ଦେଶର ସଙ୍କଟ ସ୍ଥିତିରେ ସରକାରଙ୍କ ସହିତ ଛିଡ଼ା ହୋଇଛି କଂଗ୍ରେସ: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୨୯।୩: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ସରକାରଙ୍କ ସହିତ କଂଗ୍ରେସ ଦଳ ଛିଡ଼ା ହୋଇଛି ବୋଲି ରାହୁଲ ଗାନ୍ଧୀ ଚିଠି ଲେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜଣାଇଛନ୍ତି। ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଲକ୍ଡାଉନ୍କୁ କଂଗ୍ରେସ ଅତି…
କରୋନା ଦୁଃଖ ୭୩ ବର୍ଷ ତଳର ଦେଶ ବିଭାଜନ ସଙ୍କଟକୁ ବି ବଳିଗଲା !
ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍ ଡାଉନ୍ ଘୋଷଣା କରାଯାଇଛି। ସମ୍ପ୍ରତି ଭାରତ ସଂକ୍ରମଣ ଦ୍ୱିତୀୟ ଷ୍ଟେଜ୍ରେ ରହିଥିବାବେଳେ ତୃତୀୟ ଷ୍ଟେଜ୍କୁ ଯିବାର ଆଶଙ୍କା ଦେଖାଦେଇଛି। ସମ୍ପ୍ରତି ଦେଶରେ…
ଇଟାଲିରେ ଏପ୍ରିଲ୍ ୩ରୁ ହଟିପାରେ ଲକ୍ଡାଉନ୍: ମୃତ୍ୟୁ ସଂଖ୍ୟା ଟପିଲା ୧୦ ହଜାର;୯୨,୪୭୨ ସଂକ୍ରମିତ
ରୋମ,୨୯।୩: ଇଟାଲିରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହୋଇଥିବାବେଳେ ସରକାର ଦେଶରେ ଜାରି ହୋଇଥିବା ଲକ୍ଡାଉନ୍କୁ ଏପ୍ରିଲ୍ ୩ରେ ହଟାଇବାର ଆଶା ରହିଛି। ଏଠାରେ ମାର୍ଚ୍ଚ ୯ଠାରୁ ଲକ୍ଡାଉନ୍ ଜାରି ହୋଇଥିଲା। ଶନିବାର ଏଠାରେ ୮୮୯ ଜଣଙ୍କ ମୃତ୍ୟୁ ଘଟିଛି।…
ପୃଥିବୀରେ ୩୦ ହଜାର ୮୭୩ ଲୋକଙ୍କ ଜୀବନ ନେଲାଣି କରୋନା: ୬ ଲକ୍ଷ ୬୩ ହଜାର ୫୪୧ ସଂକ୍ରମିତ
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୯।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ଲୋକଙ୍କ ମୃତ୍ୟୁ ଘଟି ଚାଲିଛି। ଫଳରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ବହୁ ଦେଶର ସରକାର ସଂକ୍ରମଣ ରୋକିବା ଲାଗି ଲକ୍ଡାଉନ୍ ଜାରି କରିଛନ୍ତି। ତେବେ କମ୍ୟୁନିଟି ସଂକ୍ରମଣ…
କ୍ଷମା ମାଗିଲେ ମୋଦି
ନୂଆଦିଲ୍ଲୀ,୨୯।୩: କରୋନା ପାଇଁ ସାରା ଦେଶକୁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଫଳରେ ଦେଶ ଏକ ପ୍ରକାର ଠପ୍ ହୋଇ ଯାଇଛି। ଲକ୍ ଡାଉନକୁ ୫ ଦିନ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମରେ…
କରୋନା ଭାଇରସ: ରାଜ ପରିବାରର ପ୍ରଥମ ସଦସ୍ୟ ସ୍ପେନ ରାଜକୁମାରୀ ମାରିଆ ଟେରେସାଙ୍କ ମୃତ୍ୟୁ
ଓ୍ବାଶିଂଟନ,୨୯।୩: କରୋନା ଭାଇରସ ସଂକ୍ରମଣରେ ରାଜ ପରିବାରର ପ୍ରଥମ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ବୋରବନ-ପରମା ସ୍ପେନର ରାଜକୁମାରୀ ମାରିଆ ଟେରେସାଙ୍କର କରୋନା ଭାଇରସ ସଂକ୍ରମଣ ଯୋଗୁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୮୬ ବର୍ଷୀୟା ରାଜକୁମାରୀ ମାରିଆ ରାଜା ଫେଲିପ ୪ର୍ଥଙ୍କର…
ଭାରତରେ ସଂକ୍ରମିତଙ୍କ ସଂଖ୍ୟା ହଜାରେ ଟପିଲା
ନୂଆଦିଲ୍ଲୀ,୨୯ା୩: ଭାରତରେ ବିଭିନ୍ନ କଟକଣା ସତ୍ତ୍ୱେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଭାରତରେ ୨୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୧୦୦୩ରେ ପହଞ୍ଚିଛି। ଗତ ଦୁଇଦିନରେ ସଂକ୍ରମିତଙ୍କ ସଂଖ୍ୟା ୨୦୦ରୁ ଉର୍ଦ୍ଧ୍ୱ ହୋଇଥିବା…
ଆଗକୁ ବଡ଼ ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୨୯ା୩(ପି.ଟି.): କରୋନା ଭୂତାଣୁ ଭାରତରେ ଗୋଷ୍ଠୀ ସଂକ୍ରମଣ ପର୍ଯ୍ୟାୟକୁ ଆସିଥିବା ଆଶଙ୍କା କରାଯାଉଥିବାବେଳେ ଆଗାମୀ ଦିନରେ ସୃଷ୍ଟି ହେବାକୁ ଯାଉଛି ବଡ଼ ଚ୍ୟାଲେଞ୍ଜ। ଏହାର ମୁକାବିଲା ପାଇଁ ସରକାର ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ଉପରେ ଜୋର୍ ଦେଉଛନ୍ତିି। ବିଭିନ୍ନ ରାଜ୍ୟରେ ସଂକ୍ରମିତ…
କରୋନା ସହିତ ଲଢ଼େଇ କରିବା ଲାଗି ଭାରତୀୟଙ୍କ ଶରୀରରେ ରହିଛି ବିରଳ ଆର୍ଏନ୍ଏ: ସର୍ଭେ
ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ହାହାକାର ସୃଷ୍ଟି ହୋଇଛି। ଏଥି ପାଇଁ ଔଷଧ ପ୍ରସ୍ତୁତି ପାଇଁ ପୃଥିବୀର ବିକାଶିତ ରାଷ୍ଟ୍ରର ବୈଜ୍ଞାନିକମାନେ ଦିନରାତି ପ୍ରୟାସ ଜାରି ରଖିଛନ୍ତି। ତେବେ ଏହାର ମୁକାବିଲା ପାଇଁ ଭାରତୀୟଙ୍କ ଶରୀରରେ ଏକ ପ୍ରକାର…
ଭାରତରେ କରୋନା ଆତଙ୍କ: ମୃତ୍ୟୁ ସଂଖ୍ୟା ୨୩; ସଂକ୍ରମିତଙ୍କ ସଂଖ୍ୟା ୯୦୦ ଟପିଲା
ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଭାରତ ଦ୍ୱିତୀୟ ଷ୍ଟେଜ୍ରୁ ତୃତୀୟ ଷ୍ଟେଜ୍ ଆଡ଼କୁ ଯାଉଥିବା କୁହାଯାଉଛି। ଗତ ୧୮ ଦିନ ମଧ୍ୟରେ ଦେଶରେ ୨୩ ଜଣ…
କରୋନା ସଂକ୍ରମଣରେ ୨୭ ହଜାର ୩୬୫ ମୃତ: ଇଟାଲି-ସ୍ପେନ୍-ଫ୍ରାନ୍ସ୍ରେ ଗଡ଼ିଲାଣି ୧୬,୨୬୭ ମୁଣ୍ଡ
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ ସୃଷ୍ଟି କରିଛି କୋକୁଆ ଭୟ । ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ୨୭ ହଜାର ୩୬୫ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ଇଟାଲି-ସ୍ପେନ୍-ଫ୍ରାନ୍ସ୍ରେ ୧୬,୨୬୭ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଇଟାଲିରେ ସଂକ୍ରମିତଙ୍କ ସଂଖ୍ୟା ୮୬ ହଜାର…
ଅଢ଼େଇ ଘଣ୍ଟାରେ କରୋନା ପରୀକ୍ଷା
ବର୍ଲିନ,୨୮ା୩ : ସମଗ୍ର ବିଶ୍ୱରେ କରୋନା ଭାଇରସ୍ (କୋଭିଡ୍-୧୯) ବ୍ୟାପିବାରେ ଲାଗିଛି। ୧୯୯ ଦେଶରେ ମୋଟ ପଜିଟିଭ୍ ରୋଗୀଙ୍କ ସଂଖ୍ୟା ୫ଲକ୍ଷ ୬୦ ହଜାର ଟପିଥିବାବେଳେ ମୃତ୍ୟୁସଂଖ୍ୟା ୨୫ ହଜାର ପାର ହୋଇଯାଇଛି। ଉଭୟ ସଂଖ୍ୟା ସପ୍ତାହେ ହେଲା ଦ୍ରୁତଗତିରେ ବଢ଼ିଚାଲିଛି,…

