାମଧନ୍ଧା ପାଇଁ ଯାଇଥିବା ଲୋକେ ଭିଟାମାଟିକୁ ଫେରିବାର ପ୍ରୟାସ…

କରୋନା ସହ ଲଢ଼େଇ: ଏପ୍ରିଲ୍‌ ୧୪ ପର୍ଯ୍ୟନ୍ତ ନିଜକୁ ପ୍ରସ୍ତୁତ କରୁଛନ୍ତି ସରକାର; ବଢୁଥିବା ତାପମାତ୍ରା ବି ସୁହାଇବ

ନୂଆଦିଲ୍ଲୀ,୧।୪: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ଭାରତରେ ଆତଙ୍କ ଦେଖାଦେଇଛି। ସାମାଜିକ ଦୂରତା ଅବଲମ୍ବନ କରିବା ଲାଗି ସରକାର ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ତେବେ ପ୍ରକୃତପକ୍ଷେ ସରକାର କରୋନା ସହିତ ଲଢ଼େଇ ପାଇଁ ନିଜକୁ ଏହି…

ଦିଲ୍ଲୀରୁ କେରଳ: ଦେଶର ୧୦ଟି ଅଞ୍ଚଳ ଘୋଷିତ ହୋଇପାରେ କରୋନା ସଂକ୍ରମଣ ହଟ୍‌ସ୍ପଟ୍‌ !

ନୂଆଦିଲ୍ଲୀ,୧।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ଭାରତରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି।…

୧୯ ଦିନ ଧରି ନିଜାମୁଦ୍ଦିନ୍‌ ପାଲଟିଥିଲା କରୋନା ସଂକ୍ରମଣର କେନ୍ଦ୍ର !

ନୂଆଦିଲ୍ଲୀ,୧।୪: ନିଜାମୁଦ୍ଦିନ୍‌ର ତବଲିଗ୍‌ ଜମାତ୍‌ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଆରମ୍ଭ ହୋଇଛି। ଜମାତ୍‌ ମାର୍ଚ୍ଚ ୧୬ରୁ ୨୪ ପର୍ଯ୍ୟନ୍ତ ହେବାର ଯୋଜନା ଥିଲା। ତେବେ ଏଠାରେ ମାର୍ଚ୍ଚ ୧୩ଠାରୁ ଲୋକଙ୍କ ସମାବେଶ ଆରମ୍ଭ ହୋଇଥିଲା। ମାର୍ଚ୍ଚ ୧୩ରୁ ୩୧…

ତବଲିଗ୍‌ ଜମାତ୍‌ ନେଇ ହରଡ଼ଘଣାରେ ସରକାର !

ନୂଆଦିଲ୍ଲୀ,୧।୪: ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ୍‌ ନେଇ ଏବେ କେନ୍ଦ୍ର ସରକାରଙ୍କ ସହିତ ରାଜ୍ୟ ସରକାର ମଧ୍ୟ ହରଡ଼ଘଣାରେ ପଡ଼ିଛନ୍ତି। ଜମାତ୍‌ରେ ଯୋଗଦେଇଥିବା ୩୨ଜଣଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବାବେଳେ ୬୯ ଜଣ ଆଇସୋଲେଶନ୍‌ରେ ରହିଛନ୍ତି। ମାର୍ଚ୍ଚ ୧୬ରୁ ୨୪ ପର୍ଯ୍ୟନ୍ତ ଏଠାରେ…

ବିସିଜି ଟୀକା ଦିଆଯାଇଥିବା ଦେଶରେ କରୋନା ଆତଙ୍କ ହେବ କମ୍‌: ଭାରତରେ ଅଧିକ କ୍ଷତିର ନାହିଁ ଆଶଙ୍କା !

ନୂଆଦିଲ୍ଲୀ/ମେଲବୋର୍ନ,୧।୪: ଯେଉଁ ଦେଶରେ ଟିବି ପାଇଁ ପ୍ରତିଷେଧକ ଟୀକା ବିସିଜି(ବାସଲି କାଲାମେଟ୍‌-ଗ୍ୟୁରିନ୍‌)ର ବ୍ୟବହାର କରାଯାଇଛି ସେସବୁ ଦେଶରେ କରୋନା ଆତଙ୍କ କମ ଦେଖାଯିବ ବୋଲି ନ୍ୟୁୟର୍କ ଇନଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି ବିଭାଗର ବାୟୋଲୋଜିକାଲ ସାଇନ୍ସ୍‌ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ…

ଭାରତର ୨୯ ରାଜ୍ୟରେ ୧,୬୫୭ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟାବଢ଼ିବାରେ ଲାଗିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ପ୍ରତିିଦିନ ବୃଦ୍ଧି ପାଉଛି। ଇତିମଧ୍ୟରେ ଦେଶର ୨୯ଟି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୬୫୭ରେ ପହଞ୍ଚିଛି। ଗୋଟିଏ ଦିନରେ ମଙ୍ଗଳବାର ସଂକ୍ରମିତଙ୍କ ସଂଖ୍ୟା ୨୭୨ ବଢ଼ିଛି।…

ଦାଦନଙ୍କ ଗଣପଳାୟନକୁ ରୋକ

ନୂଆଦିଲ୍ଲୀ,୧ା୪: କୋଭିଡ୍‌-୧୯ ଲକ୍‌ଡାଉନ ଯୋଗୁ ଲକ୍ଷାଧିକ ଦାଦନ ଶ୍ରମିକ ଜୀବିକା ହରାଇ ନାନା ଦୁର୍ଦ୍ଦଶା ଭୋଗିଛନ୍ତି। ଲକ୍ଷ ଲକ୍ଷ ଶ୍ରମିକ ଦିଲ୍ଲୀ ଛାଡ଼ିବା ପାଇଁ ବାହାରିଥିବାବେଳେ ଏହା ଗୁରୁତର ସଙ୍କଟ ସୃଷ୍ଟି କରିଛି। କେବଳ ଦିଲ୍ଲୀ ନୁହେଁ ବିଭିନ୍ନ ରାଜ୍ୟରେ ମଧ୍ୟ…

ଓଡ଼ିଶାରେ ଚତୁର୍ଥ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୩୧।୩(ବ୍ୟୁରୋ)-ଓଡ଼ିଶାରେ ମଙ୍ଗଳବାର ରାତିରେ ରାଜ୍ୟର ଚତୁର୍ଥ କରୋନା ସଂକ୍ରମିତଙ୍କୁ ଠାବ କରାଯାଇଛି। ଏହି ସଂକ୍ରମିତ ବ୍ୟକ୍ତି ଜଣେ ୨୯ ବର୍ଷୀୟ ଯୁବକ। ଭଦ୍ରକ ଜିଲାରୁ ଆସୁଥିବା ଏହି ଯୁବକ ନିକଟରେ ଦୁବାଇଗସ୍ତ କରିଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?