Home Middle

ଲକ୍‌ଡାଉନ୍‌: ୪୦ କୋଟି ୮୨ ଲକ୍ଷରୁ ଅଧିକ ଭାରତୀୟଙ୍କ ଘରେ ରହିଛି ୨୧ ଦିନର ଖାଦ୍ୟ ସାମଗ୍ରୀ !

ନୂଆଦିଲ୍ଲୀ,୩୦।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ୩୧.୪ ପ୍ରତିଶତ ଅର୍ଥାତ୍‌ ୪୦ କୋଟି ୮୨ ଲକ୍ଷରୁ ଅଧିକ ଭାରତୀୟଙ୍କ ଘରେ ଆସନ୍ତା ୨୧…

ବିଧାନସଭାରେ ପାରିତ ହେଲା ବ୍ୟୟ ମଞ୍ଜୁରୀ ବିଲ୍‌; ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୧.୫ ଲକ୍ଷ କୋଟି ଅନୁମୋଦିତ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ ଘୋଷଣା

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୧.୫ ଲକ୍ଷ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ୍‌ ସୋମବାର ବିଧାନସଭାରେ ଅନୁମୋଦନ ହୋଇଛି। ସର୍ବ ସମ୍ମତି କ୍ରମେ ବାଚନିକ ମତଦାନରେ ଏହାକୁ ପାରିତ କରାଯାଇଛି। ଏଥିସହିତ ୩୮ଟି ବିଭାଗର ଖର୍ଚ୍ଚ ଦାବିକୁ…

୬ ମହାଦେଶର ୧୯୯ ଦେଶରେ କରୋନାର ମୃତ୍ୟୁ ତାଣ୍ଡବ: ଆମେରିକା-ୟୁରୋପ-ଇରାନରେ ଆତଙ୍କ

ଓ୍ବାଶିଂଟନ,୩୦।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାକୁ ରୋକିବାରେ କୌଣସି ରାଷ୍ଟ୍ର ସକ୍ଷମ ହୋଇପାରୁ ନାହାଁନ୍ତି। ଇତିମଧ୍ୟରେ ଆଣ୍ଟାର୍କଟିକାକୁ ଛାଡ଼ି ଅନ୍ୟ ୬ଟି ମହାଦେଶର ୧୯୯ଟି ଦେଶରେ କରୋନା ମୃତ୍ୟୁର ତାଣ୍ଡବ ରଚିଛି। ସାରା ପୃଥିବୀରେ…

ଭାରତରେ ୧୧୭୩ କରୋନା ସଂକ୍ରମିତ: ମୃତ୍ୟୁ ସଂଖ୍ୟା ୩୨

ନୂଆଦିଲ୍ଲୀ,୩୦।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୭୩ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୩୨ ଛୁଇଁଛି। ପଶ୍ଚିମବଙ୍ଗର ୫୪ ବର୍ଷ…

କରୋନା ନେଲାଣି ୩୩ ହଜାର ୫୦୯ ଲୋକଙ୍କ ଜୀବନ

ନୂଆଦିଲ୍ଲୀ/ଓ୍ବାଶିଂଟନ,୩୦।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ଲୋକଙ୍କ ମୃତ୍ୟୁ ଘଟି ଚାଲିଛି। ଫଳରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ଇତିମଧ୍ୟରେ ୧୯୯ ଦେଶରେ ପହଞ୍ଚିଛି। ବହୁ ଦେଶର ସରକାର ସଂକ୍ରମଣ ରୋକିବା ଲାଗି…

କେମ୍ବ୍ରିଜ ବିଶ୍ୱବିଦ୍ୟାଳୟ ଗବେଷକଙ୍କ ଯୁକ୍ତି: ଭାରତରେ ୪୯ ଦିନର ଲକ୍‌ଡାଉନ୍‌ ଜରୁରୀ

ନୂଆଦିଲ୍ଲୀ,୩୦ା୩: କରୋନା ଭାଇରସ୍‌ ଯୋଗୁ ବିଶ୍ୱ ଏବେ ଆତଙ୍କିତ ହୋଇପଡ଼ିଛି। ଏହି ମହାମାରୀକୁ ରୋକିବା ଲାଗି ବିଭିନ୍ନ ଦେଶ ପକ୍ଷରୁ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ବିଶେଷକରି ଅଧିକାଂଶ ଦେଶ ଲକ୍‌ଡାଉନ୍‌ ଉପରେ ଗୁରୁତ୍ୱ ଦେଇଛନ୍ତି। ଭାରତରେ ମଧ୍ୟ ୨୧…

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୭୧, ସୁସ୍ଥ ହେଲେ ୯୯

ନୂଆଦିଲ୍ଲୀ,୩୦।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ସକାଳ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୦୭୧ରେ। ବଡ ଖବର ହେଉଛି ଏଥିରେ ୯୯ ଜଣ ସୁସ୍ଥ ହାଇଥିବା ଜଣାପଡିଛି। ସେହିପରି କରୋନା…

‘ଜିରୋ ପେସେଣ୍ଟ’ ଏବେ କରୋନା ମୁକ୍ତ: ତାଙ୍କଠାରୁ ବ୍ୟାପିଥିଲା ମହାମାରୀ !

ବେଜିଂ,୩୦।୩: ଚାଇନାର ଉହାନର ମାଛ ବଜାରର ଚିଙ୍ଗୁଡ଼ି ବିକାଳି ମହିଳାଙ୍କଠାରୁ ମହାମାରୀ କରୋନା ସଂକ୍ରମଣ ବ୍ୟାପିଥିଲା। ୫୭ ବର୍ଷ ବୟସ୍କ ଓ୍ବିଇ ଗୁଇଜିଆନ୍‌ଙ୍କୁ ଥଣ୍ଡା ହୋଇଥିଲା। ସେ ଏହାକୁ ଅଣଦେଖା କରିଥିଲେ। ଏହା ସାଧାରଣ ଥଣ୍ଡା ବୋଲି ସେ ଧରିନେଇ ଏହାକୁ…

୨ ସପ୍ତାହରେ ଆମେରିକାରେ କରୋନା ମୃତ୍ୟୁ ସଂଖ୍ୟା ଚରମ ସୀମା ଛୁଇଁବ: ଟ୍ରମ୍ପ୍‌

ଓ୍ବାଶିଂଟନ,୩୦।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ଲୋକଙ୍କ ମୃତ୍ୟୁ ଘଟି ଚାଲିଛି। ଫଳରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ବହୁ ଦେଶର ସରକାର ସଂକ୍ରମଣ ରୋକିବା ଲାଗି ଲକ୍‌ଡାଉନ୍‌ ଜାରି କରିଛନ୍ତି। ତେବେ କମ୍ୟୁନିଟି ସଂକ୍ରମଣ…

ଥମୁନି ଦାଦନଙ୍କ ଗଣପଳାୟନ

ନୂଆଦିଲ୍ଲୀ,୩୦ା୩(ପି.ଟି.): କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ଲକ୍‌ଡାଉନ୍‌ ଡାକରା ପଞ୍ଚମ ଦିନରେ ପହଞ୍ଚତ୍ଛି। ସାମ୍ପ୍ରତିକ ଅଚଳାବସ୍ଥା ଦେଶର ବଡ଼ ବଡ଼ ସହରରେ ନିୟୋଜିତ ଦାଦନ ଶ୍ରମିକମାନଙ୍କ ଦୁର୍ଦ୍ଦଶାକୁ ବହୁଗୁଣିତ କରିଛି। ଫଳରେ ସେମାନେ ନିଜ କର୍ମକ୍ଷେତ୍ର ଛାଡ଼ି…

୨୪ ଘଣ୍ଟାରେ ଗଲା ୮ ଜୀବନ: ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୦ା୩(ପି.ଟି.): ଲକ୍‌ଡାଉନ ସତ୍ତ୍ୱେ ଦିନକୁ ଦିନ ଅଧିକ ଭୟଙ୍କର ହେଉଛି କରୋନା। ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣଙ୍କ ଜୀବନ ନେଲାଣି ଏହି ଭୂତାଣୁ। ଦେଶରେ ମୃତ୍ୟୁସଂଖ୍ୟା ୨୭ରେ ପହଞ୍ଚିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ…

ଲକ୍‌ଡାଉନ: ଡିଜିଟାଲ ଇଣ୍ଡିଆ ପାଇଁ ବଡ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦। ୩: ଡିଜିଟାଲ ଇଣ୍ଡିଆ ଯୋଗୁ ଆପ୍‌ ସେବା ଯୋଗାଣ କରୁଥିବା କମ୍ପାନୀଗୁଡିକ ଏବେ ସମସ୍ୟାରେ ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଭାଇରସ ସଂକ୍ରମଣକୁ ରୋକିବା ଲାଗି ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରିଥିବା ବେଳେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?