ଅନୁପ୍ରବେଶ ଉଦ୍ୟମ ପଣ୍ଡ: ବିଏସ୍ଏଫ୍ ଦେଲା କଡ଼ା ଜବାବ
ଶ୍ରୀନଗର,୬।୧୦: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। କିଛି ଆତଙ୍କବାଦୀ କୁପଓ୍ବାରା ଜିଲାର ନୌଗାମ୍ ସେକ୍ଟରରେ ରବିବାର ଅନୁପ୍ରବେଶ କରୁଥିବାବେଳେ ବିଏସ୍ଏଫ୍ ଯବାନଙ୍କ ପାଲଟା ଜବାବରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ଫେରି ପଳାଇଛନ୍ତି। ପାକିସ୍ତାନ ଲଞ୍ଚ୍…
ଅଭିନନ୍ଦନଙ୍କ ସ୍କ୍ବାଡ୍ରନ୍କୁ ସମ୍ମାନୀତ କରିବ ବାୟୁସେନା
ନୂଆଦିଲ୍ଲୀ,୬।୧୦: ବାଲାକୋଟ ଏୟାର ଷ୍ଟ୍ରାଇକ୍ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଓ୍ବିଙ୍ଗ୍ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ୫୧-ସ୍କ୍ବାଡ୍ରନ୍କୁ ବାୟୁସେନା ସମ୍ମାନୀତ କରିବ । କମାଣ୍ଡିଙ୍ଗ୍ ଅଫିସର ଗ୍ରୁପ୍ କ୍ୟାପଟେନ୍ ସତୀଶ୍ ପଓ୍ବାର ଏହି ସମ୍ମାନ ବାୟୁସେନା ମୁଖ୍ୟ ଏୟାର ମାର୍ଶଲ ଆର୍.କେ.ଏସ୍.…
ମହାକାଶ ଇତିହାସରେ ପ୍ରଥମ ଘଟଣା: ଅକ୍ଟୋବର ୨୧ରେ ସ୍ସେସ୍ ଓ୍ବାକ୍ କରିବେ ୨ ମହିଳା
ଓ୍ବାଶିଂଟନ,୬।୧୦: ମହାକାଶ ଇତିହାସରେ ଏକ ନୂଆ ଘଟଣା ଘଟିବାକୁ ଯାଉଛି। ଅକ୍ଟୋବର ୨୧ରେ ୨ ଜଣ ମହିଳା ମହାକାଶଚାରୀ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ବାହାରେ ସ୍ପେସ୍ ଓ୍ବାକ୍ କରିବେ। ମହାକାଶଚାରୀ ଜେସିକା ମୀର୍ ଏବଂ କ୍ରେଷ୍ଟିନା କୋଚ୍ ମହାକାଶ କେନ୍ଦ୍ରର ବାହାରେ…
ଦୁର୍ଗାଷ୍ଟମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୬।୧୦: ସାରା ଦେଶରେ ଏବେ ପାର୍ବଣର ମାହୋଲ। ରବିବାର ଦୁର୍ଗାଷ୍ଟମୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଦୁର୍ଗାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି। ଅସତ୍ୟ ଉପରେ ସତ୍ୟର ଜୟ ସ୍ବରୂପ ଏହି ପୂଜା ପାଳନ କରାଯାଉଥିବା ବେଳେ…
ପିଏମ୍ସି ବ୍ୟାଙ୍କ ଦୁର୍ନୀତି: ୨୧ ହଜାରରୁ ଅଧିକ ଭୂତ ଖାତା
ମୁମ୍ବାଇ,୬।୧୦: ପଞ୍ଜାବ ମହାରାଷ୍ଟ୍ର ସମବାୟ ବ୍ୟାଙ୍କ(ପିଏମ୍ସି) ବ୍ୟାଙ୍କ ଦୁର୍ନୀତିର ପର୍ଦ୍ଦାଫାଶ୍ ହୋଇଛି। ମୁମ୍ବାଇ ପୋଲିସର ଅପରାଧ ଶାଖା ପକ୍ଷରୁ ଏନେଇ ଖୋଳତାଡ଼ ଆରମ୍ଭ ହୋଇଛି। ବ୍ୟାଙ୍କରେ ୨୧ ହଜାର ୪୯ ନକଲି ସଞ୍ଚୟ ଖାତା ରହିଛି। ସେଥିମଧ୍ୟରୁ ଅଧିକାଂଶ ଭୂତ ଖାତା…
ଆଜି ମହାଷ୍ଟମୀ ପୂଜା: ପୂଜାମଣ୍ଡପରେ ସ୍ବତନ୍ତ୍ର ଆୟୋଜନ
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଆଜି ମହାଷ୍ଟମୀ। ଏଥିପାଇଁ ପୂଜାମଣ୍ଡପଗୁଡ଼ିକରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ସେହିଭଳି ପୂଜା ବୁଲା ପାଇଁ ଛୋଟଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଉତ୍କଣ୍ଠାର ସହ ଯୋଜନା ରଖିଛନ୍ତି। ଶନିବାର ମା’ଙ୍କ ମହାସପ୍ତମୀ ପୂଜା ସରିଛି। ନୀତିକାନ୍ତି ଅନୁଯାୟୀ ପ୍ରଥମେ କଳସଯାତ୍ରା…
ଟ୍ରାଫିକ୍ ଅପରାଧ ଉଭୟ ଆଇପିସି, ମୋଟରଯାନ ଆଇନରେ ଦଣ୍ଡନୀୟ
ନୂଆଦିଲ୍ଲୀ,୬ା୧୦(ଆଇଏଏନ୍ଏସ୍): ବେପରଓ୍ବା ଗାଡ଼ିଚାଳନା ଯୋଗୁ ଦୁର୍ଘଟଣାରେ ଅନେକ ଜୀବନ ଯାଉଛି। ଏଥିପାଇଁ ଟ୍ରାଫିକ ନିୟମ ଭାଙ୍ଗୁଥିବା ବ୍ୟକ୍ତିଙ୍କ ବିରୋଧରେ ଉଭୟ ଭାରତୀୟ ଦଣ୍ଡ ସଂହିତା (ଆଇପିସି) ଏବଂ ମୋଟର ଯାନ ଆଇନ (ଏମ୍ଭିଏ)ରେ ମୋକଦ୍ଦମା ଚାଲିପାରିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ମୋଟରଯାନ…
ଆଜି ଆସୁଛନ୍ତି ଉପରାଷ୍ଟ୍ରପତି: ସୁରକ୍ଷା ଦାୟିତ୍ୱରେ ୧୫ ପ୍ଲାଟୁନ ଫୋର୍ସ
ଭୁବନେଶ୍ୱର (ବ୍ୟୁରୋ)/ କଟକ ଅଫିସ,୬।୧୦: ଉପରାଷ୍ଟ୍ରପତି ଏମ୍. ଭେଙ୍କାୟା ନାଇଡ଼ୁ ରବିବାର ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୦ଟା ୧୫ରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଓହ୍ଲାଇବେ। ସେଠାରୁ ସେ…
‘ଦେଶବ୍ୟାପୀ ଲାଗୁ ହେବ ଏକ ଟୋଲଦେୟ ବ୍ୟବସ୍ଥା’
ଭୁବନେଶ୍ୱର,୫।୧୦(ବ୍ୟୁରୋ)-ଦେଶର ଜାତୀୟ ରାଜପଥରେ ଯାଉଥିବା ଯାନବାହନ ଏଣିକି ଏକ ପ୍ରକାରର ଟୋଲ ଦେବେ। ଏ ନେଇ ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍ଏଚ୍ଏଆଇ) ପଦକ୍ଷେପ ଆରମ୍ଭ କରିଛନ୍ତିି। ରେଡିଓ ଫ୍ରିକ୍ୱେନ୍ସିଂ ଆଇଡେଣ୍ଟିିଫିକେଶନ୍ (ଆର୍ଏଫ୍ଆଇଡି) ତଥା ଫାସ ଟ୍ୟାଗ୍ ଜାତୀୟ ଇଲେକଟ୍ରୋନିକ୍ସ କଲେକ୍ସନ…
ଆମ୍ବୁଲାନ୍ସରୁ ସରିଗଲା ତେଲ: ଡାକ୍ତରଖାନା ଯିବା ରାସ୍ତାରେ ଆଖିବୁଜିଲେ ମା’, ଗର୍ଭସ୍ଥ ଶିଶୁ
ବାରିପଦା ଅଫିସ,୫।୧୦: ଡାକ୍ତରଖାନା ଯିବା ରାସ୍ତାରେ ଆମ୍ବୁଲାନ୍ସରୁ ତେଲ ସରିଯିବାରୁ ଗର୍ଭବତୀ ମହିଳା ଏବଂ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ। ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ହାଣଦା ଗ୍ରାମରେ ଶନିବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ମୃତ ମହିଳା…
ଶହୀଦ୍ ପରିବାରଙ୍କୁ ମିଳିବ ୪ ଗୁଣା ଅଧିକ କ୍ଷତିପୂରଣ: ରାଜନାଥ ସିଂ କଲେ ଘୋଷଣା
ନୂଆଦିଲ୍ଲୀ,୫।୧୦: ଏଣିକି ଶହୀଦ୍ ପରିବାରଙ୍କୁ ୪ ଗୁଣା ଅଧିକ କ୍ଷତିପୂରଣ ମିଳିବ। ପୂର୍ବରୁ ଶହୀଦ୍ ପରିବାରଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବାବେଳେ ଏବେ ଏହାକୁ ୮ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…
ଭାରତ-ବାଂଲାଦେଶ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି: ହସିନାଙ୍କୁ ଭେଟିଲେ ମୋଦି
ନୂଆଦିଲ୍ଲୀ,୫।୧୦: ଭାରତ-ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ପୁଣି ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାଂଲାଦେଶ ପ୍ରତିପକ୍ଷ ଶେଖ୍ ହସିନାଙ୍କ ସହିତ ଶନିବାର ସାକ୍ଷାତ୍ କରିଛନ୍ତି। ଏହି ସମୟରେ ଦୁଇଦେଶ ମଧ୍ୟରେ ୭ ଦ୍ୱିପାକ୍ଷିକ ଚୁକ୍ତି ସ୍ବାକ୍ଷର ହୋଇଥିବାବେଳେ ୩ଟି…
Archives


