Home Middle

ରାଜ୍ୟ ସରକାରଙ୍କ ନିଷ୍ପତ୍ତି: କରୋନା ଯୋଗୁ ମୁଖ୍ୟମନ୍ତ୍ରୀ-ମନ୍ତ୍ରୀ-ବିଧାୟକଙ୍କ ୭୦%, ଅଫିସରଙ୍କ ୫୦% ଦରମା ସ୍ଥଗିତ

ଭୁବନେଶ୍ୱର,୩୧।୩(ବ୍ୟୁରୋ): କରୋନା ଏବଂ ଲକ୍‌ଡାଉନ୍‌ ପାଇଁ ବଡ଼ ବଡ଼ିଆମାନଙ୍କ ଦରମା କଟିବ। ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ବିଧାୟକଙ୍କ ୭୦% ଦରମା ସ୍ଥଗିତ ରହିବ। ଗ୍ରସ୍‌ ସାଲାରୀର ୭୦% ଡେଫରମେଣ୍ଟ ପାଇଁ ମଙ୍ଗଳବାର ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିଯୋଗୁ ସେମାନେ ଦରମାର ୩୦%…

କରୋନା UPDATE: ବିଶ୍ୱରେ ୨୪ ଘଣ୍ଟାରେ ୪ହଜାରରୁ ଊର୍ଦ୍ଧ୍ୱ ମୃତ; ଭାରତରେ ୧୨୫୧ ସଂକ୍ରମିତ, ଓଡ଼ିଶାରେ ୪୭୩ ନମୂନାର ଆସିଛି ରିପୋର୍ଟ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ସମଗ୍ର ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର୧୯୯ ଦେଶ ଏବଂ ୨ ଜାହାଜରେ କରୋନା ସଂକ୍ରମଣ ହୋଇଥିବା ବେଳେ ମଙ୍ଗଳବାର ଏହା ୨୦୦ ଦେଶରେ ପହଞ୍ଚିଛି। ୭ଲକ୍ଷ ୨୪ ହଜାର ୭୫୯ଜଣ ସଂକ୍ରମିତ ଥିବା…

ତବଲିଗ୍‌ ଜମାତ୍‌ ଯୋଗୁ ଏସିଆରେ ବ୍ୟାପିଲା କରୋନା: ପାକିସ୍ତାନ-ମାଲେସିଆ ପରେ ଏବେ ଭାରତରେ ସୃଷ୍ଟି କଲା ସଙ୍କଟ

ନୂଆଦିଲ୍ଲୀ/ଇସଲାମାବାଦ୍‌,୩୧।୩: ସାରା ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ ଯୋଗୁ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ମାଲେସିଆ, ପାକିସ୍ତାନ ଏବଂ ଭାରତରେ ହୋଇଥିବା ତବଲିଗ୍‌ ଜମାତ୍‌ ଯୋଗୁ ଏବେ ସମଗ୍ର ଏସିଆ…

କୋଭିଡ-୧୯ ମାଡ଼: ପାଳନ ହେବନି ଉତ୍କଳ ଦିବସ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): କରୋନା ଭୂତାଣୁ (କୋଭିଡ୍‌-୧୯)ର ସଂକ୍ରମଣକୁ ରୋକିବା ଲାଗି କେନ୍ଦ୍ର ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। କୌଣସି ସଭା ସମିତି, ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ବୁଧବାର ତଥା ଏପ୍ରିଲ ୧ତାରିଖରେ ପାଳନ ହେଉଥିବା ଉତ୍କଳ…

ଜୁନ୍‌ ୩୦ ଯାଏ ବଢ଼ିଲା ଡ୍ରାଇଭିଂ ଲାଇସେନ୍ସ, ଗାଡ଼ି ପଞ୍ଜୀକରଣ ଅବଧି

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ଯାନବାହନଗୁଡ଼ିକର ଲାଇସେନ୍ସ, ଫିଟ୍‌ନେସ, ପଞ୍ଜୀକରଣ ଓ ଅନ୍ୟାନ୍ୟ କାଗଜପତ୍ରର ଅବଧିକୁ ଆସନ୍ତା ଜୁନ୍‌ ୩୦ ତାରିଖ ଯାଏ ବୃଦ୍ଧି କରାଯାଇଛି। ଫେବୃୟାରୀ ଶେଷ ସୁଦ୍ଧା ଯେଉଁ ଯାନବାହନଗୁଡ଼ିକର କାଗଜପତ୍ର ଓ ଚାଳକମାନଙ୍କର ଡ୍ରାଇଭିଂ ଲାଇସେନ୍ସ ଅବଧି ସମାପ୍ତ ହୋଇଥିଲା…

ଭାରତ ପାଇଁ କରୋନା ଟାଇମ୍‌ ବମ୍‌ ପାଲଟିଲା ନିଜାମୁଦ୍ଦିନ୍‌ର ଧାର୍ମିକ ସମାବେଶ

ନିଜାମୁଦ୍ଦିନ୍‌,୩୧।୩: ଭାରତରେ କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଦିଲ୍ଲୀର ନିଜାମୁଦ୍ଦିନ୍‌ଠାରେ ହୋଇଥିବା ମୁସଲମାନ୍‌ଙ୍କ ମରକଜ୍‌ ତବଲିଗି ଜମାତ୍‌ ଧାର୍ମିକ ସମାବେଶ ଭାରତ ପାଇଁ କରୋନା ଟାଇମ୍‌ ବମ୍‌ ପାଲଟିଥିବା କୁହାଯାଉଛି। ଏଥିରେ ୪୦୦ରୁ ଅଧିକ ଲୋକ ସାମିଲ୍‌…

ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଛୁଇଁଲା: ମହାରାଷ୍ଟ୍ରରେ ସର୍ବାଧିକ ୧୦

ନୂଆଦିଲ୍ଲୀ,୩୧।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ୩୯ ଛୁଇଁଛି। ମଙ୍ଗଳବାର କେରଳରେ ଜଣେ ୬୮ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ମଧ୍ୟପ୍ରଦେଶରେ ୪୯ ବର୍ଷ ବୟସ୍କା ଜଣେ ମହିଳାଙ୍କ ଜୀବନ ଯାଇଛି। କେରଳ ମୃତକଙ୍କ କିଡ୍‌ନୀ କାମ…

ଏ କୁଳର ନା ସେ କୁଳର

ନୂଆଦିଲ୍ଲୀ,୩୧ା୩(ପି.ଟି.): ମୁଣ୍ଡ ପରେ ମୁଣ୍ଡ ନେଇଚାଲିଥିବା ଘାତକ ଭୂତାଣୁ କୋଭିଡ୍‌-୧୯ର ମୁକାବିଲା ପାଇଁ କେନ୍ଦ୍ର ସରକାର ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ସୋମବାର ଏହି ତାଲାବନ୍ଦ ଡାକରା ଷଷ୍ଠ ଦିନରେ ପହଞ୍ଚତ୍ଛି। ଦେଶର ବଡ଼ ବଡ଼ ସହରରୁ ଦାଦନ ଶ୍ରମିକଙ୍କ ଗଣପଳାୟନ…

ଚଢ଼ାଦରରେ କିଣୁଛନ୍ତି ୬୦.୯% ଭାରତୀୟ

ନୂଆଦିଲ୍ଲୀ, ୩୧ା୩(ଆଇଏଏନ୍‌ଏସ୍‌): କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଅସାଧୁ ବ୍ୟବସାୟୀମାନେ ଅଚଳାବସ୍ଥାର ସୁଯୋଗ ନେଇ କଳାବଜାର କରିବାରେ ଲାଗିଛନ୍ତି। ଏଥିଯୋଗୁ ୬୦.୯% ଭାରତୀୟ…

ଚାଇନାରେ ୯୩%, ଆମେରିକାରେ ୩% ଆରୋଗ୍ୟ

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୧ା୩: ସାରା ବିଶ୍ୱକୁ ଗ୍ରାସି ଚାଲିଥିବା କରୋନା ଭାଇରସ୍‌ ସୋମବାର ରାତି ୧୧ଟା ସୁଦ୍ଧା ୩୬ ହଜାର ୮୬୪ଜଣଙ୍କ ଜୀବନ ନେଇଥିବାବେଳେ ୭ ଲକ୍ଷ ୬୪ ହଜାର ୮୬୬ଲୋକଙ୍କୁ ସଂକ୍ରମିତ କରିଛି। ହେଲେ ଏହି ଭୂତାଣୁର ଜନ୍ମସ୍ଥାନ ଚାଇନାରେ ସ୍ଥିତି କ୍ରମଶଃ…

ବାତିଲ ହୋଇପାରେ ଆଇପିଏଲ୍‌

କରୋନା ଭାଇରସ ସଂକ୍ରମଣ ଯୋଗୁ ଚଳିତ ସିଜନରେ ଅନେକ କ୍ରୀଡ଼ା ସ୍ଥଗିତ ରହିଛି କିମ୍ବା ବାତିଲ ହୋଇଛି। ସାମ୍ପ୍ରତିକ ପରିସ୍ଥିତିକୁ ଦେଖିଲେ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ ମଧ୍ୟ ବାତିଲ ହେବା ସମ୍ଭାବନା ରହିଛି। ବିଶ୍ୱର ଏହି ବ୍ୟୟବହୁଳ କ୍ରିକେଟ…

କରୋନା ସମ୍ପର୍କରେ ଜାଣିବା ପାଇଁ ୭୪ ପ୍ରତିଶତ ଭାରତୀୟ ଅଗ୍ରଣୀ ଗଣମାଧ୍ୟମ ଉପରେ କରୁଛନ୍ତି ନିର୍ଭର !

ନୂଆଦିଲ୍ଲୀ,୩୦।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣ ରୋକିବା ଲାଗି ସାମାଜିକ ଦୂରତା ଅପରିହାର୍ଯ୍ୟ ହୋଇଥିବାରୁ ଭାରତ ସରକାର ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଘରେ ବନ୍ଦ ଥିବା ୧୩୦ କୋଟି ଭାରତୀୟଙ୍କ ମଧ୍ୟରୁ ୯୬ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?